ରାଜ୍ୟ

ଗୁରୁଦିବସରେ କାନ ଧରି ଆଣ୍ଠେଇଲେ ଶିକ୍ଷକ

ଭୁବନେଶ୍ୱର,୫।୯(ବ୍ୟୁରୋ): ଗୁରୁଦିବସରେ ଗୁରୁଙ୍କୁ ପୂଜା କରାଯାଏ। କିନ୍ତୁ ଏଭଳି ପବିତ୍ର ଦିବସରେ ଗୁରୁମାନେ କାନ ଧରି ଆଣ୍ଠେଇବା ସମସ୍ତଙ୍କୁ ଚକିତ କରିଛି। ଅନୁଦାନରୁ ବାଦ୍‌ ପଡ଼ିଥିବା ବିଦ୍ୟାଳୟମାନଙ୍କୁ ଅନୁଦାନ ପ୍ରଦାନ ନିମନ୍ତେ ଭୁବନେଶ୍ୱର ଗାନ୍ଧୀମାର୍ଗରେ ଚାଲିଥିବା ଶିକ୍ଷକଙ୍କ ଆନ୍ଦୋଳନର ରବିବାର ଥିଲା…

୨୪ ଘଣ୍ଟାରେ ଆରମ୍ଭ ହେବ ଲଘୁଚାପ ବର୍ଷା

ଭୁବନେଶ୍ୱର,୫।୯(ବ୍ୟୁରୋ): ଉତ୍ତର-ପୂର୍ବ ଏବଂ ତତ୍‌ସଂଲଗ୍ନ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ସାଇକ୍ଲୋନିକ୍‌ ସର୍କୁଲେସନ୍‌ । ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏକ ଲଘୁଚାପ କ୍ଷେତ୍ର ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ…

ଭ୍ରୂଣହତ୍ୟା ତଦନ୍ତରେ ଫସିଲେ ନକଲି ଡାକ୍ତର: ଡାକ୍ତରୀ ପାଠ ନ ପଢ଼ି…

ନୟାଗଡ଼ ଅଫିସ,୫।୯: ନୟାଗଡ଼ ଜିଲାରେ ଭ୍ରୂଣହତ୍ୟା ଘଟଣା ୨ୟ ଥର ସାମ୍‌ନାକୁ ଆସିବା ପରେ ପ୍ରଶାସନର ନିଦ ହଜିଯାଇଛି । ଏହି ଘଟଣାରେ ପ୍ରଶାସନର ପ୍ରାଥମିକ ତଦନ୍ତରେ ଅଟକ ଥିବା ଅପାଠୁଆ ନକଲି ଡାକ୍ତର ବିଶ୍ୱନାଥ ଘଡ଼େଇଙ୍କୁ ଶନିବାର ନୟାଗଡ଼ ଟାଉନ…

ସିଇଟି ହେବ ବିଶ୍ୱବିଦ୍ୟାଳୟ

ଭୁବନେଶ୍ୱର, ୫ା୯(ବ୍ୟୁରୋ): ଓଡ଼ିଶା ବିଧାନସଭାରେ ପୂର୍ବରୁ ଉପସ୍ଥାପିତ ୩ଟି ବିଲ୍‌ ଶନିବାର ଗୃହର ଅନୁମୋଦନ ଲାଭ କରିଛି। ସେହି ବିଲ୍‌ଗୁଡ଼ିକ ହେଲା ଓଡ଼ିଶା ବୈଷୟିକ ଓ ଗବେଷଣା ବିଶ୍ୱବିଦ୍ୟାଳୟ ବିଲ୍‌-୨୦୨୧, ଓଡ଼ିଶା ବିନିଯୋଗ ଅଧିନିୟମ (ନିରସନ) ବିଲ୍‌-୨୦୨୧ ଏବଂ ଓଡ଼ିଶା ସହର…

ଦଳୀୟ ଅଫିସ୍‌ ପାଇଁ ଜମି ହିସାବ ଦେଲେ ସରକାର

ଭୁବନେଶ୍ୱର,୫ା୯(ବ୍ୟୁରେ): ରାଜଧାନୀରେ ଦଳୀୟ କାର୍ଯ୍ୟାଳୟ ସ୍ଥାପନ ପାଇଁ ୧୯୬୪ରେ ଉତ୍କଳ ପ୍ରଦେଶ କଂଗ୍ରେସ କମିଟି ଏକର ପିଛା ୧୦ ହଜାର ଟଙ୍କା ହିସାବରେ ୫ ହଜାର ଟଙ୍କା ମୂଲ୍ୟରେ ୫୦୦ ଡିସିମିଲ, ୧୯୯୨ରେ ସିପିଏଆଇଏମ୍‌ ଏକର ପିଛା ୧ ଲକ୍ଷ ଟଙ୍କା…

୬ରେ ଲଘୁଚାପ, ୭ ଯାଏ ପ୍ରବଳ ବର୍ଷା

ଭୁବନେଶ୍ୱର, ୫।୯(ବ୍ୟୁରୋ): ଏବେ ରାଜ୍ୟରେ ଲଘୁଚାପଜନିତ ବର୍ଷା ଜାରି ରହିଛି। ଆସନ୍ତା ୬ ତାରିଖରେ ଉତ୍ତର ଓ ମଧ୍ୟ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ହେବାର ସମ୍ଭାବନା ରହିଛି। ଏହା ପ୍ରଭାବରେ ୭ ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷା ହେବ ବୋଲି…

ମହନୀୟ ଗୁରୁ-ଶିଷ୍ୟ ପରମ୍ପରା

ଅଜ୍ଞାନର ଅନ୍ଧକାର ମଧ୍ୟରୁ ଜ୍ଞାନର ଆଲୋକ ଆଡ଼କୁ ବାଟ କଢ଼ାଇ ନିଅନ୍ତି ଗୁରୁ। ଗୁରୁ କେବେ ବ୍ରହ୍ମା ହୋଇ ଶିଷ୍ୟକୁ ନିଜ ହାତରେ ଗଢ଼ନ୍ତି। ବିଷ୍ଣୁ ସାଜି କରନ୍ତି ପରିପୁଷ୍ଟ। ଆଉ କେବେ ଶିବ ହୋଇ ଛାତ୍ର ଜୀବନରେ ଥିବା ଆବିଳତାର…

ଆଉ ୭ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୫।୯(ବ୍ୟୁରୋ): ରାଜ୍ୟରେ ୭ ଜଣ କରୋନାରେ ପ୍ରାଣ ହରାଇଛନ୍ତି। ଏହାକୁ ମିଶାଇ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮,୦୪୭କୁ ବୃଦ୍ଧି ପାଇଛି। ତେବେ ୭ ମୃତକଙ୍କ ମଧ୍ୟରେ ଅନୁଗୋଳ ଓ ବାଲେଶ୍ୱର ଜିଲାରୁ ୨ ଜଣ ଲେଖାଏ ଥିବା ବେଳେ ଭଦ୍ରକ,…

ଶିଶୁ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ୁଛି: ଗତ ୨୪ ଘଣ୍ଟାରେ ୧୩୧ ପିଲା କରୋନା ସଂକ୍ରମିତ

ଭୁବନେଶ୍ୱର,୫।୯(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ୮୦୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୩୧ଙ୍କ ବୟସ ୧୮ ବର୍ଷ ମଧ୍ୟରେ ରହିଛି। ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୪୬୭ ଜଣ କ୍ୱାରେଣ୍ଟାଇନ୍‌ର ଥିବା ବେଳେ ବାକି ୩୩୮ଟି ଲୋକାଲ କେସ।…

ଲ୍ୟାମ୍ପ୍‌ସ ଅଫିସରେ ତାଲାଦେଲେ ମହିଳା

ନନ୍ଦାହାଣ୍ଡି,୪ା୯(ଡି.ଏନ୍‌.ଏ.): ଚାଷୀଙ୍କୁ ୟୁରିଆ ସାର ନ ଦେଇ ଚୋରାଚାଲାଣ ହେଉଥିଲା। ଏହାର ପ୍ରତିବାଦରେ ମହିଳା ଚାଷୀମାନେ ଲ୍ୟାମ୍ପ୍‌ସ କାର୍ଯ୍ୟାଳୟରେ ଶନିବାର ତାଲା ପକାଇ ଦେଇଥିଲେ। ନବରଙ୍ଗପୁର ଜିଲା ନନ୍ଦାହାଣ୍ଡି ବ୍ଲକ ଡଙ୍ଗରଭେଜାସ୍ଥିତ ସମବାୟ ସମିତି ଏମ୍‌ଡି ଥବୀର ଜାନି ୟୁରିଆ ଚୋରାଚାଲାଣ…

ପୁଅ ହତ୍ୟା ମାମଲା: ଦମ୍ପତିଙ୍କୁ ଆଜୀବନ କାରାଦଣ୍ଡ

ଚମ୍ପୁଆ,୪।୯(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଚମ୍ପୁଆ ଅତିରିକ୍ତ ଜିଲା ଦୌରାଜଜ ଦୋଳଗୋବିନ୍ଦ ବାରିକ ଏକ ହତ୍ୟା ମାମଲାର ବିଚାର କରି ଶନିବାର ଦୋଷୀ ଦମ୍ପତିଙ୍କୁ ଆଜୀବନ କାରାଦଣ୍ଡ ଶୁଣାଇଛନ୍ତି। ପ୍ରକାଶ ଯେ, ବାମେବାରୀ ଥାନା ଅଧୀନ ବଳଭଦ୍ରପୁର ଗ୍ରାମର ନାରାୟଣ ମହାନ୍ତ ଟ୍ରାନସ୍ପୋର୍ଟିଂ…

୭ ପର୍ଯ୍ୟନ୍ତ ପ୍ରବଳ ବର୍ଷା, ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା

ଭୁବନେଶ୍ୱର,୪।୯(ବ୍ୟୁରୋ): ଆସନ୍ତା ୭ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବ। ଏ ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ୬ ତାରିଖ ବେଳକୁ ଉତ୍ତର ଓ ମଧ୍ୟ ବଙ୍ଗୋପସାଗରରେ ଲଘୁଚାପ ସମ୍ଭାବନା ରହିଛି। ତେଣୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri