ସ୍ମାର୍ଟ ହେଲ୍ଥ କାର୍ଡ ଖାଲି ମନ୍ତ୍ରୀ ବାଣ୍ଟିବେ, ଆଉ ଆମେ..
ଉମରକୋଟ, ୨୯।୧୧(ସ୍ବ.ପ୍ର.): ସ୍ମାର୍ଟ ହେଲ୍ଥ କାର୍ଡ ଖାଲି ମନ୍ତ୍ରୀ ବାଣ୍ଟିବେ, ଆମେ କ’ଣ ଲୋକ ପ୍ରତିନିଧି ନୁହଁ। ଦିନ ରାତି ଲୋକଙ୍କ ପାଇଁ ଖଟୁଛୁ। ମନ୍ତ୍ରୀ ଦିନକ ପାଇଁ ଆସିଛନ୍ତି ଚାଲିଯିବେ ବୋଲି କ୍ରୀଡା ମନ୍ତ୍ରୀ ତୁଷାରକାନ୍ତ ବେହେରାଙ୍କ ଆଗରେ ମଞ୍ଚ…
ଡିସେମ୍ବର ୧ ରୁ ୩୧ ଯାଏ ଶୀତକାଳୀନ ବିଧାନସଭା ଅଧିବେଶନ,ଦିନକୁ ୫ ଘଣ୍ଟା ଚାଲିବ ଗୃହ
ଭୁବନେଶର,୨୭।୧୧(ବ୍ୟୁରୋ): ଶୀତକାଳୀନ ବିଧାନସଭା ଅଧିବେଶନ ଆସନ୍ତା ଡିସେମ୍ବର ୧ରୁ ୩୧ ତାରିଖ ଯାଏ ଚାଲିବ। ତେବେ ଏହା ପୂର୍ବରୁ ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ସୋମବାର ସର୍ବଦଳୀୟ ବୈଠକ ବସିଥିଲା। ସର୍ବଦଳୀୟ ବୈଠକ ସରିବା ପରେ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ପ୍ରତିକ୍ରିୟା ରଖିଛନ୍ତି…
୨ କୋଟି ଟଙ୍କାର ଅତ୍ୟାଧୁନିକ ଭ୍ରାମ୍ୟମାଣ ମେଡିକାଲ, ଏଥିରେ ରହିଛି ଏସବୁ ସୁବିଧା
ଚିତ୍ରକୋଣ୍ଡା,୨୯ା୧୧(ଡି.ଏନ୍.ଏ.): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ସ୍ବାଭିମାନ ମାତ୍ର ଅଞ୍ଚଳ ବଡ଼ପଡ଼ାଠାରେ ଆମେରିକାନ ଇଣ୍ଡିଆନ ଫାଉଣ୍ଡେଶନ ପକ୍ଷରୁ ଚେନ୍ନାଇ ଆଇଆଇଟି ଦ୍ୱାରା ମାଷ୍ଟର କାର୍ଡ ସଂସ୍ଥା ସହାୟତାରେ ଏକ ପୋଟେବୁଲ ହେଲ୍ଥ କେୟାର ୟୁନିଟ୍ ନିର୍ମାଣ କରାଯାଇଛି ଯାହାକି ମାତ୍ର ଦୁଇ ସପ୍ତାହ…
କାନାଡାରେ ହେବ ‘ଅଡିୟୁ ଗୋଦାର୍ଡ’ର ପ୍ରିମିୟର
ଭୁବନେଶ୍ୱର: ଆସନ୍ତା ୧ ତାରିଖରୁ କାନାଡାରେ ଆରମ୍ଭ ହେବାକୁ ଥିବା ମୋଜାଇକ୍ ଇଣ୍ଟରନ୍ୟାଶନାଲ ସାଉଥ ଏସିଆନ ଫିଲ୍ମ ଫେଷ୍ଟିଭାଲ (ଏମ୍ଆଇଏସ୍ଏଏଫ୍ଏଫ୍)ରେ ଓଡ଼ିଆ ଫିଚର ଫିଲ୍ମ ‘ଅଡିୟୁ ଗୋଦାର୍ଡ’ର ଉତ୍ତର ଆମେରିକୀୟ ପ୍ରିମିୟର ରିଲିଜ ହେବ। ଜାତୀୟ ପୁରସ୍କାର ପ୍ରାପ୍ତ ଅମର୍ତ୍ତ୍ୟ ଭଟ୍ଟାଚାର୍ଯ୍ୟ…
ସଂସଦରେ ଉଠିବ ପରୀ, ମମିତା ପ୍ରସଙ୍ଗ
ଭୁବନେଶ୍ୱର, ୨୯।୧୧(ବ୍ୟୁରୋ): ସଂସଦର ଶୀତକାଳୀନ ଅଧିବେଶନ ଚଳିତ ମାସ ୨୯ରୁ ଆରମ୍ଭ ହୋଇ ଡିସେମ୍ବର ୨୩ ପର୍ଯ୍ୟନ୍ତ ଚାଲିବ। ଏହି ଅଧିବେଶନରେ ବହୁ ଗୁରୁତ୍ୱପୂର୍ଣ୍ଣ ବିଲ୍ ପାସ୍ କରିବା ଲାଗି କେନ୍ଦ୍ର ସରକାର ଯୋଜନା ରଖିଛନ୍ତି। ମୁଖ୍ୟତଃ ୩ କୃଷି ଆଇନ…
ରାଜଧାନୀରେ ସୁପାରିକିଲର
ଭୁବନେଶ୍ୱର,୨୯ା୧୧(ବ୍ୟୁରୋ): ହତ୍ୟା ପାଇଁ ଭୁବନେଶ୍ୱରରେ ଜଗି ରହିଥିଲେ ସୁପାରିକିଲର। ହେଲେ ଟାର୍ଗେଟ ପୂର୍ବରୁ ମାଡ଼ି ବସିଲା ପୋଲିସ। ଜଣେ ଖସିଯାଇଥିବାବେଳେ ଅନ୍ୟ ଜଣେ ଧରାପଡିଛନ୍ତି। ଶୁକ୍ରବାର ରାତିରେ ନୟାପଲ୍ଲୀ ଥାନା ପୋଲିସ ହାତରେ ଧରାପଡିଥିବା ବନ୍ଧୁକଧାରୀ ଅପରାଧୀ ଜଣକ ସୁପାରିକିଲର ବୋଲି…
ରାଜ୍ୟରେ ଆଉ ୨ ଜଣଙ୍କ ଜୀବନ ନେଲା କରୋନା
ଭୁବନେଶ୍ୱର,୨୯ ।୧୧(ବ୍ୟୁରୋ): ରାଜ୍ୟରେ ସୋମବାର କରୋନା ଆଉ ୨ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ୍ ମୃତ୍ୟୁ ସଂଖ୍ୟା ୮ ହଜାର ୪୦୯ କୁ ବୃଦ୍ଧି ପାଇଛି। କେବଳ ବରଗଡରୁ ୨ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି। ଏ ନେଇ ରାଜ୍ୟ…
ମିଳିଲା ଖୋକା, ମାନୁନି ପୋଲିସ
ଢେଙ୍କାନାଳ ଅଫିସ, ୨୯ା୧୧-ଡ୍ରଗ୍ସ ସେବନକୁ ବିରୋଧ କରିବାରୁ ଢେଙ୍କାନାଳ ପୌରାଞ୍ଚଳ ୨୧ନଂ. ଓ୍ବାର୍ଡ ଅଧୀନ ରେଳଷ୍ଟେଶନ ନିକଟରେ ଥିବା ସଞ୍ଜୟ କୁଷ୍ଠ ରୋଗୀ କଲୋନୀରେ ଶନିବାର ଅପରାହ୍ନରେ ଅସାମାଜିକ ଘଟାଇଥିଲେ ଉନ୍ମତ୍ତକାଣ୍ଡ। ଅଭିଯୁକ୍ତମାନେ ୩ ରାଉଣ୍ଡ ଫାଙ୍କା ଗୁଳିଚାଳନା କରିବା ସହିତ…
୩୦ରେ ଲଘୁଚାପ, ବାତ୍ୟା ଆଶଙ୍କା
ଭୁବନେଶ୍ୱର, ୨୯ା୧୧(ବ୍ୟୁରୋ): ଓଡ଼ିଶାକୁ ଆଉଏକ ବଡ଼ ବର୍ଷା ଆସୁଛି। ଏଥିସହ ବାତ୍ୟାର ଆଶଙ୍କା ବି ଦୃଢ଼ୀଭୂତ ହେବାରେ ଲାଗିଛି। ଆସନ୍ତା ୩୦ ତାରିଖ ବେଳକୁ ଦକ୍ଷିଣ ଆଣ୍ଡାମାନ ସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ। ଏହା କ୍ରମଶଃ ଘନିଭୂତ ହୋଇ…
ଟ୍ରକ୍ ଚାଳକଙ୍କୁ ତହସିଲଦାରଙ୍କ ମାଡ଼ ଅଭିଯୋଗ
ଧର୍ମଶାଳା/ଚଢ଼େଇଧରା/ଜେନାପୁର,୨୯ା୧୧(ଡି.ଏନ.ଏ.): ଯାଜପୁର ଜିଲା ଧର୍ମଶାଳା ତହସିଲ ଅଧୀନ ଚଢ଼େଇଧରା ଉପରଛକଠାରେ ରବିବାର କଳାପଥର ପରିବହନକୁ ନେଇ ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇଛି। କଳାପଥର ବୋଝେଇ ଗାଡ଼ି ଚେକିଂ ବେଳେ ତହସିଲଦାର ଜଣେ ଚାଳକଙ୍କୁ ମାଡ଼ ମାରିଥିବା ଅଭିଯୋଗରେ ଚାଳକ ସଂଘ ପକ୍ଷରୁ…
ବ୍ୟାସନଗର ଦୁରବସ୍ଥା ଦୂର ହୋଇପାରୁନି
ଯାଜପୁର ଅଫିସ,୨୯ା୧୧: କଳିଙ୍ଗନଗର ଶିଳ୍ପାଞ୍ଚଳର ମୁଖଶାଳା ତଥା ଯାଜପୁର ଜିଲାର ଅନ୍ୟତମ ସହର ବ୍ୟାସନଗର ସବୁକ୍ଷେତ୍ରରେ ଅବହେଳିତ। ସହରର ୨୬ଟି ୱାର୍ଡକୁ ସଂଯୋଗ କରୁଥିବା ରାସ୍ତା ଖାଲଖମାରେ ପରିଣତ ହୋଇସାରିଛି। ବିଶେଷକରି ୨୫ ନମ୍ବର ୱାର୍ଡ ଗୋଶାଳାଛକଠାରୁ ଶିଶୁମନ୍ଦିର ପଛପାର୍ଶ୍ୱ ଛକ…
୬୫ ଟଙ୍କାରେ ୭ ଘଣ୍ଟା କାମ
କେନ୍ଦ୍ରାପଡ଼ା ଅଫିସ, ୨୯ା୧୧: କେନ୍ଦ୍ର ଓ ରାଜ୍ୟ ସରକାର ଗ୍ରାମାଞ୍ଚଳରେ ପାନୀୟ ଜଳ ଯୋଗାଣକୁ ଗୁରୁତ୍ୱ ଦେଇଛନ୍ତି। ଆସନ୍ତା ୨୦୨୩ ସୁଦ୍ଧା ପ୍ରତି ଘରକୁ ଟ୍ୟାପ ଯୋଗେ ଶୁଦ୍ଧ ପାନୀୟ ଜଳ ଯୋଗାଇବାକୁ ଯୋଜନା ପ୍ରଣୟନ କରିଛନ୍ତି। ତେବେ ତୃଣମୂଳରେ ଏହି…
Archives


