ରାଜ୍ୟ

କରୋନା ଆକ୍ରାନ୍ତ ହୋଇ ବାହାରେ ବୁଲୁଛନ୍ତି ବିଧାୟକ ସୁର ରାଉତରାୟ

ଭୁବନେଶ୍ୱର, ୧୮।୧୧(ବ୍ୟୁରୋ): କରୋନା ସଂକ୍ରମିତ ହୋଇ ବି ବାହାରେ ବୁଲୁଛନ୍ତି ଜଟଣୀ ବିଧାୟକ ସୁର ରାଉତରାୟ। ବୁଧବାର ସେ କୋଭିଡ ପଜିଟିଭ୍‌ ଥିବା ଜଣାପଡ଼ିଥିଲା। ହେଲେ ଗୁରୁବାର ତାଙ୍କୁ ଜୟଦେବ ଭବନ ନିକଟ ଚା’ ଖଟିରେ ଦେଖିବାକୁ ମିଳିଛି। ନୀଳ ପଞ୍ଜାବୀ…

ମମିତା ମୃତ୍ୟୁ ମାମଲା: ଷ୍ଟାଟସ୍‌ ରିପୋର୍ଟ ମାଗିଲେ ହାଇକୋର୍ଟ

କଟକ ଅଫିସ,୧୮ା୧୧: ଶିକ୍ଷୟିତ୍ରୀ ମମିତା ମେହେର ହତ୍ୟାକାଣ୍ଡ ମାମଲାରେ ତଦନ୍ତ ନେଇ ସରକାରଙ୍କୁ ଷ୍ଟାଟସ ରିପୋର୍ଟ ମାଗିଛନ୍ତି ହାଇକୋର୍ଟ। ତଦନ୍ତ କେତେ ଦୂର ଆଗେଇଛି ସେନେଇ ଏହି ରିପୋର୍ଟ ମାଗିଛନ୍ତି କୋର୍ଟ। ଆସନ୍ତା ୩ ତାରିଖରେ ମାମଲାର ପରବର୍ତ୍ତୀ ଶୁଣାଣି ପାଇଁ…

ପ୍ରତାପ ସାମଲଙ୍କୁ ବାଧ୍ୟତାମୂଳକ ଅବସର

ଭୁବନେଶ୍ୱର, ୧୮।୧୧(ବ୍ୟୁରୋ): କୋଟପତି ସରକାରୀ ବାବୁ ପ୍ରତାପ ସାମଲଙ୍କୁ ବାଧ୍ୟତାମୂଳକ ଅବସର ଦେଇଛନ୍ତି ରାଜ୍ୟ ସରକାର। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଓଏସ୍‌ପିଏଚ୍‌ ଆଣ୍ଡ ଡବ୍ଲ୍ୟୁସିର ପୂର୍ବତନ ଡେପୁଟି ମ୍ୟାନେଜର ପ୍ରତାପଙ୍କୁ ଭିଜିଲାନ୍ସ ଗିରଫ କରିଥିଲା। ବ୍ୟାପକ ଦୁର୍ନୀତି ଅଭିଯୋଗରେ…

ଷ୍ଟେଟ୍‌ବ୍ୟାଙ୍କରେ ଅଗ୍ନିକାଣ୍ଡ, ମ୍ୟାନେଜର ଆହତ

ସାକ୍ଷୀଗୋପାଳ,୧୮।୧୧(ଡି.ଏନ୍‌.ଏ.): ସାକ୍ଷୀଗୋପାଳ ଷ୍ଟେଟ ବ୍ୟାଙ୍କରେ ଗୁରୁବାର ଅଗ୍ନିକାଣ୍ଡ ଘଟିଛି। ବ୍ୟାଙ୍କର ଉପର ମହଲାରେ ଥିବା ରୋଷେଇ ଘରେ ବ୍ୟବହୃତ ଗ୍ୟାସ୍‌ ଲିକ୍‌ ହେବା ଯୋଗୁ ନିଆଁ ଲାଗିଯାଇଥିଲା। ପରେ ଏହି ନିଆଁ ବ୍ୟାଙ୍କର ସମସ୍ତ ରୁମ୍‌କୁ ବ୍ୟାପି ଯାଇଥିଲା। କର୍ମଚାରୀମାନେ ଭୟଭୀତ…

ରାଜ୍ୟରେ ଆଉ ୩ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର,୧୮।୧୧(ବ୍ୟୁରୋ): ରାଜ୍ୟରେ ଗୁରୁବାର କରୋନା ଆଉ ୩ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ୍‌ ମୃତ୍ୟୁ ସଂଖ୍ୟା ୮ ହଜାର ୩୮୬ କୁ ବୃଦ୍ଧି ପାଇଛି। ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା, ପୁରୀ ଓ ସୁନ୍ଦରଗଡରୁ ଜଣେ ଲେଖାଏ ଆକ୍ରାନ୍ତଙ୍କର ମୃତ୍ୟୁ…

ଅପହଞ୍ଚ ଗ୍ରାମରେ ପହଞ୍ଚିବ ୪-ଜି ସେବା

ନୂଆଦିଲ୍ଲୀ,୧୮।୧୧: ଦେଶ ମଧ୍ୟରେ ଟେଲିକମ୍‌ ସେବା ଦ୍ରୁତଗତିରେ ଅଗ୍ରଗତି କରୁଛି। ଏବେ ମଧ୍ୟ ଅନେକ ସ୍ଥାନ ରହିଛି ଯେଉଁଠାରେ ଏହି ସେବାଠାରୁ ଲୋକ ବହୁ ଦୂରରେ ରହିଛନ୍ତି। ଉକ୍ତ ସ୍ଥାନଗୁଡ଼ିକୁ ସେବା ଯୋଗାଣ ଲକ୍ଷ୍ୟରେ କେନ୍ଦ୍ର ସରକାର ବିଭିନ୍ନ ପଦକ୍ଷେପ ଗ୍ରହଣ…

ଆଜି କେନ୍ଦୁଝରରେ ବିଜୁ ସ୍ମାର୍ଟ ହେଲ୍‌ଥ କାର୍ଡର ଶୁଭାରମ୍ଭ

ଭୁବନେଶ୍ବର,୧୮।୧୧(ବ୍ୟୁରୋ): ସ୍ବାସ୍ଥ୍ୟ କ୍ଷେତ୍ରକୁ ସୃଦୁଢ କରିବାକୁ ରାଜ୍ୟ ସରକାର ରାଜ୍ୟରେ ସ୍ମାର୍ଟ ହେଲ୍‌ଥ କାର୍ଡର ଶୁଭାରମ୍ଭ କରିଛନ୍ତି। ଅନେକ ଜିଲାରେ ଲୋକଙ୍କୁ ସ୍ମାର୍ଟ ହେଲଥ୍‌ କାର୍ଡ ବିତରଣ ଜାରି ରହିଛି। ତେବେ ଗୁରୁବାର କେନ୍ଦୁଝରରେ ଭର୍ଚୁଆଲ ମାଧ୍ୟମରେ ବିଜୁ ସ୍ମାର୍ଟ ହେଲଥ୍‌…

ରାଜ୍ୟରେ ୨୨୯ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୧୮।୧୧(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ୨୨୯ ମଧ୍ୟରେ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨୯ ଜଣ ପିଲା ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ୍‌। ଆକ୍ରାନ୍ତଙ୍କ ମଧ୍ୟରୁ ୧୩୩ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୯୬…

ନିର୍ମାଣ ଶ୍ରମିକଙ୍କ ଆନ୍ଦୋଳନ

ରସୁଲପୁର, ୧୮।୧୧(ଡି.ଏନ.ଏ.): ରସୁଲପୁର ବ୍ଲକ ବାରବାଟୀ ପଞ୍ଚାୟତ ୧୬ ନମ୍ବର ଜାତୀୟ ରାଜପଥ ପାର୍ଶ୍ୱସ୍ଥ ମହିଳା ହାଟଠାରେ ବୁଧବାର ୫୦୦ରୁ ଊର୍ଦ୍ଧ୍ୱ ନିର୍ମାଣ ଶ୍ରମିକ ଆନ୍ଦୋଳନ କରିଛନ୍ତି। କରୋନାର ସ୍ବତନ୍ତ୍ର ଆର୍ଥତ୍କ ସହାୟତାର ଦ୍ୱିତୀୟ ଦଫାରୁ ବଞ୍ଚତ୍ତ ଶ୍ରମିକ ଏହି ଆନ୍ଦୋଳନ…

ସମବାୟ କର୍ମଚାରୀଙ୍କ କଲମ ଛାଡ଼ ଆନ୍ଦୋଳନ

ରାଜନଗର, ୧୮।୧୧(ଡି.ଏନ.ଏ.): ୫ଦଫା ଦାବି ନେଇ ରାଜନଗରବ୍ଲକର ୧୪ଟି ପ୍ରାଥମିକ କୃଷି ସେବା ସମବାୟ ସମିତିର ସମ୍ପାଦକ ଓ କର୍ମଚାରୀମାନେ ଆନ୍ଦୋଳନକୁ ଓହ୍ଲାଇଛନ୍ତି। ଗତ ୧୪ ତାରିଖରୁ ସମବାୟ କର୍ମଚାରୀମାନେ କଲମଛାଡ ଆନ୍ଦୋଳନ କରୁଥିବାରୁ ସମସ୍ତ କାର୍ଯ୍ୟ ବନ୍ଦ ରହିଛି। ମୁଖ୍ୟକାର୍ଯ୍ୟନିର୍ବାହୀ…

ନିର୍ବାହୀ ଅଧିକାରୀଙ୍କୁ ତାଲା

ରାଜନଗର,୧୮।୧୧(ଡି.ଏନ.ଏ.): ପଞ୍ଚାୟତ ନିର୍ବାଚନ ପୂର୍ବରୁ ଭୋଟର ତାଲିକା ସଂଶୋଧନ ଓ ନୂତନ ଭୋଟରଙ୍କୁ ସାମିଲ ନିମନ୍ତେ ପ୍ରକ୍ରିୟା ଆରମ୍ଭ ହୋଇଛି। ପଞ୍ଚାୟତସ୍ତରରେ ଭୋଟର ତାଲିକା ପ୍ରକାଶ କରାଯିବା ସହ ପଞ୍ଚାୟତ ନିର୍ବାହୀ ଅଧିକାରୀ ଓ ବ୍ଲକର କର୍ମଚାରୀମାନେ ପଞ୍ଚାୟତସ୍ତରରେ ଉପସ୍ଥିତ ରହି…

ଜଙ୍ଗଲ ଜମିରୁ ଗଛ କାଟିବା ମହଙ୍ଗା ପଡ଼ିଲା

କେନ୍ଦ୍ରାପଡ଼ା ଅଫିସ, ୧୮।୧୧: କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ବ୍ଲକ ମଣିକୁଣ୍ଡାଠାରେ ନିର୍ମାଣାଧୀନ ପାନୀୟ ଜଳ ପ୍ରକଳ୍ପରେ ଏକ ବଡଧରଣର ପରିବର୍ତ୍ତନ ହେବାକୁ ଯାଉଛି। ପ୍ରକଳ୍ପ ସ୍ଥାନ ଜଙ୍ଗଲ କିସମ ଦର୍ଶାଇ ନ୍ୟାଶନାଲ ଗ୍ରୀନ ଟ୍ରିବ୍ୟୁନାଲ (ଏନ୍‌ଜିଟି)ରେ ହୋଇଥିବା ମାମଲା ପରେ ଏହି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri