ରାଜ୍ୟ

ଆଜି ରାଜ୍ୟରେ ୩୦୦୦ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା, ଖୋର୍ଦ୍ଧା ସବୁଠୁ ଆଗରେ

ଭୁବନେଶ୍ୱର,୧୬।୪(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଦିନକୁ ଦିନ ବଢ଼ିବାରେ ଲାଗିଛି। ଶୁକ୍ରବାର ରାଜ୍ୟରୁ ୩୧୦୮ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୬୧,୪୫୦ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ...

ସତ୍ୟନଗର ଶ୍ମଶାନ ବିଦ୍ୟୁତ୍‌ ଚୁଲା ଅଚଳ

ଭୁବନେଶ୍ୱର,୧୬।୪(ବ୍ୟୁରୋ): ସତ୍ୟନଗର ଶ୍ମଶାନର ବିଦ୍ୟୁତ ଚୁଲା ମଙ୍ଗଳବାରଠାରୁ ଅଚଳ ହୋଇପଡିଛି। ଫଳରେ ଶୀଘ୍ର ଓ ସ୍ବଳ୍ପ ମୂଲ୍ୟରେ ମୃତଦେହ ପୋଡିବା ବ୍ୟବସ୍ଥାରେ ବ୍ୟାଘାତ ସୃଷ୍ଟି ହୋଇଛି। ୩ଦିନ ହେବ କୋଲକାତା ମିସ୍ତ୍ରିଙ୍କୁ ଅପେକ୍ଷା କରି ବସିଛି ବିଏମ୍‌ସି ବିଦ୍ୟୁତ୍‌ ବିଭାଗ।...

୧୦ ଦିନ ଲାଗି ୨୫ ଲକ୍ଷ ଟିକା ପଠାଅ: ସ୍ବାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ୱର,୧୬।୪(ବ୍ୟୁରୋ): ସ୍ବଳ୍ପ ପରିମାଣ ଏବଂ ଅନିୟମିତ ଟିକା ଯୋଗାଣ ଯୋଗୁ ରାଜ୍ୟରେ କୋଭିଡ୍‌-୧୯ ଟିକାକରଣ କାର୍ଯ୍ୟକ୍ରମ ପ୍ରଭାବିତ ହେଉଛି। ସମସ୍ୟାର ତ୍ୱରିତ ସମାଧାନ ପାଇଁ ୧୦ଦିନ ଲାଗି ପ୍ରାୟ ୨୫ ଲକ୍ଷ କୋଭାଶିଲ୍ଡ ଡୋଜ୍‌ ଜରୁରିକାଳୀନ ଭିତ୍ତିରେ ଯୋଗାଇଦେବାକୁ କେନ୍ଦ୍ର...

କୋଭିଡ୍‌ ଦାୟିତ୍ୱରେ ୨୧ ଆଇଏଏସ୍‌ ଅଧିକାରୀ

ଭୁବନେଶ୍ୱର,୧୬।୪(ବ୍ୟୁରୋ): କରୋନା ମୁକାବିଲା ଲାଗି ଓଡ଼ିଶା ସରକାର ବରିଷ୍ଠ ପ୍ରଶାସନିକ ଅଧିକାରୀଙ୍କୁ ଜିଲାସ୍ତରରେ କୋଭିଡ୍‌ ପରିଚାଳନା ଦାୟିତ୍ୱ ଗୁରୁବାର ପ୍ରଦାନ କରିଛନ୍ତି। ୨୧ ଜଣ ଆଇଏଏସ୍‌ ଅଫିସର କୋଭିଡ୍‌ ପର୍ଯ୍ୟବେକ୍ଷକ ଭାବେ ଜିଲାସ୍ତରରେ କାମ କରିବେ। ଉକ୍ତ ଅଧିକାରୀମାନଙ୍କ ଭିତରୁ...

ମ୍ୟାଙ୍ଗୋ ହବ୍‌ ପରିତ୍ୟକ୍ତ

ଢେଙ୍କାନାଳ ଅଫିସ, ୧୬।୪ ଜାତୀୟସ୍ତରରେ ସୁନାମ ଅର୍ଜିଛି ଢେଙ୍କାନାଳର ଆମ୍ବ। ବିଦେଶରେ ମଧ୍ୟ ଏହାର ଆଦର କିଛି କମ୍‌ ନୁହେଁ। ଜିଲାର ଆମ୍ବ ଚାଷୀ ଏବଂ ଆମ୍ବ ବ୍ୟବସାୟକୁ ପ୍ରୋତ୍ସାହିତ କରିବାକୁ ସଦର ବ୍ଲକ ଗୋବିନ୍ଦପୁରଠାରେ ପ୍ରତିଷ୍ଠା ହୋଇଥିଲା ପନିପରିବା...

ମେଧାବୀଙ୍କ ମନ ଊଣା

ଅନୁଗୋଳ ଅଫିସ, ୧୬।୪ ଆସନ୍ତା ମେ ୩ ତାରିଖରୁ ଆରମ୍ଭ ହୋଇଥାନ୍ତା ମାଟ୍ରିକ ପରୀକ୍ଷା। ଏଥିପାଇଁ ଗତ ଜାନୁୟାରୀରୁ ଜୋର ଧରିଥିଲା ପ୍ରସ୍ତୁତି। ସ୍କୁଲରେ ଶହେ ଦିନିଆ ପାଠପଢ଼ା ଟାର୍ଗେଟ୍‌ ସହ ଦଶମ ଶ୍ରେଣୀର ସବୁ ଛାତ୍ରୀଛାତ୍ରଙ୍କୁ ଗଣଶିକ୍ଷା ବିଭାଗ...

ମେ ୧୫ ଯାଏ ଶ୍ରଦ୍ଧାଳୁଙ୍କୁ ଶ୍ରୀମନ୍ଦିର ମନା

ନୂଆଦିଲ୍ଲୀ, ୧୬।୪(ପି.ଟି.):ଦେଶରେ କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ପୁରୀ ଶ୍ରୀଜଗନ୍ନାଥ ମନ୍ଦିର ସମେତ କେନ୍ଦ୍ରୀୟ ସଂରକ୍ଷଣରେ ଥିବା ତଥା ଭାରତର ପ୍ରତ୍ନତାତ୍ତ୍ୱିକ ସର୍ବେକ୍ଷଣ (ଏଏସ୍‌ଆଇ) ଅଧୀନରେ ଆସୁଥିବା ସମସ୍ତ ଐତିହ୍ୟ ସ୍ଥଳ ଓ ସଂଗ୍ରହାଳୟଗୁଡ଼ିକୁ ମେ’...

ବଳାତ୍କାର ପରେ ନାବାଳିକା ୬ ମାସର ଗର୍ଭବତୀ

ଝାରସୁଗୁଡ଼ା ଅଫିସ,୧୫।୪: ନାବାଳିକାଙ୍କୁ ବଳାତ୍କାର କରାଯାଇଥିବା ନେଇ ଝାରସୁଗୁଡ଼ା ଜିଲା ବଡମାଲ ଥାନାରେ ଅଭିଯୋଗ ହୋଇଛି। ଅଭିଯୋଗକୁ ଭିତ୍ତି କରି ବଡମାଲ ଥାନା ଅଭିଯୁକ୍ତ ଯୁବକଙ୍କୁ ଗିରଫ କରି ଗୁରୁବାର କୋର୍ଟ ଚାଲାଣ କରିଛି। ସିଡିପିଓ ସୁପ୍ରଭା ମହାପାତ୍ରଙ୍କ ଅଭିଯୋଗ...

ଓଟିଇଟି ପ୍ରଶ୍ନପତ୍ର ପ୍ରଘଟ: ପରୀକ୍ଷା କେନ୍ଦ୍ର ସୁପରିଣ୍ଟେଣ୍ଡେଣ୍ଟ ନିଲମ୍ବିତ

ଦେବଗଡ଼,୧୫।୪: ଦେବଗଡ଼ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ପରୀକ୍ଷା କେନ୍ଦ୍ରରେ ଓଟିଇଟି (ଓଡ଼ିଶା ଟିଚର ଏଲିଜିବିଲିଟି ଟେଷ୍ଟ) ପରୀକ୍ଷା ବେଳେ ପ୍ରଶ୍ନପତ୍ର ପ୍ରଘଟ ମାମଲାରେ ପୁଣି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଗୁରୁବାର କେନ୍ଦ୍ର ଅଧୀକ୍ଷକ (ସୁପରିଣ୍ଟେଣ୍ଡେଣ୍ଟ) କୁମୁଦ ବନ୍ଧୁ ପୃଷ୍ଟିଙ୍କୁ...

ତେଲଙ୍ଗାନାରେ ଲୁଚିଥିଲା ଗ୍ୟାଙ୍ଗଷ୍ଟର ହାଇଦର

କଟକ,୧୫।୪: କଟକ ବଡ଼ ମେଡିକାଲ(ଏସ୍‌ସିବି)ରୁ ଫେରାର ଗ୍ୟାଙ୍ଗଷ୍ଟର ହାଇଦରଙ୍କୁ ୫ ଦିନ ପରେ କମିଶନରେଟ ପୋଲିସ ଧରିବାରେ ସଫଳ ହୋଇଛି। ତେଲଙ୍ଗାନାର ସଙ୍ଗାରେଡି ଜିଲାରୁ ହାଇଦରଙ୍କୁ ପୋଲିସ ଗିରଫ କରିଛି। କମିଶନରେଟ ପୋଲିସର ଏକ ସ୍ବତନ୍ତ୍ର ଟିମ୍‌ ତେଲେଙ୍ଗାନା ପୋଲିସ...

ସେବାୟତଙ୍କୁ କରୋନା: ୩ ଦିନ ସାଧାରଣ ଦର୍ଶନ ବନ୍ଦ

ଆରଡ଼ି,୧୫।୪: ଭଦ୍ରକ ଜିଲା ଆରଡ଼ି ଆଖଣ୍ଡଳମଣି ମନ୍ଦିରର ଜଣେ ସେବାୟତ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏନେଇ ଜିଲା ପ୍ରଶାସନ ପକ୍ଷରୁ ଗୁରୁବାର ସକାଳ ୮ଟାରୁ ୩ ଦିନ ପାଇଁ ମନ୍ଦିରରେ ସାଧାରଣ ଦର୍ଶନ ବନ୍ଦ ଘୋଷଣା କରାଯାଇଛି। ସେବାୟତମାନେ...

ମାସ୍କ ଚେକିଂ ବେଳେ ଧରାପଡ଼ିଲେ ବ୍ରାଉନସୁଗାର ବେପାରୀ

ଭଦ୍ରକ ଅଫିସ,୧୫।୪: ମାସ୍କ ଚେକିଂ ବେଳେ ଗୁରୁବାର ଭଦ୍ରକ ଗ୍ରାମାଞ୍ଚଳ ଥାନା ପୋଲିସ ହାତରେ ଧରାପଡ଼ିଛନ୍ତି ୩ ବ୍ରାଉନସୁଗାର ବେପାରୀ। ପୋଲିସ ଗିରଫ ବେପାରିଙ୍କଠାରୁ ୧୦ ଗ୍ରାମରୁ ଅଧିକ ବ୍ରାଉନସୁଗାର ଜବତ କରିଛି। ଏହାର ଆନୁମାନିକ ମୂଲ୍ୟ ୧୦ ଲକ୍ଷରୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri