ରାଜ୍ୟ

୩ ସାଙ୍ଗଙ୍କ ମୃତଦେହ ମିଳିଲା

କଟକ ଅଫିସ,୨୭।୧୧: କଟକ ମହାନଦୀର ଭଦିମୂଳ ଘାଟରେ ବୁଡ଼ି ଯାଇଥିବା ୪ଜଣ ଛାତ୍ରଙ୍କ ମୃତ୍ୟୁ ଘଟିଛି। ଗୁରୁବାର ରାତିରେ ଜଣେ ଛାତ୍ରଙ୍କ ମୃତଦେହ ଉଦ୍ଧାର ହୋଇଥିବାବେଳେ ଶୁକ୍ରବାର ଆଉ ୩ ଜଣଙ୍କ ମୃତଦେହ ଉଦ୍ଧାର କରାଯାଇଛି। ସେମାନେ ହେଲେ କଟକ ଚାଉଳିଆଗଞ୍ଜ…

୩୧ ଲକ୍ଷଙ୍କୁ ମିଳିବ ସ୍ମାର୍ଟ ହେଲ୍‌ଥ କାର୍ଡ

ଭୁବନେଶ୍ୱର(ବ୍ୟୁରୋ)/ବାଲେଶ୍ୱର ଅଫିସ/ଭଦ୍ରକ ଅଫିସ, ୨୬ା୧୧: ରାଜ୍ୟ ସରକାରଙ୍କ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା (ବିଏସ୍‌କଓ୍ବୋଇ) ଅନ୍ତର୍ଗତ ସ୍ମାର୍ଟ ହେଲ୍‌ଥ କାର୍ଡ ସ୍କିମ୍‌ରେ ଯୋଡ଼ିହୋଇଛି ବାଲେଶ୍ୱର ଏବଂ ଭଦ୍ରକ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଉଭୟ ଜିଲାରେ ଏହି ସ୍ବାସ୍ଥ୍ୟ କାର୍ଡ ବଣ୍ଟନର…

୧ରୁ ବଟାନିକାଲ ଗାର୍ଡେନରେ ବଣଭୋଜି

ବାରଙ୍ଗ, ୨୭।୧୧ (ଡି.ଏନ୍‌.ଏ.): ଶୀତ ସହ ପର୍ଯ୍ୟଟନ ଋତୁ ଆରମ୍ଭ ହୋଇଯାଇଥିବା ବେଳେ ରାଜ୍ୟର ବିଭିନ୍ନ ପର୍ଯ୍ୟଟନ ସ୍ଥଳକୁ ପର୍ଯ୍ୟଟକ ଯିବା ଆରମ୍ଭ ହୋଇଗଲାଣି। ଏହି ପରିପ୍ରେକ୍ଷୀରେ ନନ୍ଦନକାନନ ଓ ବଟାନିକାଲ ଗାର୍ଡେନରେ ପର୍ଯ୍ୟଟକଙ୍କ ସଂଖ୍ୟା ଧୀରେ ଧୀରେ ବଢିବାକୁ ଲାଗିଛି।…

ଅପରାଜିତାଙ୍କୁ ବିରୋଧ ଘଟଣାରେ ରାଜନୀତି ବଢୁଛି

ଭୁବନେଶ୍ୱର, ୨୭।୧୧(ବ୍ୟୁରୋ): ରାଜ୍ୟର ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ନେଇ ବିଜେଡି-ଭାଜପା ମଧ୍ୟରେ ରାଜନୈତିକ ଲଢେଇ ଜୋର୍‌ ଧରିବାରେ ଲାଗିଛି। ଗୁରୁବାର ବିଳମ୍ବିତ ରାତିରେ ଭୁବନେଶ୍ୱର ଏମ୍‌ପି ଅପରାଜିତା ଷଡଙ୍ଗୀଙ୍କୁ ଆଚାର୍ଯ୍ୟ ବିହାରରେ ବିଜେଡି କର୍ମୀମାନେ ଘେରି ବିରୋଧ କରିଥିଲେ। ଏହାପରେ ୪…

୯୬,୫୦୦ ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୭।୧୧(ବ୍ୟୁରୋ): ବଲାଙ୍ଗୀର ଜିଲାର ପ୍ରତିଭାବାନ ଛାତ୍ର ତାରାଚାନ୍‌ ରଣାଙ୍କ ଇଞ୍ଜିନିୟରିଂ ପଢ଼ିବା ସ୍ବପ୍ନକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୂରଣ କରିଛନ୍ତି। ଅର୍ଥାଭାବରୁ ତାଙ୍କ ନାମଲେଖା ପ୍ରକ୍ରିୟାରେ ବାଧା ଉପୁଜିଥିଲା। ଏହା ଜାଣିବା ପରେ ମୁଖ୍ୟମନ୍ତ୍ରୀ ତାଙ୍କ ପାଇଁ ୯୬,୫୦୦ ଟଙ୍କା ମଞ୍ଜୁର…

ବିଏମ୍‌ସିରେ ମିଶିଲା ୯ ନୂଆ ପାର୍କ

ଭୁବନେଶ୍ୱର,୨୬।୧୧(ବ୍ୟୁରୋ): ଭୁବନେଶ୍ୱରରେ ପାର୍କର ସୁପରିଚାଳନା ପାଇଁ ସହରାଞ୍ଚଳ କର୍ତ୍ତୃପକ୍ଷ ସ୍ବତନ୍ତ୍ର ରଣନୀତି କରିଛନ୍ତି। ପାର୍କଗୁଡ଼ିକର ଆୟତନ ଅନୁସାରେ ଏହାର ଶ୍ରେଣୀଭୁକ୍ତ କରାଯାଇଛି। ଏହି ଅନୁସାରେ ଅଧ ଏକରରୁ କମ୍‌ ପରିସୀମା ଥିବା ପାର୍କଗୁଡ଼ିକୁ ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି)ର ତତ୍ତ୍ୱାବଧାନରେ ଏବଂ ଅଧ…

ଗୋପାଳପୁର ବିଧାୟକଙ୍କ ଝିଅଙ୍କୁ ଇଡିର ମାରାଥନ ଜେରା

ଭୁବନେଶ୍ୱର,୨୬ା୧୧(ବ୍ୟୁରୋ): ଟାଟା କମ୍ପାନୀରେ ଚାକିରି ଦେବା ନାଁରେ କୋଟି କୋଟି ଟଙ୍କା ଠକେଇ କରି ଜେଲରେ ଥିବା ଆକାଶ ପାଠକଙ୍କ ଭାବି ଶଶୁର ତଥା ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ଝିଅ ଶ୍ରୁତି ପାଣିଗ୍ରାହୀ ଶୁକ୍ରବାର ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଭୁବନେଶ୍ୱର…

ବାହାରୁ ଆସିଲେ କୋଭିଡ୍‌ ଟେଷ୍ଟ କରିବାକୁ ବାଧ୍ୟ

ଭୁବନେଶ୍ୱର,୨୬।୧୧(ବ୍ୟୁରୋ): ଦକ୍ଷିଣ ଆଫ୍ରିକାରେ କରୋନାର ନୂଆ ଭାରିଆଣ୍ଟ ଚିହ୍ନଟ ପରେ ରାଜ୍ୟ ସରକାର ସତର୍କ କରାଇଛନ୍ତି। ଡିଏମ୍‌ଇଟି ରମା ରମଣ ମହାନ୍ତି କହିଛନ୍ତି, ବର୍ତ୍ତମାନ ଆନ୍ତର୍ଜାତିକ ଗମନାଗମନ ସ୍ବାଭାବିକ ହୋଇଥିବାରୁ ଦେଶକୁ ଏହି ଭାରିଆଣ୍ଟ ଆସିବାର ସମ୍ଭାବନା ଯଥେଷ୍ଟ ରହିଛି। ତେବେ…

‘କୋର୍ଟଙ୍କ ନିଷ୍ପତ୍ତି ଆମେ ମାନିବୁ’

ବ୍ରହ୍ମପୁର ଅଫିସ,୨୬ା୧୧: ନ୍ୟାୟ ଗୁହାରି କରି ବ୍ରହ୍ମାନଗରଠାରେ ଶ୍ୱଶୁର ଘର ଆଗରେ ଧାରଣା ଜାରି ରଖିଛନ୍ତି ବୋହୂ ତପସ୍ବିନୀ ଦାଶ। ତପସ୍ବିନୀ ଭାରପ୍ରାପ୍ତ ସମାଜ ମଙ୍ଗଳ ଅଧିକାରୀ କ୍ରିଷ୍ଣା କୁମାରୀ ନନ୍ଦଙ୍କ ଜରିଆରେ କୋର୍ଟରେ ପିଟିସନ୍‌ ରୁଜୁ କରି ଶ୍ୱଶୁର ଘରେ…

ଗ୍ରାମ୍ୟ ସଭାପତିଙ୍କୁ ପିଟି ପିଟି ମାରିଦେଲେ

ଗଞ୍ଜାମ,୨୬ା୧୧(ଡି.ଏନ.ଏ.): ପୂର୍ବ ଶତ୍ରୁତାରୁ ଗଞ୍ଜାମ ଜିଲା ରମ୍ଭା ଥାନା ପୋଇରାଶି ପଞ୍ଚାୟତର କଣ୍ଟିଆପଲ୍ଲୀ ଗ୍ରାମ୍ୟ ସଭାପତି କେ.ଗୋବିନ୍ଦ ରେଡ୍ଡୀଙ୍କୁ ଶୁକ୍ରବାର ଠେଙ୍ଗାରେ ପିଟି ହତ୍ୟା କରାଯାଇଛି। ଏ ନେଇ ପୋଲିସ ଏକ ହତ୍ୟା ମାମଲା(ନଂ.୫୪୮/୨୧) ରୁଜୁ କରି ଘଟଣାରେ ସମ୍ପୃକ୍ତ ୩…

କାଠପୋଲ ଛଡା ଆଉ ବାଟ ନାହିଁ

ପାରଳାଖେମୁଣ୍ଡି,୨୬।୧୧(ଡି.ଏନ୍‌.ଏ.): ସ୍ବାଧୀନତାର ୭୪ ବର୍ଷ ପରେ ମଧ୍ୟ ଗଜପତି ଜିଲା ରାୟଗଡ଼ ବ୍ଲକ ଜଳଙ୍ଗ ପଞ୍ଚାୟତର ଡୁମ୍ବା ଗାଁ ଅବହେଲିତ। ଗମନାଗମନ ପାଇଁ ଗାଁକୁ ରାସ୍ତା ନାହିଁ। ଏକରି କି ଗାଁ ନିକଟରେ ଥିବା ନାଳ ଉପରେ କାଠ ତିଆରି ଅସ୍ଥାୟୀ…

ଇଡି କାର୍ଯ୍ୟାଳୟରେ ବିଧାୟକଙ୍କ ଝିଅ

ଭୁବନେଶ୍ୱର,୨୬।୧୧(ବ୍ୟୁରୋ): ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ଝିଅ ଶ୍ରୁତି ପାଣିଗ୍ରାହୀ ଶୁକ୍ରବାର ଇଡି କାର୍ଯ୍ୟାଳୟରେ ହାଜର ହୋଇଛନ୍ତି। ଅଭୟକାନ୍ତ ପାଠକ ଓ ଆକାଶ ପାଠକଙ୍କୁ ଜେରା ବେଳେ ଶ୍ରୁତିଙ୍କ ଆକାଉଣ୍ଟକୁ ବାରମ୍ବାର ଟ୍ରାଞ୍ଜେକ୍ସନ ହୋଇଥିବା ଜଣା ପଡିଥିଲା । ଏ ନେଇ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri