ରାଜ୍ୟ

ଚାଷୀଙ୍କୁ ଘାରିଲାଣି ବାତ୍ୟା ଭୟ

ରସୁଲପୁର,୧।୧୨(ଡି.ଏନ.ଏ.): ରସୁଲପୁର ବ୍ଲକ ଅଞ୍ଚଳର ପରିବା ଚାଷୀଙ୍କୁ ଘାରିଲାଣି ସମ୍ଭାବ୍ୟ ବାତ୍ୟା ‘ଜଓ୍ବାଦ’ର ଭୟ। ଲଘୁଚାପ ପ୍ରଭାବରେ ହେବାକୁ ଥିବା ବାତ୍ୟା ଯୋଗୁ ଶୀତଦିନିଆ ପରିବା ଚାଷ ବିଶେଷ କ୍ଷତିଗ୍ରସ୍ତ ହେବା ଆଶଙ୍କା କରାଯାଉଛି। ଅନ୍ୟପକ୍ଷରେ ବର୍ଷାକୁ ମୁକାବିଲା ପାଇଁ ଚାଷୀଙ୍କୁ…

ରାଜ୍ୟରେ ଗତ ୨୪ ଘଣ୍ଟାରେ ୨୩୭ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୧।୧୨(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ୨୩୭ ମଧ୍ୟରେ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୩୯ ଜଣ ପିଲା ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ୍‌। ଆକ୍ରାନ୍ତଙ୍କ ମଧ୍ୟରୁ ୧୩୯ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୯୮…

ଉପକୂଳ ମିଳିତ ସମରାଭ୍ୟାସ ଆରମ୍ଭ

ପାରାଦୀପ,୧।୧୨(ସ୍ବ.ପ୍ର.): ଓଡ଼ିଶାର ଉପକୂଳ ଅଞ୍ଚଳରେ ମଙ୍ଗଳବାର ଦୁଇ ଦିନିଆ ମିଳିତ ସମରାଭ୍ୟାସ ଆରମ୍ଭ ହୋଇଛି। ଏହି ୨୩ ତମ ସମରାଭ୍ୟାସର ନାମ ସାଗର କବଚ ୨୦୨୧ ରହିଛି। ଏଥିରେ ଓଡ଼ିଶା ପୋଲିସ, ନୌସେନା, କୋ ଷ୍ଟଗାର୍ଡ, କଷ୍ଟମ୍ସ, ସିଆଇଏସ୍‌ଏଫ୍‌, ମତ୍ସ୍ୟ ବିଭାଗ,…

ଖବରକାଗଜ ବିତରକଙ୍କ ପାଇଁ ସାମାଜିକ ସୁରକ୍ଷା

ଭୁବନେଶ୍ୱର,୧ା୧୨(ବ୍ୟୁରୋ):ସୂଚନା ଓ ଖବର ପ୍ରସାରଣରେ ବିତରକମାନଙ୍କର ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି । ଖରା, ବର୍ଷା, ଶୀତ ସବୁ ସମୟରେ ସୂର୍ଯ୍ୟୋଦୟ ପୂର୍ବରୁ ସେମାନଙ୍କର କର୍ମମୟ ଜୀବନ ଆରମ୍ଭ ହୋଇଥାଏ। ଜନସାଧାରଣଙ୍କୁ ଖବର ସହ ଯୋଡ଼ିବାରେ ତାଙ୍କର ଭୂମିକା ଓ ସଂଘର୍ଷକୁ…

ଜିରୋନାଇଟ୍‌ ସେଲିବ୍ରେଶନରେ ବ୍ରେକ୍‌

ଭୁବନେଶ୍ୱର,୧ା୧୨(ବ୍ୟୁରୋ):ଗତବର୍ଷ ଭଳି ଏଥର ମଧ୍ୟ ନୂଆବର୍ଷ ପାଳନ ଫିକା ପଡ଼ିବ। ରାଜ୍ୟରେ ଏଥର ଜିରୋନାଇଟ୍‌ ସେଲିବ୍ରେଶନ ହୋଇପାରିବ ନାହିଁ। ମଙ୍ଗଳବାର ରାଜ୍ୟ ସରକାରଙ୍କ ପକ୍ଷରୁ ଜାରି ହୋଇଥିବା ଡିସେମ୍ବର ମାସର କୋଭିଡ୍‌ ଗାଇଡ୍‌ଲାଇନରେ ଏହା ସ୍ପଷ୍ଟ କରାଯାଇଛି। କରୋନା ସଂକ୍ରମଣ ବଢ଼ିବା…

ସମ୍ଭାବ୍ୟ ଝଡ଼, ଫସଲ ନଷ୍ଟ ଆଶଙ୍କାରେ ଚାଷୀ

କେନ୍ଦ୍ରାପଡ଼ା ଅଫିସ, ୧।୧୨: ସମ୍ଭାବ୍ୟ ସାମୁଦ୍ରିକ ଝଡକୁ ଦୃଷ୍ଟିରେ ରଖି କେନ୍ଦ୍ରାପଡ଼ା ଜିଲା ପ୍ରଶାସନ ଓ କୃଷି ବିଜ୍ଞାନ କେନ୍ଦ୍ର ପକ୍ଷରୁ ସଚେତନତା କାର୍ଯ୍ୟକ୍ରମ ଆରମ୍ଭ ହୋଇଛି। ଜିଲାପାଳ ଅମୃତ ଋତୁରାଜ ଗଣମାଧ୍ୟମକୁ ମଙ୍ଗଳବାର ଏ ସମ୍ପର୍କରେ ସୂଚନା ଦେଇ କହିଛନ୍ତି,…

ପେନ୍‌ସନଭୋଗୀଙ୍କ ଲାଇଫ ସାର୍ଟିଫିକେଟ ଦାଖଲ ଅବଧି ୩୧ ଯାଏ ବୃଦ୍ଧି

ଭୁବନେଶ୍ୱର, ୧ା୧୨(ବ୍ୟୁରୋ):ମହାମାରୀକୁ ଦୃଷ୍ଟିରେ ରଖି ପେନ୍‌ସନଭୋଗୀଙ୍କ ବାର୍ଷିକ ଜୀବିତ ପ୍ରମାଣପତ୍ର (ଲାଇଫ୍‌ ସାର୍ଟିଫିକେଟ୍‌) ଦାଖଲ ଅବଧିକୁ ଡିସେମ୍ବର ୩୧ ପର୍ଯ୍ୟନ୍ତ ଘୁଞ୍ଚାଇ ଦିଆଯାଇଛି। ପ୍ରତିବର୍ଷ ପେନ୍‌ସନଭୋଗୀମାନେ ନଭେମ୍ବର ୩୦ ମଧ୍ୟରେ ଏହି ପ୍ରମାଣପତ୍ର ଦାଖଲ କରିବାର ନିୟମ ରହିଛି। ଏହାଛଡ଼ା ସେମାନଙ୍କୁ…

୪ରେ ସ୍ଥଳଭାଗ ଛୁଇଁପାରେ ‘ଜଓ୍ବାଦ’

ଭୁବନେଶ୍ୱର, ୧।୧୨(ବ୍ୟୁରୋ):ଦକ୍ଷିଣ ଥାଇଲାଣ୍ଡ ଓ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସକ୍ରିୟ ରହିଛି। ଏଥିସହ ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନଠାରୁ ବାୟୂମଣ୍ଡଳର ମଧ୍ୟଭାଗ ଯାଏ ବ୍ୟାପିଛି। ଆସନ୍ତା ୧୨ଘଣ୍ଟା ମଧ୍ୟରେ ଏହା ଆଣ୍ଡାମାନ ସାଗରରେ ପ୍ରବେଶ କରିବ। ଏହା ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗକୁ…

ଦୁର୍ଘଟଣାରେ ମୃତ୍ୟୁ ହେଲେ ଖବରକାଗଜ ବିତରକଙ୍କୁ ମିଳିବ ୨ ଲକ୍ଷ

ଭୁବନେଶ୍ୱର,୧ା୧୨(ବ୍ୟୁରୋ)- ସୂଚନା ଓ ଖବର ପ୍ରସାରଣରେ ବିତରକମାନଙ୍କର ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି। ଖରା, ବର୍ଷା, ଶୀତ ସବୁ ସମୟରେ ସୂର୍ଯ୍ୟୋଦୟ ପୂର୍ବରୁ ସେମାନଙ୍କର କର୍ମମୟ ଜୀବନ ଆରମ୍ଭ ହୋଇଥାଏ। ଜନସାଧାରଣଙ୍କୁ ଖବର ସହ ଯୋଡ଼ିବାରେ ତାଙ୍କର ଭୂମିକା ଓ ସଂଘର୍ଷକୁ…

ବର୍ଷର ଶେଷ ଦିନ, ନୂଆ ବର୍ଷରେ ପିକ୍‌ନିକ୍‌ ମନା

ଭୁବନେଶ୍ୱର,୧।୧୨(ବ୍ୟୁରୋ): ଗତବର୍ଷ ଭଳି ଏଥର ମଧ୍ୟ ନୂଆବର୍ଷ ପାଳନ ଫିକା ପଡ଼ିବ। ରାଜ୍ୟରେ ଏଥର ଜିରୋନାଇଟ୍‌ ସେଲିବ୍ରେଶନ ହୋଇପାରିବ ନାହିଁ। ମଙ୍ଗଳବାର ରାଜ୍ୟ ସରକାରଙ୍କ ପକ୍ଷରୁ ଜାରି ହୋଇଥିବା ଡିସେମ୍ବର କୋଭିଡ୍‌ ଗାଇଡ୍‌ଲାଇନରେ ଏହା ସ୍ପଷ୍ଟ କରାଯାଇଛି। କରୋନା ସଂକ୍ରମଣ ବଢ଼ିବା…

୨ଲକ୍ଷର ହିସାବ ଦେଇପାରିଲେନି ଥାନା ଅଧିକାରୀ

ବରଗଡ଼ ଅଫିସ୍‌,୩୦।୧୧: ବଲାଙ୍ଗୀର ଜିଲା ବଙ୍ଗୋମୁଣ୍ଡା ଥାନା ଅଧିକାରୀ ବିନୋଦ ବିହାରୀ ନାୟକ ମଙ୍ଗଳବାର ଭିଜିଲାନ୍ସ ଜାଲରେ ପଡିଛନ୍ତି। ସେ ଏକ କାର୍‌(ନଂ-ଓଡ଼ି୧୫କେ ୬୧୧୧) ଯୋଗେ ସମ୍ବଲପୁର ଯାଉଥିବା ବେଳେ ବରଗଡ଼ ସହର ଉପକଣ୍ଠ ବରାହଗୋଡ଼ା ଟୋଲପ୍ଲାଜା ନିକଟରେ ଭିଜିଲାନ୍ସ ଟିମ୍‌…

ରାତି ହେଲେ ଘର ଛାତ ଭାଙ୍ଗୁଛି ଭାଲୁ

ମାଲକାନଗିରି,୩୦।୧୧(ଡି.ଏନ.ଏ.): ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ଗ୍ରାମରେ ଭାଲୁ ଆତଙ୍କ ଦେଖାଦେଇଛି। ରାତି ହେଲେ ଆଖପାଖ ଅଞ୍ଚଳରେ ଭାଲୁ ବୁଲୁଛି। ଘର ଉପରେ ଚଢି ଟିଣ ଭାଙ୍ଗି ଘର ଭିତରେ ପଶିବାକୁ ଉଦ୍ୟମ କରୁଛି । ଫଳରେ ଭାଲୁ ଭୟରେ ସନ୍ଧ୍ୟା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri