ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ
କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର ଜିଲା ଉମରକୋଟରେ ଏକ ବ୍ରତ କାର୍ଯ୍ୟ ସାରି ନିଜ ଘର କୋରାପୁଟକୁ ଫେରୁଥିବା…
ଥୁଆମୂଳ ରାମପୁର ଦୁର୍ଘଟଣା: ପ୍ରଶାସନର ପ୍ରତିଶ୍ରୁତି ପରେ ଓହରିଲା ରାସ୍ତାରୋକ: ମୃତଦେହ ବ୍ୟବଚ୍ଛେଦ ପରେ ପରିବାରକୁ ହସ୍ତାନ୍ତର
ଥୁଆମୂଳରାମପୁର,୭ା୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳରାମପୁର ଥାନା ଅଞ୍ଚଳରେ ସୋମବାର ଘଟିଥିବା ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତ୍ୟୁସଂଖ୍ୟା ୪କୁ ବୃଦ୍ଧି ପାଇଛି। ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଉଥିବା ଗୁରୁତର ବାଲେଶ୍ୱର ନାଏକଙ୍କ ରାସ୍ତାରେ ମୃତ୍ୟୁ ଘଟିଛି। ଅନ୍ୟପକ୍ଷେ…
ସିଜିମାଳି ଖଣିରେ ରାସ୍ତା ନିର୍ମାଣକୁ ନେଇ ତୁମୁଳକାଣ୍ଡ: ଗ୍ରାମବାସୀ-ପୋଲିସ ମୁହାଁମୁହିଁ, ୧୦୦ରୁ ଊର୍ଦ୍ଧ୍ୱ ଆହତ,ଗିରଫ ଭୟରେ…
ରାୟଗଡ଼ା,୭।୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ସିଜିମାଳି ପାହାଡରେ ରାସ୍ତା ନିର୍ମାଣକୁ ନେଇ ସମଗ୍ର ଅଞ୍ଚଳ ଅଶାନ୍ତ ହୋଇପଡିଛି। ରାସ୍ତା ନିର୍ମାଣ କାର୍ଯ୍ୟକୁ ବିରୋଧ କରି କାଶୀପୁର ବ୍ଲକର ଶାଗବାରୀ ଗ୍ରାମରେ ପୋଲିସ ଉପରେ ଆକ୍ରମଣ କରିଛନ୍ତି ଗ୍ରାମବାସୀ। ପୋଲିସ ଓ…
ରାତିରେ କାଠଗଦାରେ ଚାଲୁଥିଲା ୧୨ ଫୁଟର କିଂ କୋବ୍ରା: ହଠାତ ପଡିଲା ଲୋକଙ୍କ ନଜରରେ…
ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗାଁରୁ ୧୨ ଫୁଟ ଲମ୍ବର ଏକ ଅହିରାଜ (କିଙ୍ଗକୋବ୍ରା) ସାପକୁ ବନବିଭାଗ କର୍ମଚାରୀ ବୃନ୍ଦ ଉଦ୍ଧାର କରିଛନ୍ତି। ଅପରାହ୍ନରେ କାଳ ବୈଶାଖୀ ପ୍ରଭାବରେ ବଜ୍ରପାତ ସାଙ୍ଗକୁ ଭୀଷଣ…
ପୁଣି ଦୁର୍ଘଟଣା ଘଟାଇଲା ଆମବସ୍: ଯାତ୍ରୀଙ୍କ ଉପରେ ଭାଙ୍ଗି ପଡ଼ିଲା କାଚ
ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ ନିକଟରେ। ୩୭ ନଂ ଆମ ବସ ଯାତ୍ରୀ ନେଇ ଭୁବନେଶ୍ୱର ଯାଉଥିଲା। ୟଦୁର୍ଘଟଣାରେ…
ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…
ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା ପରେ ଶେଷରେ ସ୍ବାମୀ ମଧ୍ୟ ବେକରେ ରଶି ଲଗାଇ ଆତ୍ମହତ୍ୟା କରିଛନ୍ତି। ମୃତ…
ନବୀନ ପଟ୍ଟନାୟକଙ୍କୁ ନେଇ ଏମିତି କହିଦେଲେ ମନମୋହନ: ଆମ ଦ୍ୱାର ସବୁବେଳେ ଖୋଲା…
ଭୁବନେଶ୍ୱର,୭।୪: ବିରୋଧୀ ଦଳ ନେତା ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ପଞ୍ଚାୟତରାଜ ନିର୍ବାଚନ ପୂର୍ବରୁ ବିଭିନ୍ନ ଜିଲା ଗସ୍ତ କରିବେ ବୋଲି ଜଣାପଡ଼ିଛି। ନବୀନଙ୍କ ଜିଲା ଗସ୍ତ ନିଷ୍ପତ୍ତିକୁ ପରୋକ୍ଷ ଭାବେ ଟାର୍ଗେଟ୍ କରିଛନ୍ତି ଭାଜପା ରାଜ୍ୟ ସଭାପତି ମନମୋହନ…
ପୋଖରୀରେ ବୁଡ଼ି ଚାଲିଗଲା ୨ ସାଙ୍ଗଙ୍କ ଜୀବନ, ସ୍କୁଲରୁ ଫେରି ଗାଧୋଇବାକୁ ଯାଇଥିଲେ
ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ପଞ୍ଚାୟତ ପତାଣ୍ଡ ଗ୍ରାମରେ ଅଘଟଣ । ପୋଖରୀରେ ବୁଡ଼ିଯାଇ ୨ ନାବାଳିକା ଛାତ୍ରୀଙ୍କର ମୃତ୍ୟୁ ହୋଇଛି । ମଙ୍ଗଳବାର ପୂର୍ବାହ୍ନ ପ୍ରାୟ ୧୦ ଟାରେ ଏହି ଦୁଃଖଦ ଘଟଣା ଘଟିଛି…
ଯାଜପୁରରେ ଯୁବକଙ୍କୁ ଗୁଳିମାଡ଼, ଚିକିତ୍ସାଧୀନ ଅବସ୍ଥାରେ ଚାଲିଗଲା ଜୀବନ
ଯାଜପୁର ସଦର,୭।୪(ସମର ବିଜୟ ଶରଣ ): ଯାଜପୁର ଥାନା ଅନ୍ତର୍ଗତ କାଳୀମେଘା ନିକଟର ଫୁଟିଲା ଗୁଳି । ଏହି ଗୁଳିକାଣ୍ଡରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି । ଘଟଣାସ୍ଥଳରେ ସାଇଣ୍ଟିଫିକ ଟିମ୍ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି । ସୂଚନା ଅନୁସାରେ,…
ପ୍ରମିଳାଙ୍କ ଘରେ ହଠାତ୍ ପହଞ୍ଚିଲେ ଯାଜପୁର ନେତା, ଉପସ୍ଥିତ ଅଛନ୍ତି ଏମାନେ ସବୁ…
ଭୁବନେଶ୍ୱର,୭।୪: ପ୍ରମିଳାଙ୍କ ସରକାରୀ ବାସଭବନରେ ଯାଜପୁର ନେତାଙ୍କ ମେଳିକୁ ନେଇ ରାଜନୀତିରେ ହଇଚଇ। ଭଦ୍ରକ ମଣ୍ଡଳ ଦମ୍ପତିଙ୍କୁ ସସପେଣ୍ଡ ପରେ ଯାଜପୁର ସଂଗଠନକୁ ନେଇ ବୈଠକ ଚାଲିଥିବା ଜଣାପଡିଛି। ବୈଠକରେ ପ୍ରମିଳା ମଲ୍ଲିକ, ବିଶ୍ୱ ମଲ୍ଲିକ, ସୁଜାତା ସାହୁ , ପ୍ରୀତି…
ମୋରଡାରୁ ପଶ୍ଚିମବଙ୍ଗ ହେଉଥିଲା ଗୋ ଚାଲାଣ, ୧୩ ଗୋରୁ ଜବତ କଲା ପୋଲିସ
ମୋରଡା,୭/୪(ସ୍ମାରକ ମାଜୀ)- ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବେଆଇନ ଭାବେ ଗୋ ଚାଲାଣ ବୃଦ୍ଧି ପାଉଥିବାର ଦେଖାଯାଇଛି । ଅନେକ ସ୍ଥାନରେ ପୋଲିସର ଚଢ଼ାଉ ଜାରି ରହିଥିଲେ ହେଁ ବ୍ୟବସାୟୀ ବେଧଡକ ଭାବେ ଚାଲାଣ ଜାରି ରଖିଛନ୍ତି । ସୂଚନା…
ପାଣିପାଗ ବିଭାଗର ସତର୍କ ସୂଚନା, ଏପ୍ରିଲ ୧୦ ପର୍ଯ୍ୟନ୍ତ କାଳବୈଶାଖୀ…
ଭୁବନେଶ୍ୱର,୭।୪(ବନ୍ଦନା ସେଠୀ): ସମୁଦ୍ର ପତ୍ତନଠାରୁ ୦.୯ କି.ମି. ଉଚ୍ଚରେ ଓଡ଼ିଶା ଏବଂ ପଡ଼ୋଶୀ ରାଜ୍ୟ ଉପରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏଥିସହ ଦକ୍ଷିଣ ଉପକୂଳ ଆନ୍ଧ୍ରପ୍ରଦେଶର ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ସମୁଦ୍ର ପତ୍ତନଠାରୁ ୧.୫ କି.ମି. ଉଚ୍ଚରେ ଆଉ…

