ରାଜ୍ୟ

ସ୍ମାର୍ଟ ହେଲ୍‌ଥ କାର୍ଡରେ ଯୋଡ଼ିହେଲା କେନ୍ଦୁଝର

ଭୁବନେଶ୍ୱର(ବ୍ୟୁରୋ)/କେନ୍ଦୁଝର (ସ୍ବ.ପ୍ର./ଡି.ଏନ୍‌.ଏ.), ୧୮।୧୧: ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ଅନ୍ତର୍ଗତ ସ୍ମାର୍ଟ ହେଲ୍‌ଥ କାର୍ଡ ସ୍କିମ୍‌ରେ ଆଦିବାସୀ ଅଧ୍ୟୁଷିତ କେନ୍ଦୁଝର ଯୋଡ଼ିହୋଇଛି। କେନ୍ଦୁଝର ଜିଲା ସଂସ୍କୃତି ଭବନଠାରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଗୁରୁବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍‌ଫରେନ୍ସ ମାଧ୍ୟମରେ…

ଅଧିକାରୀଙ୍କୁ ଅଧିଗ୍ରହଣ ବୋଝ

ହର୍ଷବର୍ଦ୍ଧନ ବେହେରା ଯାଜପୁର ଅଫିସ,୧୮ା୧୧:ଯାଜପୁର, ସୁନ୍ଦରଗଡ଼, ଦେବଗଡ଼, ଅନୁଗୋଳ, କଟକ ଓ ଢେଙ୍କାନାଳ ଜିଲା ଦେଇ ଯାଇଥିବା ୩ ରେଳ ପ୍ରକଳ୍ପର ଦୋହରୀକରଣ ଓ ସମ୍ପ୍ରସାରଣ ପାଇଁ ଜମି ମିଳୁନି। ଜମି ଅଧିଗ୍ରହଣ ପ୍ରକ୍ରିୟାରେ ଗତ ୧୨ ରୁ ୧୫ ବର୍ଷ…

ଛତିଶଗଡ଼ର ୧୭୧ ସ୍କୁଲରେ ସ୍ଥାନ ପାଇବ ଡ.ଓସାମାଙ୍କ ପ୍ରକଳ୍ପ

ରଘୁନାଥପୁର,୧୯ା୧୧(ଡି.ଏନ୍‌.ଏ.): ଛତିଶଗଡ଼ ରାୟପୁରଠାରେ ଜବାହରଲାଲ ନେହେରୁ ଅନ୍ତର୍ଜାତୀୟ ଶିକ୍ଷା ସମ୍ମିଳନୀ (ଭିଜନ ୨୦୩୦) ନଭେମ୍ବର ୧୪ରେ ଅନୁଷ୍ଠିତ ହୋଇଯାଇଛି। ଓଡିଶାରୁ ଏକମାତ୍ର ଶିକ୍ଷକ ଭାବେ ଏହି ସମ୍ମିଳନୀରେ କଟକ ଜିଲା ନିଶ୍ଚିନ୍ତକୋଇଲି ବ୍ଲକ ଉତ୍ତରକୂଳ ପଞ୍ଚାୟତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ,…

ନିଶା କବଳରେ ଶୈଶବ: ରାଜ୍ୟପାଳ

ଭୁବନେଶ୍ୱର,୧୯ା୧୧(ବ୍ୟୁରୋ): ଭୁବନେଶ୍ୱରସ୍ଥିତ ବିଜୁପଟ୍ଟନାୟକ ପୋଲିସ ଏକାଡେମୀରେ ଗୁରୁବାର ଦୀକ୍ଷାନ୍ତ ସମାରୋହ ଅନୁଷ୍ଠିତ ହୋଇଛି। ଏହି କାର୍ଯ୍ୟକ୍ରମରେ ‘ପାସିଂ ଆଉଟ୍‌ ପରେଡ୍‌’ ଆୟୋଜନ କରାଯାଇଥିଲା। ଏଥିରେ ପଞ୍ଚମ ବ୍ୟାଚ୍‌ର ୭ଜଣ ଡିଏସ୍‌ପି ଏବଂ ୧୦ମ ବ୍ୟାଚରେ ଉତ୍ତୀର୍ଣ୍ଣ ହୋଇଥିବା ୧୯୧ଜଣ ସବ୍‌ଇନ୍ସପେକ୍ଟର ଭାଗ…

ଲକ୍ଷ୍ମୀନୃସିଂହ ବେଶରେ ମହାପ୍ରଭୁ

ପୁରୀ ଅଫିସ, ୧୯ା୧୧: ପଞ୍ଚକର ଚତୁର୍ଥ ଦିବସ ଅର୍ଥାତ୍‌ କାର୍ତ୍ତିକ ମାସ ଶୁକ୍ଳପକ୍ଷ ବୈକୁଣ୍ଠ ଚତୁର୍ଦ୍ଦଶୀ ତିଥିରେ ଗୁରୁବାର ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଲକ୍ଷ୍ମୀନୃସିଂହ ବେଶ (ଡାଳିକିଆ ବେଶ) ଅନୁଷ୍ଠିତ ହୋଇଯାଇଛି। ଶ୍ରଦ୍ଧାଳୁମାନେ ଏହି ବେଶ ଦର୍ଶନ କରି କୃତାର୍ଥ ହୋଇଛନ୍ତି। ପରମ୍ପରା…

ବାର୍‌ହା ଉପଦ୍ରବ ସୀମାପାର

ରାସୋଳ, ୧୯ ।୧୧(ଡି.ଏନ୍‌.ଏ.) ବିହନ ବୁଣିବା ସମୟରେ ବର୍ଷା ହେଲାନି। ଧାନ ତଳି ଉଠିବାଠାରୁ ରୋଇବା ଯାଏ ପାଣି ପାଇଁ ସଂଘର୍ଷ କଲେ ଚାଷୀ। ବଡ଼ କଷ୍ଟରେ ଫସଲ ବଞ୍ଚାଇ ରଖିଥିବାବେଳେ ଏବେ ପାଚି ଆସିଲାଣି ଧାନ। ହେଲେ ଫସଲ ଅମଳ…

ଡଙ୍ଗାରେ ବୁଲି ମୁହାଁଣ ଦେଖିଲେ କେନ୍ଦ୍ର ମନ୍ତ୍ରୀ

କଣାସ,,୧୯ା୧୧(ସ୍ବ.ପ୍ର.): ପୁରୀ ଜିଲା ପ୍ରତିବର୍ଷ ବନ୍ୟା, ବାତ୍ୟା ଭଳି ବିପର୍ଯ୍ୟୟର ସମ୍ମୁଖୀନ ହେଉଛି। ଏହି ବିପର୍ଯ୍ୟୟ ଦ୍ୱାରା ବିଶେଷ ଭାବେ କଣାସ ବ୍ଲକ ଅଞ୍ଚଳ ଅଧିକ ଖାଲୁଆ ଅଞ୍ଚଳ ହୋଇଥିବାରୁ ଚାଷ ସହ ଧନଜୀବନ କ୍ଷତି ହେଉଛି। ଏହି ବିପର୍ଯ୍ୟୟର ସ୍ଥାୟୀ…

ସୌନ୍ଦର୍ଯ୍ୟ ଦେଖିବେ ସହରବାସୀ

ଅନୁଗୋଳ ଅଫିସ, ୧୯ ।୧୧ ସୁନ୍ଦର ଦିଶିବ ଅନୁଗୋଳ ସହର। ବହୁ କୋଟି ଟଙ୍କା ବ୍ୟୟରେ ଏଥିପାଇଁ ପ୍ରସ୍ତୁତ କରାଯାଇଛି ଭିତ୍ତିଭୂମି। ମାସ ମାସ ଧରି ବିଭିନ୍ନ ସ୍ଥାନରେ ଚାଲିଛି ନିର୍ମାଣ କାର୍ଯ୍ୟ। ଆଉ ମାତ୍ର ଦିନକ ପରେ ଅର୍ଥାତ୍‌ ୨୦…

ଧାନ କିଣିବାକୁ ଇଣ୍ଟରାକ୍ଟିଭ ଭଏସ୍‌ ରେସ୍‌ପନ୍ସ ସିଷ୍ଟମ

ଭୁବନେଶ୍ୱର,୧୯।୧୧(ବ୍ୟୁରୋ):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପ୍ରବର୍ତ୍ତିତ ୫-ଟି ଆଧାରରେ ରାଜ୍ୟର ପଞ୍ଜୀକୃତ ଚାଷୀଙ୍କଠାରୁ ଧାନ କିଣାକୁ ଅଧିକ ଲୋକାଭିମୁଖୀ ଓ ସ୍ବଚ୍ଛ କରିବା ଉଦ୍ଦେଶ୍ୟରେ ଇଣ୍ଟରାକ୍ଟିଭ୍‌ ଭଏସ୍‌ ରେସ୍‌ପନ୍ସ ସିଷ୍ଟମ(ଆଇଭିଆର୍‌ଏସ୍‌)ର ପ୍ରଚଳନ କରାଯାଇଛି। ଏହାଦ୍ୱାରା ଚାଷୀମାନେ ସେମାନଙ୍କ ପଞ୍ଜୀକୃତ ମୋବାଇଲ ନମ୍ବର ମାଧ୍ୟମରେ…

କାର୍ତ୍ତିକ ପୂର୍ଣ୍ଣିମାରେ ଚନ୍ଦ୍ରଗ୍ରହଣ

ଭୁବନେଶ୍ୱର,୧୮।୧୧ (ବ୍ୟୁରୋ): ଶତାବ୍ଦୀର ଦୀର୍ଘତମ ଆଶିଂକ ଚନ୍ଦ୍ର ଗ୍ରହଣ ଶୁକ୍ରବାର ସଂଗଠିତ ହେବ। ଭାରତୀୟ ସମୟ ସକାଳ ୧୧ଟା ୩୨ରେ ଚନ୍ଦ୍ର ଉପଛାୟାରେ ପ୍ରବେଶ କରିବା ସହିତ ଗ୍ରହଣ ଆରମ୍ଭ ହେବ। ପରେ ମଧ୍ୟାହ୍ନ ୧୨ଟା ୪୮ରେ ଚନ୍ଦ୍ର ଛାୟାରେ ପ୍ରବେଶ…

ଡିଲ୍‌ ବେଳେ ଧରାପଡ଼ିଲେ

ବାଲିଗୁଡା/ଭୁବନେଶ୍ୱର,୧୭ା୧୧(ବ୍ୟୁରୋ): କନ୍ଧମାଳ ଜିଲା ବାଲିଗୁଡା ଥାନା ଅଞ୍ଚଳରୁ କ୍ରାଇମବ୍ରାଞ୍ଚର ସ୍ପେଶାଲ ଟାସ୍କ ଫୋର୍ସ(ଏସ୍‌ଟିଏଫ୍‌) ୧୧ କେଜି ଓଜନର ଏକ ଜୀବନ୍ତ ବଜ୍ରକାପ୍ତା ଉଦ୍ଧାର କରିଛି। ଏସ୍‌ଟିଏଫ୍‌ ଘଟଣାରେ ସମ୍ପୃକ୍ତ ୨ ଚାଲାଣକାରୀଙ୍କୁ ଗିରଫ କରିଛି। ସେମାନେ ହେଲେ କନ୍ଧମାଳ ଜିଲା ବାଲିଗୁଡା…

ଯୌନ କେଳେଙ୍କାରୀଙ୍କୁ ଆଜୀବନ କାରାଦଣ୍ଡ

ଭଦ୍ରକ ଅଫିସ,୧୮।୧୧: ନାବାଳିକା ଯୌନ ନିର୍ଯାତନା ମାମଲାର ବିଚାର କରି ଗୁରୁବାର ଭଦ୍ରକ ଅତିରିକ୍ତ ଜିଲା ତଥା ଦୌରାଜଜ୍‌ ପ୍ରଣତି ଶାହା ଖଇରା ଥାନା ଘୁଷୁରିଗଡିଆ ଗ୍ରାମର ମାନସ ଜେନା(୩୮)ଙ୍କୁ ଆଜୀବନ ଦଣ୍ଡାଦେଶ ଶୁଣାଇଛନ୍ତି। ଏତଦ୍‌ବ୍ୟତୀତ ୨୦ ହଜାର ଟଙ୍କା ଜରିମାନା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri