ରାଜ୍ୟ

ରାଜ୍ୟରେ ୧୯୭ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୨୯।୧୧(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ୧୯୭ ମଧ୍ୟରେ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨୫ ଜଣ ପିଲା ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ୍‌। ଆକ୍ରାନ୍ତଙ୍କ ମଧ୍ୟରୁ ୧୧୫ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୮୨…

ପର୍ଯ୍ୟଟକଙ୍କ ଆକର୍ଷଣ ସାଜିଛି ୩ ବର୍ଷର ଧଳା କୁମ୍ଭୀର

ରାଜନଗର, ୨୯ା୧୧(ଡି.ଏନ୍‌.ଏ.): ଭିତରକନିକା ଜାତୀୟ ଉଦ୍ୟାନର ଡାଙ୍ଗମାଳଠାରେ ଥିବା ବଉଳା କୁମ୍ଭୀର ଗବେଷଣା ଓ ସଂରକ୍ଷଣ କେନ୍ଦ୍ରରେ ୩ ବର୍ଷର ଧଳା କୁମ୍ଭୀର ଏବେ ସମସ୍ତଙ୍କ ଆକର୍ଷଣର କେନ୍ଦ୍ରବିନ୍ଦୁ ପାଲଟିଛି। ଭିତରକନିକାକୁ ବୁଲିବାକୁ ଆସୁଥିବା ଦେଶ ବିଦେଶର ପର୍ଯ୍ୟଟକମାନଙ୍କ ପାଇଁ ଏହି…

ନିଶ୍ଚିହ୍ନ ଅବସ୍ଥାରେ କଳିଙ୍ଗ ଇଞ୍ଜିନିୟରିଂ

ପାରାଦୀପ,୨୯ା୧୧(ସ୍ବ.ପ୍ର.): ପାରାଦୀପ ବନ୍ଦରାଞ୍ଚଳର ଅଠରବାଙ୍କିଠାରେ ହୋଇଥିବା ଘରୋଇ କମ୍ପାନୀ କଳିଙ୍ଗ ଇଞ୍ଜିନିୟରିଂ ଏବେ ନିଶ୍ଚିହ୍ନ ଅବସ୍ଥାରେ ପହଞ୍ଚିଯାଇଛି। କମ୍ପାନୀର କୋଠାକୁ ଭାଙ୍ଗିବା ପାଇଁ ପାରାଦୀପ ବନ୍ଦର ପ୍ରଶାସନ ପକ୍ଷରୁ ଚୂଡ଼ାନ୍ତ ନୋଟିସ ଲଗାଯାଇଛି। ଏନେଇ କମ୍ପାନୀ ପରିସରରେ ଥିବା ୨ଟି ପରିବାରକୁ…

ହତ୍ୟା ପୂର୍ବରୁ ଧରାପଡ଼ିଲା ସୁପାରି କିଲର

ଭୁବନେଶ୍ୱର,୨୮ା୧୧(ବ୍ୟୁରୋ): ହତ୍ୟା ପାଇଁ ଭୁବନେଶ୍ୱରରେ ଜଗି ରହିଥିଲେ ସୁପାରିକିଲର। ହେଲେ ଟାର୍ଗେଟ ପୂର୍ବରୁ ମାଡ଼ି ବସିଲା ପୋଲିସ। ଜଣେ ଖସିଯାଇଥିବା ବେଳେ ଅନ୍ୟଜଣେ ଧରାପଡିଛନ୍ତି। ନୟାପଲ୍ଲୀ ଥାନା ପୋଲିସ ହାତରେ ଧରାପଡିଥିବା ବନ୍ଧୁକଧାରୀ ଅପରାଧୀ ଜଣକ ସୁପରି କିଲର ବୋଲି କମିଶନରେଟ…

୩୦ରେ ଆଉ ଏକ ଲଘୁଚାପ

ଭୁବନେଶ୍ୱର, ୨୮।୧୧(ବ୍ୟୁରୋ): ଆସନ୍ତା ୩୦ ତାରିଖ ବେଳକୁ ଦକ୍ଷିଣ ଆଣ୍ଡାମାନ ସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏପରିକି ଏହା ବାତ୍ୟାରେ ପରିଣତ ହେବାର ସମ୍ଭାବନା ଥିବା ଭାରତୀୟ ପାଣିପାଗ ବିଭାଗ(ଆଇଏମ୍‌ଡି)ର ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ସୂଚନା…

ଫେରିବ କରୋନା କଟକଣା

ଭୁବନେଶ୍ୱର,୨୮।୧୧(ବ୍ୟୁରୋ): କରୋନାର ସାମ୍ଭାବ୍ୟ ପରିସ୍ଥିତି ଏବଂ ତୃତୀୟ ଲହରକୁ ନଜରରେ ରଖି ସରକାର ପୁଣି ତତ୍ପରତା ଦେଖାଇଛନ୍ତି। ଏଣିକି ପୂର୍ବଭଳି କରୋନା କଟକଣା କଡ଼ାକଡ଼ି ଭାବେ ପାଳନ କରିବାକୁ ସରକାର ନିର୍ଦ୍ଦେଶ ଦେଇଛନ୍ତି। କୋଭିଡ୍‌-୧୯ର ସମ୍ଭାବ୍ୟ ତୃତୀୟ ଲହର ପ୍ରତିରୋଧ ନିମନ୍ତେ…

୪୮୭ ଏକର ଜମିରେ ଚାଷ ହୋଇଥିଲା ଗଞ୍ଜେଇ

ଆର୍‌.ଉଦୟଗିରି,୨୮ା୧୧(ଡି.ଏନ.ଏ.): ଗଜପତି ଜିଲାର ଆର୍‌.ଉଦୟଗିରି, ମୋହନା ଏବଂ ଅଡବା ଥାନା ଅଞ୍ଚଳରେ ୪୮୭ ଏକର ଜମିରେ ଚାଷ ହୋଇଥିବା ଗଞ୍ଜେଇ ଗଛକୁ ନଷ୍ଟ କରି ଦିଆଯାଇଛି। ସ୍ଥାନୀୟ ପୋଲିସ, ଅବକାରୀ, ବନ ବିଭାଗ ଓ ରାଜସ୍ବ ବିଭାଗର ମିଳିତ କ୍ରମେ ଏହି…

ମିଳିଲା ଅପହୃତା ଶିଶୁକନ୍ୟାର ମୃତଦେହ

ରୂପସା,୨୮।୧୧(ଡି.ଏନ.ଏ.): ବାଲେଶ୍ୱର ସଦର ବ୍ଲକ ଅଧୀନ ଶ୍ରୀରାମପୁର ପଞ୍ଚାୟତ ନିମା ଗ୍ରାମରୁ ନିଖୋଜ ଥିବା ଶିଶୁକନ୍ୟାଙ୍କ ମୃତଦେହ ରବିବାର ସ୍ଥାନୀୟ ଏକ ପୋଖରୀରୁ ମିଳିଛି। ହେଲେ ଝିଅକୁ ଅପହରଣ ପରେ ହତ୍ୟା କରି ପୋଖରୀରେ ଫିଙ୍ଗି ଦିଆଯାଇଥିବା ପରିବାର ଲୋକେ ଥାନାରେ…

ଦାରିଙ୍ଗବାଡ଼ିରେ ଖସୁଛି ପାରଦ

ଦାରିଙ୍ଗବାଡ଼ି,୨୮।୧୧(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିରେ କିଛିଦିନର ବ୍ୟବଧାନ ପରେ ପୁଣି ଶୀତ ଅନଭୁତ ହେଉଛି। ବିଳମ୍ବିତ ରାତିରୁ ସକାଳ ପ୍ରାୟ ୯ଟା ପର୍ଯ୍ୟନ୍ତ ଅଞ୍ଚଳରେ ଘନ କୁହୁଡ଼ି ରହୁଛି। ଗତ ୭ ତାରିଖରେ ଅଞ୍ଚଳରେ ତାପମାତ୍ରା ୯.୫ ଡିଗ୍ରୀ ରହିଥିଲା। ପରେ…

କରୋନାର ତୃତୀୟ ଲହରକୁ ନେଇ ଚିନ୍ତା: ସତର୍କ ରହିବାକୁ ମୁଖ୍ୟ ଶାସନ ସଚିବଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର,୨୮।୧୧(ବ୍ୟୁରୋ): କୋଭିଡ-୧୯ ର ସମ୍ଭାବ୍ୟ ତୃତୀୟ ଲହର ପାଇଁ ସଜାଗ ରହିବାକୁ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ସବୁ ଜିଲାର ଜିଲାପାଳ, ଏସ.ପି. ଏବଂ ଜିଲା ମୁଖ୍ୟ ଚିକିତ୍ସା ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ରାଜ୍ୟ ଲୋକସେବା ଭବନରୁ ଭିଡ଼ିଓ…

କରୋନାର ନୂଆ ଭାରିଏଣ୍ଟକୁ ନେଇ ବଢୁଛି ଭୟ: ରାଜ୍ୟ ସରକାର ଜାରି କଲେ ନୂଆ ଗାଇଡ୍‌ଲାଇନ୍‌

ଭୁବନେଶ୍ୱର,୨୮।୧୧(ବ୍ୟୁରୋ): କରୋନାର ନୂଆ ଭାରିଏଣ୍ଟ ଓମିକ୍ରନ ଆତଙ୍କ ପରେ କେନ୍ଦ୍ର ସରକାରଙ୍କ ନିର୍ଦ୍ଦେଶରେ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ନୂଆ ଗାଇଡ୍‌ଲାଇନ ଜାରି ହୋଇଛି। ନୂଆ ଭୁତାଣୁ ବିମାନ ବନ୍ଦରରେ ଆସିବା ଆଶଙ୍କା ରହିଛି। ତେଣୁ ବିମାନ ବନ୍ଦର ଉପରେ ସ୍ବତନ୍ତ୍ର…

ପୁଣି ରାଜ୍ୟକୁ ବାତ୍ୟା ଆଶଙ୍କା

ଭୁବନେଶ୍ୱର,୨୮।୧୧(ବ୍ୟୁରୋ): ଆସନ୍ତା ୨୯ରେ ଦକ୍ଷିଣ ଆଣ୍ଡାମାନ ସାଗରରେ ସୃଷ୍ଟି ହେବାକୁ ଥିବା ଲଘୁଚାପ ବଳୟ ଅଧିକ ଘନୀଭୂତ ହୋଇ ବାତ୍ୟାର ରୂପ ନେବାର ଆଶଙ୍କା ରହିଛି। ଭାରତୀୟ ପାଣିପାଗ ବିଭାଗ(ଆଇଏମଡି)ର ପୂର୍ବାନୁମାନ ଅନୁସାରେ, ଆସନ୍ତା ୪୮ଘଣ୍ଟା ଭିତରେ ଏହି ଲଘୁଚାପ ବଳୟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri