ରାଜ୍ୟ

ଆଖି ବୁଜିଲା ବାଘୁଣୀ ରେଣୁକା

ବାରଙ୍ଗ, ୨୨।୪ (ଡି.ଏନ୍‌.ଏ.): ପ୍ରାଣୀ ଉଦ୍ୟାନ ନନ୍ଦନକାନନର ଅନ୍ୟତମ ଆକର୍ଷଣ ବାଘୁଣୀ ରେଣୁକାର ବୁଧବାର ମୃତ୍ୟୁ ଘଟିଛି। ରେଣୁକା ଦୀର୍ଘଦିନ ଧରି ଅସୁସ୍ଥ ଥିବା କାରଣରୁ ତା’ର ମୃତ୍ୟୁ ଘଟିଲା ବୋଲି ନନ୍ଦନକାନନ ଉପନିର୍ଦ୍ଦେଶକ ବିମଳ ପ୍ରସନ୍ନ ଆଚାର୍ଯ୍ୟ କହିଛନ୍ତି।...

ପ୍ରବାସୀ ଶ୍ରମିକଙ୍କ ଫେରିବା ଚିନ୍ତା: ଖୋଲିବ କ୍ୱାରାଣ୍ଟାଇନ ସେଣ୍ଟର

ଭୁବନେଶ୍ୱର,୨୨।୪(ବ୍ୟୁରୋ): ସମଗ୍ର ଦେଶରେ କୋଭିଡ୍‌-୧୯ କାୟାବିସ୍ତାର କରିଚାଲିଛି। ଦିଲ୍ଲୀ, ମହାରାଷ୍ଟ୍ରରେ ଲକ୍‌ଡାଉନ ପରେ ପ୍ରବାସୀ ଶ୍ରମିକମାନେ ଘରମୁହାଁ ହୋଇଛନ୍ତି। ଅନ୍ୟ ରାଜ୍ୟରୁ ମଧ୍ୟ ଓଡ଼ିଶାକୁ ପ୍ରବାସୀ ଶ୍ରମିକମାନେ ଫେରୁଛନ୍ତି। ସେହି ଶ୍ରମିକମାନେ ଯେପରି ରାଜ୍ୟରେ କୋଭିଡ୍‌ ସଂକ୍ରମଣକୁ ନ ବଢ଼ାଇବେ...

ଯୁକ୍ତ ୨ ପରୀକ୍ଷା ବାତିଲ ଦାବି: ଲୋୟର ପିଏମ୍‌ଜିରେ ଛାତ୍ରୀଛାତ୍ରଙ୍କ ଧାରଣା

ଭୁବନେଶ୍ୱର,୨୨।୪(ବ୍ୟୁରୋ): ମାଟ୍ରିକ ପରୀକ୍ଷା ପରେ ଯୁକ୍ତ ୨ ପରୀକ୍ଷା ବାତିଲ ଦାବିରେ ଧାରଣାରେ ବସିଲେ ଛାତ୍ରୀଛାତ୍ର। ଗୁରୁବାର ରାଜଧାନୀର ଲୋୟର ପିଏମ୍‌ଜିଠାରେ ବିଭିନ୍ନ କଲେଜର ଛାତ୍ରୀଛାତ୍ରମାନେ ବିକ୍ଷୋଭ କରିଛନ୍ତି। ଯଦି ଦଶମ ଶ୍ରେଣୀ ପିଲାଙ୍କୁ କରୋନା ହେବାର ଭୟ ରହିଛି,...

ଆଜି ରାଜ୍ୟରେ ଆଖି ବୁଜିଲେ ଆଉ ୭ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨୨।୪(ବ୍ୟୁରୋ): ଦିନକୁ ଦିନ ରାଜ୍ୟରେ କରୋନା କାୟା ବିସ୍ତାର କରିଚାଲିଛି। ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ି ଚାଲିଥିବା ବେଳେ ମୃତ୍ୟୁସଂଖ୍ୟା ମଧ୍ୟ ବଢ଼ିବାରେ ଲାଗିଛି। କରୋନା ଆଜି ଆଉ ୭ ଜଣଙ୍କ ଜୀବନ ନେଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ...

ଆଜି ରାଜ୍ୟରେ ୬୦୦୦ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା, ସବୁଠୁ ଆଗରେ ଖୋର୍ଦ୍ଧା

ଭୁବନେଶ୍ୱର,୨୨।୪(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଦିନକୁ ଦିନ ବଢ଼ିବାରେ ଲାଗିଛି। ଗୁରୁବାର ରାଜ୍ୟରୁ ୬,୧୬୪ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୮୮,୪୭୯ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ...

ଚକିତ ନୁହେଁ, ଚିନ୍ତିତ

ଅନୁଗୋଳ ଅଫିସ, ୨୨।୪:  ରାଜ୍ୟରେ କରୋନା ଯେପରି କାୟା ମେଲାଇ ଚାଲିଛି, ତହିଁରେ ମାଟ୍ରିକ ପରୀକ୍ଷା କରିବା ସମ୍ଭବ ନୁହେଁ। ଏହା ଉପଲବ୍ଧି କରିବା ପରେ ଆସନ୍ତା ମେ’ ୩ ତାରିଖରୁ ହେବାକୁ ଥିବା ଦଶମ ଶ୍ରେଣୀ ବୋର୍ଡ ପରୀକ୍ଷାକୁ...

ସଂକ୍ରମଣ ରୋକିବାକୁ ସୀମା ସିଲ୍‌

ଭୋଗରାଇ,୨୨।୪(ଡି.ଏନ.ଏ.): ମହାମାରୀ କରୋନାର ଦ୍ୱିତୀୟ ଲହର କ୍ଷିପ୍ର ଗତିରେ ସଂକ୍ରମିତ ହେଉଥିବା ବେଳେ ରାଜ୍ୟ ସରକାର ସତର୍କତା ମୂଳକ ଆନ୍ତଃରାଜ୍ୟ ସଡ଼କ ପଥ ସୀମାକୁ ସିଲ୍‌ କରିଛନ୍ତି। ଏଭଳି ସ୍ଥିତିରେ ବାଲେଶ୍ୱର ଜିଲା ସୀମାନ୍ତ ପଶ୍ଚିମବଙ୍ଗକୁ ସଂଯୋଗ କରୁଥିବା ଜଳେଶ୍ୱର...

ଶ୍ରୀରାମ ନବମୀ ମହୋତ୍ସବ, କଟକଣାରେ ମହାଯଜ୍ଞ

ଭଦ୍ରକ ଅଫିସ,୨୨।୪- କରୋନା ମହାମାରୀ ଯୋଗୁ ଚଳିତବର୍ଷ ମଧ୍ୟ ଭଦ୍ରକର ପ୍ରସିଦ୍ଧ ଶ୍ରୀରାମ ନବମୀ ମହୋତ୍ସବ ଫିକା ପଡ଼ିଛି। ୩ ଦିନର ହୋମଯଜ୍ଞ, ହନୁମାନ ଚାଳିଶା ପାଠ, ଶ୍ରୀରାମ ମହାନବମୀ ଯଜ୍ଞ ଆଦି କଟକଣା ମଧ୍ୟରେ ସମ୍ପନ୍ନ ହୋଇଛି। ବୁଧବାର...

ବିଭାଗୀୟ ଅଧିକାରୀଙ୍କ ଖାମଖିଆଲ ମନୋଭାବ ଯୋଗୁ ଭାଙ୍ଗିଲା କେନାଲ

ମାଲକାନଗିରି,୨୧ା୪: ମାଲକାନଗିରି ଜିଲା ପୋଟେରୁ ଜଳସେଚନ ବିଭାଗର ତମସା ମୁଖ୍ୟ କେନାଲ ଭାଙ୍ଗି ବୁଧବାର ଏକ ଘାଇ ସୃଷ୍ଟି ହୋଇଛି। ଫଳରେ ପାଣି ମାଡି ଚାଷ ଜମି ବାଲିଚର ହୋଇଯାଇଛି। ଏପରି କି ୬ ଜଣଙ୍କ ଘରେ ପାଣି ପଶିଛି।...

ସୋନୀ ସାଜିଲେ ଛତିଶଗଡ଼ ବୋହୂ

ଝାରସୁଗୁଡ଼ା ଅଫିସ,୨୧।୪:  ୫ବର୍ଷ ତଳେ ଛତିଶଗଡ଼ରୁ ମହାନଦୀ ବନ୍ୟାଜଳରେ ଭାସିଆସିଥିବା ଯୁବତୀ ସୋନୀ ଯାଦବଙ୍କ ବୁଧବାର ବାହାଘର ପରେ ବଧୂ ବେଶରେ ଓଡିଶାରୁ ଛତିଶଗଡ଼ ଫେରିଯାଇଛନ୍ତି। ଝାରସୁଗୁଡ଼ା ଜିଲା ଲଖନପୁର ବ୍ଲକ୍‌ ବାଦିମାଲ ପଞ୍ଚାୟତ କୁଶମେଲ୍‌ ଗ୍ରାମର ପାଳିତ ମା’ବାପା...

ବରିଷ୍ଠ କଂଗ୍ରେସ ନେତା ନରସିଂହ ମିଶ୍ର କରୋନା ପଜିଟିଭ

ବଲାଙ୍ଗୀର ଅଫିସ,୨୧।୪: ବରିଷ୍ଠ କଂଗ୍ରେସ ନେତା ତଥା ବଲାଙ୍ଗୀର ବିଧାୟକ ନରସିଂହ ମିଶ୍ର ବୁଧବାର କରୋନା ଆକ୍ରାନ୍ତ ହୋଇଛନ୍ତି। ବଲାଙ୍ଗୀର ସ୍ଥିତ ବାସଭବନରେ ବିଧାୟକ ମିଶ୍ର କରୋନା ପରୀକ୍ଷା କରାଇଥିଲେ। ରିପୋର୍ଟ ପଜିଟିଭ ଆସିଥିଲା। କୌଣସି ଲକ୍ଷଣ ନ ଥିଲେ...

ରେସିଂ କାର ତିଆରି କଲେ ଓଡ଼ିଆ ଇଞ୍ଜିନିୟରିଂ ଛାତ୍ର

ଭବାନୀପାଟଣା,୨୧।୪: କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ସରକାରୀ ଇଞ୍ଜିିନିୟରିଂ କଲେଜର ମେକାନିକାଲ ଓ ଇଲେକ୍ଟ୍ରିକାଲ ଛାତ୍ରମାନେ ନିଜ ପ୍ରଚେଷ୍ଟାରେ ଏକ ହାତ ତିଆରି ଦ୍ରୁତଗାମୀ କାର ନିର୍ମାଣ କରିଛନ୍ତି। ସେମାନେ ଉନ୍ନତମାନର ଯନ୍ତ୍ରପାତି ବ୍ୟବହାର କରି ଏହି କାରକୁ ଉଦ୍ଭାବନ କରିଛନ୍ତି।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri