ରାଜ୍ୟ

ମୁଖ୍ୟମନ୍ତ୍ରୀଙ୍କ କାର୍‌କେଡ୍‌କୁ ଅଣ୍ଡାମାଡ଼: ୩ ଗିରଫ

ପୁରୀ ଅଫିସ,୨୫ା୧୧: ମୁଖ୍ୟମନ୍ତ୍ରୀ ପୁରୀ ଗସ୍ତବେଳେ ତାଙ୍କ କାରକେଡ୍‌କୁ ଅଣ୍ଡାମାଡ଼ କରିବା ଅଭିଯୋଗରେ ପୁରୀ ପୋଲିସ ୩ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ସେମାନେ ହେଲେ ପୁରୀ ଜିଲା ଭାଜପା ଯୁବମୋର୍ଚ୍ଚା ସଭାପତି ଜୟନ୍ତ କୁମାର ଦାସ, ପ୍ରଦୀପ ପରିଡ଼ା…

ଜଳ ପରିଚାଳନାରେ ପ୍ରମୁଖ ଭୂମିକା ନେବେ ମହିଳା

ଭୁବନେଶ୍ୱର,୨୫ା୧୧(ବ୍ୟୁରୋ): ରାଜ୍ୟ ଜଳ ସମ୍ପଦ ବିଭାଗ ଏବଂ ୟୁନିସେଫ ମଧ୍ୟରେ ବୁଧବାର ଅପରାହ୍ନରେ ଏକ ବୁଝାମଣାପତ୍ର (ଏମ୍‌ୟୁ) ସ୍ବାକ୍ଷରିତ ହୋଇଛି। ଜଳ ପରିଚାଳନାରେ ବିଭିନ୍ନ ଗୋଷ୍ଠୀଙ୍କୁ ନିୟୋଜିତ କରିବା, ଯନତ୍ଶୀଳ ଓ ବିଜ୍ଞତାର ସହ ଜଳର ସୁବ୍ୟବହାର, ବଣ୍ଟନରେ ସମାନତା, ସଂରକ୍ଷଣ,…

୧୩,୦୨୦ ଏସ୍‌ସି, ଏସ୍‌ଟି, ଓବିସିଙ୍କୁ ଦକ୍ଷତା ବିକାଶ ତାଲିମ

ଭୁବନେଶ୍ୱର,୨୫ା୧୧(ବ୍ୟୁରୋ): ଓଡ଼ିଶା ସରକାରଙ୍କ ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ, ସଂଖ୍ୟାଲଘୁ ଓ ପଛୁଆବର୍ଗ କଲ୍ୟାଣ ବିଭାଗ ପକ୍ଷରୁ ୫-ଟି ଉପକ୍ରମରେ ପ୍ରୟାସ ଯୋଜନାର ଦ୍ୱିତୀୟ ପର୍ଯ୍ୟାୟର କାର୍ଯ୍ୟକାରିତା ନିମନ୍ତେ ବୁଧବାର ଏକ ବୁଝାମଣାପତ୍ର ସ୍ବାକ୍ଷରିତ ହୋଇଛି। ଓଡ଼ିଶା ଜନଜାତି…

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଐତିହାସିକ: ମୁଖ୍ୟମନ୍ତ୍ରୀ

ପୁରୀ ଅଫିସ,୨୫ା୧୧: ଶ୍ରୀମନ୍ଦିର ପରିସର ଆଧୁନିକୀକରଣ ହେବାକୁ ଯାଉଛି। ଖୁବ୍‌ଶୀଘ୍ର ନୂଆ ପ୍ରକଳ୍ପ ଅନୁଯାୟୀ ନୂଆ ରୂପ ନେବ। ଏହି ପରିପ୍ରେକ୍ଷୀରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ପୁରୀ ଗସ୍ତରେ ଆସି ଗଜପତିଙ୍କ ସହ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି।…

ଜୁନିୟର ହକି ବିଶ୍ୱକପ ଉଦ୍‌ଘାଟିତ

ଭୁବନେଶ୍ୱର,୨୫ା୧୧(କ୍ରୀଡ଼ା ପ୍ରତିନିଧି): ଓଡ଼ିଶା ହକି ଇତିହାସରେ ଯୋଡ଼ିହୋଇଛି ଏକ ନୂଆ ଫର୍ଦ୍ଦ। କଳିଙ୍ଗ ଷ୍ଟାଡିୟମରେ ବୁଧବାର ଉଦ୍‌ଘାଟିତ ହୋଇଯାଇଛି ଏଫ୍‌ଆଇଏଚ୍‌ ଓଡ଼ିଶା ହକି ପୁରୁଷ ଜୁନିୟର ବିଶ୍ୱକପ। ପୂର୍ବରୁ ଚାମ୍ପିୟନ୍ସ ଟ୍ରଫିଠାରୁ ଆରମ୍ଭ କରି ସିନିୟର ହକି ବିଶ୍ୱକପ ପର୍ଯ୍ୟନ୍ତ ଅଧ…

‘ପଞ୍ଚାୟତ ନିର୍ବାଚନରେ ପରିବର୍ତ୍ତନର ମୂଳଦୁଆ’

ଭୁବନେଶ୍ୱର, ୨୫ା୧୧(ବ୍ୟୁରୋ): ରାଜ୍ୟରେ ସ୍ବାସ୍ଥ୍ୟ ଭିତ୍ତିଭୂମି ବିପର୍ଯ୍ୟସ୍ତ ଅବସ୍ଥାରେ ଥିବାବେଳେ ହେଲ୍‌ଥ ସ୍ମାର୍ଟ କାର୍ଡ ବଣ୍ଟାଯାଉଛି। କୋଟି କୋଟି ଟଙ୍କାର ରାଜସ୍ବ ଖର୍ଚ୍ଚ କରି ହେଲ୍‌ଥ କାର୍ଡ ବଣ୍ଟନ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦଳୀୟ ପ୍ରଚାର ଚଳାଇଛନ୍ତି। ହେଲେ ଭୋଟ…

ଘଡ଼ିଆଳ କୁମ୍ଭୀର ଦେହରେ ଲାଗିବ ସାଟେଲାଇଟ୍‌ ଟ୍ରାନ୍ସମିଟର

ବାରଙ୍ଗ,୨୫ା୧୧(ଡି.ଏନ୍‌.ଏ.): ନନ୍ଦନକାନନରୁ ଚଳିତ ମାସରେ ମହାନଦୀ ଓ ତା’ର ଅବବାହିକାରେ ଛଡ଼ାଯିବ ଘଡ଼ିଆଳ କୁମ୍ଭୀର। ମହାନଦୀରେ ଘଡ଼ିଆଳ କୁମ୍ଭୀର ସଂଖ୍ୟା ବୃଦ୍ଧି କରିବା ଲକ୍ଷ୍ୟ ନେଇ ୮ଟି କୁମ୍ଭୀର ଛୁଆଙ୍କୁ ଛଡ଼ାଯିବାକୁ ନନ୍ଦନକାନନ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି। ନଭେମ୍ବର ଶେଷ ସପ୍ତାହ…

ଅଭିଯୋଗ ଶୁଣିବ ଜନଶୁଣାଣି ପୋର୍ଟାଲ

ଭୁବନେଶ୍ୱର, ୨୫ା୧୧(ବ୍ୟୁରୋ): କୌଣସି କାର୍ଯ୍ୟାଳୟକୁ ନ ଯାଇ ହାତପାଆନ୍ତାରେ ମିଳିବ ସେବା। ଲୋକମାନେ ଡିଜିଟାଲ ପ୍ଲାଟ୍‌ଫର୍ମରେ ନିଜର ଅଭିଯୋଗ ଦାଖଲ କରିପାରିବେ। ପୁରାତନ ପୁସ୍ତକ, ବିରଳ ସାହିତ୍ୟକୃତି ବିଷୟରେ ଜାଣିପାରିବେ। ଏସବୁ ଉପଲବ୍ଧ ହେବ ଡିଜିଟାଲ ଫର୍ମାଟ୍‌ରେ। ଏଭଳି ମହତ୍‌ ଉଦ୍ଦେଶ୍ୟ…

ହ୍ୟାକିଂ ପଛରେ ବଡ଼ ନେଟ୍‌ୱର୍କ

ଭୁବନେଶ୍ୱର,୨୫ା୧୧(ବ୍ୟୁରୋ): ଓଡ଼ିଶା କମ୍ପ୍ୟୁଟର ଆପ୍ଲିକେଶନ ସେଣ୍ଟର (ଓକାକ୍‌) ସିଇଓ ତଥା ରାଜ୍ୟ ଇଲେକ୍ଟ୍ରୋନିକ୍ସ ଆଣ୍ଡ୍‌ ଆଇଟି ବିଭାଗର ଅତିରିକ୍ତ ସଚିବ ମନୋଜ କୁମାର ପଟ୍ଟନାୟକଙ୍କ ହ୍ବାଟ୍ସଆପ୍‌ ହ୍ୟାକ୍‌ କରି ୫ଜଣ ସମ୍ପର୍କୀୟଙ୍କଠାରୁ ୭ ଲକ୍ଷ ଟଙ୍କା ଠକେଇ ଘଟଣାରେ ସମ୍ପୃକ୍ତ ନାଇଜେରିଆ…

ଏସ୍‌ସିବିରେ ଯାନବାହନ ପ୍ରବେଶ ଉପରେ କଟକଣା ଲାଗିଲା, ଏଣିକି…

କଟକ ଅଫିସ ୨୪।୧୧: ଏସ୍‌ସିବି ବଡ଼ ମେଡିକାଲରେ ଯାନବାହନ ପ୍ରବେଶ ଉପରେ କଟକଣା ଲାଗିଛି। ଉଭୟ ରାଣୀହାଟ ଏବଂ ମଙ୍ଗଳାବାଗ ମୁଖ୍ୟ ଗେଟ୍‌ ନିକଟରେ ସୁରକ୍ଷାକର୍ମୀଙ୍କୁ ମୁତୟନ କରାଯାଇଛି। ତେବେ ରୋଗୀଙ୍କ ସୁରକ୍ଷା ଦୃଷ୍ଟିରୁ ଏପରି ପଦକ୍ଷେପ ନିଆଯାଇଥିବା କର୍ତ୍ତୃପକ୍ଷ କହିଛନ୍ତି।…

ଆରମ୍ଭ ହେଲା ‘ଧରିତ୍ରୀ’ର ୟୁଥ୍‌ କନ୍‌କ୍ଲେଭ୍‌

ଭୁବନେଶ୍ୱର,୨୪ା୧୧(ବ୍ୟୁରୋ): ‘ଧରିତ୍ରୀ’ର ୪୮ତମ ସ୍ୱନକ୍ଷତ୍ର ଦିବସ ଉପଲକ୍ଷେ ଏକ ନିଆରା ପ୍ରଚେଷ୍ଟା ଆରମ୍ଭ ହୋଇଛି। ଜଳବାୟୁ ପରିବର୍ତ୍ତନକୁ ନେଇ ବୁଧବାର ହୋଟେଲ ସ୍ବସ୍ତି ପ୍ରିମିୟମ୍‌ରେ ‘ଧରିତ୍ରୀ’ ପକ୍ଷରୁ ୟୁଥ୍‌ କନ୍‌କ୍ଲେଭ୍‌ ଅନୁଷ୍ଠିତ ହୋଇଛି। ଏହି କାର୍ଯ୍ୟକ୍ରମରେ ଆଇଏଏସ୍‌ ତଥା ଓଡ଼ିଶା ସରକାରଙ୍କ…

ରାଜ୍ୟରୁ ପୁଣି ୩ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୨୪।୧୧(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର କରୋନା ଆଉ ୩ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁସଂଖ୍ୟା ୮,୩୯୯କୁ ବୃଦ୍ଧି ପାଇଛି। ୩ ମୃତକଙ୍କ ମଧ୍ୟରେ ଖୋର୍ଦ୍ଧାରୁ ୨ ଜଣ ଥିବା ବେଳେ ଜଗତସିଂହପୁର ଜିଲାରୁ ଜଣେ ଅଛନ୍ତି। ତେବେ ଆଜି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri