ରାଜ୍ୟ

ପ୍ରଶାସନ କଲାନି, କର୍ମଚାରୀ କଲେ

ବଇଣ୍ଡା,୧୬।୧୧(ଡି.ଏନ.ଏ.)- କିଶୋରନଗର ବ୍ଲକ ବଇଣ୍ଡା ଜନତା କଲେଜକୁ ଦୂରାଦୂରାନ୍ତରୁ ବହୁ ଛାତ୍ରୀଛାତ୍ର ବସ୍‌ ଯୋଗେ ଯାତାୟାତ କରୁଛନ୍ତି। କଲେଜ ନିକଟରେ ବସ୍‌କୁ ଅପେକ୍ଷା କରିବା ପାଇଁ ପୂର୍ବରୁ ଥିବା ଏକ ବିଶ୍ରାମାଗାରକୁ ରାଜପଥ ପ୍ରଶସ୍ତୀକରଣ ପାଇଁ ଭାଙ୍ଗି ଦିଆଯାଇଥିଲା। ସେବେଠାରୁ ଛାତ୍ରୀଛାତ୍ରମାନେ…

ଦିନେ ବଢ଼ୁଛି ଦିନେ କମୁଛି: ଆଜି ରାଜ୍ୟରେ ୨୦୬ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୧୬।୧୧(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ୨୦୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୩୨ ଜଣ ଛୁଆ ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ । ଆକ୍ରାନ୍ତଙ୍କ ମଧ୍ୟରୁ ୧୨୧ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୮୫ ଜଣ ଲୋକାଲ…

୧୩୦ଟି ସ୍ମାର୍ଟ ସ୍କୁଲକୁ ଲୋକାର୍ପିିତ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର,୧୬।୧୧(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ୫ ଜିଲାରେ ୧୩୦ଟି ରୂପାନ୍ତରିତ ହାଇସ୍କୁଲକୁ ଲୋକାର୍ପିତ କରିବେ। ୫ଟି ସ୍କୁଲ ଟ୍ରାନ୍ସଫରମେଶନ କାର୍ଯ୍ୟକ୍ରମରେ ୩୦ ଜିଲାରେ ୧୦୭୫ଟି ସ୍କୁଲର ରୂପାନ୍ତର କାର୍ଯ୍ୟ ଚାଲିଛି। ଆଜି ଲୋକାର୍ପିତ ହେବାକୁ ଥିବା ସ୍କୁଲଗୁଡିକ ମଧ୍ୟରେ ନୂଆପଡାର…

ହୀରାକୁଦ ବିସ୍ଥାପିତଙ୍କୁ ମିଳିବ ଘରଡିହ

ଭୁବନେଶ୍ୱର,୧୬।୧୧(ବ୍ୟୁରୋ)/ଝାରସୁଗୁଡ଼ା (ଅଫିସ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭର୍ଚୁଆଲ ମାଧ୍ୟମରେ ସୋମବାର ଝାରସୁଗୁଡ଼ା ଜିଲାରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା (ବିଏସ୍‌କଓ୍ବୋଇ) ଅଧୀନରେ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି। ଜିଲାର ପ୍ରାୟ ୧.୧୫ ଲକ୍ଷ ଲୋକ ଏହି ସୁବିଧା ପାଇବେ।…

ଡିଏସ୍‌ଏମ୍‌ ପାଇଁ ନିବେଶ ହେବ ୪୪୧ କୋଟି

ଭୁବନେଶ୍ୱର,୧୬।୧୧: ଏନର୍ଜି ଏଫିସିଏନ୍ସି ସର୍ଭିସେସ୍‌ ଲିମିଟେଡ୍‌ (ଇଇଏସ୍‌ଏଲ୍‌) ପକ୍ଷରୁ ଓଡ଼ିଶାର ଶକ୍ତି ବିତରଣ କମ୍ପାନୀଗୁଡ଼ିକ ଲାଗି ୟୁଟିଲିଟି ଭିତ୍ତିକ ଡିମାଣ୍ଡ ସାଇଡ ମ୍ୟାନେଜମେଣ୍ଟ(ଡିଏସ୍‌ଏମ୍‌) ଆରମ୍ଭ କରାଯାଇଛି। ପର୍ଯ୍ୟାୟ ଭିତ୍ତିରେ ଏହି ଯୋଜନା ଲାଗି ରାଜ୍ୟରେ ୪୪୧ କୋଟି ଟଙ୍କା ନିବେଶ ଯୋଜନା…

ଆଠଗଡ଼ ବନାଞ୍ଚଳ ଅଧିକାରୀ ନିଲମ୍ବିତ

ଭୁବନେଶ୍ୱର, ୧୬।୧୧(ବ୍ୟୁରୋ)/ ଆଠଗଡ଼(ସ୍ବ.ପ୍ର): ଆଠଗଡ଼ ବନଖଣ୍ଡ ଅଧୀନ ସୁବାସୀ ସଂରକ୍ଷିତ ଜଙ୍ଗଲରେ ଶିକାରୀ ଗୁଳିରେ ମୃତ ଦନ୍ତା ହାତୀକୁ ତରବରିଆ ଭାବେ ପୋତିଦିଆଯିବା ଘଟଣାରେ ବିଭାଗୀୟ କାର୍ଯ୍ୟାନୁଷ୍ଠାନ ହୋଇଛି। ଆଠଗଡ଼ ବନାଞ୍ଚଳ ଅଧିକାରୀ (ରେଞ୍ଜର) ଆୟେଶା ଅକ୍ତରୀ ନିଶାଙ୍କୁ ସୋମବାର କାର୍ଯ୍ୟରୁ…

ଛାତ୍ରୀଛାତ୍ର ଗବେଷଣାତ୍ମକ ମନୋବୃତ୍ତି ନେଇ ଅଧ୍ୟୟନ କରନ୍ତୁ’

ଭୁବନେଶ୍ୱର,୧୬ା୧୧ (ବ୍ୟୁରୋ): ଦେଶର ପ୍ରତ୍ୟେକ ନାଗରିକ ହେଉଛନ୍ତି ଗବେଷକ। ପ୍ରତି ଗବେଷଣା ଲୋକଙ୍କ ଉପକାର ପାଇଁ ଉଦ୍ଦିଷ୍ଟ। ତେଣୁ ପୁରାତନରୁ ନୂତନ ଯୁଗ ପର୍ଯ୍ୟନ୍ତ, ନିଆଁର ବ୍ୟବହାରଠାରୁ ସୂଚନା ଓ ପ୍ରଯୁକ୍ତି ବିଦ୍ୟା ପ୍ରୟୋଗ, ସବୁଥିରେ ଗବେଷକଙ୍କ ଅବଦାନ ରହିଛି। ଛାତ୍ରୀଛାତ୍ର…

ଅପରାଧ ପାଇଁ ହ୍ବାଟ୍ସଆପ୍‌ ଗ୍ରୁପ୍‌ ‘ଟାଉନ୍‌ ଟାଇଗର’

ଭୁବନେଶ୍ୱର,୧୬ା୧୧(ବ୍ୟୁରୋ): କେବିଏନ୍‌ ଗ୍ୟାଙ୍ଗ୍‌ର ୫ ସଦସ୍ୟଙ୍କ ୨ ଦିନିଆ ରିମାଣ୍ଡ ଅବଧି ସରିବା ପରେ କମିଶନରେଟ ପୋଲିସ ସୋମବାର ସେମାନଙ୍କୁ ପୁଣି ଜେଲ୍‌ ହାଜତକୁ ପଠାଇ ଦେଇଛି। ଆଉକିଛି ତଥ୍ୟ ଓଗାଳିବା ପାଇଁ ଅଭିଯୁକ୍ତ ରାହୁଲ ଜେନା, ରାଜେଶ ବେହେରା ଓରଫ…

ନିର୍ବାଚନ ଖର୍ଚ୍ଚ ସୀମା ବଢ଼ିଲା

ଭୁବନେଶ୍ୱର,୧୬।୧୧(ବ୍ୟୁରୋ): ୨୦୨୨ରେ ହେବାକୁ ଯାଉଛି ତ୍ରି-ସ୍ତରୀୟ ପଞ୍ଚାୟତ ନିର୍ବାଚନ। ରାଜ୍ୟ ନିର୍ବାଚନ କମିଶନ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ଜିଲା ପରିଷଦ ସଭ୍ୟ, ପଞ୍ଚାୟତ ସମିତି ସଭ୍ୟ ଏବଂ ସରପଞ୍ଚଙ୍କର ନିର୍ବାଚନୀ ଖର୍ଚ୍ଚ ବୃଦ୍ଧି କରିଛନ୍ତି। ଜିଲାପରିଷଦ ସଭ୍ୟଙ୍କର ସର୍ବାଧିକ ନିର୍ବାଚନୀ ଖର୍ଚ୍ଚ…

ପ୍ରକଳ୍ପ କାମର ପୂର୍ଣ୍ଣାଙ୍ଗ ରିପୋର୍ଟ ୭ ଦିନରେ ଦିଅ: ମୁଖ୍ୟ ସଚିବ

ଭୁବନେଶ୍ୱର,୧୬ା୧୧(ବ୍ୟୁରୋ): ପୁରୀ ଓ ଗଞ୍ଜାମ ଜିଲାର ବୃହତ୍‌ ପାନୀୟ ଜଳ ପ୍ରକଳ୍ପ କାର୍ଯ୍ୟକାରୀ ନେଇ ରାଜ୍ୟ ଯୋଜନା ବୋର୍ଡ ଉପାଧ୍ୟକ୍ଷ ସଞ୍ଜୟ କୁମାର ଦାସବର୍ମାଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଛି। ଏଥିରେ ବ୍ରହ୍ମଗିରି ବ୍ଲକ ରାୟବିଧାରପୁର ପଞ୍ଚାୟତ ସ୍ଥିତ…

ବିଧାନସଭାରେ ପଶିବାକୁ କନିଷ୍ଠ ଶିକ୍ଷକଙ୍କ ଉଦ୍ୟମ

ଭୁବନେଶ୍ୱର, ୧୬ା୧୧(ବ୍ୟୁରୋ): ବିଭିନ୍ନ ଦାବି ନେଇ କନିଷ୍ଠ ଶିକ୍ଷକମାନେ ୯ ତାରିଖରୁ ଲୋୟର ପିଏମ୍‌ଜିରେ ଧାରଣାରେ ବସିଛନ୍ତି। ଦୀର୍ଘଦିନ ଆମରଣ ଅନଶନରେ ବସିଥିଲେ ମଧ୍ୟ ସରକାରଙ୍କ ପକ୍ଷରୁ କୌଣସି ପଦକ୍ଷେପ ନିଆ ନ ଯିବାରୁ ସୋମବାର ବିଧାନସଭାକୁ ଧସେଇ ପଶିବାକୁ ଉଦ୍ୟମ…

ମନ୍ତ୍ରୀଙ୍କୁ ଗୃହକୁ ପୂରାଇ ଦେବୁନି: କଂଗ୍ରେସ

ଭୁବନେଶ୍ୱର,୧୬ା୧୧(ବ୍ୟୁରୋ): ବିଧାନସଭାର ଶୀତ ଅଧିବେଶନ ଡିସେମ୍ବର ପହିଲାରୁ ଆରମ୍ଭ ହେବ। ଏହା ୩୧ ତାରିଖ ପର୍ଯ୍ୟନ୍ତ ଚାଲିବାକୁ ଥିବାବେଳେ ଏଥିରେ ମୋଟ ୨୬ କାର୍ଯ୍ୟଦିବସ ରହିଛି। ତେବେ ଏହି ଅଧିବେଶନରେ ମୁଖ୍ୟତଃ ମମିତା ମେହେର ହତ୍ୟାକାଣ୍ଡ ପ୍ରସଙ୍ଗରେ ଗୃହ ଭିତରେ ଏବଂ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri