ରାଜ୍ୟ

ସ୍ବାମୀ ଦ୍ୱିତୀୟ ବିବାହ କରିଥିବା ନେଇ କରିଥିଲି ଅଭିଯୋଗ: ୫ ଦିନ ବିତିଲାଣି, କାର୍ଯ୍ୟାନୁଷ୍ଠାନ ନେଉନି ପୋଲିସ

ନନ୍ଦପୁର, ୧୯ା୧୧(ଶଙ୍କର ପୂଜାରୀ): ବିବାହର ୩ ବର୍ଷ ବିତିଯାଇଥିଲେ ମଧ୍ୟ ସ୍ବାମୀ ଗତ ଦଶହରା ଦିନ ଅନ୍ୟ ଜଣଙ୍କୁ ବିବାହ କଲେ। ଏହାର ପ୍ରତିବାଦ କରିବାରୁ ଗ୍ରାମବାସୀଙ୍କ ସମ୍ମୁଖରେ ସ୍ବାମୀ ଅର୍ଜୁନ ମୁଦୁଲି, ଶାଶୁ, ଶଶୁର, ନଣନ୍ଦ ଓ ଦିଅର...

ବିବାହର ପ୍ରତିଶ୍ରୁତି ଦେଇ ଯୁବତୀଙ୍କୁ ବଳାତ୍କାର

ଜମନକିରା,୧୯।୧୧(ରବୀନ୍ଦ୍ର ପ୍ରସାଦ ଦାନୀ): ସମ୍ବଲପୁର ଜିଲା ଜମନକିରା ଥାନା ସରଡ଼ା ଅଞ୍ଚଳର ଜନୈକା ଯୁବତୀଙ୍କୁ ବିବାହର ପ୍ରତିଶ୍ରୁତି ଦେଇ ବଳାତ୍କାର କରାଯାଇଥିବା ରବିବାର ଅଭିଯୋଗ ହୋଇଛି। ଅଭିଯୋଗକୁ ଭିତ୍ତି କରି ଜମନକିରା ପୋଲିସ କୁଚିଣ୍ଡା ଥାନା ଜମନକିରା ବ୍ଲକ ଗୁଣ୍ଡୁରୁଚୂଆଁ...

ଜଙ୍ଗଲରୁ ମିଳିଲା ଦନ୍ତା ହାତୀର ମୃତଦେହ

ନାକଟିଦେଉଳ, ୧୯।୧୧(ବୈକୁଣ୍ଠ ନାଥ ସାହୁ): ସମ୍ବଲପୁର ଜିଲା ନାକଟିଦେଉଳ ବନାଞ୍ଚଳ ଅଧୀନ ସାଲେଭଟା ପଞ୍ଚାୟତ କୁନ୍ଦେଇଜୁରୀ ଗ୍ରାମ ନିକଟ ଜଙ୍ଗଲରେ ରବିବାର ଏକ ଦନ୍ତାହାତୀର ମୃତଦେହ ଠାବ କରାଯାଇଛି। କୁନ୍ଦେଇଜୁରୀ ଗ୍ରାମଠାରୁ ପ୍ରାୟ ଦୁଇ ଶହ ମିଟର ଦୂର ଖାସଡ଼ା...

ଇଟାଭାଟିରେ ୧୯ ଶ୍ରମିକ ବନ୍ଧକ: ଉଦ୍ଧାର ପାଇଁ କଲେ ଗୁହାରି

ପଦ୍ମପୁର,୧୯।୧୧(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ଝାରବନ୍ଧ ବ୍ଲକ ଅଧୀନ ଗଉଡମାଲ ଗ୍ରାମର ୧୯ଜଣ ଶ୍ରମିକ ତେଲଙ୍ଗାନାର ଏକ ଇଟାଭାଟିରେ ବନ୍ଧକ ଅଛନ୍ତି। ସେମାନଙ୍କୁ ଉଦ୍ଧାର କରିବା ପାଇଁ ଶ୍ରମିକଙ୍କ ପରିବାର ଲୋକେ ସରକାରଙ୍କୁ ନିବେଦନ କରିଛନ୍ତି। ସୂଚନା ଅନୁସାରେ, ଗଉଡମାଲ...

ପଞ୍ଚଭୂତରେ ଲୀନ ହେଲେ ଶହୀଦ ଯବାନ

ଭବାନୀପାଟଣା/ତୁଣ୍ଡଲା,୧୯।୧୧(ଉତ୍ତମ କୁମାର ଦାଶ/ଫିରୋଜ କୁମାର ଦାଶ): ତ୍ରିପୁରା-ବାଂଲାଦେଶ ସୀମାନ୍ତ ଲଙ୍କାମୋରାରେ ଗତ ଶୁକ୍ରବାର ଶହୀଦ ହୋଇଥିଲେ ଓଡ଼ିଆ ବିଏସ୍‌ଏଫ୍‌ ଯବାନ ଈଶର ଚନ୍ଦ୍ର ଦୋରା। ରବିବାର ମଧ୍ୟାହ୍ନରେ ନିଜ ଜନ୍ମ ମାଟି କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ବେଲଖଣ୍ଡିରେ ପହଞ୍ଚି...

ନଭେମ୍ବର ୨୦ରୁ ୨୨ ତାରିଖ ପର୍ଯ୍ୟନ୍ତ ରାଷ୍ଟ୍ରପତିଙ୍କ ଓଡ଼ିଶା ଓ ଆନ୍ଧ୍ରପ୍ରଦେଶ ଗସ୍ତ

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ନଭେମ୍ବର ୨୦ରୁ ୨୨ ତାରିଖ ପର୍ଯ୍ୟନ୍ତ ଓଡ଼ିଶା ଓ ଆନ୍ଧ୍ରପ୍ରଦେଶ ଗସ୍ତରେ ଆସିବେ। ରାଷ୍ଟ୍ରପତି ନଭେମ୍ବର ୨୦ ତାରିଖ, ସୋମବାର ବାରିପଦାଠାରେ ସର୍ବଭାରତୀୟ ସାନ୍ତାଳୀ ଲେଖକ ସଂଘର ୩୬ତମ ବାର୍ଷିକ ଉତ୍ସବ ଓ ସାହିତ୍ୟ ମହୋତ୍ସବକୁ...

ପୋଖରୀରେ ବୁଡ଼ି ଦୁଇ ଭଉଣୀଙ୍କ ଜୀବନ ଗଲା

ହିଞ୍ଜିଳିକାଟୁ,୧୯ା୧୧(ଦ୍ୱିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ତଥା ଶେରଗଡ଼ ବ୍ଲକ କୀର୍ତ୍ତିପୁର ଗ୍ରାମରେ ରବିବାର ପୋଖରୀରେ ବୁଡ଼ି ୨ ନାବାଳିକା ଭଉଣୀଙ୍କ ମୃତ୍ୟୁ ଘଟିଛି। ମୃତ ୨ ନାବାଳିକା କବିସୂର୍ଯ୍ୟନଗର ଥାନା ଜରଡ଼ ଗ୍ରାମର ଅବକାଶ ରାଉତଙ୍କ କନ୍ୟା...

ପ୍ରତାପୁରରୁ ବାଲି ଚୋରା ଚାଲାଣ ବେଳେ ୫ ଟ୍ରାକ୍ଟର ଜବତ, ପୋଲିସ କର୍ମଚାରୀଙ୍କ ସମ୍ପୃକ୍ତି ଅଭିଯୋଗ ନେଇ ତଦନ୍ତଦାବି

ପୁରୁଷୋତ୍ତମପୁର ୧୯/୧୧ (ସିମାଞ୍ଚଳ ମିଶ୍ର) ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ପ୍ରତାପୁର ଗ୍ରାମ ଋଷିକୁଲ୍ୟା ନଦୀ ବାଲି ଘାଟରୁ ବେଆଇନ ଭାବରେ ବାଲି ଚୋରାଚାଲାଣ ବେଳେ ୫ ଟ୍ରାକ୍ଟରକୁ ଶନିବାର ରାତ୍ରରେ ପୋଲିସ ଜବତ କରିଛି । ଏଥିନେଇ...

ଗୋଡ଼ାଇ ଗୋଡ଼ାଇ ମଝି ରାସ୍ତାରେ  ଗୋ’ ମାଂସ ବୋଝେଇ ଗାଡିକୁ ଧରିଲେ ବଜରଙ୍ଗ ଦଳ

ଛତ୍ରପୁର,୧୯।୧୧(ସନ୍ତୋଷ ପାଢ଼ୀ, ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅନ୍ତର୍ଗତ ବଡ଼ ପଦର ନିକଟ ଜାତୀୟ ରାଜପଥରୁ ରବିବାର ସକାଳେ ଏକ ଗୋରୁ ମାଂସ ବୋଝେଇ ଗାଡି ଜବତ ହୋଇଛି। ସୂଚନାଯୋଗ୍ୟ, ଏକ ଗୋରୁ ମାଂସ ବୋଝେଇ ଗାଡ଼ି...

କାନାରା ବ୍ୟାଙ୍କର ପ୍ରତିଷ୍ଠା ଦିବସ

ଭୁବନେଶ୍ୱର,୧୯।୧୧: କାନାରା ବ୍ୟାଙ୍କ ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ରୁଡ୍‌ସେଟ୍‌ ପ୍ରତିଷ୍ଠାନରେ ବ୍ୟାଙ୍କର ୧୧୮ତମ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ସମାରୋହରେ ଆଞ୍ଚଳିକ କାର୍ଯ୍ୟାଳୟର ଉପମହାପ୍ରବନ୍ଧକ ପି. ଠାକୁର ନାୟକ ଏବଂ ମଣ୍ଡଳ ପ୍ରବନ୍ଧକ ଅଶୋକ କୁମାର ମେହେର କାନାରା ବ୍ୟାଙ୍କର...

୩ ଦିନିଆ ଟ୍ରାଇଥନ ଟ୍ରିପ୍ଲେଟ୍‌ ଉଦ୍‌ଘାଟିତ

ଭୁବନେଶ୍ୱର,୧୯।୧୧ (ଅନୁରାଧା ମହାରଣା): ଭୁବନେଶର ଚନ୍ଦ୍ରଶେଖରପୁରସ୍ଥିତ ଟ୍ରାଇଡେଣ୍ଟ ଗ୍ରୁପ୍‌ ଅଫ୍‌ ଇନ୍‌ଷ୍ଟିଚ୍ୟୁଶନ୍ସ ପକ୍ଷରୁ ପୂର୍ବ ଭାରତର ବୈଷୟିକ ଛାତ୍ରୀଛାତ୍ରଙ୍କ ମଧ୍ୟରେ ୩ ଦିନିଆ ହାକାଥନ ‘ଟ୍ରାଇଥନ ଟ୍ରିପ୍ଲେଟ-୨୦୨୩’ ଶନିବାର ଉଦ୍‌ଘାଟିତ ହୋଇଯାଇଛି। ଓଡ଼ିଶାରେ ପ୍ରଥମଥର ପାଇଁ ଏହିପରି ବିଭିନ୍ନ ବର୍ଗରେ...

ପାହାଳରେ ଫିଲିପ୍ସ ସ୍ମାର୍ଟ ଲାଇଟ୍‌ ହବ୍‌

ଭୁବନେଶ୍ୱର,୧୯।୧୧: ଫିଲିପ୍ସ ଲାଇଟିଂ ଇଣ୍ଡିଆ ଲିମିଟେଡ୍‌ର ଏକ୍ସକ୍ଲୁସିଭ ଆଉଟ୍‌ଲେଟ୍‌ ‘ଫିଲିପ୍ସ ସ୍ମାର୍ଟ ଲାଇଟ୍‌ ହବ୍‌’ ଶନିବାର ପାହାଳଠାରେ ଆନୁଷ୍ଠାନିକ ଭାବେ ଉଦ୍‌ଘାଟିତ ହୋଇଯାଇଛି। ଉଲ୍ଲେଖଯୋଗ୍ୟ, ଫିଲିପ୍ସ ଲାଇଟିଂ ଇଣ୍ଡିଆ ଲିମିଟେଡ୍‌ର ସ୍ବୀକୃତିପ୍ରାପ୍ତ ଡିଲର (ଫ୍ରାଞ୍ଚାଇଜ) ଏଡିସିଓ ଭେଞ୍ଜର୍ସ ପ୍ରାଇଭେଟ୍‌ ଲିମିଟେଡ୍‌...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri