ରାଜ୍ୟ

ଆସୁଛି କାଳ ବୈଶାଖୀ, ରବିବାର ଠୁ ବଡ଼ ବର୍ଷା!

ଭୁବନେଶ୍ୱର,୫।୪: ନିଆଁରେ ଫୁଟୁଛି ଭୁବନେଶ୍ୱର। ଆଜି ତତଲା ତାୱାରେ ଭାଜି ହୋଇଛନ୍ତି ରାଜଧାନୀବାସୀ। ଆଜି ପରି ଆସନ୍ତାକାଲି ଶନିବାର ମଧ୍ୟ ଗ୍ରୀଷ୍ମ ପ୍ରବାହ ଜାରି ରହିବ। ତେବେ ରବିବାରଠାରୁ ପାଗର ପରିବର୍ତ୍ତନ ହୋଇପାରେ। ରାଜ୍ୟର କେତେକ ଜିଲାରେ ବର୍ଷା ଓ...

ବନ୍ଦ ଘରୁ ମହିଳାଙ୍କ ମୃତଦେହ ମିଳିବା ଘଟଣାର ପର୍ଦ୍ଦାଫାଶ

ଭଦ୍ରକ,୫।୪(ସନାତନ ରାଉତ): ଭଦ୍ରକ ଟାଉନ ଥାନା ଅଧୀନ ଅପର୍ତିବିନ୍ଧା ନିଉକଲୋନୀରେ ଗତ ୩୦ ତାରିଖରେ ଏକ ଭଡ଼ାଘରୁ ଜଣେ ମହିଳାଙ୍କ ମୃତଦେହ ମିଳିଥିଲା। ମୃତ ମହିଳାଙ୍କ ସ୍ବାମୀଙ୍କ ଅଭିଯୋଗକ୍ରମେ ଟାଉନ ଥାନା ପୋଲିସ ଏକ ହତ୍ୟା ମାମଲା (ନଂ.୧୭୩/୨୪) ରୁଜୁ...

ମୋନିଦୀପା ସର୍ଖେଲଙ୍କୁ ନୂଆ ଦାୟିତ୍ୱ ଦେଲେ ନବୀନ

ଭୁବନେଶ୍ୱର,୫।୪: ମୋନିଦୀପା ସର୍ଖେଲଙ୍କୁ ମିଳିଲା ନୂଆ ଦାୟିତ୍ୱ। ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ତାଙ୍କୁ ତୁରନ୍ତ ପ୍ରଭାବ ସହ ବିଜୁ ଶ୍ରମିକ ସାମ୍ମୁଖ୍ୟର କାର୍ଯ୍ୟକାରୀ ସଭାପତି ଭାବେ ନିଯୁକ୍ତ କରିଛନ୍ତି। ତେବେ କିଛିଦିନ ତଳେ ମୋନିଦୀପା ବିଜେଡିରେ ସାମିଲ ହୋଇଥିଲେ।...

ଆସିଲା ବିଜେଡି ପ୍ରାର୍ଥୀ ତାଲିକା, ପ୍ରକାଶ-ପ୍ରଶାନ୍ତଙ୍କୁ ଟିକେଟ୍‌

କଟକ,୫।୪: ପୁଣି ପ୍ରାର୍ଥୀ ଘୋଷଣା କଲା ବିଜୁ ଜନତା ଦଳ (BJD) । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତୃତୀୟ ପର୍ଯ୍ୟାୟ ବିଧାନସଭା ପ୍ରାର୍ଥୀ ଘୋଷଣା କରିଛନ୍ତି । ୩ୟ ପର୍ଯ୍ୟାୟରେ ଆଉ କିଛି ପ୍ରାର୍ଥୀଙ୍କ ନାଁ ଘୋଷଣା କରିଛନ୍ତି ବିଜେଡି...

ପ୍ରକାଶ ଆର୍‌ କଟକର ନୂଆ ଡିସିପି

ଭୁବନେଶ୍ୱର,୫।୪: ରାଜ୍ୟରେ ସାଧାରଣ ନିର୍ବାଚନକୁ ଅବାଧ ଏବଂ ନିରପେକ୍ଷ କରିବା ଲାଗି ୮ ପ୍ରଶାସନିକ ଅଧିକାରୀଙ୍କୁ ନିର୍ବାଚନ ସଂକ୍ରାନ୍ତ କାର୍ଯ୍ୟରୁ ଦୂରେଇ ରହିବା ଲାଗି ବଦଳି ନିର୍ଦ୍ଦେଶ ଦେଇଥିଲେ। ସେମାନଙ୍କ ମଧ୍ୟରେ କେନ୍ଦ୍ରାଞ୍ଚଳ ରେଞ୍ଜ ପୋଲିସ ଆଇଜି ଆଶୀଷ କୁମାର...

କାଲି ବିଜେଡି ଛାଡ଼ିଥିଲେ, ଆଜି ଭାଜପାରେ ମିଶିଲେ

ଭୁବନେଶ୍ୱର,୫।୪: ବିଜେଡିରୁ ଇସ୍ତଫା ଦେଇଥିବା ଆଠମଲ୍ଲିକ ବିଧାୟକ ରମେଶ ସାଏ ଶୁକ୍ରବାର ଭାଜପାରେ ସାମିଲ ହୋଇଛନ୍ତି। କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଉପସ୍ଥିତିରେ ସେ ପଦ୍ମ ଧରିଛନ୍ତି। ତେବେ ବ୍ୟକ୍ତିଗତ କାରଣରୁ ରମେଶ ବିଜେଡିର ପ୍ରାଥମିକ ସଦସ୍ୟ ପଦ ଛାଡ଼ିଥିବା କହିଥିଲେ...

ଭାଜପା ଛାଡିଲେ ବରିଷ୍ଠ କୁଡୁମୀ ନେତା ଛଟେଲାଲ ମହାନ୍ତ

ଭୁବନେଶ୍ୱର,୫।୪; ଭାଜପା ଛାଡିଲେ ବରିଷ୍ଠ ନେତା ଛଟେଲାଲ ମହାନ୍ତି। ସେ ଆଜି ଭାଜପାର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି । ନିଜର ଇସ୍ତଫାପତ୍ର ସେ ଭାଜପା ରାଜ୍ୟ ସଭାପତିଙ୍କ ପାଖକୁ ପଠାଇ ଦେଇଛନ୍ତି। ଛଟେଲାଲ ମହାନ୍ତ ହେଉଛନ୍ତି ମୟୂରଭଞ୍ଜ...

ତୃତୀୟ ପର୍ଯ୍ୟାୟ ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କଲା ବିଜେଡି: ଜାଣନ୍ତୁ କେଉଁଠୁ କିଏ ପାଇଲେ ଟିକେଟ୍‌?

ଭୁବନେଶ୍ୱର,୫।୪: ଆଗାମୀ ନିର୍ବାଚନ ପାଇଁ ବିଜେଡି ପକ୍ଷରୁ ତୃତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି। ଶୁକ୍ରବାର ଆଉ ୯ ବିଧାନସଭା ଆସନ ଲାଗି ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ପ୍ରାର୍ଥୀ ଘୋଷଣା କରିଛନ୍ତି। କେଉଁଠୁ କାହାକୁ ମିଳିଲା ଟିକେଟ:...

ଭାଜପା ଛାଡ଼ିଲେ ରବି ନାରାୟଣ ପାଣି

ଭୁବନେଶ୍ୱର,୫।୪: ଭାଜପା ଛାଡ଼ିଲେ ପୂର୍ବତନ ଏମ୍‌ପି, ପାଲଲହଡ଼ାର ପୂର୍ବତନ ବିଧାୟକ ରବି ନାରାୟଣ ପାଣି। ରାଜ୍ୟ ଭାଜପା ସଭାପତି ମନମୋହନ ସାମଲଙ୍କ ନିକଟକୁ ସେ ନିଜର ଇସ୍ତଫାପତ୍ର ପଠାଇଛନ୍ତି। ବର୍ତ୍ତମାନର ରାଜନୀତିରେ ନୀତି ଆଦର୍ଶର ଆଉ ସ୍ଥାନ ନାହିଁ। କ୍ଷମତା...

ଅରିନ୍ଦମ ହେଲେ କଟକ ଜିଲାପାଳ, ଜଗତସିଂହପୁର ପାଇଁ…

କଟକ/ଜଗତସିଂହପୁର,୫ା୪: ଶୁକ୍ରବାର କଟକର ନୂଆ ଜିଲାପାଳ ନିଯୁକ୍ତ ହୋଇଛନ୍ତି। ଆଏଏସ୍‌ ଅରିନ୍ଦମ ଡାକୁଆ କଟକର ନୂଆ ଜିଲାପାଳ ଭାବେ ନିଯୁକ୍ତ ହୋଇଛନ୍ତି। ସେହିପରି ଜଗତସିଂହପୁର ପାଇଁ ମଧ୍ୟ ନୂଆ ଜିଲାପାଳ ଭାବେ ଆଇଏସ୍‌ ଅନୁପମ ଶାହା ନିଯୁକ୍ତ ହୋଇଛନ୍ତି। ପୂର୍ବରୁ...

ଅଚାନକ କୋଟିଆ ଗସ୍ତ କଲେ ମୁଖ୍ୟ ଶାସନ ସଚିବ

ପଟାଙ୍ଗି,୫ା୪(ଶରତ ଧଳ): ମାସକ ପରେ ବିଧାନସଭା ଏବଂ ଲୋକ ସଭା ନିର୍ବାଚନ ହେବାକୁ ଥିବା ବେଳେ ଏହିପରି ସ୍ଥିତିରେ ରାଜ୍ୟ ମୁଖ୍ୟ ଶାସନ ସଚିବଙ୍କ ସହ ଅନ୍ୟ ବିଭାଗର ସଚିବ ସୀମାନ୍ତ ଅଞ୍ଚଳକୁ ଗସ୍ତରେ ଆସି ଫେରିଯିବା ଦୃଶ୍ୟ ରାଜନୈତିକ...

ବାପାଙ୍କ ଆଖି ସାମ୍ନାରେ ୯ ମାସର ଶିଶୁକନ୍ୟାକୁ ଧରି ନଦୀକୁ ଡେଇଁଲେ ମା’

ଆଳି,୫ା୪(ବନମାଳୀ ସେନାପତି): ସ୍ବାମୀଙ୍କ ସାମ୍ନାରେ ୯ ମାସର ଶିଶୁକନ୍ୟାକୁ ଧରି ଖରସ୍ରୋତା ନଦୀକୁ ଶୁକ୍ରବାର ଡେଇଁଛନ୍ତି ଜଣେ ମା’। ଏଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି କେନ୍ଦ୍ରାପଡ଼ା ଜିଲା ଆଳି ଅଞ୍ଚଳରେ। ଆଳି ଓ ରାଜକନିକାକୁ ସଂଯୋଗ କରୁଥିବା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri