ରାଜ୍ୟ

ରାତି ପାହିଲେ ଜିଲାପାଳଙ୍କ ମିଳିତ ଅଭିଯୋଗ ଶୁଣାଣୀ: ପୂର୍ବରୁ ୨୫୬ଟି ଅଭିଯୋଗ ଶୁଣି କରିଥିଲେ ରେକର୍ଡ

ଦାରିଙ୍ଗବାଡି,୯।୧୧(ଅରୁଣ ସାହୁ): ଦାରିଙ୍ଗବାଡି ବ୍ଲକ ସଭାଗୃହ ପରିସର ମଧ୍ୟରେ ସୋମବାର କନ୍ଧମାଳ ଜିଲାପାଳ ବେଦଭୂଷନ ଏବଂ ଏଏସ୍‌ପି ହରିଶ ବିସିଙ୍କ ମିଳିତ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ରହିଛି। ଲୋକଙ୍କ ମଧ୍ୟରେ ଏହି ଅଭିଯୋଗ ପ୍ରକୋଷ୍ଠରେ ପହଞ୍ଚି ଅଭିଯୋଗ କରିବା ପାଇଁ ପୂର୍ଣ୍ଣ…

ଦାରିଙ୍ଗବାଡିରେ ଖସୁଛି ପାରଦ: ୨ ଦିନ ହେଲା ଶୀତ, ନିଆଁ ଲଗାଇ ବସୁଛନ୍ତି…

ଦାରିଙ୍ଗବାଡି,୯।୧୧(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିକୁ ଶୀତ ଆସିବାରେ ବିଳମ୍ବ ହୋଇଛି । ତେବେ ଗତ ୨ ଦିନ ହେଲା ପାରଦ ଖସୁଛି ଏବଂ ଶୀତ ଧୀରେ ଧୀରେ ଅନୁଭୂତ ହେଉଛି। ଘର ଭିତର ଅପେକ୍ଷା ଶୀତ ବାହାର ପରିବେଶରେ…

ବିଜେଡି, ଭାଜପାର ରୋଡ୍‌ ଶୋ’କୁ ନେଇ ଚର୍ଚ୍ଚା

ନୂଆପଡ଼ା,୯ା୧୧(ପୀତାମ୍ବର ସାହୁ): ନୂଆପଡ଼ା ଉପନିର୍ବାଚନ ପ୍ରଚାର ଶେଷ ପର୍ଯ୍ୟାୟରେ। ରବିବାର ପ୍ରଚାର ଶେଷ ହୋଇଯିବ। ଅପରାହ୍ନ ୪ଟା ସୁଦ୍ଧା ନୂଆପଡ଼ା ଛାଡ଼ି ଚାଲିଯିବାକୁ ବାହାର ନେତା ଓ କର୍ମୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଏହାକୁ ଦୃଷ୍ଟିରେ ରଖି ଉଭୟ ଭାଜପା ଓ ବିଜେଡି…

ନୂଆପଡ଼ା ଉପନିର୍ବାଚନ ବିଜୟ ପାଇଁ ପ୍ରମୁଖ ଦଳର କସରତ୍‌

ନୂଆପଡ଼ା,୯ା୧୧ (ପୀତାମ୍ବର ସାହୁ): ନୂଆପଡ଼ା ଉପନିର୍ବାଚନ ପ୍ରଚାର ଏବେ ଶେଷ ପର୍ଯ୍ୟାୟରେ ପହଞ୍ଚତ୍ଛି। ନିର୍ବାଚନ ତାରିଖ ଯେତେ ପାଖେଇ ଆସୁଛି ଏହାକୁ ନେଇ ଆଲୋଚନା ସେତେ ଜୋର ଧରୁଛି। କିଏ ବିଜୟୀ ହେବ, କାହାକୁ କେତେ ଭୋଟ ମିଳିବ ଏସବୁ କଥା…

ଘାସିରାମ ନିଷ୍କଳଙ୍କ: ଚେୟାରମ୍ୟାନ ଥାଇ ନିଜ ବିଡିଓଙ୍କୁ ଧରାଇଥିଲେ ଭିଜିଲାନ୍ସ ହାତରେ

ନୂଆପଡ଼ା,୯ା୧୧ (ମକାରୁ ବେମାଲ): କଂଗ୍ରେସ ହେଉଛି ଏକମାତ୍ର ଦଳ ଯିଏ ଏହି ମାଟିର ମଣିଷ, ନିଷ୍କଳଙ୍କ ବ୍ୟକ୍ତି ଘାସିରାମ ମାଝୀଙ୍କୁ ପ୍ରାର୍ଥୀ କରିଛି। କଂଗ୍ରେସ ପ୍ରାର୍ଥୀ ଖୋଲାଖାତା ଭଳି ଯାହା ଆମେ ନିଜ ଇସ୍ତାହାରରେ ପ୍ରକାଶ କରିସାରିଛୁ ବୋଲି ଶନିବାର ନୂଆପଡ଼ାସ୍ଥିତ…

ଉପନିର୍ବାଚନ ପ୍ରଚାରର ଶେଷଦିନ: ୪ଟାରୁ ନୂଆପଡ଼ା ଛାଡ଼

ନୂଆପଡ଼ା,୯।୧୧(ମକାରୁ ବେମାଲ): ନୂଆପଡ଼ା ଉପନିର୍ବାଚନ ପାଇଁ ଆଜି ପ୍ରଚାରର ଶେଷଦିନ। ରବିବାର ଅପରାହ୍ନ ୪ଟାରୁ ସାଇଲେନ୍ସ ପିରିୟଡ ଲାଗୁ ହେବ। ସାଇଲେନ୍ସ ପିରିୟଡ ପୂର୍ବରୁ ସମସ୍ତ ପ୍ରଚାର ଶେଷ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ନିର୍ବାଚନ କମିଶନର। ବାହାର ଲୋକଙ୍କୁ ନୂଆପଡ଼ା ଛାଡ଼ିବାକୁ…

ଆପାର୍ଟମେଣ୍ଟ ବାଲ୍‌କୋନି ଭୁଶୁଡ଼ି ୩ମୃତ

କଟକ,୯।୧୧(କାର୍ତ୍ତିକ ସାହୁ): ଐତିହାସିକ ବାଲିଯାତ୍ରା ପାଇଁ କଟକ ସହର ଚଳଚଞ୍ଚଳ ହୋଇ ଉଠିଥିବାବେଳେ ଶନିବାର ଅପରାହ୍ନରେ ମଣିସାହୁ ଛକ ନିକଟରେ ଘଟିଛି ଏକ ଅଘଟଣ। ଏକ ପୁରୁଣା ଆପାର୍ଟମେଣ୍ଟର ୫ମ ମହଲାରେ ଥିବା ବାଲ୍‌କୋନି ଭୁଶୁଡ଼ି ଆଜ୍‌ବେଷ୍ଟସ୍‌ ଘର ଉପରେ ଖସି…

ଜି.ଉଦୟଗିରି ରାଜ୍ୟର ସବୁଠାରୁ କମ୍‌ ତାପମାତ୍ରା ସହର: ୧୧ ଡିଗ୍ରୀ ସେଲ୍‌ସିୟସ ରେକର୍ଡ

ଜି.ଉଦୟଗିରି,୮ା୧୧(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲା ଜି.ଉଦୟଗିରି ଅଞ୍ଚଳରେ ପ୍ରବଳ ଶୀତ ଅନୁଭୂତ ହେଉଛି। ଦୈନନ୍ଦିନ ପାରଦ କମୁଥିବା ବେଳେ ଶୀତର ପ୍ରକୋପ ବଢ଼ୁଛି। ସ୍ଥାନୀୟ ପାଣିପାଗ ବିଭାଗର ସୂଚନାନୁସାରେ, ଶନିବାର ରାଜ୍ୟର ସବୁଠାରୁ କମ୍‌ ତାପମାତ୍ରା ୧୧ ଡିଗ୍ରୀ…

ନୂଆପଡ଼ାରେ ଗର୍ଜିଲେ ମୁଖ୍ୟମନ୍ତ୍ରୀ, କହିଲେ ମୁଁ ଆଦିବାସୀ ପରିବାରର ତେଣୁ…

ନୂଆପଡ଼ା,୮ା୧୧(ମକାରୁ ବେମାଲ): ନୂଆପଡ଼ାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶନିବାର ରୋଡ୍‌ ଶୋ’ କରିଛନ୍ତି। ନୂଆପଡ଼ାରୁ ଖରିଆର ରୋଡ୍‌ ପର୍ଯ୍ୟନ୍ତ  ମୁଖ୍ୟମନ୍ତ୍ରୀ ଭାଜପା ପ୍ରାର୍ଥୀ ଜୟ ଢୋଲକିଆଙ୍କ ପାଇଁ ରୋଡ୍‌ ଶୋ’ କରିଛନ୍ତି। ଏହି ପରିପ୍ରେକ୍ଷୀରେ ଅଭୟାରଣ୍ୟ ଭିତରେ ଥିବା ସୁନାବେଡ଼ାରେ…

ନୂଆପଡ଼ା ରୋଡ୍‌ରେ ହୋଟେଲ ଯାଞ୍ଚ

ନୂଆପଡ଼ା,୮ା୧୧(ମକାରୁ ବେମାଲ): ନୂଆପଡ଼ା ଓ ଖରିଆର ରୋଡ୍‌ରେ ଶନିବାର ବିଭିନ୍ନ ହୋଟେଲରେ ଯାଞ୍ଚ ଚାଲିଛି। ନିର୍ବାଚନ ପ୍ରଚାର ସରିବାକୁ ଗୋଟିଏ ଦିନ ବାକିଥିବାବେଳେ କଡ଼ାକଡ଼ି ଯାଞ୍ଚ ଚାଲିଛି। ଆୟକର ବିଭାଗ ଓ ପୋଲିସ ପକ୍ଷରୁ ମିଳିତ ଯାଞ୍ଚ ଚାଲିଛି। ସେହିପରି ଆଜି…

କ୍ଲାସ ସାରି ଘରକୁ ଫେରୁଥିଲେ ୨ ଛାତ୍ରୀ: ବାଟରେ ଘଟିଲା ବଡ଼ ଦୁର୍ଘଟଣା, ଆଉ ତା’ପରେ

ଆନନ୍ଦପୁର ୮।୧୧(ସୁଶାନ୍ତ କୁମାର ସାହୁ) କେନ୍ଦୁଝର ଜିଲା ୨୦ ନମ୍ବର ଜାତୀୟ ରାଜପଥ ଘସିପୁରା ଥାନା ଶାଳପଡ଼ା କନକ ମଞ୍ଜରୀ ମହିଳା ମହାବିଦ୍ୟାଳୟ ରାସ୍ତାରେ ଶନିବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ ଅଜଣା ଗାଡ଼ି ଧକ୍କାରେ ୨ଜଣ କଲେଜ ଛାତ୍ରୀଙ୍କ…

ଘୁମୁସର ବନଖଣ୍ଡରେ ୧୫ରୁ ବାଘ ଗଣନା, ଜଙ୍ଗଲରେ ଲାଗିବ ଟ୍ରାପ୍‌ କ୍ୟାମେରା

ଭଞ୍ଜନଗର,୮ା୧୧(ବାବୁଲା ପ୍ରଧାନ): ପ୍ରତି ୪ ବର୍ଷକୁ ଥରେ ଦେଶରେ ବାଘ ଗଣନା ହେଉଛି। ତେଣୁ ଚଳିତ ବର୍ଷ ଦେଶରେ ବାଘ ଗଣନା ପ୍ରକ୍ରିୟା ଚାଲିଛି। ଏହିଭଳି ବ୍ରହ୍ମପୁର ଆଞ୍ଚଳିକ ବନ ସଂରକ୍ଷକ କାର୍ଯ୍ୟାଳୟ ପକ୍ଷରୁ ମଧ୍ୟ ବିଭିନ୍ନ ବନଖଣ୍ଡରେ ବାଘ ଗଣନା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri