ରାଜ୍ୟ

୨୦୨୧ ଅଗଷ୍ଟ ସୁଦ୍ଧା କୋଭିଡ୍‌ରେ ମରିଛନ୍ତି ୮୦୨୮

ଭୁବନେଶ୍ୱର, ୭।୯(ବ୍ୟୁରୋ): ରାଜ୍ୟରେ କୋଭିଡ୍‌ ମୃତ୍ୟୁକୁ ନେଇ ସବୁବେଳେ ଦ୍ୱନ୍ଦ୍ୱ ଲାଗି ରହିଛି। ରାଜ୍ୟ ସରକାର ଦେଉଥିବା ତଥ୍ୟ ଠିକ୍‌ ନୁହେଁ ବୋଲି ବିରୋଧୀ ଅଭିଯୋଗ କରିଆସୁଛନ୍ତି। ତେବେ ସରକାର ଦୈନିକ ଯେଉଁ ତଥ୍ୟ ଦେଉଛନ୍ତି ତା’ଠାରୁ ଢେର ଅଧିକ ମଶାଣିରେ…

୩୨୦୬.୮୮ କୋଟି ଜିଏସ୍‌ଟି କ୍ଷତିପୂରଣ ମିଳିନି

ଭୁବନେଶ୍ୱର,୭।୯(ବ୍ୟୁରୋ): ରାଜ୍ୟ ସରକାର ୨୦୨୦-୨୧ ଆର୍ଥିକ ବର୍ଷ ପାଇଁ ଦ୍ରବ୍ୟ ଓ ସେବା ଟିକସ(ଜିଏସ୍‌ଟି) କ୍ଷତିପୂରଣ ବାବଦରେ କେନ୍ଦ୍ର ନିକଟରେ ୮୬୮୮.୧୯ କୋଟି ଟଙ୍କାର କ୍ଷତିପୂରଣ ଦାବି କରିଥିଲେ। ସେଥିମଧ୍ୟରୁ ରାଜ୍ୟ ସରକାର ୧୬୫୯.୩୧ କୋଟିର କ୍ଷତିପୂରଣ ପାଇଥିବା ବେଳେ ବ୍ୟାକ୍‌…

ଓଡ଼ିଶାରେ ୬୦% ଟିକାକରଣ

ଭୁବନେଶ୍ୱର, ୭।୯(ବ୍ୟୁରୋ):  ଓଡ଼ିଶାରେ ପ୍ରଥମ ଡୋଜ୍‌ ଟିକାକରଣ ୬୦% ରହିଛି। ତେବେ ଦେଶରେ ପ୍ରଥମ ରାଜ୍ୟ ଭାବେ ହିମାଚଳ ପ୍ରଦେଶ ଯୋଗ୍ୟ ହିତାଧିକାରଙ୍କୁ ଶତ ପ୍ରତିଶତ ଟିକାକରଣ କରିବାରେ ସଫଳତା ହାସଲ କରିଛି। ଏଥିପାଇଁ ସୋମବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉକ୍ତ…

ଜଗଦୀଶ, ଜୟନ୍ତ ପାଇବେ ‘ଇଲା-ବଂଶୀଧର ପଣ୍ଡା କଳା ସମ୍ମାନ’

ଭୁବନେଶ୍ୱର, ୭।୯ (ବ୍ୟୁରୋ): ଇମ୍ଫା ଚାରିଟେବୁଲ୍‌ ଟ୍ରଷ୍ଟ ପକ୍ଷରୁ ୨୦୨୧ ମସିହା ପାଇଁ ‘ଇଲା-ବଂଶୀଧର ପଣ୍ଡା କଳା ସମ୍ମାନ’ ଘୋଷଣା ହୋଇଛି। କଳା କ୍ଷେତ୍ରରେ ଜୀବନବ୍ୟାପୀ ସାଧନାର ଉତ୍କର୍ଷ ପାଇଁ ବରିଷ୍ଠ ଚିତ୍ରକର ଜଗଦୀଶ ଚନ୍ଦ୍ର କାନୁନ୍‌ଗୋ ଓ ପ୍ରସିଦ୍ଧ ଘୁମୁରା…

ନୂତନ ଥାନା, ଫାଣ୍ଡି ଦାବିରେ ବିଧାନସଭାରେ ଉଦ୍‌ବେଗ

ଭୁବନେଶ୍ୱର,୭।୯(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ ଅପରାଧ ବଢ଼ିଚାଲିଛି। ଏଥିସହିତ ରାଜ୍ୟରେ ପୋଲିସ କର୍ମଚାରୀଙ୍କ ଅଭାବ ରହିଛି। ଏହାକୁ ନେଇ ଉଭୟ ଶାସକ ଓ ବିରୋଧୀ ଦଳ ସଭ୍ୟମାନେ ବିଧାନସଭାରେ ଉଦ୍‌ବେଗ ପ୍ରକାଶ କରିଛନ୍ତି। ଜନସଂଖ୍ୟା ବଢୁଥିବାରୁ ରାଜ୍ୟରେ ଖାଲିଥିବା ପୋଲିସ ପଦବୀ…

ବଢୁଛି ମହିଳା ବିରୋଧୀ ହିଂସା

ଜ୍ଞାନକୌଶଳ ବଳରେ ରାଜ୍ୟ ତଥା ଦେଶରେ ଯେତେ ପ୍ରଗତି ହେଲେ ମଧ୍ୟ ଅପରାଧ କମିପାରୁନାହିଁ। ବିଶେଷକରି ମହିଳା ବିରୋଧୀ ହିଂସା ଉପରେ ଲଗାମ ଲାଗିପାରୁନାହିଁ। ଜନସଂଖ୍ୟା ତୁଳନାରେ ଅପରାଧ ହ୍ରାସ ପାଇଁ ଆବଶ୍ୟକ ଭିତ୍ତିଭୂମି ଉପଲବ୍ଧ କରିବାରେ ସରକାର ବିଫଳ ହେବା…

ସଂରକ୍ଷଣ ସୀମା ୫୦% ଟପିବନି

ସଂରକ୍ଷଣ ସୀମା ୫୦% ଟପିବ ନାହିଁ ବୋଲି ହାଇକୋର୍ଟଙ୍କ ରାୟକୁ ସୁପ୍ରିମକୋର୍ଟ କାଏମ ରଖିଛନ୍ତି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ୨ଟି ଅଧିନିୟମରେ ସଂଶୋଧନ ଆଣିଛନ୍ତି। ସେଥିରୁ ଗୋଟିଏ ସୋମବାର ବିଧାନସଭାରେ ଉପସ୍ଥାପିତ ହୋଇଛି। ଏହାଦ୍ୱାରା ସଂରକ୍ଷଣ ସୀମା ୫୦%…

ଆକର୍ଷଣୀୟ ହେବନି ଆରାଧନା

ବଅଁରପାଳ,୭ା୯ ଦିନ କେଇଟା ପରେ ବିଶ୍ୱକର୍ମା ପୂଜା। ମହାମାରୀ କରୋନା ବ୍ୟାପୁ ନ ଥିଲେ ଏତେବେଳକୁ ଚଳଚଞ୍ଚଳ ହୋଇଉଠିଥାନ୍ତା ଅନୁଗୋଳ ଜିଲାର ନାଲ୍‌କୋନଗର। ଚମତ୍କାର ସାଜସଜ୍ଜା ସହ ପ୍ରତିଯୋଗିତାମୂଳକ ପୂଜାମଣ୍ଡପ, ମୂର୍ତ୍ତି ନିର୍ମାଣରେ ବ୍ୟସ୍ତ ରହିଥାନ୍ତେ ସ୍ମେଲଟର ଓ ସିପିପି ପ୍ଲାଣ୍ଟର…

ନାମ ସୁପାରିସରେ କାମ ଶେଷ

ଅନୁଗୋଳ ଅଫିସ, ୭ା୯ ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ଅବ୍ୟବସ୍ଥାର ଯେପରି ଅନ୍ତ ନାହିଁ। ରୋଗୀଙ୍କ ଚିକିତ୍ସା ଠାରୁ ଆରମ୍ଭ କରି ମୃତଦେହ ବ୍ୟବଚ୍ଛେଦ ଯାଏ, ପ୍ରତିଟି କ୍ଷେତ୍ରରେ ସମସ୍ୟା ଥିଲେ ମଧ୍ୟ ତାହାର ସମାଧାନ ଦିଗରେ ପଦକ୍ଷେପ ନିଆଯାଉ ନାହିଁ।…

କ୍ଷତି ସହୁଛନ୍ତି ମକା ଚାଷୀ

ଚମ୍ପୁଆ,୭।୯(ଡି.ଏନ.ଏ.): କେନ୍ଦୁଝର ଜିଲା ଚମ୍ପୁଆ ଏନ୍‌ଏସି ଅନ୍ତର୍ଗତ ଗୋଧୂଳି ଗ୍ରାମ ମକା ଚାଷ ପାଇଁ ପ୍ରସିଦ୍ଧି ଲାଭ କରିଛି। ଗୋଧୂଳି ଅଞ୍ଚଳ ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ ହୋଇଥିବାରୁ ଧାନ ଚାଷ ଅପେକ୍ଷା ମକା ଚାଷକୁ ଏଠାକାର ଲୋକ ଗୁରୁତ୍ୱ ଦେଇଥାନ୍ତି।…

ଲଘୁଚାପ: ପ୍ରବଳ ବର୍ଷିବ

ଭୁବନେଶ୍ୱର,୬।୯: ଉତ୍ତର-ପୂର୍ବ ଏବଂ ତତ୍‌ସଂଲଗ୍ନ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ସାଇକ୍ଲୋନିକ୍‌ ସର୍କୁଲେସନ୍‌ ସୋମବାର ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ଏହା ଓଡ଼ିଶା ଆନ୍ଧ୍ରପ୍ରଦେଶ ଉପକୂଳ ଉପରେ ୭.୬ କିଲୋମିଟର ପର୍ଯ୍ୟନ୍ତ ବିସ୍ତାରିତ ହୋଇ ପଶ୍ଚିମ- ଦକ୍ଷିଣପଶ୍ଚିମ ଦିଗକୁ ଗତି…

ବର୍ଷା ଅଭାବରୁ ପୁଣି ଜୀବନ ହାରିଲେ ଆଉ ଜଣେ ଚାଷୀ: ୪ ଦିନ ଭିତରେ ୨ ଜଣଙ୍କ ଆତ୍ମହତ୍ୟା

ବଲାଙ୍ଗୀର ଅଫିସ,୬।୯: ବଲାଙ୍ଗୀର ଜିଲାରେ ପୁଣି ଜଣେ ଚାଷୀ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି । ପାଟଣାଗଡ ବ୍ଲକ ଭାଲୁଜୁରି ଗାଁର ଚାଷୀ ଯୁଧିଷ୍ଠିର ଭୋଇ (୪୦) ମରୁଡି ପରିସ୍ଥିତି ଦେଖା ଦେବାରୁ ଆତ୍ମହତ୍ୟା କରିଥିବା ତାଙ୍କ ପରିବାର ଲୋକେ ଅଭିଯୋଗ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri