ରାଜ୍ୟ

କାର୍ତ୍ତିକ ପରେ ବି ଖସୁନି ପରିବା ଦର: ୧୦୦ ଟପିଲା ଟମାଟୋ

ଭୁବନେଶ୍ୱର,୨୬ା୧୧(ବ୍ୟୁରୋ): କମିବାର ନା ଧରୁନି ପରିବା ଦର । କାର୍ତ୍ତିକ ମାସ ଗଲା ପରେ ବି ବଜାରରେ କଞ୍ଚା ପରିବା ଦର ଆକାଶଛୁଆଁ ହୋଇଛି । ଟମାଟୋ କିଛି ଦିନ ତଳେ ୬୦ ରୁ ୭୦ ଟଙ୍କାରେ ବିକ୍ରି ହେଉଥିବା ବେଳେ…

ଏଥର ଉଠିପାରେ ରତ୍ନଭଣ୍ଡାର ପ୍ରସଙ୍ଗ

ପୁରୀ ଅଫିସ,୨୬।୧୧:  ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ରତ୍ନଭଣ୍ଡାର ପ୍ରସଙ୍ଗରେ ଶ୍ରୀମନ୍ଦିର ପ୍ରଶାସନ ଓ ରାଜ୍ୟ ସରକାରଙ୍କ ପାଇଁ ଅଡ଼ୁଆ ବଢ଼ିବାରେ ଲାଗିଛି। ପୁରୀ ଜିଲା ଟ୍ରେଜେରି ତଥ୍ୟରେ ତାଳମେଳ ରହୁ ନ ଥିବା ଜଣାପଡ଼ିବା ପରେ ଜଗନ୍ନାଥପ୍ରେମୀ ରତ୍ନଭଣ୍ଡାର ସୁରକ୍ଷାକୁ ନେଇ ଚିନ୍ତା…

ସନ୍ଧ୍ୟା ୬ ପରେ ନନ୍ଦନକାନନକୁ ପ୍ରବେଶ ମନା

ବାରଙ୍ଗ,୨୬।୧୧(ଡି.ଏନ୍‌.ଏ.): ସପ୍ତାହକୁ ଗୋଟେ ଦିନ ପ୍ରତି ସୋମବାର ନନ୍ଦନକାନନ ବନ୍ଦ ରହୁଛି। ଏହିଦିନ ପଶୁପକ୍ଷୀ କୋଳାହଳରୁ ଦୂରେଇ ରହିବା ସହ ପରିସରର ଆନୁଷଙ୍ଗିକ କାର୍ଯ୍ୟ କରିବା ନିମନ୍ତେ ସୋମବାର ନନ୍ଦନକାନନକୁ ବନ୍ଦ ରଖାଯାଇଛି। କେବଳ ଘରୋଇକରଣରେ ନେଇଥିବା ଠିକାଦାର ଓ କର୍ମଚାରୀଙ୍କ…

୧୦ ମାସରେ ୪୦ ହତ୍ୟା

ଭୁବନେଶ୍ୱର,(ବ୍ୟୁରୋ)/: କଟକ ଅଫିସ,୨୬ା୧୧ଚୋରି, ଡକାୟତି, ରାହାଜାନି ଓ ହତ୍ୟା ତଥା ଆଇନ ଶୃଙ୍ଖଳାକୁ ନିୟନ୍ତ୍ରଣ କରିବା ପାଇଁ ପୋଲିସ ବ୍ୟବସ୍ଥା ରହିଛି। ଏନେଇ କମିଶନରେଟ ପୋଲିସ ମଧ୍ୟ ସର୍ବଦା ‘ୱି କେୟାର ୱି ଡେୟାର’ର ନାରା ଦେଉଛି। କିନ୍ତୁ ବାସ୍ତବତା ସମ୍ପୂର୍ଣ୍ଣ…

ଲାଗୁନି ପର୍ଯ୍ୟବେକ୍ଷଣ କ୍ୟାମେରା

ଭୁବନେଶ୍ୱର, ୨୬ା୧୧(ବ୍ୟୁରୋ): ରାଜ୍ୟରେ ୧୪୫ ଅତ୍ୟଧିକ ପ୍ରଦୂଷଣ ସୃଷ୍ଟିକାରୀ ଶିଳ୍ପସଂସ୍ଥା ଚିହ୍ନଟ କରାଯାଇଛି। ପ୍ରଦୂଷଣର ମାତ୍ରା ଜାଣିବା ଏବଂ ଏହାର ନିରାକରଣ କରିବା ଲାଗି ସମ୍ପୃକ୍ତ ଶିଳ୍ପାନୁଷ୍ଠାନକୁ ନିର୍ଦ୍ଦିଷ୍ଟ ସ୍ଥାନରେ ଉଚ୍ଚ କ୍ଷମତାସମ୍ପନ୍ନ ପ୍ରଦୂଷଣ ପର୍ଯ୍ୟବେକ୍ଷଣ କ୍ୟାମେରା ଲଗାଇବା ପାଇଁ ନିର୍ଦ୍ଦେଶ…

ପାକୁଙ୍କ ୨.୩୪ କୋଟିର ସମ୍ପତ୍ତି ଜବତ

ଖୋର୍ଦ୍ଧା ଅଫିସ, ୨୬ା୧୧: ଭୁବନେଶ୍ୱର କମିଶନରେଟ ପୋଲିସର ହ୍ବାଇଟ୍‌ ସ୍ପାଇଡର ଅପରେଶନ ପରେ ଖୋର୍ଦ୍ଧା ପୋଲିସ ସ୍କାନରରେ ଏବେ ନିଶା ବେପାରୀ। ବ୍ରାଉନସୁଗାର ବେପାରକରି ରାତାରାତି କୋଟିପତି ପାଲଟିଥିବା ଖୋର୍ଦ୍ଧା ଟାଉନଥାନା ଅଧୀନ ସାମନ୍ତରାପୁର ଶାଗୁଆନ ବଜାର ଅଞ୍ଚଳର ସୋମନାଥ ଭୁଜବଳ…

ଝାଟିମାଟି କୁଡ଼ିଆରେ ନିଷ୍ପେଷିତ ଜୀବନ

ଯାଜପୁର ଅଫିସ,୨୬ା୧୧:  ସମାଜରୁ ବାସନ୍ଦ ହୋଇ ଅକର୍ମଣ୍ୟ ଅବସ୍ଥାରେ ଅଭିଶପ୍ତ ଜୀବନ ବିତାଉଛନ୍ତି କୁଷ୍ଠରୋଗୀ। ସରକାରୀ ଉଦାସୀନତା ଯୋଗୁ ନିଷ୍ପେଷିତ ଜୀବନ ବିତାଉଥିବା ଏହି ମଣିଷମାନଙ୍କ ପାଇଁ ଉପଯୁକ୍ତ ଚିକିତ୍ସା ବ୍ୟବସ୍ଥା ନାହିଁ। ଜଙ୍ଗଲର ନିଛାଟିଆ ପରିବେଶରେ ଛାଟିମାଟି କୁଡ଼ିଆରେ ଦିନ…

ବୌଦ୍ଧରେ ହେବ ୨୦ହଜାର ଲିଟର ଦୁଗ୍ଧପ୍ଲାଣ୍ଟ

ବୌଦ୍ଧ/ସୋନପୁର,୨୬ା୧୧(ସ୍ବପ୍ର/ନି.ପ୍ର.): ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମାର୍ଟକାର୍ଡ ବଣ୍ଟନରେ ସାମିଲ ହୋଇଛି ବୌଦ୍ଧ ଓ ସୁବର୍ଣ୍ଣପୁର ଜିଲା। ଗୁରୁବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡଓ କନଫରେନ୍ସିଂରେ ଏହି ଯୋଜନାର ହିତାଧିକାରୀଙ୍କୁ ସ୍ମାର୍ଟକାର୍ଡ ବଣ୍ଟନ କରିଥିଲେ। ବୌଦ୍ଧ ଜିଲା ଷ୍ଟାଡିୟମଠାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ…

ଡିସେମ୍ବର ୧ରୁ ବିଧାନସଭା ଅଧିବେଶନ

ଭୁବନେଶ୍ୱର,୨୬ା୧୧(ବ୍ୟୁରୋ): ଆସନ୍ତା ଡିସେମ୍ବର ୧ରୁ ଆରମ୍ଭ ହେବାକୁ ଥିବା ଓଡ଼ିଶା ବିଧାନସଭାର ଶୀତକାଳୀନ ଅଧିବେଶନ ସମ୍ପୂର୍ଣ୍ଣ କୋଭିଡ୍‌ କଟକଣା ମଧ୍ୟରେ ଅନୁଷ୍ଠିତ ହେବ। ଗୁରୁବାର ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ବିଧାନସଭାର ସମସ୍ତ ସଦସ୍ୟଙ୍କ…

ଲକ୍ଷେ ଲୋକଙ୍କ ପାଇଁ ୫ ଡାକ୍ତର

କେନ୍ଦ୍ରାପଡ଼ା ଅଫିସ,୨୬ା୧୧: ରାଜ୍ୟ ସରକାର ଗ୍ରାମାଞ୍ଚଳର ସ୍ୱାସ୍ଥ୍ୟସେବା ପାଇଁ ନୂଆ ଡାକ୍ତରଙ୍କ ପୋଷ୍ଟିଂ ଘୋଷଣା କରିଥିଲେ। ହେଲେ ଆଜି ପର୍ଯ୍ୟନ୍ତ ସେହି ପ୍ରକ୍ରିୟା ସମ୍ପୂର୍ଣ୍ଣ ହୋଇନାହିଁ। ଏହି ପରିପ୍ରେକ୍ଷୀରେ ଦେଖିଲେ କେନ୍ଦ୍ରାପଡ଼ା ଜିଲାରେ ସ୍ୱାସ୍ଥ୍ୟସେବା ଦିନକୁ ଦିନ ଦୁର୍ବଳ ହେବାରେ ଲାଗିଛି।…

ଏମ୍ସରେ ଅନ୍ୟ ୨ ବିଭାଗରେ ଆରମ୍ଭ ହେବ ଏମ୍‌ସିଏଚ୍‌, ଡିଏମ୍‌ କୋର୍ସ

ଭୁବନେଶ୍ୱର, ୨୬।୧୧(ବ୍ୟୁରୋ): ଭୁବନେଶ୍ବର ଏମ୍ସରେ ସୁପରସ୍ପେଶାଲିଟି ସେବା ବୃଦ୍ଧି ପାଇବ। ସର୍ଜିକାଲ ଗ୍ୟାଷ୍ଟ୍ରୋଏଣ୍ଟେରୋଲୋଜି ବିଭାଗରେ ଏମ୍‌ସିଏଚ୍‌ ଓ ନେଫ୍ରୋଲୋଜି ବିଭାଗରେ ଡିଏମ୍‌ କୋର୍ସ ଖୁବ୍‌ଶୀଘ୍ର ଆରମ୍ଭ ହେବ। ଏନେଇ ଚୂଡ଼ାନ୍ତ ପ୍ରକ୍ରିୟା ଶେଷ ହୋଇଛି। ଗତ ୨୧ ତାରିଖ ଓ ଗୁରୁବାର…

ପ୍ରତିବାଦ ରାଜନୀତି ଅଣ୍ଡାଫିଙ୍ଗା

ଭୁବନେଶ୍ୱର,୨୬ା୧୧(ବ୍ୟୁରୋ): ରାଜ୍ୟରେ ଏବେ ଶାସକ, ବିରୋଧୀ ପରସ୍ପରକୁ ଅଣ୍ଡାମାଡ଼ କରିବା ରାଜନୀତିରେ ମାତିଛନ୍ତି। ଆଗକୁ ପଞ୍ଚାୟତ ନିର୍ବାଚନ ଆସୁଥିବାରୁ ବିରୋଧୀ ଦଳ ନିଜର ଆକ୍ରମଣ ଆଭିମୁଖ୍ୟକୁ ଜୋରଦାର କରିଛି। କଳାହାଣ୍ଡି ଜିଲା ମହାଲିଙ୍ଗ ସ୍କୁଲ ଅଧ୍ୟକ୍ଷା ମମିତା ମେହେର ହତ୍ୟା ଘଟଣାରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri