ରାଜ୍ୟ

ରାଜ୍ୟରେ କରୋନା ନେଲା ୫ ମୁଣ୍ଡ, କେବଳ ଏହି ଜିଲାରୁ ଅଛନ୍ତି ୩ ଜଣ

ଭୁବନେଶ୍ୱର,୨୦।୪(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ୁଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ବଢ଼ୁଛି। ମଙ୍ଗଳବାର ରାଜ୍ୟରେ କରୋନା ଆଉ ୫ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୧,୯୫୩କୁ ବୃଦ୍ଧି ପାଇଛି। ଏହି ୫...

ରାଜ୍ୟରେ କରୋନାର ଭୟଙ୍କର ସ୍ଥିତି: ୫ ହଜାର ମୁହାଁ ହେଲା ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା, କେବଳ ଖୋର୍ଦ୍ଧାରୁ …

ଭୁବନେଶ୍ୱର,୨୦।୪(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଚିନ୍ତା ବଢ଼ାଉଛି। ପରିସ୍ଥିତି ଭୟଙ୍କର ହେବାରେ ଲାଗିଛି। ମଙ୍ଗଳବାର ରାଜ୍ୟରେ ୪,୭୬୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୨୭୮୫ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୧୯୭୬ ଜଣ ଲୋକାଲ କେସ୍‌...

ମହୁଲ ଗୋଟାଉଛନ୍ତି ରୌପ୍ୟ ବିଜେତା ତୀରନ୍ଦାଜ

ଏମ୍‌ଭି ୭୯,୧୯ା୪(ଡି.ଏନ.ଏ.): ଦିନେ ଜାତୀୟ ସ୍ତରର କ୍ରୀଡ଼ା ପ୍ରତିଯୋଗିତାରେ ତୀରନ୍ଦାଜୀରେ ଦେଶ ତଥା ରାଜ୍ୟ ପାଇଁ ରୌପ୍ୟ ପଦକ ଜିତି ସେ ଆଣିଥିଲେ ଗୌରବ। ଆଗକୁ ବଢ଼ିବାର ସ୍ବପ୍ନ ଓ ଲକ୍ଷ୍ୟ ଥିଲେ ମଧ୍ୟ ଅଭାବ ଓ ଦାରିଦ୍ର୍ୟ ତାଙ୍କ...

ଚିନ୍ତା ବଢ଼ାଇବେ କୁମ୍ଭମେଳା ଫେରନ୍ତା

ଖୋର୍ଦ୍ଧା ଅଫିସ,୨୦।୪: ଖୋର୍ଦ୍ଧା ଗ୍ରାମାଞ୍ଚଳରେ କରୋନା ସଂକ୍ରମଣ ହାର ବୃଦ୍ଧି ପାଇବାରେ ଲାଗିଛି। ଗତ ୧୦ଦିନ ମଧ୍ୟରେ ସଂକ୍ରମିତଙ୍କ ସଂଖ୍ୟା ୧୯୪ରେ ପହଞ୍ଚିିଛି। ସୋମବାର ୪୦ଜଣ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ପଜିଟିଭଙ୍କ ମଧ୍ୟରେ ବାଲିଅନ୍ତା ବ୍ଲକ ୭, ବାଲିପାଟଣା ଓ...

୧୪ବର୍ଷରୁ ବଳାତ୍କାର, ଏବେ ୩ କନ୍ୟା ସନ୍ତାନର ମା’

ଭୁବନେଶ୍ୱର, ୨୦।୪(ବ୍ୟୁରୋ): ବୟସ ଯେତେବେଳେ ୧୪ ହୋଇଥିଲା ସେବେଠାରୁ ବଳାତ୍କାରର ଶିକାର ହୋଇ ଆସୁଛନ୍ତି ଜଣେ ଯୁବତୀ। ୧୫ବର୍ଷ ଧରି ସମ୍ପର୍କୀୟ ମାମୁଙ୍କ ବଳତ୍କାର ଯୋଗୁ ଏବେ ସେ ୩ କନ୍ୟା ସନ୍ତାନର ମା’। ଏହା କୌଣସି ଆଦିବାସୀ ଇଲାକାର...

ଓଡ଼ିଶାରେ କାମ କରିବାକୁ ଦକ୍ଷିଣ କୋରିଆ କମ୍ପାନୀ ଆଗ୍ରହ

ଭୁବନେଶ୍ୱର, ୨୦।୪(ବ୍ୟୁରୋ): ଦକ୍ଷିଣ କୋରିଆ ଓ ଓଡ଼ିଶା ମଧ୍ୟରେ ଦ୍ବି-ପାକ୍ଷିକ ବାଣିଜ୍ୟ ସୁଯୋଗ ସୃଷ୍ଟି ଉପରେ ରାଜ୍ୟ ସରକାରଙ୍କ ସହିତ ଇଣ୍ଡିଆନ୍‌ ଚାମ୍ବର୍ସ ଅଫ୍‌ କମର୍ସ ଏକ ଗୋଲଟେବୁଲ ବୈଠକର ଆୟୋଜନ କରିଛି ା ବୈଠକରେ ଶିଳ୍ପ ମନ୍ତ୍ରୀ ଦିବ୍ୟଶଙ୍କର...

ପରିବା ବିକାଳିଙ୍କୁ ଏନ୍‌ଫୋର୍ସମେଣ୍ଟ ସ୍କ୍ବାଡ୍‌ର ମାଡ଼

ବଲାଙ୍ଗୀର ଅଫିସ,୨୦।୪: କରୋନା ସଂକ୍ରମଣ ଦ୍ରୁତଗତିରେ ବୃଦ୍ଧି ପାଉଥିବାରୁ ସହରରେ ଭିଡ଼ ପରିଚାଳନାକୁ ଗୁରୁତ୍ୱ ଦିଆଯାଉଛି। ଏଥିଯୋଗୁ ସୋମବାର ବଲାଙ୍ଗୀର ମ୍ୟୁନିସିପାଲିଟି ଏନ୍‌ଫୋର୍ସମେଣ୍ଟ ସ୍କ୍ବାଡ ରାସ୍ତାକଡ଼ ପରିବା ବିକାଳିଙ୍କୁ ସ୍ଥାନାନ୍ତର କରିବାବେଳେ ଅଭାବନୀୟ ଘଟଣ ଘଟିଛି। ମ୍ୟୁନିସିପାଲିଟି ଅଧିକାରୀଙ୍କ ମାଡରେ...

ଡିସିସିବି ଆର୍ଥିକ ଅନିୟମିତତାକୁ ଚାପି ଦିଆଯାଉଛି

ଯାଜପୁର ଅଫିସ,୨୦।୪: ବଲାଙ୍ଗୀର ଓ କେନ୍ଦୁଝର ଜିଲା କେନ୍ଦ୍ରୀୟ ସମବାୟ ବ୍ୟାଙ୍କ(ଡିସିସିବି)ର ଆନନ୍ଦପୁର ଶାଖାରେ ହୋଇଥିବା ଅର୍ଥ ଆତ୍ମସାତ୍‌ ମାମଲାକୁ ଚାପି ଦିଆଯାଇଛି। ଏଥିରେ ସମ୍ପୃକ୍ତ ପରିଚାଳନା ନିର୍ଦ୍ଦେଶକ ଓ କର୍ମଚାରୀଙ୍କୁ ଦାୟୀ କରି ସେମାନଙ୍କଠାରୁ ଉକ୍ତ ଅର୍ଥକୁ ଆଦାୟଯୋଗ୍ୟ...

ବାହାର କାଠରୁ ଦର୍ଶନ କଲେ ଶ୍ରଦ୍ଧାଳୁ

ପୁରୀ ଅଫିସ,୨୦।୪: ନୂତନ ଏସ୍‌ଓପି (ଷ୍ଟାଣ୍ଡାର୍ଡ ଅପରେଟିଂ ପ୍ରୋସିଜିଓର) ଅନୁଯାୟୀ ସୋମବାର ଶ୍ରଦ୍ଧାଳୁମାନେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି। ଶ୍ରୀମନ୍ଦିର ଭିତରେ ଓ ବାହାରେ କଟକଣାକୁ କଡ଼ାକଡ଼ି କରାଯାଇଛି। ଭିତରକାଠ ଦର୍ଶନ ବନ୍ଦ ରହିଛି। ତେଣୁ ବାହାର କାଠ ନିକଟରୁ...

ପିପିଲି ଉପନିର୍ବାଚନ: ରାଲି, ସଭାସମିତି କରିବନି ବିଜେଡି

ଭୁବନେଶ୍ୱର,୨୦।୪(ବ୍ୟୁରୋ): ରାଜ୍ୟରେ କୋଭିଡ୍‌-୧୯ ସଂକ୍ରମଣ ବଢ଼ିଚାଲିଛି। ଏହାକୁ ଦୃଷ୍ଟିରେ ରଖି ବିଜୁ ଜନତା ଦଳ(ବିଜେଡି) ଆସନ୍ତା ପିପିଲି ଉପନିର୍ବାଚନ ପାଇଁ ରାଜନୈତିକ ଶୋଭାଯାତ୍ରା ଓ ସଭାସମିତି ନ କରିବାକୁ ନିଷ୍ପତ୍ତି ନେଇଛି। ସୋମବାର ମୁଖ୍ୟମନ୍ତ୍ରୀ ତଥା ବିଜେଡି ସଭାପତି ନବୀନ...

୫୦% କର୍ମଚାରୀରେ ଚାଲିବ ସ୍କୁଲ

ଭୁବନେଶ୍ୱର, ୨୦।୪(ବ୍ୟୁରୋ): କରୋନା ସଂକ୍ରମଣ ବୃଦ୍ଧିକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ପୂର୍ବରୁ ସୋମବାରଠାରୁ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରହିବାକୁ ଘୋଷଣା କରିଥିଲେ। ଏଥିସହ ପିଲାଙ୍କ ଶ୍ରେଣୀ ପାଠପଢ଼ା ବନ୍ଦ ହେବ ବୋଲି କହିଥିଲେ। ଶିକ୍ଷାନୁଷ୍ଠାନ ଖୋଲିବ କି ନାହିଁ...

ରାଜ୍ୟରେ ୯,୦୦୮ କୋଭିଡ୍‌ ବେଡ୍‌

ଭୁବନେଶ୍ୱର, ୨୦।୪(ବ୍ୟୁରୋ): ରାଜ୍ୟରେ ସଂକ୍ରମଣ ହୁହୁ ବଢ଼ୁଛି। ଅନୁରୂପ ଭାବେ କୋଭିଡ୍‌ ହସ୍ପିଟାଲରେ ରୋଗୀଙ୍କ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି। ଅନେକ ସ୍ଥାନରେ ବେଡ୍‌ ଅଭାବ ହେଲାଣି ବୋଲି ଖବର ଆସୁଛି। ବେଡ୍‌ ନ ପାଇଁ ମୃତ୍ୟୁ ହେଉଥିବା ମଧ୍ୟ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri