ରାଜ୍ୟ

ମୁଖ୍ୟମନ୍ତ୍ରୀଙ୍କୁ ନରସିଂହଙ୍କ ଚିଠି

ଭୁବନେଶ୍ୱର,୨୮ା୧୧(ବ୍ୟୁରୋ): କୋଭିଡ୍‌ ମୃତକଙ୍କୁ ସହାୟତା ନେଇ ବରିଷ୍ଠ କଂଗ୍ରେସ ନେତା ନରସିଂହ ମିଶ୍ର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖିଛନ୍ତି। ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ଅନୁଯାୟୀ କୋଭିଡ୍‌ରେ ମୃତ ବ୍ୟକ୍ତିଙ୍କ ପରିବାରକୁ ୪ ଲକ୍ଷ ଲେଖାଏ ଟଙ୍କା ଦିଆଯାଉ। ରାଜ୍ୟ ବିପର୍ଯ୍ୟୟ ପ୍ରଶମନ…

ଅଣ୍ଡାମାଡ଼ ରାଜନୀତି

ପୁରୀ ଅଫିସ,୨୮।୧୧: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଶିଳାନ୍ୟାସକୁ ୪ ଦିନ ପୂରିଛି। ଓଡ଼ିଆଙ୍କ ଆରାଧ୍ୟ ଠାକୁର ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଉଦ୍ଦେଶ୍ୟରେ ଏହି ପ୍ରକଳ୍ପ ଉଦ୍ଦିଷ୍ଟ ଥିବା ହେତୁ ପୁରୀବାସୀଙ୍କ ସମେତ ରାଜ୍ୟବାସୀଙ୍କ ନଜର ପରିକ୍ରମା ପ୍ରକଳ୍ପ ଶିଳାନ୍ୟାସ ଉପରେ ରହିଥିଲା। ମାତ୍ର…

ଧାନ କାଟିଲେ ବିଧାୟକ

କୋକସରା,୨୭।୧୧(ଡି.ଏନ.ଏ): କଳାହାଣ୍ଡି ଜିଲା ଧର୍ମଗଡ଼ ବିଧାୟକ ମୌଷଧି ବାଗ ଧାନ କାଟିଛନ୍ତି। ନିଜ ଗାଁ କୋକସରା ବ୍ଲକ ମାଝୀଗୁଡା ସ୍ଥିତ ଚାଷ ଜମିରେ ଶ୍ରମିକମାନଙ୍କ ସହ ମିଶି ଧାନ କାଟୁଥିବା ଶନିବାର ଦେଖିବାକୁ ମିଳିଛି। ସେ ଚାଷୀ ପରିବାରରୁ ଆସିଥିବା ବେଳେ…

ପୋଲିସ ଗୁଳିରେ ମାଓବାଦୀ ନିହତ

ଖପ୍ରାଖୋଲ,୨୭।୧୧(ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ଗନ୍ଧମାର୍ଦ୍ଦନ ପାହାଡ଼ରେ ଶନିବାର ସନ୍ଧ୍ୟାରେ ପୋଲିସ-ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ଘଟିଛି। ଏଥିରେ ଜଣେ ମାଓବାଦୀଙ୍କ ମୃତ୍ୟୁ ହୋଇଛି। ସନ୍ଧ୍ୟାରେ ଖପାଖୋଲ ଥାନା ଯୁନାନୀବାହାଲ ଗାଁ ନିକଟରେ ମାଓବାଦୀ ଓ ପୋଲିସ ମୁହଁାମୁହିଁ ହୋଇଥିଲେ। ଏହି ଘଟଣା…

ଆମ୍ବୁଲାନ୍ସକୁ ଧକ୍କା ଦେଲା ଇଣ୍ଟରସିଟି ଏକ୍ସପ୍ରେସ

ବ୍ରହ୍ମପୁର ଅଫିସ, ୨୭।୧୧: ଅନ୍ଧ୍ରପ୍ରଦେଶର ବିଶାଖାପାଟଣାରୁ ଭୁବନେଶ୍ୱର ଅଭିମୁଖେ ଆସୁଥିବା ଇଣ୍ଟରସିଟି ଏକ୍ସପ୍ରେସ(୨୨୮୨୦) ପଲାସା ଷ୍ଟେଶନ ନିକଟରେ ଏକ ୧୦୮ ଆମ୍ବୁଲାନ୍ସକୁ ଧକ୍କା ଦେଇଛି। ଏଥିରେ ଆମ୍ବୁଲାନ୍ସ ଡ୍ରାଇଭର୍‌ ସମେତ ଦୁଇଜଣ ଆହତ ହୋଇଥିବା ସୂଚନା ମିଳିଛି। ରେଳ ବିଭାଗର ବରିଷ୍ଠ…

ନାବାଳିକା ବଳାତ୍କାରୀଙ୍କୁ ୬ ବର୍ଷ ଜେଲ୍‌

ସୁନ୍ଦରଗଡ଼,୨୭।୧୧(ଡି.ଏନ୍‌.ଏ): ସୁନ୍ଦରଗଡ଼ ଜିଲା ଲହୁଣୀପଡ଼ା ଥାନା ଅଞ୍ଚଳର ଜଣେ ଭିନ୍ନକ୍ଷମ ନାବାଳିକା ବଳାତ୍କାର ମାମଲାର ରାୟ ଶନିବାର ପ୍ରକାଶ ପାଇଛି। ଅତିରିକ୍ତ ଜିଲା ଜଜ୍‌ ତଥା ସ୍ବତନ୍ତ୍ର ପକ୍‌ସୋ କୋର୍ଟର ପ୍ରିଜାଇଡିଂ ଅଫିସର ପାର୍ଥସାରଥୀ ପଟ୍ଟନାୟକ ମାମଲାର ସମସ୍ତ ସାକ୍ଷ୍ୟ ପ୍ରମାଣ…

ଡିସେମ୍ବରରେ ବର୍ଷର ଶେଷ ସୂର୍ଯ୍ୟୋପରାଗ

ଭୁବନେଶ୍ୱର,୨୭।୧୧(ବ୍ୟୁରୋ): ଚଳିତ ବର୍ଷର ଦ୍ୱିତୀୟ ତଥା ଶେଷ ସୂର୍ଯ୍ୟୋପରାଗ ଆସନ୍ତା ଡିସେମ୍ବର ୪ରେ ସଙ୍ଗଠିତ ହେବ। ପ୍ରଥମ ପରାଗ ଗତ ଜୁନ୍‌ ୧୦ରେ ହୋଇଥିଲା। ତାହା ଏକ ବଳୟ ସୂର୍ଯ୍ୟୋପରାଗ ଥିଲା। ତେବେ ଡିସେମ୍ବରରେ ପୂର୍ଣ୍ଣ ସୂର୍ଯ୍ୟୋପରାଗ ଘଟିବ। ହେଲେ ଏହା…

ଆଜି ରାଜ୍ୟରେ ସୁସ୍ଥ ହେଲେ ୨୫୫ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨୭ା୧୧(ବ୍ୟୁରୋ): ରାଜ୍ୟରେ ସୁସ୍ଥ ହାର ଲଗାତର ଭାବେ ବୃଦ୍ଧି ପାଇବାରେ ଲାଗିଛି । ଏହି କ୍ରମରେ ଶନିବାର ଆଉ ୨୫୫ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍‌ ୧୦ ଲକ୍ଷ ୩୭ ହଜାର ୮୬୪…

ଭିଜିଲାନ୍ସ ଜାଲରେ ସୁପରଭାଇଜର

ସମ୍ବଲପୁର,୨୭ା୧୧(ବ୍ୟୁରୋ): ସମ୍ବଲପୁର ଜିଲା ଯୁଯୁମୁରା ବ୍ଲକ ଆଇସିଡିଏସ୍‌ ସୁପରଭାଇଜର ସୁଲଚନା ଅର୍କ ଶନିବାର ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡିଛନ୍ତି। ତାଙ୍କଠାରୁ ରାସାୟନିକ ପ୍ରଲେପ ଦିଆ ୧୩ ହଜାର ୫ଶହ ଟଙ୍କିଆ ନୋଟ ଜବତ ହୋଇଛି। ଏ ନେଇ ଭିଜିଲାନ୍ସ…

ନୂଆ ଭାରିଏଣ୍ଟକୁ ନେଇ ବଢ଼ିଲାଣି ଚିନ୍ତା, ସତର୍କ ରହିବାକୁ ପରାମର୍ଶ

ଭୁବନେଶ୍ୱର,୨୭ା୧୧(ବ୍ୟୁରୋ): କରୋନାର ନୂଆ ଭାରିଏଣ୍ଟ ଓମିକ୍ରନ ଏବେ ଚିନ୍ତା ବଢ଼ାଇଲାଣି। ବିଶ୍ୱସ୍ବାସ୍ଥ୍ୟ ସଙ୍ଗଠନ ଏହି ଭାରିଏଣ୍ଟକୁ ପୂର୍ବ ଭାରିଏଣ୍ଟଠାରୁ ଅଧିକ ମାରାତ୍ମକ ବୋଲି କହିବା ପରେ ଚାରିଆଡ଼େ ଏହାକୁ ନେଇ କୋକୁଆ ଭୟ ସୃଷ୍ଟି ହୋଇଛି। କରୋନାର ନୂଆ ଭାରିଏଣ୍ଟ ଚିହ୍ନଟ…

ବିବାହିତାଙ୍କୁ ବଳାତ୍କାର କରି ଜେଲ ଗଲେ ଯୁବକ

କୋକସରା୨୭।୧୧(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କୋକସରା ଥାନା ଅଞ୍ଚଳରେ ଜଣେ ବିବାହିତା ମହିଳାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଅଭିଯୋଗକୁ ଭିତ୍ତି କରି ପୋଲିସ ଜଣେ ଯୁବକଙ୍କୁ ଗିରଫ କରିଛି। ସେ ହେଲେ ମହୁଳମୁଣ୍ଡା ଅଞ୍ଚଳର ଭାଗିରଥି ଦୁଣ୍ଡକିଆ (୩୦) । କୋକସରା…

ରାସ୍ତାରେ ଯାଉଥିବା ବେଳେ ଉପରେ ଭାଙ୍ଗିପଡ଼ିଲା ଗଛ: ବାଇକ୍‌ ଚୁର୍‌ମାର, ୨ ଆହତ

କେନ୍ଦୁଝର,୨୭ା୧୧(ସ୍ବ.ପ୍ର.): କେନ୍ଦୁଝରଗଡ଼ ପୌରପାଳିକାର ମାଧପୁର ନିକଟରେ ୪୯ ନଂ. ଜାତୀୟ ରାଜପଥରେ ଥିବା ବହୁ ପୁରୁଣା ତଥା ଅସୁରକ୍ଷିତ ଶୁଖିଲା ଗଛ ହଠାତ ଉପୁଡ଼ି ପଡ଼ିବାରୁ କେତେକ ଗାଡି ଭାଙ୍ଗିବା ସହ ଦୁଇ ଜଣ ଆହତ ହୋଇଛନ୍ତି। ପୂର୍ବରୁ ବାରମ୍ବାର ଅଭିଯୋଗ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri