ରାଜ୍ୟ

ପିକ୍‌ନିକ୍‌ ବସ୍‌ ଦୁର୍ଘଟଣା: ମୃତକଙ୍କ ପରିବାରକୁ ୨ ଲକ୍ଷ ଲେଖାଏ ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୭ା୧୧(ବ୍ୟୁରୋ): ଖୋର୍ଦ୍ଧା ଜିଲା ଟାଙ୍ଗୀ ବେଲପଡ଼ା ଛକରେ ଏକ ପିକ୍‌ନିକ୍‌ ବସ୍‌ ଦୁର୍ଘଟଣା ଘଟିଛି। ଏହି ଘଟଣାରେ ମୁଖ୍ୟମନ୍ତ୍ରୀ ଶୋକ ପ୍ରକାଶ କରିବା ସହ ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କା ଲେଖାଏ ସହାୟତା ରାଶି ଘୋଷଣା କରଛନ୍ତି। ଏଥିସହିତ ଆହତଙ୍କ…

ରାଜ୍ୟରୁ ପୁଣି ୩ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୨୭।୧୧(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର କରୋନା ଆଉ ୩ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁସଂଖ୍ୟା ୮,୪୦୬କୁ ବୃଦ୍ଧି ପାଇଛି। ୩ ମୃତକଙ୍କ ମଧ୍ୟରେ ବଲାଙ୍ଗୀର, ଝାରସୁଗୁଡ଼ା ଓ କଳାହାଣ୍ଡିରୁ ଜଣେ ଲେଖାଏ ଅଛନ୍ତି। ତେବେ ଆଜି ରାଜ୍ୟରେ ୨୬୪…

ରାଜ୍ୟରେ ୨୬୪ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୨୭।୧୧(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ୨୬୪ ମଧ୍ୟରେ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୪୧ ଜଣ ପିଲା ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ୍‌। ଆକ୍ରାନ୍ତଙ୍କ ମଧ୍ୟରୁ ୧୫୪ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୧୧୦…

ଜିଲାରେ ଚାଲିଛି ବିପଜ୍ଜନକ ନୌପରିବହନ

କେନ୍ଦ୍ରାପଡ଼ା ଅଫିସ,୨୭।୧୧: ରାଜ୍ୟ ପର୍ଯ୍ୟଟନ ବିଭାଗ ଆସନ୍ତା ଡିସେମ୍ବରରେ ରାଜନଗର ବ୍ଲକ ପେଣ୍ଠଠାରେ ଭିତରକନିକା ଇକୋ ରିଟ୍ରିଟ ଆରମ୍ଭ କରିବ। ଭିତରକନିକାର ପ୍ରାକୃତିକ ବିଭବ ସହିତ ହୁକିଟୋଲା, ହାବେଳିଖଟି, ବତିଘର ଆଦି ପର୍ଯ୍ୟଟକଙ୍କ ଆକର୍ଷଣ ରହିବ। ଏହି ପର୍ଯ୍ୟଟନ କ୍ଷେତ୍ରକୁ ଯିବା…

ଜିଲା ପରିଷଦ ଅନୁଦାନ ଦେଇ ଫେରାଇ ନେଲେ

ଯାଜପୁର ଟାଉନ,୨୭।୧୧(ଡି.ଏନ.ଏ.): ଯାଜପୁର ଟାଉନ ସର୍କିଟ ହାଉସ ସଭାଗୃହରେ ୫ମ ଜିଲା ପରିଷଦର ତ୍ରୟୋଦଶ ତଥା ଶେଷ ବୈଠକ ଶୁକ୍ରବାର ଅନୁଷ୍ଠିତ ହୋଇଛି। ଜିଲାପରିଷଦ ସଭାପତି ନରେଶ ଚନ୍ଦ୍ର ମହାନ୍ତିଙ୍କ ଅଧ୍ୟକ୍ଷତାରେ ଜିଲାପାଳ ଚକ୍ରବର୍ତ୍ତୀ ସିଂ ରାଠୋର ଯୋଗଦେଇ ସମସ୍ତଙ୍କୁ ସ୍ବାଗତ…

‘ପାରାଦୀପ ଦେଶର ୧ ନମ୍ବର ବନ୍ଦର ହେବ’

ପାରାଦୀପ,୨୭।୧୧(ସ୍ବ.ପ୍ର.): ବନ୍ଦର ଜାହାଜ ଚଳାଚଳ ଏବଂ ଜଳପଥ ମନ୍ତ୍ରୀ ଶାନ୍ତନୁ ଠାକୁର ଶୁକ୍ରବାର ପାରାଦୀପ ଗସ୍ତରେ ଆସି ଖୁବ୍‌ଶୀଘ୍ର ଏହି ବନ୍ଦର ଦେଶର ୧ ନମ୍ବର ବନ୍ଦର ହେବାକୁ ଯାଉଛି ବୋଲି କହିଛନ୍ତି। ସେ ପୂର୍ବାହ୍ନରେ ସ୍ଥାନୀୟ ଜବାହର ଅତିଥି ଭବନରେ…

ଏ ବର୍ଷ ହେବନି ଯାତ୍ରା, ମିନାବଜାର

କୋଣାର୍କ,୨୭।୧୧(ଡି.ଏନ୍‌.ଏ.): ଡିସେମ୍ବର ୧ରୁ ୫ତାରିଖ ପର୍ଯ୍ୟନ୍ତ ରାଜ୍ୟ ପର୍ଯ୍ୟଟନ ବିଭାଗ, ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ, ଓଟିଡିସିର ମିଳିତ ଆନୁକୂଲ୍ୟରେ କୋଣାର୍କସ୍ଥିତ ମୁକ୍ତାକାଶ ରଙ୍ଗମଞ୍ଚରେ ଶାସ୍ତ୍ରୀୟ ନୃତ୍ୟ ଓ ସଙ୍ଗୀତଭିତ୍ତିକ କୋଣାର୍କ ଉତ୍ସବ ଏବଂ ଚନ୍ଦ୍ରଭାଗା ବେଳାଭୂମିରେ ଅନ୍ତର୍ଜାତୀୟ ବାଲୁକା କଳା…

କିଟ୍‌-କିସ୍‌ରେ ଶିକ୍ଷା, ଗବେଷଣା ପାଇଁ ସହଯୋଗ କରିବ ଅଷ୍ଟ୍ରେଲିଆ

ଭୁବନେଶ୍ୱର, ୨୭।୧୧(ବ୍ୟୁରୋ): ଓଡ଼ିଶା ଗସ୍ତରେ ଆସିଥିବା ଭାରତରେ ଅବସ୍ଥାପିତ ଅଷ୍ଟ୍ରେଲିଆ ଉଚ୍ଚାୟୁକ୍ତ ବାରୀ ଓ’ ଫାରେଲ୍‌ ଏଓଙ୍କ ନେତୃତ୍ୱରେ ଏକ ଉଚ୍ଚସ୍ତରୀୟ ପ୍ରତିନିଧିମଣ୍ଡଳୀ ଶୁକ୍ରବାର କିଟ୍‌ ଓ କିସ୍‌ ପରିଦର୍ଶନ କରିଛନ୍ତି। ଏହି ଅବସରରେ ସେମାନେ କିଟ୍‌ର ସମସ୍ତ କ୍ୟାମ୍ପସ ସହ…

ବିଶ୍ୱସ୍ତରୀୟ ହେଉଛି ଏସ୍‌ସିବି: ମୁଖ୍ୟମନ୍ତ୍ରୀ

କଟକ ଅଫିସ,୨୭।୧୧: ରାଜ୍ୟର ସ୍ବାସ୍ଥ୍ୟସେବାକୁ ଅନ୍ୟ ରାଜ୍ୟ ତୁଳନାରେ ଅଧିକ ସୁଦୃଢ଼ କରାଯାଇଛି। ଏଥିପାଇଁ ରାଜ୍ୟରେ ଆରମ୍ଭ କରାଯାଇଥିବା ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ଲୋକଙ୍କୁ ସାମିଲ କରାଯାଉଛି। ଏଥିସହ ମୋର ସ୍ବପ୍ନ ଯେ, କୌଣସି ବ୍ୟକ୍ତି ସ୍ବାସ୍ଥ୍ୟସେବା କ୍ଷେତ୍ରରେ ଯେପରି…

ଶିମିଳିପାଳରେ ବାଘ ଗଣନା ଆରମ୍ଭ

ବାରିପଦା ଅଫିସ,୨୭।୧୧: ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟରେ ଶୁକ୍ରବାରଠାରୁ ବାଘ ଗଣନା ଆରମ୍ଭ ହୋଇଛି। ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପର କ୍ଷେତ୍ର ନିର୍ଦ୍ଦେଶକ ଏମ୍‌ ଜଗଜୟାନନ୍ଦଙ୍କ ନେତୃତ୍ୱରେ ଉତ୍ତର ଓ ଦକ୍ଷିଣ ଡିଭିଜନରେ ଥିବା ରେଞ୍ଜ ଅଫିସରମାନେ ଗଣନା କାର୍ଯ୍ୟରେ ସାମିଲ ହୋଇଛନ୍ତି।…

ଦାବି ନେଇ ଚାଷୀଙ୍କ ୨୨ କି.ମି. ପଦଯାତ୍ରା

ସମ୍ବଲପୁର,୨୭।୧୧(ବ୍ୟୁରୋ): ସମ୍ବଲପୁର ଜିଲା ଯୁଯୁମୁରା ବ୍ଲକ ପଡିଆବାହାଳ ଜୟଦୁର୍ଗା କୃଷକ କ୍ଲବ ବିଭିନ୍ନ ଦାବି ପୂରଣ ପାଇଁ ଅଭିନବ ପ୍ରତିବାଦ କରିଛି। କ୍ଲବ କର୍ମକର୍ତ୍ତା ଶୁକ୍ରବାର ଖଲିଆପାଲି ନିୟନ୍ତ୍ରିତ ବଜାର କମିଟି ପ୍ରାଙ୍ଗଣରୁ ପ୍ରାୟ ୨୨ କି.ମି. ପଦଯାତ୍ରା କରି ଜିଲାପାଳଙ୍କ…

୩ ସାଙ୍ଗଙ୍କ ମୃତଦେହ ମିଳିଲା

କଟକ ଅଫିସ,୨୭।୧୧: କଟକ ମହାନଦୀର ଭଦିମୂଳ ଘାଟରେ ବୁଡ଼ି ଯାଇଥିବା ୪ଜଣ ଛାତ୍ରଙ୍କ ମୃତ୍ୟୁ ଘଟିଛି। ଗୁରୁବାର ରାତିରେ ଜଣେ ଛାତ୍ରଙ୍କ ମୃତଦେହ ଉଦ୍ଧାର ହୋଇଥିବାବେଳେ ଶୁକ୍ରବାର ଆଉ ୩ ଜଣଙ୍କ ମୃତଦେହ ଉଦ୍ଧାର କରାଯାଇଛି। ସେମାନେ ହେଲେ କଟକ ଚାଉଳିଆଗଞ୍ଜ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri