ରାଜ୍ୟ

ଇନ୍ଦ୍ରାବତୀରେ ଓଲଟିଲା ଡଙ୍ଗା

ନବରଙ୍ଗପୁର,୧୧।୪: ନବରଙ୍ଗପୁର ଜିଲା ନନ୍ଦାହାଣ୍ଡି ବ୍ଲକ ବଡ଼ଡାଇଭଟ୍ଟା ନିକଟସ୍ଥ ଇନ୍ଦ୍ରାବତୀ ନଦୀରେ ଏକ ମାଛଧରା ଡଙ୍ଗା ଓଲଟି ପଡି ଜଣେ ଯୁବକଙ୍କ ମୃତ୍ୟୁ ଘଯିଛି। ମୃତକ ହେଲେ ନନ୍ଦାହାଣ୍ଡି ବ୍ଲକ କୋଈଗୁଡା ଗ୍ରାମର ନୀଳକଣ୍ଠ ଅମାନତ୍ୟ (୨୮)। ରବିବାର ନୀଳକଣ୍ଠଙ୍କ...

୨ ଜେଲରେ ୧୨ ଅନ୍ତେବାସୀ ପଜିଟିଭ

ପାରଳାଖେମୁଣ୍ଡି/ଆର୍‌.ଉଦୟଗିରି,୧୧।୪: ଗଜପତି ଜିଲା ପାରଳାଖେମୁଣ୍ଡି ଓ ଆର୍‌.ଉଦୟଗିରି ସବ୍‌ଜେଲର ୧୨ ଅନ୍ତେବାସୀ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ପାରଳାଖେମୁଣ୍ଡି ଉପକାରାଗାରରେ ବର୍ତ୍ତମାନ ୨୬୦ ଅନ୍ତେବାସୀ ଅଛନ୍ତି। ସେଥିମଧ୍ୟରେ ଗତ ୧ରୁ ୧୦ ତାରିଖ ମଧ୍ୟରେ ୬ ଜଣ କରୋନା ସଂକ୍ରମିତ...

ପିପିଲି ଉପନିର୍ବାଚନ ପୂର୍ବରୁ ହିଂସା

ପୁରୀ,୧୧।୪: ପୁରି ଜିଲା ଡେଲାଙ୍ଗ ଜେନାପୁର ପଞ୍ଚାୟତ ଅଞ୍ଚଳରେ ରବିବାର ପିପିଲି ଉପନିର୍ବାଚନ ହିଂସା ଦେଖା ଦେଇଛି। କିଛି ବିଜେଡି କର୍ମୀ ଗୋଡ଼ାଇ ଗୋଡାଇ ଭାଜପା କର୍ମୀଙ୍କୁ ମାଡ଼ ମାରିଥିବା ଅଭିଯୋଗ ହୋଇଛି। ଏଥିରେ ୩ ଜଣ ଆହତ ହୋଇଛନ୍ତି।...

ଏପ୍ରିଲ ୩୦ ପରେ ହେବ ନବମ ଶ୍ରେଣୀ ପରୀକ୍ଷା!

ଭୁବନେଶ୍ୱର,୧୧।୪(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଚିନ୍ତା ବଢ଼ାଉ ଥିବା ବେଳେ ପରିସ୍ଥିତି ସଙ୍ଗିନ ହୋଇପଡ଼ିଛି। ସଂକ୍ରମଣକୁ ଦୃଷ୍ଟିରେ ରଖି ସରକାର ନବମ ଓ ଏକାଦଶ ଶ୍ରେଣୀ ପିଲାମାନଙ୍କୁ ସ୍କୁଲ ଯିବାକୁ ବାରଣ କରିଥିଲେ। ଏପ୍ରିଲ ୩୦ ତାରିଖ ପର୍ଯ୍ୟନ୍ତ...

ଗ୍ୟାଙ୍ଗଷ୍ଟର ହାଇଦର ଫେରାର ଘଟଣା: ୬ ପୋଲିସ କର୍ମଚାରୀ ନିଲମ୍ବିତ

ସମ୍ବଲପୁର ଅଫିସ,୧୧।୪: ଗ୍ୟାଙ୍ଗଷ୍ଟର ହାଇଦର ଫେରାର ଘଟଣାରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ଏହି ଘଟଣାରେ ତାଙ୍କ ଉପରେ ନଜର ରଖିବା ପାଇଁ ନିୟୋଜିତଥିବା ୬ ପୋଲିସ କର୍ମଚାରୀଙ୍କୁ ନିଲମ୍ବନ କରାଯାଇଛି। ଏନେଇ ସମ୍ବଲପୁର ଏସ୍‌ପି ବି. ଗଙ୍ଗାଧର ସୂଚନା ଦେଇଛନ୍ତି...

ପିପିଲି ଉପନିର୍ବାଚନ: ଆସନ୍ତାକାଲି ରୁଦ୍ରଙ୍କ ପାଇଁ ଭର୍ଚୁଆଲ ପ୍ରଚାର କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୧।୪(ବ୍ୟୁରୋ): ପିପିଲି ଉପନିର୍ବାଚନ ପାଇଁ ୩ ପ୍ରମୁଖ ଦଳ ଜୋରଦାର ପ୍ରଚାର ଆରମ୍ଭ କରିଛନ୍ତି। ଦିବଂଗତ ବିଧାୟକ ପ୍ରଦୀପ ମହାରଥୀଙ୍କ ପୁଅ ତଥା ବିଜେଡି ପ୍ରାର୍ଥୀ ରୁଦ୍ର ମହାରଥୀଙ୍କ ପାଇଁ ଆସନ୍ତାକାଲି ଭର୍ଚୁଆଲ ପ୍ରଚାର କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।...

ହାଇଦରଙ୍କ ମିଳୁନି ପତ୍ତା: ଧରିବା ପାଇଁ ଡିଜିପିଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ

ଭୁବନେଶ୍ୱର,୧୧ା୪(ବ୍ୟୁରୋ): ଏସ୍‌ସିବିରୁ ଚିକିତ୍ସାଧୀନ ଅବସ୍ଥାରେ ଗ୍ୟାଙ୍ଗଷ୍ଟର ହାଇଦର ଶନିବାର ସନ୍ଧ୍ୟାରେ ଚମ୍ପଟ୍‌ ମାରିଥିଲେ। ଏଯାବତ୍‌ ତାଙ୍କ ପତ୍ତା ମିଳୁନି। ତାଙ୍କୁ ଖୋଜିବା ପାଇଁ ଏକାଧିକ ସ୍ପେଶାଲ ସ୍ବାଡ୍‌ ଗଠନ କରାଯାଇ ସର୍ଚ୍ଚ ଅପରେଶନ ଚାଲିଛି। ଏ ନେଇ ରବିବାର ଡିଜିପିଙ୍କ...

ଝାରପଡ଼ା ଜେଲରେ ନିର୍ଯାତନା ଅଭିଯୋଗ

ଭୁବନେଶ୍ୱର,୧୧।୪(ବ୍ୟୁରୋ): ଝାରପଡ଼ା ଜେଲରେ କଏଦୀଙ୍କୁ ଦିଆଯାଉଛି ଅକଥନୀୟ ନିର୍ଯାତନା। ଅଶ୍ରାବ୍ୟ ଭାଷାରେ ଗାଳିଗୁଲଜ ସହ ଓ୍ବାର୍ଡରମାନେ ସଂଘବଦ୍ଧ ଭାବେ ମାଡ଼ ମାରୁଛନ୍ତି। ଏନେଇ ଜେଲରେ ଥିବା ଜଣେ ବିଚାରାଧୀନ କଏଦୀ ରାକେଶ ବେହେରା ଛାତ୍ରନେତା ମହେଶ ପ୍ରସାଦଙ୍କ ଜରିଆରେ ହାଇକୋର୍ଟ...

ଫେରାର ପରେ ତତ୍ପର

କଟକ ଅଫିସ, ୧୧।୪: ଗ୍ୟାଙ୍ଗଷ୍ଟର ଶେଖ୍‌ ହାଇଦର ଚିକିତ୍ସାଧୀନ ଅବସ୍ଥାରେ ଏସ୍‌ସିବିରୁ ଶନିବାର ଅପରାହ୍ନରେ ଫେରାର ହୋଇଯିବା ଘଟଣା କମିଶନରେଟ ପୋଲିସର ଏବେ ମୁଣ୍ଡ ବିନ୍ଧାର କାରଣ ସାଜିଛି। ତାଙ୍କୁ ଧରିବା ପାଇଁ ପୋଲିସ ବିଭିନ୍ନ ସ୍ଥାନରେ ନାକାବନ୍ଦୀ କରି...

ସଖୀ ନାଚର କାହାଣୀ କହିବ ‘ନାଚବାଲି’

ଭୁବନେଶ୍ୱର, ୧୧।୪ (ବ୍ୟୁରୋ): ନବେ ଦଶକରେ ସଖୀ ନାଚ ବେଶ୍‌ ଲୋକପ୍ରିୟତା ଅର୍ଜନ କରିଥିଲା। ବିଶେଷକରି ଗାଁ ଗହଳିର ବିଭିନ୍ନ ଉତ୍ସବରେ ସଖୀ ନାଚକୁ ପ୍ରାଧାନ୍ୟ ମିଳୁଥିଲା। ପୁଅମାନେ ଝିଅ ବେଶ ହୋଇ ଗାଁ ଗାଁ ବୁଲି ଏହି ନାଚ...

ଅମାନିଆଙ୍କୁ ଧରିବ ସିସି କ୍ୟାମେରା

ଭୁବନେଶ୍ୱର, ୧୧।୪(ବ୍ୟୁରୋ): କରୋନାର ନୂଆ ଷ୍ଟ୍ରେନ୍‌ ତଣ୍ଟି ଚିପିଲାଣି। ତଥାପି ଚେତୁନାହାନ୍ତି ରାଜଧାନୀର ଅମାନିଆ। କମିଶନରେଟ ପୋଲିସର ଘନ ଘନ ଚଢ଼ାଉ, ମୋଟା ଅଙ୍କର ଜରିମାନା ସହ ସିଲ୍‌ ଅଭିଯାନ ଜାରି ରହିଥିଲେ ମଧ୍ୟ ଖାତିର କରୁନାହାନ୍ତି ସେମାନେ। ଏପଟେ...

ଇଡ୍‌କୋ ଅପାରଗତା ଶିଳ୍ପାୟନରେ ବାଧକ

ଭୁବନେଶ୍ୱର,୧୧।୪(ବ୍ୟୁରୋ): ରାଜ୍ୟରେ ଶିଳ୍ପାୟନକୁ ଆଗକୁ ନେବା ପାଇଁ ରାଜ୍ୟ ସରକାର ଲକ୍ଷ୍ୟ ରଖିଥିବାବେଳେ ଜମି ଅଧିଗ୍ରହଣ ଏ ଦିଗରେ ବଡ଼ ସମସ୍ୟା ହୋଇ ଛିଡ଼ାହୋଇଛି। ଜମି ଅଧିଗ୍ରହଣ ସମସ୍ୟା ଦୂର କରିବାକୁ ସରକାର ଲ୍ୟାଣ୍ଡ ବ୍ୟାଙ୍କ ଗଠନ ଲାଗି ନିଷ୍ପତ୍ତି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri