ରାଜ୍ୟ

ଓମିକ୍ରନ୍‌ ସଂକ୍ରମିତ ଦେଶରୁ ଆସିଲେ ହେବ ଆର୍‌ଟିପିସିଆର୍‌

ଭୁବନେଶ୍ୱର,୩୦।୧୧(ବ୍ୟୁରୋ): ଓମିକ୍ରନ୍‌ ସଂକ୍ରମିତ ଦେଶରୁ ଯେଉଁମାନେ ଆସିବେ ସେମାନଙ୍କ ଆର୍‌ଟିପିସିଆର ଟେଷ୍ଟ ହେବ। ଯେଉଁମାନେ ପଜିଟିଭ୍‌ ବାହାରିବେ ସେମାନଙ୍କର ଚିକିତ୍ସା କରାଯିବା ସହିତ କଣ୍ଟାକ୍ଟ ଟ୍ରେସିଂ କରାଯିବ। ଯେମିତି ଅନ୍ୟ ସହିତ ମିଶିପାରିବ ନାହିଁ। ସେହିପରି ଯେଉଁମାନେ ନେଗେଟିଭ ବାହାରିବେ, ସେମାନଙ୍କୁ…

ଖସି ପଳାଇଲେ ମୋଷ୍ଟ ୱାଣ୍ଟେଡ ବ୍ରାଉନସୁଗର ବେପାରୀ

ଭୁବନେଶ୍ୱର,୩୦।୧୧(ବ୍ୟୁରୋ): ଓଡିଶା କ୍ରାଇମବ୍ରାଞ୍ଚର ସ୍ପେଶାଲ ଟାସ୍କ ଫୋର୍ସ (ଏସ୍‌ଟିଏଫ୍‌) ପଶ୍ଚିମବଙ୍ଗ ପୋଲିସ ସହାୟତାରେ ଅନ୍ତର୍ଜାତୀୟ ବ୍ରାଉସୁଗର୍‌ ବେପାରୀଙ୍କ ଘରେ ଚଢାଉ କରିଥିଲା। ପଶ୍ଚିମବଙ୍ଗ ମୁର୍ସିଦାବାଦ ଜିଲା ଲାଲଗୋଲା ଥାନା ଅଞ୍ଚଳରେ ଥିବା ଅଭିଯୁକ୍ତଙ୍କ ଘରେ ସୋମବାର ବିଳମ୍ବିତ ରାତିରେ ଚଢ଼ାଉ ବେଳେ…

୩ ପୋଲିସ ଅଧିକାରୀଙ୍କ ସମେତ ୫ ଜଣଙ୍କ ନାଁରେ ହାଜତ ମୃତ୍ୟୁ ମାମଲା

ଗୋପାଳପୁର,୩୦ା୧୧(ଡି.ଏନ.ଏ.): ଗଞ୍ଜାମ ଜିଲା ଗୋଳନ୍ଥରା ଥାନାରେ ଗତ ମେ ୩ରେ ରଙ୍ଗିପୁର ଗ୍ରାମର ଗଣେଶ ଡାକୁଆଙ୍କ ମୃତ୍ୟୁ ଘଟିଥିଲା। ଏହି ହାଜତ ମୃତ୍ୟୁ ଘଟଣାରେ ବ୍ରହ୍ମପୁର ପୋଲିସ ୩ ପୋଲିସ ଅଧିକାରୀଙ୍କ ସମେତ ୫ ଜଣଙ୍କ ନାମରେ ହତ୍ୟା ମାମଲା ରୁଜୁ…

ଆଦର୍ଶ ଆରକ୍ଷୀ ପରିବାର ଆବାସ ପ୍ରକଳ୍ପର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର,୩୦।୧୧(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୋଲିସ ଅଧିକାରୀଙ୍କ ପାଇଁ ୫୦୪ କ୍ବାର୍ଟରର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ମଙ୍ଗଳବାର ଭିଡିଓ କନ୍‌ଫରେନ୍ସିଂ ଜରିଆରେ ଏହି ଆଦର୍ଶ ଆରକ୍ଷୀ ପରିବାର ଆବାସ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି। ଏଣିକି ପୋଲିସ ଅଧିକାରୀ ଆଉ ଘର ପାଇଁ…

ବିଧାନସଭା ସମ୍ମୁଖରେ ଆତ୍ମାହୂତି ରୋକିବାକୁ ସମସ୍ତ ଜିଲାର ଏସପିଙ୍କୁ ଆଲର୍ଟ କଲେ ରାଜ୍ୟ ସରକାର

ଭୁବନେଶ୍ବର,୩୦।୧୧(ବ୍ୟୁରୋ): ରାଜ୍ୟ ସରକାର ଚଳିତବର୍ଷ ଶୀତ ଅଧିବେଶନରେ ବିଧାନସଭା ସମ୍ମୁଖରେ ଆତ୍ମାହୂତି ରୋକିବାକୁ ନିଷ୍ପତ୍ତି ନେଇଛନ୍ତି । ଏଥିପାଇଁ ସମସ୍ତ ଜିଲାର ଏସ୍‌ପିମାନଙ୍କୁ ଆଲର୍ଟ କରାଯାଇଛି । ଅସନ୍ତୋଷ ଜାହିର କରି ଆତ୍ମାହୂତି କରିବାକୁ ଉଦ୍ୟମ କରୁଥିବା ଲୋକଙ୍କୁ ବୁଝାଇ କିପରି…

ମାଡ଼ି ଆସୁଛି ବାତ୍ୟା

ଭୁବନେଶ୍ୱର,୩୦।୧୧(ବ୍ୟୁରୋ): ବାତ୍ୟା ହେବା ନେଇ ଆଇଏମ୍‌ଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ମଙ୍ଗଳବାର ସ୍ପଷ୍ଟ କରିଛନ୍ତି। ସେ କହିଛନ୍ତି, ଡିସେମ୍ବର ୪ ତାରିଖ (ଶନିବାର) ସକାଳେ ବାତ୍ୟା ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ର ମଧ୍ୟରେ ସ୍ଥଳଭାଗ ଛୁଇଁବ। ଏହା ପ୍ରଭାବରେ ୩…

ଜାନୁୟାରୀକୁ ଘୁଞ୍ଚିଲା ଦଶମ ଶ୍ରେଣୀ ସମେଟିଭ-୧ ପରୀକ୍ଷା

କଟକ ଅଫିସ,୩୦।୧୧: ଦଶମ ଶ୍ରେଣୀର ସମେଟିଭ-୧ର ପରୀକ୍ଷା ତାରିଖ ଘୁଞ୍ଚିଲା। ଡିସେମ୍ବର ୨୭ରେ ହେବାକୁ ଥିବା ଏହି ପରୀକ୍ଷା ଜାନୟାରୀ ୫ ରୁ ୮ ତାରିଖରେ ହେବ। ସେଥିପାଇଁ ଫର୍ମ ଫିଲଅପ କାର୍ଯ୍ୟ ଶେଷ ହୋଇଛି । ପରୀକ୍ଷା ପାଇଁ ଡାଟା…

ଚିନ୍ତା ବଢ଼ାଇଲାଣି ଲଘୁଚାପ

ଭୁବନେଶ୍ୱର,୩୦।୧୧(ବ୍ୟୁରୋ): ସମ୍ଭାବ୍ୟ ଲଘୁଚାପ ଚାଷୀକୁଳ ଚିନ୍ତା ବଢ଼ାଇ ଦେଇଛି। ବିଲରେ ପାଚିଲା ଧାନ ଲହଡି ଭାଙ୍ଗୁଛି। ଗତ ୨ଦିନ ହେବ ଚାଷୀମାନେ ପାଚିଲା ଓ ଦରପାଚିଲା ଧାନକୁ କାଟି ଖଳାକୁ ବୋହିବାରେ ଲାଗିଛନ୍ତି। ଚାଷୀମାନଙ୍କର ନିଦ ହଜି ଯାଇଛି। କେବଳ ଧାନ…

ରାଜ୍ୟରୁ ପୁଣି ୨ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୩୦।୧୧(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର କରୋନା ଆଉ ୨ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁସଂଖ୍ୟା ୮,୪୧୧କୁ ବୃଦ୍ଧି ପାଇଛି। ୨ ମୃତକଙ୍କ ମଧ୍ୟରେ ଝାରସୁଗୁଡ଼ାରୁ ଜଣେ ଥିବା ବେଳେ ନୂଆପଡ଼ା ଜିଲାରୁ ଜଣେ ଅଛନ୍ତି। ତେବେ ଆଜି ରାଜ୍ୟରେ…

ଦିନେ କମୁଛି ଦିନେ ବଢ଼ୁଛି : ଆଜି ରାଜ୍ୟରେ ୨୨୮ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୩୦।୧୧(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ୨୨୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୩୫ ଜଣ ଛୁଆ ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ । ଆକ୍ରାନ୍ତଙ୍କ ମଧ୍ୟରୁ ୧୩୪ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୯୪ ଜଣ ଲୋକାଲ…

‘ଏ ପର୍ଯ୍ୟନ୍ତ ପିପିଲି ପୀଡ଼ିତାଙ୍କୁ ନ୍ୟାୟ ମିଳିନି’

ଭୁବନେଶ୍ୱର, ୩୦।୧୧(ବ୍ୟୁରୋ): ବହୁ ଚର୍ଚ୍ଚିତ ପିପିଲିର ବେବିନା ଗଣବଳାତ୍କାର ଘଟଣାକୁ ସୋମବାର ୧୦ବର୍ଷ ପୂରିଛି। ହେଲେ ଏପର୍ଯ୍ୟନ୍ତ ଅପରାଧୀମାନେ ଦଣ୍ଡ ପାଇନାହାନ୍ତି କି ତଦନ୍ତ କମିଶନ ରିପୋର୍ଟ ବିଧାନସଭାରେ ଉପସ୍ଥାପନ ହୋଇନାହିଁ ବୋଲି କଂଗ୍ରେସ ଅଭିଯୋଗ ଆଣିଛି। ସୋମବାର ରାଜ୍ୟ କଂଗ୍ରେସ…

ଓବିସିଙ୍କ ପାଇଁ ଆନ୍ଦୋଳନ କରିବ ଭାଜପା

ଭୁବନେଶ୍ୱର, ୩୦।୧୧(ବ୍ୟୁରୋ): ଓଡ଼ିଶାରେ ପଛୁଆ ବର୍ଗ ଅବହେଳିତ। ଓବିସିମାନଙ୍କୁ କେବଳ ୧୧.୨୫% ସଂରକ୍ଷଣ କଥା କହି ବାସ୍ତବ କ୍ଷେତ୍ରରେ ରାଜ୍ୟ ସରକାର ମାତ୍ର ୨ରୁ ୩ ପ୍ରତିଶତ ସଂରକ୍ଷଣ ଦେଉଛନ୍ତି। ସ୍କୁଲ କଲେଜରେ ଓବିସି ଛାତ୍ରୀଛାତ୍ରଙ୍କୁ ସଂରକ୍ଷଣ ବ୍ୟବସ୍ଥାରୁ ବଞ୍ଚିତ ରଖାଯାଉଛି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri