ଓପିଏସସି କାର୍ଯ୍ୟାଳୟ ଆଗରେ ଡିଗ୍ରିଧାରୀ ଡାକ୍ତରୀ ଛାତ୍ରୀଛାତ୍ରଙ୍କ ଧାରଣା
କଟକ,୬।୪(ଶିଳ୍ପା ପ୍ରିୟଦର୍ଶିନୀ): କଟକ ଓପିଏସ୍ସି କାର୍ଯ୍ୟାଳୟ ସମ୍ମୁଖରେ ଡିଗ୍ରିଧାରୀ ଡାକ୍ତରୀ ଛାତ୍ରୀଛାତ୍ର ପ୍ରତିବାଦ କରିଛନ୍ତି। ନିଯୁକ୍ତି ପାଇ ନ ଥିବା ଶତାଧିକ ଏମ୍ବିବିଏସ୍ ଡାକ୍ତର ବିକ୍ଷୋଭ ପ୍ରଦର୍ଶନ କରି ଗତବର୍ଷ ମେ’ ମାସରେ ଓପିଏସସି ଦ୍ୱାରା ୫୨୮୪ ପଦବୀ ଆହ୍ୱାନ କରାଯାଇଥିବା…
ପୁଣି ସରଣ୍ଡାରେ ବିସ୍ଫୋରଣ: କୋବ୍ରା ୨୦୫ ବାଟାଲିୟନର ଯବାନ ଆହତ
ବଣାଇଁ,୬।୪(ପ୍ରଦୀପ ତ୍ରିପାଠୀ): ଓଡ଼ିଶା-ଝାଡଖଣ୍ଡ ସୀମା ସଂଲଗ୍ନ ସରଣ୍ଡା ଜଙ୍ଗଲରେ ସୋମବାର ପୁଣି ବିସ୍ଫୋରଣର ଖବର ସାମ୍ନାକୁ ଆସିଛି। ଯାହା ସୁରକ୍ଷା ବ୍ୟବସ୍ଥା ଏବଂ ନକ୍ସଲ କାର୍ଯ୍ୟକଳାପକୁ ନେଇ ନୂଆ ପ୍ରଶ୍ନ ଉଠାଇଛି। ୬ ଏପ୍ରିଲର ସକାଳେ ବାଲିବା ଗାଁ ନିକଟସ୍ଥ ଚଡ୍ରା…
ରାଜ୍ୟ ସଭାରେ ଶପଥ ନେଲେ ଓଡ଼ିଶାର ନବ ନିର୍ବାଚିତ ଏମପି, ଓଡ଼ିଆରେ କହିଲେ ମୁଁ….
ଭୁବନେଶ୍ବର,୬ା୪: ରାଜ୍ୟ ସଭାରେ ସୋମବାର ଓଡ଼ିଶାର ନବ ନିର୍ବାଚିତ ଏମପି ଶପଥ ନେଇଛନ୍ତି । ଓଡ଼ିଶାରୁ ୩ ଏମପି ମନମୋହନ ସାମଲ, ସନ୍ତୃପ୍ତ ମିଶ୍ର ଓ ଦିଲ୍ଲୀପ କୁମାର ରାୟ ନେଇଛନ୍ତି । ହେଲେ ସୁଜିତ କୁମାର ଶପଥ ନେଇନାହାନ୍ତି ।…
କଲେଜରୁ ଫେରୁଥବା ବେଳେ ଯୁବତୀଙ୍କୁ ଅପହରଣ: କାର ଭିତରକୁ ନେଇ..
ପାଟକୁରା,୬।୪(ରବୀନ୍ଦ୍ର ନାଥ ବାରିକ): କେନ୍ଦ୍ରାପଡ଼ା ଜିଲା ଗରଦପୁର ବ୍ଳକ ଅଧୀନ କୁଳତୁଠୀ ଅରକ୍ଷିତ ଦାସଙ୍କ ମନ୍ଦିର ନିକଟ ନଦୀ ବନ୍ଧଗଡା ନିକଟର ଜଣେ ଯୁବତୀଙ୍କୁ ଅପହରଣ କରାଯାଇଛି। ପୂର୍ବାହ୍ନ ସମୟରେ ସ୍ଥାନୀୟ କଲେଜରୁ ପାଠ ପଢି ଦୁଇ ଯୁବତୀ ଫେରୁଥିବା ବେଳେ…
ସରକାରଙ୍କ ବଡ଼ ପଦକ୍ଷେପ: ଓଡ଼ିଶାରେ ପଶିପାରିବ ନାହିଁ ବାହାର ରାଜ୍ୟର ପୁରୁଣା ଗାଡ଼ି
କଟକ,୨।୪(କାର୍ତ୍ତିକ ସାହୁ): ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନାଙ୍କ ନିର୍ଦ୍ଦେଶ କ୍ରମେ ରାଜ୍ୟର ପରିବହନ ବ୍ୟବସ୍ଥାକୁ ଉନ୍ନତ ଏବଂ ଯାତ୍ରୀମାନଙ୍କ ନିରାପତ୍ତାକୁ ସୁଦୃଢ଼ କରିବା ଉଦ୍ଦେଶ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଗ୍ରହଣ କରାଯାଇଛି। ୧୯ ଜୁଲାଇ ୨୦୨୩ରେ ରାଜ୍ୟ…
ବସ ଡ୍ରାଇଭର-ଫଳ ଦୋକାନୀ ମଧ୍ୟରେ ଗଣ୍ଡଗୋଳ, ରାସ୍ତାରେ ବସ ରଖି ଡ୍ରାଇଭର ଗଲେ ମେଡିକାଲ
ଭଦ୍ରକ,୬ା୪(ସନାତନ ରାଉତ): ଭଦ୍ରକ ଆରଡ଼ି ଛକ ନିକଟରେ ଜାତୀୟ ରାଜପଥ ସର୍ଭିସ ରୋଡରେ ଅଭାବନୀୟ ଘଟଣା । ବସ ଡ୍ରାଇଭର ଓ ଫଳ ଦୋକାନୀ ମଧ୍ୟରେ ଗଣ୍ଡଗୋଳ ଯୋଗୁଁ ହାତାହାତି ଭଳି ପରିସ୍ଥିତି ଉପୁଜିଛି । ପ୍ରଥମେ ଯୁକ୍ତିତର୍କ ଏବଂ ପରେ…
ପୁଅ ବିବାହ ଭୋଜି ଦିନ ଆତ୍ମହତ୍ୟା କରିଦେଲେ ବାପା
ଲୋଇସିଂହା,୬।୪(ସୁଶାନ୍ତ ବାରିକ): ଶନିବାର ଥିଲା ପୁଅ ବାହାଘର। ବାହାଘର ଯଥାରୀତି ସମ୍ପନ୍ନ ହେଲା। ଭୋର ସମୟରେ ବନ୍ଦାପନା କରି ନବବଧୂଙ୍କୁ ଶାଶୁଘରେ ସ୍ବାଗତ କରାଯାଇଥିଲା। ହେଲେ ପୁଅର ରିସେପଶନ ଦିନ ବାପା ଆତ୍ମହତ୍ୟା କରିବା ଭଳି ଅଭାବନୀୟ ଘଟଣା ରବିବାର ବଲାଙ୍ଗୀର…
ଟ୍ରିବ୍ୟୁନାଲ ରାୟ ପରେ ବଂଶଧାରା ନଦୀରେ ବନ୍ଧ ନିର୍ମାଣ ପାଇଁ ପ୍ରଧାନମନ୍ତ୍ରୀ, ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦାବିପତ୍ର
ଗୁଣପୁର,୬।୪(ସୁଜାତା ପାଢ଼ୀ): ରାୟଗଡ଼ା ଜଲା ଅନ୍ତର୍ଗତ ଚିରସ୍ରୋତା ପୁଣ୍ୟତୋୟା ବଂଶଧାରା ନଦୀ ଉପର ମୁଣ୍ଡରେ ଜଳ ଆନିକଟ ପ୍ରକଳ୍ପ ନିର୍ମାଣ କରିବା ସମ୍ପର୍କରେ ଦାବି ଉଠିଛି ।ଏ ନେଇ ଏକ ଦାବିପତ୍ର ବଂଶଧାରା ସୁରକ୍ଷା ସମିତି ପକ୍ଷରୁ ପ୍ରଧାନମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀଙ୍କ…
ଭିନ୍ନକ୍ଷମ ନାବାଳିକାଙ୍କୁ ବଳାତ୍କାର, ଗର୍ଭବତୀ ଜଣାପଡିବା ପରେ ଧାର୍ମିକସ୍ଥଳୀ ଭଙ୍ଗାରୁଜା
ଆନନ୍ଦପୁର,୬ା୪(ସୁଶାନ୍ତ କୁମାର ସାହୁ ): ଭିନ୍ନକ୍ଷମ ନାବାଳିକାଙ୍କୁ ୪ମାସ ତଳେ ବଳାତ୍କାର କରି ଫେରାର ହୋଇଯାଇଛି ଗାଁର ଜଣେ ସଂଖ୍ଯାଲଘୁ ସମ୍ପ୍ରଦାର ଯୁବକ । ଘଟଣା ପ୍ରଘଟ ହେବାପରେ ସୋମବାର ଗ୍ରାମବାସୀଙ୍କ ମଧ୍ଯରେ ଉତ୍ତେଜନା ପ୍ରକାଶ ପାଇଛି । ଉତ୍ଯକ୍ତ ଗ୍ରାମବାସୀ…
ଐତିହାସିକ ଗୋପାଳ ବନ୍ଧ ସୌନ୍ଦର୍ଯ୍ୟକରଣ ଲାଗି ଅଣ୍ଟା ଭିଡିଲେ ନିର୍ବାହୀ ଅଧିକାରୀ: ଜବରଦଖଲକାରୀଙ୍କୁ କଡ଼ା ଚେତାବନୀ
ପୁରୁଷୋତ୍ତମପୁର,୬।୪(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହର ମଧ୍ୟରେ ପରିତ୍ୟକ୍ତ ଅବସ୍ଥାରେ ରହିଥିବା ଐତିହାସିକ ଗୋପାଳ ବନ୍ଧକୁ ନେଇ ଦୀର୍ଘଦିନ ହେଲା ସବୁବର୍ଗରୁ ଅସନ୍ତୋଷ ଲାଗିରହିଥିଲା। ତେବେ ଏହାର ସୌନ୍ଦର୍ଯ୍ୟକରଣ ଲାଗି ଅଣ୍ଟା ଭିଡିଛନ୍ତି ନିର୍ବାହୀ ଅଧିକାରୀ ସଙ୍ଗୀତା ସେଠୀ ସୋମବାର…
ମା’ ଭଦ୍ରକାଳୀଙ୍କ ପୀଠରୁ ଚୋରି, ହୁଣ୍ଡି ବାକ୍ସ ଭାଙ୍ଗି ଦୁର୍ବୃତ୍ତ…
ଭଦ୍ରକ,୬ା୪(ସନାତନ ରାଉତ): ଭଦ୍ରକର ଅଧିଷ୍ଠାତ୍ରୀ ଦେବୀ ମା’ ଭଦ୍ରକାଳୀଙ୍କ ପୀଠରେ ରବିବାର ବିଳମ୍ବିତ ରାତିରେ ଚୋରି ହୋଇଥିବାର ଅଭିଯୋଗ ହୋଇଛି। ଭୋର୍ ସମୟରେ ମା’ଙ୍କ ପୂଜା ପୂଜା କରିବାକୁ ଆସିଥିବା ସମୟରେ ମନ୍ଦିର ଭିତରେ ହୁଣ୍ଡି ବାକ୍ସ ଭଙ୍ଗା ହେବାର ଦେଖିବା…
ବେପରୁଆ ଗାଡ଼ି ଚାଳନା, ଢାବା ଉପରକୁ କାର୍ ମାଡ଼ିଯିବାରୁ ୨ମୃତ
କୁଆଁରମୁଣ୍ଡା,୬ା୪(ମହେନ୍ଦ୍ର କୁମାର ସାହୁ): ରବିବାର ବିଳମ୍ବିତ ରାତିରେ ୧୪୩ ନମ୍ବର ଜାତୀୟ ରାଜପଥର କୁଆଁରମୁଣ୍ଡା ଫାଣ୍ଡି ଅନ୍ତର୍ଗତ ଯମୁନାନାକି ନିକଟରେ ମର୍ମନ୍ତୁଦ ଦୁର୍ଘଟଣା । ଢାବା ଭିତରକୁ ମାଡିଗଲା କାର୍ । କାରଟି ଭାରସାମ୍ୟ ହରାଇ ଦୁର୍ଘଟଣା ହୋଇଥିବା ଜଣାପଡିଛି ।…

