ରାଜ୍ୟ

ପ୍ରତିଟି ଜୀବନ ମୂଲ୍ୟବାନ୍‌: ମୁଖ୍ୟମନ୍ତ୍ରୀ

ରାୟଗଡ଼ା ଅଫିସ,୨୪।୧୧: ରାୟଗଡ଼ାରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ଅଧୀନରେ ଲୋକଙ୍କୁ ସ୍ମାର୍ଟ ସ୍ବାସ୍ଥ୍ୟ କାର୍ଡ ଦିଆଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ଭିଡିଓ କନ୍‌ଫରେନ୍ସରେ ଏହାକୁ ଉଦ୍‌ଘାଟନ କରିଛନ୍ତି। ଜିଲାର ୨,୫୨,୧୯୧ ପରିବାରର ୮,୩୪,୫୭୦ ଜଣ ଏଥିରୁ ଉପକୃତ ହେବେ।…

ଏମ୍‌କେୟୁଓ୍ବାଇ ପାଇଁ ୫୦୦ କୋଟି ବ୍ୟୟବରାଦ

ଭୁବନେଶ୍ୱର, ୨୪।୧୧(ବ୍ୟୁରୋ): ରାଜ୍ୟର କୃଷି ଉଦ୍ୟୋଗୀଙ୍କୁ ପ୍ରୋତ୍ସାହିତ କରିବା, କୃଷି ଓ ଆନୁଷଙ୍ଗିକ କ୍ଷେତ୍ରରେ ବ୍ୟବସାୟିକ ଉଦ୍ୟୋଗ ପ୍ରତିଷ୍ଠା ଏବଂ ନିଯୁକ୍ତି ସୁଯୋଗ ସୃଷ୍ଟି କରିବା ଲକ୍ଷ୍ୟ ନେଇ ୨୦୧୮ରୁ କାର୍ଯ୍ୟକାରୀ ହୋଇଛି ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ ଯୋଜନା (ଏମ୍‌କେୟୁଓ୍ବାଇ)। ଆସନ୍ତା…

ଶିଳ୍ପ କଲେ ୨୫୦ କୋଟି ପର୍ଯ୍ୟନ୍ତ ସହାୟତା

ଭୁବନେଶ୍ୱର,୨୪।୧୧(ବ୍ୟୁରୋ): ୨୦୨୬ ସୁଦ୍ଧା ଓଡ଼ିଶାକୁ ଇଲେକ୍ଟ୍ରୋନିକ୍ସ ଶିଳ୍ପ କ୍ଷେତ୍ରରେ ଏକ ଅଗ୍ରଣୀ ରାଜ୍ୟରେ ପରିଣତ କରାଯିବ। ଏଭଳି ଲକ୍ଷ୍ୟ ନେଇ ରାଜ୍ୟ ସରକାର ଓଡ଼ିଶା ଇଲେକ୍ଟ୍ରୋନିକ୍ସ ନୀତି-୨୦୨୧ ପ୍ରସ୍ତୁତ କରିଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ମଙ୍ଗଳବାର ଲୋକସେବା ଭବନରେ ଅନୁଷ୍ଠିତ…

ଡିଜେ ସାଉଣ୍ଡ ପାଇଁ ୬୩ କୁକୁଡ଼ା ମୃତ

ସଜନାଗଡ଼,୨୩।୧୧(ଡି.ଏନ.ଏ.): ଡିଜେ ସାଉଣ୍ଡରେ ୬୩ କୁକୁଡ଼ାଙ୍କ ମୃତ୍ୟୁ ହୋଇଥିବା ମଙ୍ଗଳବାର ଥାନାରେ ଅଭିଯୋଗ ହୋଇଛି। ଏହି ଅଭିଯୋଗ କରିଛନ୍ତି ବାଲେଶ୍ୱର ଜିଲା ନୀଳଗିରି କାଣ୍ଡଗରଡ଼ି ଗ୍ରାମର କୁକୁଡା ଚାଷୀ ରଣଜିତ୍‌। ଅଭିଯୋଗ ଅନୁଯାୟୀ, ଗ୍ରାମରେ ସୋମବାର ରାତିରେ ଏକ ବିବାହ ଉତ୍ସବ…

ଅଣ୍ଡା ତରକାରି ପାଇଁ ମା’ଙ୍କୁ ହତ୍ୟା

ଝାରସୁଗୁଡ଼ା ଅଫିସ,୨୩।୧୧: ଝାରସୁଗୁଡ଼ା ଜିଲା ସଦର ଥାନା ଅଧୀନ ଇବ୍‌ ଗ୍ରାମର ଜାମୁଆଁପାଲିରେ ଏକ ଅଭାବନୀୟ ଘଟଣା ଘଟିଛି। ଗ୍ରାମର ରାଜେନ୍ଦ୍ର ଭୋଏ (୨୭) ନାମକ ଯୁବକ ମା’ କୁମୁଦିନୀ ଭୋଏ(୫୫)ଙ୍କୁ ଏକ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କରିଛନ୍ତି। ମଙ୍ଗଳବାର…

ଜ୍ୱର, ଥଣ୍ଡା ଥିଲେ ସ୍କୁଲ ଆସନାହିଁ

ଭୁବନେଶ୍ୱର, ୨୩।୧୧(ବ୍ୟୁରୋ): ରାଜ୍ୟରେ ଏବେ ବି କରୋନା ସଂକ୍ରମଣ ସମ୍ପୂର୍ଣ୍ଣ ଯାଇ ନାହିଁ। ତେଣୁ ସତର୍କ ରହିବରକୁ ପଡ଼ିବ। ଜ୍ୱର, ଥଣ୍ଡା ଲକ୍ଷଣ ଥିବା ଛାତ୍ରୀଛାତ୍ରଙ୍କୁ ସ୍କୁଲ ନ ଆସିବାକୁ ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡା. ନିରଞ୍ଜନ ମିଶ୍ର କହିଛନ୍ତି। ସୁନ୍ଦରଗଡ଼ ଓ…

୩ ମାସ ମଧ୍ୟରେ ନିୟମିତ ହେବେ ଠିକା ଡାଟାଏଣ୍ଟ୍ରି ଅପରେଟର

ଭୁବନେଶ୍ୱର,୨୩।୧୧(ବ୍ୟୁରୋ): ରାଜ୍ୟର ଠିକା ଡାଟାଏଣ୍ଟ୍ରି ଅପରେଟରମାନେ ନିୟମିତ ହେବେ। ସେମାନଙ୍କୁ ନିୟମିତ କରିବାକୁ ଓଡ଼ିଶା ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଏବେ ଆଉଟସୋର୍ସିଂରେ ୪ ଟି ବିଭାଗରେ ଡାଟାଏଣ୍ଟ୍ରି ଅପରେଟର କାର୍ଯ୍ୟରତ ଥିବା ଜଣାପଡ଼ିଛି। ତେବେ ନିୟମିତ ହେବାକୁ ଥିବା ଡାଟାଏଣ୍ଟ୍ରି ଅପରେଟରମାନେ…

ଏବେଠୁ ସତର୍କ ନ ହେଲେ ଆଗାମୀ ପିଢ଼ି ମଧୁର ଜଳ ପାଇପାରିବ ନାହିଁ’

କେନ୍ଦ୍ରାପଡ଼ା ଅଫିସ,୨୩ା୧୧: ଜଳ ହିଁ ଜୀବନ। ଏହାର ସଂରକ୍ଷଣ ଆବଶ୍ୟକ। ଏହା ନ ହେଲେ ଆଗାମୀ ପିଢ଼ି ମଧୁର ଜଳ ପାଇବାରୁ ବଞ୍ଚିତ ହେବ। ଜଳ ସଂରକ୍ଷଣ ସୁନିଶ୍ଚିତ କରିବା ଆମର ଦାୟିତ୍ୱ ବୋଲି ରାଜ୍ୟପାଳ ପ୍ରଫେସର ଡ. ଗଣେଶୀ ଲାଲ…

ରାଜ୍ୟପାଳଙ୍କ ଅଭିଭାଷଣ ସମୟରେ ଗୃହରେ ହୋହାଲ୍ଲା କରିପାରିବେ ନାହିଁ ବିଧାୟକ

ଭୁବନେଶ୍ୱର,୨୩।୧୧(ବ୍ୟୁରୋ): ରାଜ୍ୟପାଳଙ୍କ ଅଭିଭାଷଣ ସମୟରେ କୌଣସି ବିଧାୟକ ଗୃହରେ ହୋହାଲ୍ଲା କରିପାରିବେ ନାହିଁ। ସିମଲାରେ ବସିଥିବା ସବୁ ରାଜ୍ୟର ବାଚସ୍ପତିଙ୍କ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଥିବା ଓଡ଼ିଶା ବିଧାନସଭାର ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ,ଡିସେମ୍ବର ପହିଲାରୁ…

ରାଜ୍ୟରୁ ପୁଣି ୨ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୨୩।୧୧(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର କରୋନା ଆଉ ୨ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁସଂଖ୍ୟା ୮,୩୯୬କୁ ବୃଦ୍ଧି ପାଇଛି। ୨ ମୃତକଙ୍କ ମଧ୍ୟରେ ଖୋର୍ଦ୍ଧାରୁ ୨ ଜଣ ଅଛନ୍ତି। ତେବେ ଆଜି ରାଜ୍ୟରେ ୨୧୨ ଜଣ କରୋନା ପଜିଟିଭ…

୧୮୭୨ କୋଟିର ୮ ପ୍ରକଳ୍ପକୁ ଅନୁମୋଦନ

ଭୁବନେଶ୍ୱର,୨୩।୧୧(ବ୍ୟୁରୋ): ରାଜ୍ୟ ସରକାର ୧୮୭୨.୧୧କୋଟି ଟଙ୍କାର ୮ ପ୍ରକଳ୍ପକୁ ଅନୁମୋଦନ କରିଛନ୍ତି। ସୋମବାର ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜ୍ୟ ସିଙ୍ଗିଲ୍‌ ୱିଣ୍ଡୋ କ୍ଲିୟରାନ୍ସ ଅଥରିଟି (ଏସ୍‌ଏଲ୍‌ଏସ୍‌ଡବ୍ଲ୍ୟୁସିଏ) ବୈଠକରେ ଅନୁମୋଦନ ଦିଆଯାଇଛି। ଏହି ସବୁ ପ୍ରକଳ୍ପ…

୨୯ ଜଣ ଡାକ୍ତରୀ ଛାତ୍ରୀଛାତ୍ର କରୋନା ପଜିଟିଭ୍‌

ସମ୍ବଲପୁର,୨୩।୧୧(ବ୍ୟୁରୋ): ବୁର୍ଲା ଭୀମସାର ମେଡିକାଲର ଏମବିବିଏସ୍‌ ପ୍ରଥମ ବର୍ଷର ୨୯ ଜଣ ଡାକ୍ତରୀ ଛାତ୍ରୀଛାତ୍ର କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୨୨ ଜଣ ଛାତ୍ରୀ ରହିଥିବାବେଳେ ୭ ଜଣ ଛାତ୍ର ସଂକ୍ରମିତ ହୋଇଛନ୍ତି । ରିପୋର୍ଟ ପଜିଟିଭ୍‌ ଆସିବା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri