ରାଜ୍ୟ

ପରିବା ଖାଇଦେବାରୁ ହତ୍ୟା

ପାପଡାହାଣ୍ଡି,୨୧।୧୧(ଡି.ଏନ୍‌.ଏ.): ଫେରାର ହତ୍ୟା ଅଭିଯୁକ୍ତଙ୍କୁ ପାପଡ଼ାହାଣ୍ଡି ପୋଲିସ ଶନିବାର ବିଳମ୍ବିତ ରାତିରେ ଗିରଫ କରିଛି। ଅଭିଯୁକ୍ତ ହେଲେ ପାପଡ଼ାହାଣ୍ଡି ବ୍ଲକ ଗାଦବାକତରା ଗ୍ରାମର ହତ୍ୟା ପ୍ରହଲ୍ଲାଦ ଜାନୀ। ସୂଚନାନୁଯାୟୀ, ଦୁଇ ଦିନ ତଳେ ସନ୍ନ୍ୟାସୀଙ୍କ ବାଡିରେ ଲାଗିଥିବା ପରିବାକୁ ପ୍ରହଲ୍ଲାଦଙ୍କ ଗୋରୁ…

ଭାଜପା କର୍ମୀଙ୍କୁ ଟେକିନେଲା ପୋଲିସ

ଭୁବନେଶ୍ୱର,୨୨।୧୧(ବୂ୍ୟରୋ): କଳାହାଣ୍ଡି ଜିଲା ଶିକ୍ଷୟିତ୍ରୀ ମମିତା ମେହେର ମର୍ଡର ମିଷ୍ଟ୍ରିକୁ ନେଇ ତାତି ଥମିବାର ନାଁ ନେଉନି। ଘଟଣାର ମୁଖ୍ୟ ଅଭିଯୁକ୍ତ କୁହାଯାଉଥିବା ଗୋବିନ୍ଦ ସାହୁ ଓ ସହଯୋଗୀ ରାଧେ ଗିରଫ ହେବା ପରେ ବି ରାଜନୀତି ଥମୁନି । ଗୃହ…

ଯେଉଁଠି ପିସିଆର୍‌, ସେଇଠି ନିଶା ବେପାର

ଭୁବନେଶ୍ୱର,୨୨ା୧୧: ଯେଉଁଠି ପିସିଆର୍‌, ସେଇଠି ବି ଚାଲିଛି ବେଆଇନ ବେପାର। ଯେଉଁଥିପାଇଁ ରାଜଧାନୀରେ ଦିନକୁ ଦିନ ଅସାମାଜିକଙ୍କ ଉତ୍ପାତ ବଢ଼ିବାରେ ଲାଗିଛି। ଅପରାଧୀମାନେ ସରକାରୀ ଜମି ଜବରଦଖଲ କରି ଆଡ୍ଡା ଜମାଇବା ସହ ନିଶା କାରବାର, ଦେହ ବେପାରଠାରୁ ଆରମ୍ଭ କରି…

ଟ୍ରାଙ୍କୁଲାଇଜ୍‌ ବେଳେ ବନ ଅଧିକାରୀଙ୍କୁ ଶୁଣ୍ଢରେ କଚାଡ଼ିଲା ହାତୀ: ଦୁଇ ଆହତ

ନିରାକାରପୁର,୨୨ା୧୧(ଡି.ଏନ୍‌.ଏ.): ଦୀର୍ଘ ଦିନହେଲା ଖୋର୍ଦ୍ଧା ବନଖଣ୍ଡ ଟାଙ୍ଗୀ ବନାଞ୍ଚଳ ଭୂଷଣ୍ଡପୁର ଫରେଷ୍ଟର ଅଞ୍ଚଳରେ ହାତୀ ଉପଦ୍ରବ ବଢ଼ିବା ସହିତ ଧନଜୀବନ ହାନି ଘଟୁଛି। ଏହାକୁ ରୋକିବା ପାଇଁ ବନ ବିଭାଗ ବିଫଳ ହେବା ପରେ ହାତୀର ଗତି ବିଧିଉପରେ ନଜର ରଖିବା…

ରାଜ୍ୟରେ ଜଣଙ୍କ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୨୨।୧୧(ବ୍ୟୁରୋ): ରାଜ୍ୟରେ ସୋମବାର କରୋନା ଆଉ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ୍‌ ମୃତ୍ୟୁ ସଂଖ୍ୟା ୮ ହଜାର ୩୯୪କୁ ବୃଦ୍ଧି ପାଇଛି। କେବଳ ବାଲେଶ୍ୱରରୁ ଜଣେ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର…

ନବୀନ ନିବାସ ଘେରାଉ କରିବ ଭାଜପା

ଭୁବନେଶ୍ୱର,୨୨।୧୧(ବ୍ୟୁରୋ): ଭୁବନେଶ୍ୱର ସାଙ୍ଗଠନିକ ଜିଲା ଭାଜପା ପକ୍ଷରୁ ସୋମବାର ନବୀନ ନିବାସ ଘେରାଉ କରାଯିବ । ମମିତା ମେହେରଙ୍କୁ ନ୍ୟାୟ ଦାବିରେ ଦଳ ରାଜରାସ୍ତାକୁ ଓହ୍ଲାଇବ। ଗୃହମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ତୁରନ୍ତ ବହିଷ୍କାର, ଗିରଫ ଓ ସିବିଆଇ ତଦନ୍ତ ଦାବିରେ ନବୀନ…

‘କ୍ଲାଇମେଟ୍‌ ଚେଞ୍ଜ୍‌: ଫୋକସ୍‌ ଓଡ଼ିଶା’

ଜଳବାୟୁ ପରିବର୍ତ୍ତନ ଏବେ ସାରା ବିଶ୍ୱ ପାଇଁ ଚ୍ୟାଲେଞ୍ଜ ସୃଷ୍ଟି କରିଛି। ଅପରିଣାମଦର୍ଶୀ ମଣିଷ ଏହାର ଭୟାବହତାକୁ ତଥାପି ବୁଝିବାକୁ ନାରାଜ। ପୃଥିବୀର ସମ୍ବଳଗୁଡ଼ିକର ଅପବ୍ୟବହାର କରି ଜଙ୍ଗଲ, ଖଣି, ନଦୀ, ହ୍ରଦ ସବୁକୁ ମଣିଷ ନଷ୍ଟ କରିଚାଲିଛି। ତାପମାତ୍ରା ବଢ଼ିବାରୁ…

୫୦ ବର୍ଷ ହେବ ଜଙ୍ଗଲ ଜଗୁଛନ୍ତି ଗ୍ରାମବାସୀ

ଉମରକୋଟ, ୨୨।୧୧(ସ୍ବ.ପ୍ର.): ଆଧୁନିକ ଯୁଗରେ ନିଜର କାୟା ଓ ଆଧିପତ୍ୟ ବିସ୍ତାର ପାଇଁ ପରିବେଶ ସନ୍ତୁଳନକୁ ଅଣଦେଖା କରି ଜଙ୍ଗଲ ନଷ୍ଟ କରିବାକୁ କୁଣ୍ଠାବୋଧ କରୁନାହାନ୍ତି ଲୋକେ। କାଠ ମାଫିଆଙ୍କ ଲୋଲୁପ ଦୃଷ୍ଟି ମଧ୍ୟ ରହିଛି ଜଙ୍ଗଲ ଉପରେ। ଏଣୁ ଦିନକୁ…

କାର୍ଯ୍ୟ ବନ୍ଦ, ଭୋଟ୍‌ ବର୍ଜନ କରିବେ କନିଷ୍ଠ ଶିକ୍ଷକ

ଭୁବନେଶ୍ୱର,୨୨।୧୧ (ବ୍ୟୁରୋ): କନିଷ୍ଠ ଶିକ୍ଷକମାନଙ୍କୁ ରାଜ୍ୟ ସରକାର ଅଣଦେଖା କରୁଛନ୍ତି। ୨୦୧୫ରୁ ୫ବର୍ଷ ହେବ ଏମାନଙ୍କ ଦରମା ବଢ଼ୁନାହିଁ। ଦାବି ପୂରଣ ପାଇଁ ଦୀର୍ଘଦିନ ହେବ ଆନ୍ଦୋଳନ କରି ଆସୁଥିଲେ ମଧ୍ୟ କିଛି ସୁଫଳ ମିଳୁନାହିଁ। ଆଗକୁ କାର୍ଯ୍ୟ ବନ୍ଦ କରିବା…

ସ୍ଥିତି ହରାଉଛି ‘ହାବସ୍‌ପୁରୀ’ ହସ୍ତତନ୍ତ

ଭୁବନେଶ୍ୱର,୨୨।୧୧ (ବ୍ୟୁରୋ): ଗାନ୍ଧିଜୀଙ୍କ ସାବରମତୀ ଆଶ୍ରମକୁ ଦିଆଯିବ ଏକ ନୂଆ ରୂପ। ୭ ତାରକା ପର୍ଯ୍ୟଟନସ୍ଥଳୀରେ ପରିଣତ କରିବାକୁ ୧୨୪୬ କୋଟି ଖର୍ଚ୍ଚ କରିବେ ଭାରତ ଓ ଗୁଜରାଟ ସରକାର। ଏହି ପ୍ରକଳ୍ପକୁ ଗାନ୍ଧିବାଦୀମାନେ, ବିଭିନ୍ନ ରାଜନୈତିକ ଦଳ ଓ ଗାନ୍ଧିଜୀଙ୍କ…

ଆଜି ରାଜ୍ୟରୁ ୧୭୧ ଆକ୍ରାନ୍ତ ଚିହ୍ନଟ, ଏମାନଙ୍କ ମଧ୍ୟରେ ଅଛନ୍ତି ୩୪ ପିଲା

ଭୁବନେଶ୍ୱର,୨୨ା୧୧(ବ୍ୟୁରୋ): ସୋମବାର ରାଜ୍ୟରୁ ୧୭୧ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୪୭,୧୭୪ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୯୮ ଜଣ ଚିହ୍ନଟ…

ଗୋଳନ୍ଥରା ହାଜତ ମୃତ୍ୟୁ ମାମଲା: ଗୃହ ସଚିବ, ଏସ୍‌ପି, ଆଇଆଇସିଙ୍କୁ ନୋଟିସ

କଟକ ଅଫିସ,୨୨ା୧୧: ଗଞ୍ଜାମ ଜିଲା ଗୋଳନ୍ଥରା ହାଜତ ମୃତ୍ୟୁ ମାମଲାରେ ହାଇକୋର୍ଟ ରାଜ୍ୟ ଗୃହ ବିଭାଗ ପ୍ରମୁଖ ସଚିବ, ଗଞ୍ଜାମ ଏସ୍‌ପି ଓ ଗୋଳନ୍ଥରା ଥାନା ଆଇଆଇସିଙ୍କୁ କାରଣ ଦର୍ଶାଅ ନୋଟିସ ଜାରି କରିଛନ୍ତି। ଆଜିପର୍ଯ୍ୟନ୍ତ କାହିଁକି ପୋଲିସ ହତ୍ୟା ମାମଲା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri