ରାଜ୍ୟ

ଗ୍ରାମୀଣ ଅର୍ଥନୈତିକ କରିଡର ବିକାଶ ହେବ

ଭୁବନେଶ୍ୱର,୯।୪(ବ୍ୟୁରୋ): ରାଜ୍ୟର ୧୪୭ ବିଧାନସଭା ଆସନ ଅଞ୍ଚଳରେ ଗ୍ରାମୀଣ ଅର୍ଥନୈତିକ କରିଡର ବିକାଶ କରାଯିବ। ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା ଉନ୍ନୟନ କମିଶନର ପ୍ରଦୀପ କୁମାର ଜେନାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏକ ଉଚ୍ଚସ୍ତରୀୟ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି।...

ବର୍ଷେ ପରେ କମିନି ଭୟ

ଢେଙ୍କାନାଳ ଅଫିସ, ୯।୪ ୨୦୨୦ ଏପ୍ରିଲ ୯। ଏହି ଦିନ କରୋନା ମ୍ୟାପ୍‌ରେ ସାମିଲ ହୋଇଥିଲା ଶିଳ୍ପସମୃଦ୍ଧ ଢେଙ୍କାନାଳ ଜିଲା। ପୌରାଞ୍ଚଳରୁ ଚିହ୍ନଟ ହୋଇଥିଲେ ପ୍ରଥମ ଆକ୍ରାନ୍ତ। ଇତିମଧ୍ୟରେ ବର୍ଷେ ବିତିଛି। ବର୍ଷେ ଭିତରେ ଭୂତାଣୁ ଦେଇଥିବା ଯନ୍ତ୍ରଣା ସହିଛନ୍ତି...

ପାଣି ଖୋଜୁଛନ୍ତି ପଥିକ

ଖମାର,୯ା୪ ବଢ଼ୁଛି ଗ୍ରୀଷ୍ମପ୍ରବାହ। ଅସହ୍ୟ ଗରମ ଓ ଗୁଳୁଗୁଳିରେ ଆଉଟୁପାଉଟୁ ହେଉଛନ୍ତି ଲୋକେ। ସ୍ଥିତିକୁ ଦେଖି ସରକାର ସଚେତନ କରାଉଛନ୍ତି। ଅଂଶୁଘାତକୁ ନେଇ ସତର୍କ ରହିବାକୁ ଲୋକଙ୍କୁ ବାରମ୍ବାର ଚେତାଇ ଦେଉଛନ୍ତି। ଜରୁରୀ କାର୍ଯ୍ୟ ନ ଥିଲେ ଟାଣ ଖରାବେଳେ...

୩୦୦ କୋଟି ଟଙ୍କା, ୧୦ ଦିନ ପାଇଁ ଟିକା

ଭୁବନେଶ୍ୱର/ନୂଆଦିଲ୍ଲୀ, ୯।୪(ବୁରୋ):ବିଭିନ୍ନ ରାଜ୍ୟରେ କୋଭିଡ୍‌-୧୯ର ପୁନଃ ସଂକ୍ରମଣ ଦ୍ରୁତଗତିରେ ବଢ଼ିଚାଲିଛି। ସୀମାନ୍ତବର୍ତ୍ତୀ ଜିଲାଗୁଡ଼ିକରେ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଥିବାରୁ ଓଡ଼ିଶା ପାଇଁ କରୋନା ସଂକ୍ରମଣ ପୁଣି ଚ୍ୟାଲେଞ୍ଜ ସୃଷ୍ଟି କରିଛି। ମହାମାରୀ ମୁକାବିଲା ଲାଗି ରାଜ୍ୟ ସରକାର କୋଭିଡ୍‌ ପରିଚାଳନା...

ମିଶନ ଶକ୍ତିକୁ ମିଳିବ ଅବ୍ୟବହୃତ ସରକାରୀ ସମ୍ପତ୍ତି

ଭୁବନେଶ୍ୱର,୯ା୪(ବ୍ୟୁରୋ):ରାଜ୍ୟରେ ମିଶନ ଶକ୍ତିକୁ ଅଧିକ ସଶକ୍ତ କରିବାକୁ ସରକାର ଆଉ ଏକ ପଦକ୍ଷେପ ନେଇଛନ୍ତି। ରାଜ୍ୟର ଅବ୍ୟବହୃତ ସରକାରୀ ସମ୍ପତ୍ତିକୁ ସମ୍ପୃକ୍ତ ଜିଲାର ଜିଲା, ବ୍ଲକ ଓ ପଞ୍ଚାୟତସ୍ତରରେ ଥିବା ମିଶନ ଶକ୍ତି ମହାସଂଘକୁ ପ୍ରଦାନ କରାଯିବ। ଜମି ହସ୍ତାନ୍ତର...

ସୁସ୍ଥ ହେଲେ ୨୨୮ କରୋନା ଆକ୍ରାନ୍ତ

ଭୁବନେଶ୍ୱର, ୮।୪ : ଓଡ଼ିଶାରେ ଗୁରୁବାର ୨୨୮ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ଆରୋଗ୍ୟ ଲାଭ କରିଥିବା କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୮,୮୯୦ରେ ପହଞ୍ଚିଛି। ନୂଆପଡ଼ାରୁ ସର୍ବାଧିକ ୪୦, ବରଗଡ଼ରୁ ୩୪, ଖୋର୍ଦ୍ଧା ଓ...

ବଜ୍ରପାତରେ ୨୦ ଗୋରୁ ମୃତ

ନବରଙ୍ଗପୁର/ନନ୍ଦାହାଣ୍ଡି,୮ା୪: ନବରଙ୍ଗପୁର ଜିଲାରେ ଗୁରୁବାର ବର୍ଷା ସହ ଝଡ଼ ତୋଫାନ୍‌ ହୋଇଥିଲା। ସେତିକିବେଳେ ନନ୍ଦାହାଣ୍ଡି ବ୍ଲକ ପଡାଲଗୁଡ଼ା ଚର୍ଚ୍ଚ ପାଖ ଯୋଶେଫ ସୁନାଙ୍କ ଘର ସମ୍ମୁଖ ପଡ଼ିଆରେ ଏକ ଗଛ ମୂଳେ ୨୦ରୁ ଊଦ୍ଧର୍‌ବ ଗୋରୁ ଆଶ୍ରୟ ନେଇଥିଲେ। ଗଛ...

ଦଶାଶ୍ୱମେଧ ଘାଟରେ ଲାଗିଲା ୧୪୪ ଧାରା

ଯାଜପୁର ଟାଉନ,୮ା୪: ଶୁକ୍ରବାର ହେବାକୁ ଥିବା ବାରୁଣୀ ସ୍ନାନ ପାଇଁ ଯାଜପୁର ଜିଲା ପ୍ରଶାସନ ପକ୍ଷରୁ ଗୁରୁବାର ୧୪୪ ଧାରା ଜାରି କରାଯାଇଛି। ପୂର୍ବରୁ ବାରୁଣୀ ସ୍ନାନ ଓ ମେଳା ବନ୍ଦ ରଖିବାକୁ ଜିଲା ପ୍ରଶାସନ ନିଷ୍ପତ୍ତି ନେଇଥିଲା। ଯାଜପୁର...

୩ ଦିନ ପାଇଁ ବନ୍ଦ ହେଲା ଜିଆଇଇଟି ବିଶ୍ୱବିଦ୍ୟାଳୟ

ଗୁଣପୁର,୮ା୪: ରାୟଗଡ଼ା ଜିଲା ଗୁଣପୁରସ୍ଥିତ ଜିଆଇଇଟି ବିଶ୍ୱବିଦ୍ୟାଳୟରୁ ୫ଜଣ କରୋନା ପଜିଟିଭ ଚିହ୍ନଟ ହେବା ପରେ ୩ ଦିନ ପାଇଁ ବନ୍ଦ ଘୋଷଣା କରାଯାଇଛି। ଗୁଣପୁର ଉପଜିଲାପାଳ ଜେ. ସୋନାଲଙ୍କ ନିର୍ଦ୍ଦେଶ କ୍ରମେ କର୍ତ୍ତୃପକ୍ଷ ବିଶ୍ୱବିଦ୍ୟାଳୟକୁ ବନ୍ଦ କରିଛନ୍ତି। ଏହା...

ନାବାଳିକା ଶାଳିଙ୍କୁ ଗର୍ଭବତୀ କରି ଜେଲ ଗଲେ ଭିଣୋଇ

ଭଦ୍ରକ ଅଫିସ, ୮।୪: ଭଦ୍ରକ ଜିଲା ତିହିଡ଼ି ବ୍ଲକରେ ଏକ ଆଶ୍ରମ ସ୍କୁଲର ନବମ ଶ୍ରେଣୀ ଛାତ୍ରୀ ଗର୍ଭବତୀ ଥିବା ନେଇ ତିହିଡ଼ି ଥାନାରେ ଅଭିଯୋଗ ହୋଇଛି। ଏନେଇ ପୋଲିସ ଏକ ମାମଲା (ନଂ. ୧୬୫/୨୧) ରୁଜୁ କରି ତଦନ୍ତ...

ଦୁର୍ଘଟଣାରେ ଚାଲିଗଲା କୋଭିଡ୍‌ ଟିକା ନେବାକୁ ଯାଉଥିବା ଦମ୍ପତିଙ୍କ ଜୀବନ

ବୌଦ୍ଧ,୮।୪: ବୌଦ୍ଧ ଜିଲା ହରଭଙ୍ଗା ବ୍ଳକର ଖୋର୍ଦ୍ଧା-ବଲାଙ୍ଗୀର ଜାତୀୟ ରାଜପଥର ରାଧାନଗରଠାରେ ଗୁରୁବାର ଏକ ସଡ଼କ ଦୁର୍ଘଟଣାରେ ଦମ୍ପତିଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ବୌଦ୍ଧ ଆଦର୍ଶ ଥାନା ଅଧୀନ ରାଧାନଗର ଗାଁର ଲଳିତ ମୋହନ ସାହୁ (୬୫) ଓ...

ଅପମିଶ୍ରିତ ମଦ ନେଲା ଜୀବନ

ବନ୍ତ,୮।୪: ଭଦ୍ରକ ଜିଲା ବନ୍ତ ବ୍ଲକ ଗଣିଜାଙ୍ଗ ପଞ୍ଚାୟତ ହାସିନପୁର ଗ୍ରାମର ଅଭିମନ୍ୟୁ ରାଉତ ନାମକ ଜଣେ ବ୍ୟକ୍ତିଙ୍କ ମଦ ଜନିତ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି। ଏ ନେଇ ଗୁରବାର କେନାଲ ଛକଠାରେ ମହିଳାମାନେ ରାସ୍ତାରେ ମୃତଦେହ ରଖି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri