ରାଜ୍ୟ

ଯୁବ ସମ୍ମିଳନୀର ଆକର୍ଷଣ

‘ଧରିତ୍ରୀ’ ପକ୍ଷରୁ ଆସନ୍ତା ୨୪ତାରିଖରେ ଭୁବନେଶ୍ୱରଠାରେ ଯୁବ ସମ୍ମିଳନୀ ଅନୁଷ୍ଠିତ ହେବାକୁ ଯାଉଛି। ‘କ୍ଲାଇମେଟ୍‌ ଚେଞ୍ଜ: ଫୋକସ୍‌ ଓଡ଼ିଶା’ ବିଷୟବସ୍ତୁ ଉପରେ ଆଧାରିତ ଏହି ସମ୍ମିଳନୀରେ ବହୁ ବିଶିଷ୍ଟ ବ୍ୟକ୍ତି ଯୋଗଦେଉଛନ୍ତି। ସେମାନେ ସ୍ବକୀୟ ପ୍ରତିଭା ଓ କାର୍ଯ୍ୟ ଦକ୍ଷତା ପାଇଁ…

ରାଜ୍ୟରେ ୨୬ରୁ ବଢିବ ଶୀତ

ଭୁବନେଶ୍ୱର,୨୩।୧୧(ବ୍ୟୁରୋ): ରାଜ୍ୟରେ ପାଗ ମେଘୁଆ ଓ କୋହଲା ରହିଥିବା ବେଳେ ପାଗରେ ପରିବର୍ତ୍ତନ ଆସିବ। ଧିରେ ଧିରେ ରାତି ତାପମାତ୍ରା କମିବ । ରାଜ୍ୟରେ ଆସନ୍ତା ୨୬ରୁ ଶୀତ ବଢିବା ସହ ତାପମାତ୍ରା ପ୍ରାୟ ୫ ରୁ ୬ ଡିଗ୍ରୀ କମିଯିବ…

ଶୀତ ଗାଏବ

ଭୁବନେଶ୍ୱର,୨୩।୧୧(ବ୍ୟୁରୋ): ରାଜ୍ୟରେ ଶୀତ ଗାଏବ ହୋଇଯାଇଛି। ପାରଦ ଉପରମୁହଁା ରହିଛି। ଆକାଶ ମେଘାଚ୍ଛନ୍ନ ରହୁଥିବାରୁ ରାତ୍ରିର ସର୍ବନିମ୍ନ ତାପମାତ୍ରା ତଳକୁ ଖସୁନାହିଁ। ଓଡ଼ିଶା ଉପକୂଳରେ ଟ୍ରପ୍‌ଲାଇନ ରହିଛି। ଏହାର ପ୍ରଭାବରେ ରାଜ୍ୟରେ ଆକାଶ ମେଘାଚ୍ଛନ୍ନ ରହିବା ସହ ଆସନ୍ତା ୨୬ ତାରିଖ…

ପିସିସି କର୍ମକର୍ତ୍ତାଙ୍କୁ ଜିଲା ଦାୟିତ୍ୱ ବଣ୍ଟନ

ଭୁବନେଶ୍ୱର,୨୨।୧୧(ବ୍ୟୁରୋ): ଆଗାମୀ ପଞ୍ଚାୟତ ନିର୍ବାଚନକୁ ଦୃଷ୍ଟିରେ ରଖି ଜିଲା, ବ୍ଲକ ଓ ପଞ୍ଚାୟତ ସ୍ତରରେ ସଙ୍ଗଠନକୁ ସୁଦୃଢ଼ ତଥା କ୍ରିୟାଶୀଳ କରିବାକୁ ଲାଗିପଡିଛି କଂଗ୍ରେସ। ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ମଙ୍ଗଳବାର ଜିଲା କଂଗ୍ରେସ କମିଟି ଉପସଭାପତି, ସାଧାରଣ ସମ୍ପାାଦକ, କାର୍ଯ୍ୟକାରୀ…

ସ୍ଥାନୀୟ ଶାସନ ବ୍ୟବସ୍ଥାର ଅଡିଟ୍‌ ହେବ: ସିଏଜି

ଭୁବନେଶ୍ୱର,୨୩।୧୧: ପ୍ରାକୃତିକ ସମ୍ବଳ ଏବଂ ସ୍ଥାନୀୟ ଶାସନ ବ୍ୟବସ୍ଥାର ଅଡିଟ୍‌ କମ୍ପଟ୍ରୋଲର ଆଣ୍ଡ ଅଡିଟର ଜେନେରାଲ ଅଫ୍‌ ଇଣ୍ଡିଆ (ସିଏଜି) କରିବେ। ଏଠାରେ ପ୍ରିନ୍ସିପାଲ ଆକାଉଣ୍ଟାଣ୍ଟ ଜେନେରାଲଙ୍କ ନୂଆ କାର୍ଯ୍ୟାଳୟ ଶୁଭାରମ୍ଭ ଅବସରରେ ସିଏଜି ଗିରୀଶ ଚନ୍ଦ୍ର ମୁର୍ମୁ ସୋମବାର ଏ…

ଆଜି କ୍ୟାବିନେଟ

ଭୁବନେଶ୍ୱର, ୨୩।୧୧(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ମଙ୍ଗଳବାର ଅପରାହ୍ନ ୫ଟା ୪୫ ମିନିଟ୍‌ ସମୟରେ ମନ୍ତ୍ରୀ ପରିଷଦ ବୈଠକ ଲୋକସେବା ଭବନରେ ଅନୁଷ୍ଠିତ ହେବ। ୨୦୨୧-୨୨ ଆର୍ଥିକ ବର୍ଷ ଲାଗି ବିଧାନସଭା ଶୀତଅଧିବେଶନରେ ଆଗତ ହେବାକୁ ଥିବା ଅତିରିକ୍ତ ବଜେଟ୍‌…

ବିଶ୍ୱବିଦ୍ୟାଳୟ ପାଇଁ ଏକକ ଗବେଷଣା ନୀତି

ରାଜ୍ୟ ସରକାର ଉଚ୍ଚଶିକ୍ଷା ଗବେଷଣା କ୍ଷେତ୍ରରେ ଏକ ବଡ଼ ସଂସ୍କାର ଆଣିବାକୁ ଯାଉଛନ୍ତି। ଏମ୍‌.ଫିଲ୍‌., ପିଏଚ୍‌.ଡି., ଡି.ଲିଟ୍‌ ଭଳି ଗବେଷଣା ଡିଗ୍ରୀ ପାଇବାକୁ ଛାତ୍ରୀଛାତ୍ରଙ୍କୁ ଆଉ ବର୍ଷ ବର୍ଷ ଅପେକ୍ଷା କରିବାକୁ ପଡ଼ିବ ନାହିଁ। ନିର୍ଦ୍ଧାରିତ ସମୟରେ ଗବେଷଣା ଶେଷ ହେବା…

ଦିନେ କମୁଛି ଦିନେ ବଢ଼ୁଛି: ଆଜି ରାଜ୍ୟରେ ୨୧୨ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୨୩।୧୧(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ୨୧୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୭୦ ଜଣ ଛୁଆ ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ । ଆକ୍ରାନ୍ତଙ୍କ ମଧ୍ୟରୁ ୧୨୩ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୮୯ ଜଣ ଲୋକାଲ…

ଗ୍ୟାସ୍‌ ଦର ବୃଦ୍ଧି ପ୍ରତିବାଦରେ ବିକ୍ଷୋଭ

ସଜନାଗଡ/ସୋର/ଖଇରା/ରେମୁଣା/ ବାହାନଗା,୨୩ ।୧୧ ବାଲେଶ୍ୱର ସଦର ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ବାଲେଶ୍ୱର ସଦର ବିଧାନସଭା ନିର୍ବାଚନମଣ୍ଡଳୀ ବିଜୁ ମହିଳା, ଯୁବ ଏବଂ ଛାତ୍ର ଜନତା ଦଳ ତରଫରୁ ରନ୍ଧନ ଗ୍ୟାସ ଦର ବୃଦ୍ଧି ପ୍ରତିବାଦରେ ଧାରଣା ଓ ପ୍ରତିବାଦ ସଭା ସୋମବାର…

ନୂଆ ଓପିଡି ଖୋଲିବାକୁ ଅପେକ୍ଷା

ବାଲେଶ୍ୱର ଅଫିସ,୨୩ ।୧୧ ବାଲେଶ୍ୱର ରେମୁଣା ଗୋଲେଇ ନିକଟରେ ଏମ୍‌ସ ସାଟେଲାଇଟ୍‌ ସେଣ୍ଟର ଓପିଡି ସେବା ପାଇଁ ନିର୍ମାଣାଧୀନ କୋଠା ଶେଷ ପର୍ଯ୍ୟାୟରେ ପହଞ୍ଚତ୍ଛି। ଆସନ୍ତା ଡିସେମ୍ବର ଶେଷ ସୁଦ୍ଧା ଏହି ଓପିଡି ସେଣ୍ଟର କାର୍ଯ୍ୟକ୍ଷମ ହେବ ବୋଲି ବିଭାଗୀୟ ସୂତ୍ରରୁ…

ଦାୟିତ୍ୱ ନେଲେ ଢେଙ୍କାନାଳର ନୂଆ ଏସ୍‌ପି

ଢେଙ୍କାନାଳ ଅଫିସ,୨୩ ।୧୧ ଢେଙ୍କାନାଳ ଜିଲାର ନୂତନ ଏସ୍‌ପି ଭାବେ ଲୋଗା ନାୟାଗୀ ଦିବ୍ୟା ଭି. ସୋମବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବାହ୍ନରେ ବିଦାୟୀ ଏସ୍‌ପି କେ. ଶିବା ସୁବ୍ରମଣିଙ୍କ ଠାରୁ ସେ ଦାୟିତ୍ୱ ଗ୍ରହଣ କରିଥିଲେ। ଏହି ଅବସରରେ ଜିଲା…

ସଫଳ ପରିଚାଳନା ଉପରେ ଗୁରୁତ୍ୱ

ଅନୁଗୋଳ/ ଢେଙ୍କାନାଳ ଅଫିସ,୨୩ ।୧୧ ମତ୍ସ୍ୟ ଚାଷର ଉନ୍ନତୀକରଣ ଓ ଏହାର ଉପାଦେୟତା ସମ୍ପର୍କରେ ସଚେତନତା ସୃଷ୍ଟି ନିମନ୍ତେ ରବିବାର ଜିଲା ମତ୍ସ୍ୟ ବିଭାଗ ତରଫରୁ ଜିଲା ପରିଷଦ ସମ୍ମିଳନୀ କକ୍ଷରେ ବିଶ୍ବ ମତ୍ସ୍ୟ ଦିବସ ପାଳିତ ହୋଇଯାଇଛି। ଜିଲା ଗ୍ରାମ୍ୟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri