କୋଣାର୍କର ଐତିହ୍ୟପୂର୍ଣ୍ଣ ଦ୍ୱାଦଶ ନାମ
ଗୋଟିଏ ଉଦାହରଣରୁ ଆମେ ଜାଣିଲେ ଶ୍ରୀପଦ୍ମକେଶର ମନ୍ଦିରର ଶିଳ୍ପ ବୈଭବକୁ ଦେଖି ୟୁରୋପ ପଣ୍ଡିତଙ୍କର ଡ. ରାଜଗୁରୁଙ୍କୁ ପଚାରିଥିବା ଶଙ୍କା। ଏମିତି ବହୁ ଉଦାହରଣ ମିଳିବ। ଆମର ସ୍ଥାପତ୍ୟ ଓ ଭାସ୍କର୍ଯ୍ୟକୁ ଦେଖିବା ପରେ ଆମେ ୟାଙ୍କୁ ଗଢ଼ିଛୁ କି...
ଆହାର କେନ୍ଦ୍ର ତଦାରଖ ଲାଗି କୋଟିଏ
ଭୁବନେଶ୍ୱର,୧୨।୪(ବ୍ୟୁରୋ): ରାଜ୍ୟର ବିଭିନ୍ନ ସହରାଞ୍ଚଳରେ ଥିବା ୧୬୬ ଆହାର କେନ୍ଦ୍ର ପରିଚାଳନାରେ ୧୫୭ ମିଶନ ଶକ୍ତି ଗୋଷ୍ଠୀର ୨ ହଜାରରୁ ଅଧିକ ସଦସ୍ୟା ନିୟୋଜିତ ହୋଇଛନ୍ତି। ୨୦୨୦ ନଭେମ୍ବରରୁ ଏହି ମହିଳମାନେ ସଫଳତାର ସହ ଆହାର କେନ୍ଦ୍ର ପରିଚାଳନା କରୁଛନ୍ତି।...
୪୦ ବର୍ଷ ହେଲା ପଶ୍ଚିମବଙ୍ଗର ଗୌରବ ନଷ୍ଟ ହେଉଛି: ଧର୍ମେନ୍ଦ୍ର
ଭୁବନେଶ୍ୱର,୧୨।୪(ବ୍ୟୁରୋ): ରାଜନୈତିକ ଇଚ୍ଛାଶକ୍ତିର ଅଭାବ ଯୋଗୁ ଗତ ୪୦ ବର୍ଷ ଧରି ପଶ୍ଚିମବଙ୍ଗର ଗୌରବ ନଷ୍ଟ ହେଉଛି ବୋଲି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି। ରବିବାର କୋଲକାତାଠାରେ ବିଶିଷ୍ଟ ଉଦ୍ୟୋଗୀଙ୍କ ସହ ରାଜ୍ୟର ଶିଳ୍ପାୟନର ବିକାଶ ଏବଂ ଆର୍ଥତ୍କ ବୃଦ୍ଧି...
ଝରାଫୁଲ ମୃତ୍ୟୁ ଘଟଣା: ଆଉ ଜଣେ ଗିରଫ
ରସୁଲପୁର(ଡି.ଏନ୍.ଏ.)/ଭୁବନେଶ୍ୱର,୧୨।୪(ବ୍ୟୁରୋ)ବହୁଚର୍ଚ୍ଚିତ ରମାଦେବୀ ବିଶ୍ୱବିଦ୍ୟାଳୟ ଛାତ୍ରୀ ଝରାଫୁଲ ନାୟକ(୨୨)ଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣାରେ ଆଉ ଜଣେ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ସେ ହେଉଛନ୍ତି ମୁଖ୍ୟ ଅଭିଯୁକ୍ତ ତଥା ଝରାଫୁଲଙ୍କ ପୁରୁଷ ବନ୍ଧୁ ରାକେଶ ସ୍ବାଇଁଙ୍କ ସହଯୋଗୀ ଅମରେଶ ରାଉତ। ଘଟଣାର ତଦନ୍ତ...
ଦୁଇମୁଣ୍ଡିଆ ଶିଶୁକନ୍ୟା ଜନ୍ମ
କେନ୍ଦ୍ରାପଡ଼ା ଅଫିସ/କଟକ ଅଫିସ, ୧୨। ୪: କେନ୍ଦ୍ରାପଡ଼ା ସହରର ଏକ ଘରୋଇ ନର୍ସିଂହୋମ୍ରେ ରବିବାର ଅସ୍ବାଭାବିକ ଶିଶୁକନ୍ୟା ଜନ୍ମ ହୋଇଛି। ଉକ୍ତ ଶିଶୁକନ୍ୟାର ୨ ମୁଣ୍ଡ, ୩ ହାତ, ୪ ଆଖି ଏବଂ ୨ ଗୋଡ଼ ରହିଛି। ରାଜନଗର ବ୍ଲକ...
ଓଡ଼ିଆଙ୍କୁ ବିଆର୍ପିଏଲ୍ର ନାପସନ୍ଦ
ଯାଜପୁର ଅଫିସ/କଳିଙ୍ଗନଗର,୧୨।୪(ଡି.ଏନ୍.ଏ.)କଳିଙ୍ଗନଗର ବ୍ରାହ୍ମଣୀ ରିଭର୍ସ ପେଲେଟ୍ ଲିମିଟେଡ୍ (ବିଆର୍ପିଏଲ୍) କମ୍ପାନୀରେ ପରିବହନ ବ୍ୟବସାୟରେ ଅଣଓଡ଼ିଆଙ୍କ ରାଜ୍ ଚାଲିଛି। ଯେଉଁ ସ୍ଥାନୀୟ ଲୋକମାନେ ଜମିବାଡ଼ି, ଘରଦ୍ୱାର ହରାଇବା ପରେ ପରିବାର ଚଳାଇବାକୁ ଋଣରେ ଟ୍ରକ ଆଣି ପରିବହନ କାର୍ଯ୍ୟ କରୁଥିଲେ, ଏବେ...
ଆଜି କ୍ୟାବିନେଟ୍
ଭୁବନେଶ୍ୱର,୧୨।୪(ବ୍ୟୁରୋ): ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ସୋମବାର ମଧ୍ୟାହ୍ନ ୧୨ଟା ୩୦ରେ ଲୋକସେବା ଭବନରେ ଅନୁଷ୍ଠିତ ହେବ। ଭିଡିଓ କନ୍ଫରେନ୍ସ ଜରିଆରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିବାକୁ ଥିବା ଏହି ବୈଠକରେ ବିଭିନ୍ନ ବିଭାଗର ମନ୍ତ୍ରୀମାନେ ଉପସ୍ଥିତ ରହିବେ।...
ପାଣି ଦର ୧୦% ମହଙ୍ଗା
ଭୁବନେଶ୍ୱର,୧୨।୪(ବ୍ୟୁରୋ): ରାଜ୍ୟରେ ପାଣି ବ୍ୟବହାରକାରୀଙ୍କୁ ଚଳିତ ମାସଠାରୁ ଅଧିକ ଟିକସ ଦେବାକୁ ପଡ଼ିବ। ୨୦୨୧-୨୨ ଆର୍ଥିକ ବର୍ଷ ପାଇଁ ରାଜ୍ୟ ସରକାର ୧୦% ଜଳକର ବୃଦ୍ଧି କରିଛନ୍ତି। ଓଡ଼ିଶା ଜଳସେଚନ(ସଂଶୋଧନ) ରୁଲ୍ସ-୨୦୧୬ ଅନୁସାରେ ଜଳକର, ଜଳ ଉଠାଣ ଓ ବ୍ୟବହାର...
ଟିକା ନାହିଁ: ୯୦୦ କେନ୍ଦ୍ର ବନ୍ଦ
ଭୁବନେଶ୍ୱର,୧୨।୪(ବ୍ୟୁରୋ): ରାଜ୍ୟରେ କରୋନା ସ୍ଥିତି ଅଣାୟତ୍ତ ହେବାରେ ଲାଗିଛି। ଗୋଟିଏ ପଟେ ଦୈନିକ ସଂକ୍ରମଣ ବୃଦ୍ଧି ପାଉଥିବାବେଳେ ଅନ୍ୟପଟେ ସରକାରଙ୍କୁ ଟିକା ଚିନ୍ତା ଘାରିଛି। ଟିକା ଅଭାବ ଯୋଗୁ ରାଜ୍ୟରେ ଟିକାକରଣ ଘୋର ବାଧାପ୍ରାପ୍ତ ହୋଇଛି। ଦୈନିକ ୨ଲକ୍ଷ ଟିକାକରଣ...
ନୂଆପଡ଼ାରେ କରୋନା ୩ ଦିନରେ ନେଲାଣି ୪ ଜୀବନ
ନୂଆପଡ଼ା ଅଫିସ,୧୧।୪: ନୂଆପଡ଼ା ଜିଲାରେ କରୋନା ସଂକ୍ରମଣ ବୃଦ୍ଧି ପାଉଥିବା ବେଳେ ଗତ ୩ ଦିନରେ ୪ ଜଣଙ୍କ ମୃତ୍ୟୁ ହୋଇଛି। ୯ ତାରିଖରେ ଜଣେ ୨୪ ବର୍ଷୀୟ ଚତୁର୍ଥ ଶ୍ରେଣୀ କର୍ମଚାରୀଙ୍କ ମୃତ୍ୟୁ ହୋଇଛି। ସେ ଗତ ୩୦...
ଓଟିଇଟି ପ୍ରଶ୍ନପତ୍ର ପ୍ରଘଟ: ୩ ଶିକ୍ଷକ ନିଲମ୍ବିତ
ଦେବଗଡ଼,୧୧।୪ ଦେବଗଡ଼ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ପରୀକ୍ଷା କେନ୍ଦ୍ରରେ ଗତ ୯ ତାରିଖରେ ଅନୁଷ୍ଠିତ ଓଟିଇଟି (ଓଡ଼ିଶା ଟିଚର୍ସ ଏଲିଜିବିଲିଟି ଟେଷ୍ଟ) ପରୀକ୍ଷା ପ୍ରଶ୍ନପତ୍ର ପ୍ରଘଟ ଘଟଣାରେ ଶିକ୍ଷା ବିଭାଗ ପକ୍ଷରୁ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ପରୀକ୍ଷା ପରିଚାଳନା...
ରମାଦେବୀ ଛାତ୍ରୀ ଝରାଫୁଲ ହତ୍ୟା ମାମଲା: ପୋଲିସ ହାତରେ ରାକେଶର ସାଙ୍ଗ
ଯାଜପୁର/ଭୁବନେଶ୍ୱର,୧୧।୪: ବହୁଚର୍ଚ୍ଚିତ ରମାଦେବୀ ବିଶ୍ୱବିଦ୍ୟାଳୟ ଛାତ୍ରୀ ଝରାଫୁଲ ହତ୍ୟା ମାମଲାରେ ସମ୍ପୃକ୍ତ ଅନ୍ୟ ଜଣେ ଅଭିଯୁକ୍ତଙ୍କୁ ଯାଜପୁର ପୋଲିସ ପ୍ରାୟ ୩ ମାସ ପରେ ଗିରଫ କରିଛି। ଗିରଫ ଯୁବକ ଜଣକ ହେଲେ ଭୁବନେଶ୍ୱର ଏୟାରଫିଲ୍ଡ ଥାନା ଅଧୀନ ସୁନ୍ଦରପଦାର...
Archives


