ରାଜ୍ୟ

ଓଏସ୍‌ଏସ୍‌ସି ପରୀକ୍ଷା ସ୍ଥଗିତ

ଭୁବନେଶ୍ୱର, ୨୧।୪(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ସ୍ଥିତିକୁ ଲକ୍ଷ୍ୟରେ ରଖି ଓଡ଼ିିଶା ଷ୍ଟାଫ୍‌ ସିଲେକ୍ସନ କମିଶନ(ଓଏସ୍‌ଏସ୍‌ସି) ଦ୍ୱାରା ଆଗାମୀ ଦିନରେ ହେବାକୁ ଥିବା ପରୀକ୍ଷାକୁ ସ୍ଥଗିତ ରଖାଯାଇଛି। ଲାଇବ୍ରେରିଆନ ଆଣ୍ଟ ଆସିଷ୍ଟାଣ୍ଟ ଲାଇବ୍ରେରିଆନ-୨୦୧୭ ପଦବୀ ପାଇଁ ୨୦।୪।୨୦୨୧ରେ ହେବାକୁ ଥିବା...

ଘୁଞ୍ଚିଲା ମେଡିକାଲ ଅଫିସର ପରୀକ୍ଷା

ଭୁବନେଶ୍ୱର, ୨୧।୪(ବ୍ୟୁରୋ): କରୋନା ସ୍ଥିତିକୁ ଦେଖି ରାଜ୍ୟ ସରକାର ଶନିବାର ଓ ରବିବାର ସମସ୍ତ ସହରାଞ୍ଚଳରେ ଶଟ୍‌ଡାଉନ୍‌ ଘୋଷଣା କରିଛନ୍ତି। ଏହା ଆସନ୍ତା ୨୪ତାରିଖରୁ ଲାଗୁ ହେବ। ଏହାକୁ ଦୃଷ୍ଟିରେ ରଖି ଓଡ଼ିଶା ଲୋକସେବା ଆୟୋଗ(ଓପିଏସ୍‌ସି) ମେଡିକାଲ ଅଫିସର ପରୀକ୍ଷାକୁ...

ଏନ୍‌ଇଟି ସ୍ଥଗିତ

ଭୁବନେଶ୍ୱର, ୨୧।୪(ବ୍ୟୁରୋ): ଦେଶରେ କରୋନା ସଂକ୍ରମଣ ବୃଦ୍ଧିକୁ ଦୃଷ୍ଟିରେ ରଖି ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି (ଏନ୍‌ଟିଏ) ୨୦୨୦ ଡିସେମ୍ବର ପର୍ଯ୍ୟାୟ ୟୁଜିସି ଦ୍ୱାରା ପରିଚାଳିତ ନ୍ୟାଶନାଲ ଏଲିଜିବିଲିଟି ଟେଷ୍ଟ (ଏନ୍‌ଇଟି) ପରୀକ୍ଷାକୁ ସ୍ଥଗିତ ରଖିଛି। ଆସନ୍ତା ମେ’ ମାସରେ ହେବାକୁ...

ରାଜଧାନୀର ପଟିଆ, ଖଣ୍ଡଗିରିରେ କରୋନା ବେଲଗାମ୍‌: ଲଗାତାର ବଢ଼ୁଛି ସଂକ୍ରମିତଙ୍କ ସଂଖ୍ୟା, ଆଜି ଚିହ୍ନଟ ହେଲେ…

ଭୁବନେଶ୍ୱର,୨୦।୪(ବ୍ୟୁରୋ): ଦିନକୁ ଦିନ ରାଜଧାନୀ ଭୁବନେଶ୍ୱରରେ କରୋନା ସଂକ୍ରମଣ ରେକର୍ଡ ସଂଖ୍ୟା ଛୁଉଁଛି। ମଙ୍ଗଳବାର ବିଏମ୍‌ସି ଅଞ୍ଚଳରେ ୫୮୧ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିରୁ ୧୧୧ଜଣ କ୍ୱାରାଣ୍ଟାଇନ୍‌ରୁ ଥିବା ବେଳେ ୪୭୦ ଲୋକାଲ କେସ୍‌ ରହିଛି। ଏହାକୁ...

ପୁଣି ଫେରିପାରନ୍ତି ପ୍ରବାସୀ, ଲଢ଼ିବା ପାଇଁ ପ୍ରସ୍ତୁତ ହୁଅ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୦।୪(ବ୍ୟୁରୋ): ପୁଣି ଘରମୁହାଁ ପ୍ରବାସୀ। କରୋନାର ଦ୍ୱିତୀୟ ଲହରର ବିସ୍ଫୋରକ ସ୍ଥିତି ଉପୁଜିବା ପରେ ବିଭିନ୍ନ ରାଜ୍ୟରେ ଲକ୍‌ଡାଉନ୍‌ କରାଯାଉଛି। ହେଲେ ଏଥିରେ ଭୟଭୀତ ହୋଇ ପ୍ରବାସୀମାନେ ଘରକୁ ଫେରିବାକୁ ଚେଷ୍ଟା କରୁଥିବା ଖବର ଆସୁଛି। ଓଡ଼ିଶାକୁ ମଧ୍ୟ ବାହାର...

ସମ୍ବଲପୁର ବିଶ୍ୱବିଦ୍ୟାଳୟରେ ଅଘଟଣ: ମାନସିକ ଚାପ ପ୍ରତିବାଦରେ ଆତ୍ମହତ୍ୟା ଉଦ୍ୟମ କଲେ କର୍ମଚାରୀ

ସମ୍ବଲପୁର,୨୦।୪(ବ୍ୟୁରୋ): ସମ୍ବଲପୁର ବିଶ୍ୱବିଦ୍ୟାଳୟରେ ଘଟିଛି ଅଘଟଣ। ବିଶ୍ୱବିଦ୍ୟାଳୟର ଜଣେ ଚୁକ୍ତିଭିତ୍ତିକ କର୍ମଚାରୀ ବରିଷ୍ଠ ଅଧିକାରୀଙ୍କ ଚାପ ସହି ନ ପାରି ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ସେ ହେଲେ ଦୀନବନ୍ଧୁ। ମଙ୍ଗଳବାର ସକାଳେ କର୍ମଚାରୀଜଣଙ୍କ ହଠାତ ନିଜ ଦେହରେ ପେଟ୍ରୋଲ ଢାଳି...

ଗାଁରେ ପହଞ୍ଚି ପାରିଲେନି: ଟ୍ରେନ୍‌ରେ ଆଖି ବୁଜିଲେ ସୁରଟ ଫେରନ୍ତା, ବ୍ରହ୍ମପୁର ଷ୍ଟେଶନରେ ପଡିରହିଛି ମୃତଦେହ

ଗଞ୍ଜାମ,୨୦।୪(ଡି.ଏନ୍‌.ଏ.): ବର୍ତ୍ତମାନ ସମୟରେ ସାରା ଦେଶରେ କରୋନା ସଂକ୍ରମଣର ଦ୍ୱିତୀୟ ଲହର ବିସ୍ଫୋରକ ରୂପ ଧାରଣ କରିଛି। ଏହାକୁ ଦୃଷ୍ଟିରେ ରଖି ବିଭିନ୍ନ ରାଜ୍ୟରେ ଲକ୍‌ଡାଉନ୍‌, ସଟ୍‌ଡାଉନ୍‌ ଆଦି ଘୋଷଣା କରାଯାଉଛି। ଏଥିରେ ଭୟଭୀତ ହୋଇ ଓଡ଼ିଶା ବାହାରେ ରହୁଥିବା...

ଶ୍ରୀରାମ ନବମୀ, ଦାଣ୍ଡଯାତ୍ରା ଉପରେ କଟକଣା: ଜାରି ହେଲା ୧୪୪ ଧାରା

ନିଶ୍ଚିନ୍ତକୋଇଲି,୨୦।୪(ସ୍ବ.ପ୍ର.): ଓଡ଼ିଶା ପ୍ରସିଦ୍ଧ ଦାଣ୍ଡ ଯାତ୍ରା ଉପରେ କଟକଣା ଲାଗିଛି। କୋଭିଡ୍‌ ସଂକ୍ରମଣକୁ ଦୃଷ୍ଟିରେ ରଖି ସ୍ଥାନୀୟ ପ୍ରଶାସନ ପକ୍ଷରୁ ୧୪୪ ଧାରା ଜାରି କରାଯାଇଛି। କଟକ ଜିଲା ନିଶ୍ଚିନ୍ତକୋଇଲି ବ୍ଲକ କେଣ୍ଟାଳ ପଞ୍ଚାୟତ ଅଧୀନ ମାଲିପୁର ଗ୍ରାମରେ ଥିବା...

ଗ୍ୟାଙ୍ଗଷ୍ଟର ହାଇଦର ଫେରାର ଘଟଣା: ୨ ଗିରଫ

କଟକ ଅଫିସ,୨୦।୪: କଟକ ଏସ୍‌ସିବି ମେଡିକାଲରୁ ଗ୍ୟାଙ୍ଗଷ୍ଟର ଶେଖ୍‌ ହାଇଦର ଫେରାର ମାମଲାରେ ମଙ୍ଗଳାବାଗ ଥାନା ପୋଲିସ ମଙ୍ଗଳବାର ୨ଜଣଙ୍କୁ ଗିରଫ କରିଛି। ସେମାନେ ହେଲେ କନଷ୍ଟେବଳ ମହମ୍ମଦ ମୌସିମ, ସମ୍ବଲପୁର ଜେଲର ଜଣେ ଓ୍ବାର୍ଡର। ତେବେ ମୌସିମ ହାଇଦର...

ହସ୍ପିଟାଲ ପାଇଁ ନୂଆ ଗାଇଡ୍‌ଲାଇନ୍‌

ଭୁବନେଶ୍ୱର,୨୦।୪(ବ୍ୟୁରୋ): ବିସ୍ଫୋରକ ରୂପ ନେଉଛି କରୋନାର ଦ୍ୱିତୀୟ ଲହର। ରାଜ୍ୟରେ କରୋନା ସଂକ୍ରମଣ ବୃଦ୍ଧି ପାଉଥିବାକୁ ନେଇ ହସ୍ପିଟାଲଗୁଡ଼ିକ ପାଇଁ ମଙ୍ଗଳବାର ଗାଇଡ୍‌ଲାଇନ୍‌ ଜାରି କରାଯାଇଛି। ମେଡିକାଲ ଯେଭଳି ହଟ୍‌ସ୍ପଟ୍‌ ନ ପାଲଟିଯିବ, ସେଥିପାଇଁ ଦୃଷ୍ଟି ଦେବାକୁ ସରକାରଙ୍କ ପକ୍ଷରୁ...

ବିଏମ୍‌ସିର ବଡ଼ ଘୋଷଣା: ସମସ୍ତ ଧାର୍ମିକ ଅନୁଷ୍ଠାନ ବନ୍ଦ

ଭୁବନେଶ୍ୱର,୨୦।୪(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ି ଚାଲିଥିବା ବେଳେ ଚିନ୍ତା ବଢ଼ାଉଛି ରାଜଧାନୀ ଭୁବନେଶ୍ୱର। ଏ ନେଇ ଭୁବନେଶ୍ୱର ମହାନଗର ନିଗମ ବିଏମ୍‌ସି ପକ୍ଷରୁ ଏକ ବଡ଼ ନିଷ୍ପତ୍ତି ନିଆଯାଇଛି। ବିଏମସି ଅଞ୍ଚଳରେ ଥିବା ସମସ୍ତ ଧାର୍ମିକ ଅନୁଷ୍ଠାନକୁ...

ତାତିଲେ ୧୦ ଶ୍ରେଣୀ ଛାତ୍ରୀଛାତ୍ର: ନବୀନ ନିବାସ ଆଗରେ ପରୀକ୍ଷା ବାତିଲ ଦାବି

ଭୁବନେଶ୍ୱର,୨୦।୪(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ି ଚାଲିଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଦଶମ ଓ ଯୁକ୍ତ ଦୁଇ ପରୀକ୍ଷାକୁ ସ୍ଥଗିତ ରଖିଛନ୍ତି। ତେବେ ଏନେଇ ମଙ୍ଗଳବାର ଦଶମ ଶ୍ରେଣୀ ଛାତ୍ରୀଛାତ୍ର ନବୀନ ନିବାସ ଆଗରେ ପ୍ରତିବାଦ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri