କାଳବୈଶାଖୀ ଭୟ: ୧୯ ଜିଲାକୁ ୟେଲୋ ଓ୍ବାର୍ନିଂ
ଭୁବନେଶ୍ୱର,୧୫।୪: କାଳବୈଶାଖୀର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ପଶ୍ଚିମ, ଦକ୍ଷିଣ ଓ ଉତ୍ତର ଉପକୂଳର ୧୯ଟି ଜିଲାରେ ବର୍ଷା ସାଙ୍ଗକୁ ଝଡତୋଫାନ ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଗୁରୁବାର...
ବୈତରଣୀ ଉଜାଡ଼ି ଦେଲା ମା’ର କୋଳ
ଭଦ୍ରକ ଅଫିସ,୧୫।୪: ଗାଧୋଇବାକୁ ଯାଇ ନଦୀରେ ବୁଡ଼ି ଭଉଣୀଭାଇଙ୍କ ମୃତ୍ୟୁ ଘଟିଛି। ଗୁରୁବାର ଭଦ୍ରକ ଜିଲା ଧାମନଗର ବ୍ଲକ ଅଧୀନ ସୋହଡ଼ା ପଞ୍ଚାୟତ ଗୌରାଙ୍ଗପୁର ଗ୍ରାମରେ ଏଭଳି ଅଭାବନୀୟ ଘଟଣା ଘଟିଛି। ମୃତ ଭଉଣୀଭାଇ ହେଲେ ସୋହଡ଼ା ଗ୍ରାମର ମନ୍ମଥ...
ଅନ୍ୟ ରାଜ୍ୟକୁ ବସ୍ ସେବା ବନ୍ଦ: ୫୦ ପ୍ରତିଶତ କର୍ମଚାରୀରେ ଚାଲିବ ଅଫିସ୍
ଭୁବନେଶ୍ୱର, ୧୫।୪(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ରାଜ୍ୟବ୍ୟାପୀ ନାଇଟକର୍ଫ୍ୟୁ ଜାରି କରିଛନ୍ତି। ପଶ୍ଚିମଓଡ଼ିଶାର ୧୦ଟି ଜିଲାରେ ନାଇଟକର୍ଫ୍ୟୁ ସମେତ ସାପ୍ତାହାନ୍ତ ସଟ୍ଡାଉନ ଏବଂ ଅନ୍ୟ...
ସାରା ରାଜ୍ୟରେ ନାଇଟ୍ କର୍ଫ୍ୟୁ, ୧୦ ଜିଲାରେ ସପ୍ତାହାନ୍ତ ସଟ୍ଡାଉନ୍
ଭୁବନେଶ୍ୱର, ୧୫।୪(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ବିଭିନ୍ନ ପ୍ରକାରର ଗାଇଡ୍ଲାଇନ୍ ଜାରି କରିଛନ୍ତି। ସ୍ଥିତି ନିୟନ୍ତ୍ରଣ କରିବା ପାଇଁ ବର୍ତ୍ତମାନ ସାରା ରାଜ୍ୟର ସହରାଞ୍ଚଳରେ ଶନିବାରଠାରୁ...
ରାଜଧାନୀରେ କରୋନା ସଂକ୍ରମଣ ଉପରମୁହାଁ
ଭୁବନେଶ୍ୱର,୧୫।୪(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ କରୋନା ଗ୍ରାଫ୍ ଦିନକୁ ଦିନ ବଢି ଚାଳିଛି। ଭୁବନେଶ୍ୱରରୁ ଗୋଟିଏ ଦିନରେ ୩୭୯ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସଙ୍ଗରୋଧରୁ ୧୦୯ ଏବଂ ସ୍ଥାନୀୟ ଅଞ୍ଚଳରୁ ୨୭୦ ସଂକ୍ରମିତ ହୋଇଛନ୍ତି। ଏନେଇ ଭୁବନେଶ୍ୱର ମହାନଗର ନିଗମ(ବିଏମ୍ସି)...
କରୋନା ମୁକାବିଲା: ଆଇଏଏସ୍ ଅଫିସରଙ୍କୁ ଜିଲା ଦାୟିତ୍ୱ
ଭୁବନେଶ୍ୱର, ୧୫।୪(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ବିଭିନ୍ନ ପ୍ରକାରର ଗାଇଡ୍ଲାଇନ୍ ଜାରି କରୁଛନ୍ତି। ସ୍ଥିତି ନିୟନ୍ତ୍ରଣ କରିବା ପାଇଁ ବର୍ତ୍ତମାନ ରାଜ୍ୟ ସରକାର ଆଇଏଏସ୍ ଅଫିସରଙ୍କୁ...
ଦଶମ, +୨ ପରୀକ୍ଷା ସ୍ଥଗିତ
ଭୁବନେଶ୍ୱର,୧୫।୪(ବ୍ୟୁରୋ): ରାଜ୍ୟ ସରକାର ଗୁରୁବାର ଏକ ବଡ଼ ଘୋଷଣା କରିଛନ୍ତି। କରୋନା ସ୍ଥିତିକୁ ଦୃଷ୍ଟିରେ ରଖି ରାଜ୍ୟର ସମସ୍ତ ଦଶମ ଓ ଦ୍ବାଦଶ ବୋର୍ଡ ପରୀକ୍ଷାକୁ ସ୍ଥଗିତ ରଖିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି। କୋଭିଡ-୧୯ ପରିସ୍ଥିତି...
ଆଜି ମାଟ୍ରିକ ପରୀକ୍ଷା ନେଇ ମୁଖ୍ୟମନ୍ତ୍ରୀ କରିବେ ଗୁରୁତ୍ୱପୂର୍ଣ୍ଣ ଘୋଷଣା, କରୋନାକୁ ନେଇ ମୁଖ୍ୟ ଶାସନ ସଚିବ
ଭୁବନେଶ୍ୱର,୧୫।୪(ବ୍ୟୁରୋ): ସିବିଆଇ ଦଶମ ପରୀକ୍ଷା ବାତିଲ ହେବା ପରେ ଏବେ ମାଟ୍ରିକ ଉପରେ ନଜର ରହିଛି। ରାଜ୍ୟରେ ଦିନକୁ ଦିନ କରୋନା ସଂକ୍ରମଣ ବଢ଼ୁଥିବାରୁ ଏନେଇ ଆଶଙ୍କା ସୃଷ୍ଟି ହୋଇଛି। ତେବେ ଏହି ପରିପ୍ରେକ୍ଷୀରେ ଗୁରୁବାର ଅପରାହ୍ନରେ ମାଟ୍ରିକ ପରୀକ୍ଷା...
ଜୁନ୍ ୧୭ରୁ ଓଜେଇଇ
ଭୁବନେଶ୍ୱର,୧୫।୪(ବ୍ୟୁରୋ): ଚଳିତ ବର୍ଷ ଜୁନ ୧୭ରୁ ୨୪ ମଧ୍ୟରେ ଓଜେଇଇ ଅନୁଷ୍ଠିତ ହେବ। ତେବେ କମ୍ପ୍ୟୁଟର ବେସ୍ଡ ପରୀକ୍ଷା ନେଇ ଓଜେଇଇ କର୍ତ୍ତୃପକ୍ଷ ଗୁରୁବାର ସୂଚନା ଦେଇଛନ୍ତି। ଏଥିନିମନ୍ତେ ଆଗ୍ରହୀ ପରୀକ୍ଷାର୍ଥୀ ଅନ୍ଲାଇନ୍ରେ ଆବେଦନ କରିପାରିବେ। www.ojee.nic.inରେ ଆବେଦନ କରିହେବ।
ପିପିଲି ପାଇଁ ପ୍ରକାଶ ପାଇବ ସାନି ବିଜ୍ଞପ୍ତି, ପ୍ରାର୍ଥୀ ଦେବା ପାଇଁ କଂଗ୍ରେସକୁ ମିଳିବ ୭ ଦିନ ସମୟ
ଭୁବନେଶ୍ୱର,୧୫।୪(ବ୍ୟୁରୋ): କଂଗ୍ରେସ ପ୍ରାର୍ଥୀ ଅଜିତ ମଙ୍ଗରାଜଙ୍କ ଦେହାନ୍ତ ପରେ ପିପିଲି ଉପନିର୍ବାଚନକୁ ସ୍ଥଗିତ ରଖାଯାଇଛି। ଏନେଇ ଗୁରୁବାର ମୁଖ୍ୟ ନିର୍ବାଚନ ଅଧିକାରୀ(ସିଇଓ) ପ୍ରେସମିଟ୍ କରି କହିଛନ୍ତି, କଂଗ୍ରେସ ପ୍ରାର୍ଥୀଙ୍କ ଦେହାନ୍ତ ଯୋଗୁ ନିର୍ବାଚନ ସ୍ଥଗିତ ରଖାଯାଇଛି। ରିଟର୍ଣ୍ଣି ଅଫିସର ନିର୍ବାଚନ...
ବର୍ଷକୁ କୋଟିଏ ବଞ୍ଚାନ୍ତା ଗୋଟିଏ କେନ୍ଦ୍ର
ବଇଣ୍ଡା,୧୫ା୪: ଗାଁ ଗିଳିଦେଉଛି ନିଆଁ। ପ୍ରତିବର୍ଷ ପୋଡ଼ି ଛାରଖାର କରିଦେଉଛି କୋଟି କୋଟି ଟଙ୍କାର ସମ୍ପତ୍ତି। ଏହି ବଡ଼ ବିପତ୍ତିରୁ ୨୦ ପଞ୍ଚାୟତବାସୀଙ୍କୁ ବଞ୍ଚାଇବା ପାଇଁ ଦମକଳ କେନ୍ଦ୍ରଟିଏ ଲୋଡ଼ୁଛନ୍ତି ଲୋକେ। ଦୀର୍ଘ ୨୩ ବର୍ଷ ହେଲା ଏଥିପାଇଁ କରୁଛନ୍ତି...
କଟକଣାରେ ପାଳନ ହେଲା ଓଡ଼ିଆ ନବବର୍ଷ
ଭୁବନେଶ୍ୱର, ୧୫ା୪(ବ୍ୟୁରୋ): କରୋନା କଟକଣା ମଧ୍ୟରେ ବୁଧବାର ରାଜଧାନୀରେ ପାଳନ ହୋଇଛି ଓଡ଼ିଆ ନବବର୍ଷ ତଥା ପଣା ସଂକ୍ରାନ୍ତି। ଘରେ ଘରେ ଲୋକେ ପଣା ସଂକ୍ରାନ୍ତି ସହ ମହାବିଷୁବ ସଂକ୍ରାନ୍ତି ଓ ହନୁମାନ ଜୟନ୍ତୀ ପାଳନ କରିଛନ୍ତି। ତେବେ କରୋନା...
Archives


