ରାଜ୍ୟରେ ଆଉ ୩ ଜଣଙ୍କ ଜୀବନ ନେଲା କରୋନା
ଭୁବନେଶ୍ୱର,୧୯।୧୧(ବ୍ୟୁରୋ): ରାଜ୍ୟରେ ଶୁକ୍ରବାର କରୋନା ଆଉ ୩ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ୍ ମୃତ୍ୟୁ ସଂଖ୍ୟା ୮ ହଜାର ୩୮୯ କୁ ବୃଦ୍ଧି ପାଇଛି। ମୃତକଙ୍କ ମଧ୍ୟରେ ଖୋର୍ଦ୍ଧାରୁ ୨ ଜଣ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଥିଲା ବେଳେ ଗଞ୍ଜାମରୁ…
ବନ୍ଧାହେଲେ କୋଟିପତି ସହକାରୀ ଯନ୍ତ୍ରୀ
ଭୁବନେଶ୍ୱର,୧୯।୧୧(ବ୍ୟୁରୋ): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ରଣପୁର ଗ୍ରାମ୍ୟ ଉନ୍ନୟନ ବିଭାଗର କୋଟିପତି ସହକାରୀ ଯନ୍ତ୍ରୀ ଋଷିନାଥ ବରାଳଙ୍କୁ ଶୁକ୍ରବାର ଗିରଫ କରାଯାଇଛି। ଗୁରୁବାର ଋଷିନାଥଙ୍କ ଘରେ ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଥିଲା । ଋଷିନାଥଙ୍କ ଘର ସମେତ…
ଆଜି ସନ୍ଧ୍ୟାରେ ପ୍ରକାଶ ପାଇବ ଯୁକ୍ତ ଦୁଇ ପରୀକ୍ଷା ଫଳ
ଭୁବନେଶ୍ୱର,୧୯।୧୧(ବ୍ୟୁରୋ): ଆଜି ଯୁକ୍ତ ଦୁଇ ଅଫ୍ଲାଇନ ପରୀକ୍ଷା ଫଳ ପ୍ରକାଶ ପାଇବ । ସନ୍ଧ୍ୟାରେ ରେଜଲ୍ଟ ପ୍ରକାଶ ପାଇବା ନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍ଏସ୍ଇ) ପକ୍ଷରୁ ସୂଚନା ଦିଆଯାଇଛି। ସିଏଚ୍ଏସ୍ଇର ଅନୁସାରେ, www.orissaresults.nic.in ୱେବସାଇଟରେ ରେଜଲ୍ଟ ପ୍ରକାଶ ପାଇବ।…
ସୋମବାର ଖୋଲିବ ବାବା ଆଖଣ୍ଡଳମଣି ମନ୍ଦିର
ଆରଡ଼ି,୧୯ା୧୧(ଡି.ଏନ୍.ଏ.): ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ବାବା ଆଖଣ୍ଡଳମଣିଙ୍କ ମନ୍ଦିର ଆସନ୍ତା ୨୩ ତାରିଖ (ସୋମବାର) ଖୋଲିବାକୁ ଯାଉଛି । ଏ ସଂକ୍ରାନ୍ତରେ ଜିଲା ପ୍ରଶାସନ ନିଷ୍ପତ୍ତି ନେଇଥିବା ମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି । ନିଷ୍ପତ୍ତି ଅନୁସାରେ ସକାଳ…
ପାଇପ ଜଳ ଯୋଗାଣ ପ୍ରକଳ୍ପ: ଖର୍ଚ୍ଚ ଅଧିକ, କାମ କମ୍
ଯାଜପୁର ଅଫିସ,୧୯ା୧୧: ଯାଜପୁର ଜିଲାରେ ଗ୍ରାମାଞ୍ଚଳକୁ ପାଇପ୍ ଜଳ ଯୋଗାଣ ପାଇଁ ବିଭିନ୍ନ ଯୋଜନାରେ ଗତ ୨ ଆର୍ଥିକ ବର୍ଷର ଅକ୍ଟୋବର ସୁଦ୍ଧା ୬୪୪.୧୩ କୋଟି ଟଙ୍କା ଖର୍ଚ୍ଚ ହୋଇସାରିଛି। ସେଥିମଧ୍ୟରୁ ଓଏମ୍ବିଏଡିସି (ଓଡିଶା ମିନେରାଲ ବିୟରିଂ ଏରିଆ ଡେଭଲପମେଣ୍ଟ କର୍ପୋରେଶନ)ରେ…
ଅରଣ୍ୟ ସଂସ୍କୃତିରେ ଭାରତୀୟ ଜୀବନାଦର୍ଶ, ଜୀବନବୋଧ ମାର୍ଗ ରହିଛି
ଭୁବନେଶ୍ୱର, ୧୯ା୧୧ (ବ୍ୟୁରୋ): ଅରଣ୍ୟ ସଂସ୍କୃତିରେ ଭାରତୀୟ ଜୀବନାଦର୍ଶ ଓ ଜୀବନବୋଧର ମାର୍ଗ ରହିଛି। ଯିଏ ଏହି ସଂସ୍କୃତିରେ ବିକୃତି ଆଣିବାକୁ ଚେଷ୍ଟା କରିଛି ସେ ବିନାଶକୁ ବରଣ କରିଛି। ସାମ୍ପ୍ରତିକ ସମାଜର ବହୁବିଧ ସମସ୍ୟାରୁ ମୁକ୍ତି ନିମନ୍ତେ ଅରଣ୍ୟ ସଂସ୍କୃତିର…
ଗୃହରେ ସଦସ୍ୟ ଆଚରଣ ରଖିବା ଉଚିତ: ବାଚସ୍ପତି
ଭୁବନେଶ୍ୱର,୧୯ା୧୧: ସଂସଦ ଓ ବିଧାନସଭାର ଅଧ୍ୟକ୍ଷ ଭାବେ ବାଚସ୍ପତିମାନେ ଗୃହର ସୁପରିଚାଳନା ସହ ଗରିମା ରକ୍ଷା କରିବାରେ ମହତ୍ତ୍ୱପୂର୍ଣ୍ଣ ଭୂମିକା ନେଇଥାନ୍ତି। ସାଂସଦ ଓ ବିଧାୟକମାନେ ଏହାକୁ ସମ୍ପୂର୍ଣ୍ଣରୂପେ ହୃଦୟଙ୍ଗମ କରି ଗୃହରେ ନିଜର ଆଚରଣ ରଖିବା ଉଚିତ। ସଂସଦ ଓ…
ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କ ସୁନାବେଶ
ପୁରୀ ଅଫିସ,୧୯।୧୧ : ଶ୍ରୀକ୍ଷେତ୍ର ପୁରୀରେ ମଧ୍ୟ ଶ୍ରୀଜିଉଙ୍କ ଦର୍ଶନ ଉପରେ ପ୍ରଶାସନ ଶୁକ୍ରବାର କଟକଣା ଲଗାଇଛି । ଆଜି ଶ୍ରୀମନ୍ଦିରରେ ଶ୍ରୀଜୀଉ ମାନଙ୍କର ଦୁର୍ଲଭ ରାଜରାଜେଶର ବେଶ ବା ସୁନାବେଶ ଅନୁଷ୍ଠିତ ହେବ । ଅବକାଶ ନୀତି ଶେଷ ହେବା…
ରାଜ୍ୟରେ ୨୪୨ କରୋନା ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ୱର,୧୯।୧୧(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ୨୪୨ ମଧ୍ୟରେ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୪୫ ଜଣ ପିଲା ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ୍। ଆକ୍ରାନ୍ତଙ୍କ ମଧ୍ୟରୁ ୧୪୧ କ୍ୱାରାଣ୍ଟାଇନ୍ରୁ ଚିହ୍ନଟ ହୋଇଥିବାବେଳେ ୧୦୧…
୫ ଜିଲାର ୧୫୮ ରୂପାନ୍ତରିତ ସ୍କୁଲ ଲୋକାର୍ପିତ
ଭୁବନେଶ୍ୱର,୧୯ା୧୧(ବ୍ୟୁରୋ)/ ବାରିପଦା (ଅଫିସ): ରାଜ୍ୟରେ ସ୍କୁଲ ରୂପାନ୍ତର ପର୍ବ ଜାରି ରହିଛି। ୫-ଟି ସ୍କୁଲ ରୂପାନ୍ତରଣ କାର୍ଯ୍ୟକ୍ରମର ଚତୁର୍ଥ ଦିବସରେ ଗୁରୁବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୫ ଜିଲାର ୧୫୮ ରୂପାନ୍ତରିତ ସ୍କୁଲକୁ ଲୋକାର୍ପିତ କରିଛନ୍ତି। ଏଥିରେ ମାଲକାନଗିରିର ୬ ସ୍କୁଲ,…
ଚାକିରି ଫେରି ପାଇବାକୁ ଅଧିଆ
ସୁନ୍ଦରଗଡ,୧୯ା୧୧(ଡି.ଏନ୍.ଏ.): ଚାକିରି ଫେରି ପାଇବା ପାଇଁ ଗୁରୁବାର ଜଣେ ଆଦିବାସୀ ମହିଳା ସୁନ୍ଦରଗଡ଼ ଜିଲାପାଳଙ୍କ ଅଫିସ ସମ୍ମୁଖ ବାରଣ୍ଡାରେ ମୁହଁମାଡି ଶୋଇ ଅଭିନବ ଢଙ୍ଗରେ ପ୍ରତିବାଦ କରିଛନ୍ତି ା ପରେ ଜିଲାପାଳ ନିଖିଲ ପଓ୍ବନ କଲ୍ୟାଣ ଆସି ତାଙ୍କୁ ତଳୁ ଉଠାଇ…
ନିଲମ୍ବନ ପରେ ଚାକିରିରୁ ବିଦା
ଭୁବନେଶ୍ୱର,୧୯ା୧୧(ବ୍ୟୁରୋ): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗିରଫ ହୋଇଥିବା ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ୍ ଓ୍ବେଲ୍ଫେୟାର କର୍ପୋରେଶନ (ଓପିଏଚ୍ଡବ୍ଲ୍ୟୁସି)ର ନିଲମ୍ବିତ ଡେପୁଟି ମ୍ୟାନେଜର ପ୍ରତାପ କୁମାର ସାମଲଙ୍କୁ ରାଜ୍ୟ ସରକାର ଗୁରୁବାର ବାଧ୍ୟତାମୂଳକ ଅବସର ଦେଇଛନ୍ତି। ଅପାରଗତା ଓ ଦୁର୍ନୀତି…
Archives


