ରାଜ୍ୟ

ସଂଗ୍ରହାଳୟରେ ସହରର ଐତିହ୍ୟ

ସୁପ୍ରିୟା ପ୍ରିୟଦର୍ଶିନୀ କଟକ ଅଫିସ, ୨୪।୧୧: ହଜାର ବର୍ଷର ପୁରୁଣା ସହର କଟକ। ମଧ୍ୟପ୍ରଦେଶର ଉଜ୍ଜୟିନୀ ସହର ପରେ ଏହା ଭାରତର ଦ୍ୱିତୀୟ ସର୍ବ ପୁରାତନ ସହର ବୋଲି କୁହାଯାଏ। ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କଠାରୁ ଆରମ୍ଭ କରି ପୂର୍ବତନ ମୁଖ୍ୟମନ୍ତ୍ରୀ…

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଶିଳାନ୍ୟାସ

ପୁରୀ ଅଫିସ,୨୪ା୧୧: ବହୁ ପ୍ରତୀକ୍ଷିତ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଶିଳ୍ପାନ୍ୟାସ କରିଛନ୍ତି ଗଜପତି ମହାରାଜ। ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ବୁଧବାର ପୂର୍ବାହ୍ନରେ ଗଜପତି ମହାରାଜ ଏହି ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି। ଶ୍ରୀମନ୍ଦିର ଚାରିପାଖ ସୁରକ୍ଷା କରିଡର ସହ ସୃଷ୍ଟି  ସବୁଜ ବଳୟ ସୃଷ୍ଟି…

ନ୍ୟାୟ ଦେବାରେ ପୋଲିସର ପକ୍ଷପାତିତା

ପାଣିକୋଇଲି,୨୪।୧୧(ଡି.ଏନ.ଏ.): ଦଳିତଙ୍କୁ ନିର୍ଯାତନା ଓ ପୋଲିସର ପକ୍ଷପାତିତା ନୀତି ବିରୋଧରେ ଜିଲା ଦଳିତ ସଂଘ ପକ୍ଷରୁ ମଙ୍ଗଳବାର ପାଣିକୋଇଲି ଥାନା ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ ସହ ଧାରଣା ଦିଆଯାଇଥିଲା। ପ୍ରାରମ୍ଭରେ ରାସ୍ତା ଓ ଗୃହ ନିର୍ମାଣ ବିଭାଗ କାର୍ଯ୍ୟାଳୟଠାରୁ ଏକ ଶୋଭାଯାତ୍ରା…

ମଧୁର ଜଳ ସୁନିଶ୍ଚିତ କରିବା ଆମ ଦାୟିତ୍ୱ:ରାଜ୍ୟପାଳ

କେନ୍ଦ୍ରାପଡ଼ା ଅଫିସ,୨୪।୧୧: ଜଳ ହିଁ ଜୀବନ। ଏହାର ସଂରକ୍ଷଣ ଆବଶ୍ୟକ। ଆଗାମୀ ପିଢ଼ି ପାଇଁ ମଧୁର ଜଳ ସୁନିଶ୍ଚିତ କରିବା ଆମର ଦାୟିତ୍ୱ ବୋଲି ରାଜ୍ୟପାଳ ପ୍ରଫେସର ଡ. ଗଣେଶୀ ଲାଲ କହିଛନ୍ତି।  ରାଜ୍ୟପାଳ ଡ. ଲାଲ ସହରର କାକଟସ୍ଥିତ ଶିକ୍ଷକ…

ନାଇଜେରିଆନ ଗ୍ୟାଙ୍ଗ୍‌ ସଦସ୍ୟ ଗିରଫ

ଭୁବନେଶ୍ୱର,୨୪।୧୧(ବ୍ୟୁରୋ): ସାଇବର ଠକେଇରେ ସମ୍ପୃକ୍ତ ନାଇଜେରିଆନ ଗ୍ୟାଙ୍ଗ୍‌ର ଆଉଜଣେ ସଦସ୍ୟଙ୍କୁ ଦିଲ୍ଲୀ ପୋଲିସ ବେଙ୍ଗାଲୁରୁରୁ ଗିରଫ କରିଛି। ସେ ହେଲେ ଉକୁଉଦିରି ପାଶ୍ଚାଲ (୪୦)। ଦିଲ୍ଲୀ ପୋଲିସ ତାଙ୍କୁ ୮ଦିନିଆ ରିମାଣ୍ଡରେ ନେଇ ଜେରା କରୁଛି। ଓଡ଼ିଶା କମ୍ପ୍ୟୁଟର ଆପ୍ଲିକେଶନ ସେଣ୍ଟର…

ଜୀବନ ଯୁଦ୍ଧରେ ହାରିଗଲେ ଅମ୍ରିତ

ଭୁବନେଶ୍ୱର,୨୪ା୧୧(ବ୍ୟୁରୋ): ଜୀବନ ଯୁଦ୍ଧରେ ହାରିଗଲେ ବ୍ରହ୍ମପୁରର ଅମ୍ରିତଙ୍କ ପ୍ରଧାନ। ଅମ୍ରିତ କରୋନାରେ ଆକ୍ରାନ୍ତ ହୋଇ ଗୁରୁତର ଅବସ୍ଥାରେ ଗତ ଜୁନ୍‌ ମାସରେ ଚେନ୍ନାଇର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି ହୋଇଥିଲା। ସେଠାରେ ତାଙ୍କର ଇକ୍‌ମୋ ଚିକିତ୍ସା ଚାଲିଥିଲା। ଇକ୍‌ମୋ ଚିକିତ୍ସାରେ ସମ୍ପୂର୍ଣ୍ଣ…

ଆଜି ପରିକ୍ରମା ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ

ପୁରୀ ଅଫିସ,୨୪।୧୧: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ପୁରୀ ଗସ୍ତରେ ଆସି ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଶିଳାନ୍ୟାସ କରିବେ। ଏଥିସହ ମହାଯଜ୍ଞର ପୂର୍ଣ୍ଣାହୁତି କାର୍ଯ୍ୟକ୍ରମରେ ଯୋଗଦେବେ। ସେହିପରି ଶିଳାନ୍ୟାସ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀଙ୍କ ସମେତ ରାଜ୍ୟ ମନ୍ତ୍ରିମଣ୍ଡଳର ସମସ୍ତ ସଦସ୍ୟ ଏବଂ ଅନ୍ୟ…

କୋରାପୁଟ, ମାଲକାନଗିରି ଜିଲା ପାଇଁ ପାନୀୟ ଜଳ ପ୍ରକଳ୍ପ

ଭୁବନେଶ୍ୱର, ୨୪।୧୧(ବ୍ୟୁରୋ)- ରାଜ୍ୟ ସରକାର ଜଳଜୀବନ ମିଶନ ଯୋଜନାରେ କୋରାପୁଟ ଓ ମାଲକାନଗିରି ଜିଲାର ୮ ବ୍ଲକକୁ ପାନୀୟ ଜଳ ଯୋଗାଇ ଦେବେ। କୋରାପୁଟ ଜିଲାର ୬ ବ୍ଲକ ଅଧୀନରେ ଥିବା ୫୪ ପଞ୍ଚାୟତର ୫୬୮ ଗ୍ରାମର ୨,୪୫,୭୪୮ ଲୋକଙ୍କୁ ପାନୀୟ…

ବିଜୁ ସେତୁ ଯୋଜନାରେ ୫୫୦ ନୂଆ ପ୍ରକଳ୍ପ

ଭୁବନେଶ୍ୱର,୨୪।୧୧(ବ୍ୟୁରୋ): ରାଜ୍ୟ ସରକାର ବିଜୁ ସେତୁ ଯୋଜନାରେ ରାଜ୍ୟର ପ୍ରତି କୋଣଅନୁକୋଣରେ ସେତୁ ନିର୍ମାଣ କରିବା ପାଇଁ ୩୯୬ ସେତୁ ନିର୍ମାଣ କାର୍ଯ୍ୟ କରିବାକୁ ନିଷ୍ପତ୍ତି ନେଇଥିବା ବେଳେ ଏବେ ଏହି ଯୋଜନାରେ ଆହୁରି ୫୫୦ ନୂତନ ପ୍ରକଳ୍ପକୁ ସାମିଲ କରାଯାଇଛି।…

ଲିଙ୍ଗରାଜ ମନ୍ଦିର ପାଇଁ ଅଧ୍ୟାଦେଶ

ଭୁବନେଶ୍ୱର,୨୪।୧୧(ବ୍ୟୁରୋ): ପୁରୀ ଶ୍ରୀମନ୍ଦିର ଶୈଳୀରେ ରାଜ୍ୟ ସରକାର ଲିଙ୍ଗରାଜ ମନ୍ଦିର ପରିଚାଳନା କରିବାକୁ ଚାହୁଁଛନ୍ତି। ଏଥିଲାଗି ଅଧ୍ୟାଦେଶ ମାଧ୍ୟମରେ ନୂତନ ଆଇନ କାର୍ଯ୍ୟକାରୀ କରିବାକୁ ନିଷ୍ପତ୍ତି ନିଆଯାଇଛି। ଉକ୍ତ ଅଧ୍ୟାଦେଶ ମଙ୍ଗଳବାର କ୍ୟାବିନେଟ ଅନୁମୋଦନ ଲାଭ କରିଛି। ଲିଙ୍ଗରାଜ ମନ୍ଦିର, ଏହାର…

ଆଜିଠାରୁ କଳିଙ୍ଗରେ ଜୁନିୟର ହକି ବିଶ୍ୱକପ୍‌

ଭୁବନେଶ୍ୱର, ୨୪।୧୧(କ୍ରୀଡ଼ା ପ୍ରତିନିଧି): ଏଫ୍‌ଆଇଏଚ୍‌ ଜୁନିୟର ହକି ବିଶ୍ୱକପ୍‌ର ଦ୍ୱାଦଶ ସଂସ୍କରଣ ବୁଧବାରଠାରୁ ସ୍ଥାନୀୟ କଳିଙ୍ଗ ଷ୍ଟାଡିୟମରେ ଆରମ୍ଭ ହେବ। ଏହା ଡିସେମ୍ବର ୫ ପର୍ଯ୍ୟନ୍ତ ଚାଲିବ। ପ୍ରତିଯୋଗିତାର ଉଦ୍‌ଘାଟନୀ ଉତ୍ସବ ସନ୍ଧ୍ୟାରେ ଆୟୋଜନ ହେବା କାର୍ଯ୍ୟକ୍ରମ ରହିଛି। ଚାମ୍ପିୟନ୍ସଟ୍ରଫିଠାରୁ ଆରମ୍ଭ…

ରାଜ୍ୟରେ ଗତ ୨୪ ଘଣ୍ଟାରେ ୨୮୮ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୨୪।୧୧(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ୨୮୮ ମଧ୍ୟରେ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୫୩ ଜଣ ପିଲା ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ୍‌। ଆକ୍ରାନ୍ତଙ୍କ ମଧ୍ୟରୁ ୧୬୬ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୧୨୨…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri