ଘାତକ ହେଉଛି ସହରାଞ୍ଚଳ ପ୍ରଦୂଷଣ
ଭୁବନେଶ୍ୱର,୧୪ା୧୧(ବ୍ୟୁରୋ): ବଡ଼ ବଡ ସହରରେ ନିଃଶ୍ୱାସପ୍ରଶ୍ୱାସ ନେବା ପ୍ରାଣଘାତକ ହେଲାଣି। ସହରାଞ୍ଚଳରେ ବିଶୁଦ୍ଧ ବାୟୁ ଟିକେ ପାଇବା କଷ୍ଟକର ହୋଇ ପଡ଼ିଲାଣି। ହୁ ହୁ ହୋଇ ମାଡ଼ି ଚାଲିଥିବା ମୋଟରଯାନ ସଂଖ୍ୟା ବୃଦ୍ଧି ସାଙ୍ଗକୁ ସବୁଜ ବଳୟ ନଷ୍ଟ ହେବାରେ ଲାଗିଥିବାରୁ…
ଭୁଲ୍ ମାନି ବାପାଙ୍କୁ ଘରକୁ ନେଲେ ପୁଅ
ପାଣିକୋଇଲି,୧୪ା୧୧(ଡି.ଏନ.ଏ.): ପାଣିକୋଇଲି ପଞ୍ଚାୟତ ବଣିଆଗାଡ଼ିଆ (ଖଜିରିପୁର) ଗ୍ରାମର ବୃଦ୍ଧ ପୂର୍ଣ୍ଣଚନ୍ଦ୍ର ବିଶ୍ୱାଳଙ୍କୁ ତାଙ୍କ ଦୁଇ ପୁଅ ନ ପଚାରିବାରୁ ସେ ସ୍ଥାନୀୟ ବିଦ୍ୟାଳୟ ବାରଣ୍ଡାରେ ଆଶ୍ରୟ ନେଇଥିଲେ। ବରିଷ୍ଠ ନାଗରିକ ମଞ୍ଚ ସଭ୍ୟଙ୍କ ଉଦ୍ୟମ କ୍ରମେ ବିଶ୍ୱାଳଙ୍କୁ ତାଙ୍କ ପରିବାରବର୍ଗ ଶନିବାର…
ପୁଣି ଲଘୁଚାପ, ପ୍ରବଳ ବର୍ଷିବ
ଭୁବନେଶ୍ୱର, ୧୪।୧୧(ବ୍ୟୁରୋ): ଥାଇଲାଣ୍ଡ ଓ ଦକ୍ଷିଣ ଆଣ୍ଡାମାନ ସାଗରରେ ଶନିବାର ଏକ ଲଘୁଚାପ ସୃଷ୍ଟି ହୋଇଛି। ୧୫ ତାରିଖ ସୁଦ୍ଧା ଏହା ଆଣ୍ଡାମାନ ଉପକୂଳରେ ପହଞ୍ଚତ୍ବ। ପରେ ଏହା ଅବପାତର ରୂପ ନେଇ ଆନ୍ଧ୍ରପ୍ରଦେଶ ଉପକୂଳ ଦେଇ ୧୮ ତାରିଖ ସାରେ…
୩ ଦିନ ଶ୍ରୀମନ୍ଦିରରେ ସାଧାରଣ ଦର୍ଶନ ବନ୍ଦ
ପୁରୀ ଅଫିସ, ୧୪ା୧୧: ଚଳିତମାସ ୧୪, ୧୫ ଓ ୧୯ ତାରିଖରେ ଶ୍ରୀମନ୍ଦିରରେ ସାଧାରଣ ଦର୍ଶନ ବନ୍ଦ ରହିବ। ଏ ନେଇ ଶନିବାର ଉପଜିଲାପାଳ ଭବତାରଣ ସାହୁ ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ, ଶ୍ରୀମନ୍ଦିର ପ୍ରଶାସନର ପୂର୍ବ ଏସ୍ଓପି ଅନୁଯାୟୀ…
ଆଉ ୨ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୩୭୭କୁ ବୃଦ୍ଧି
ଭୁବନେଶ୍ୱର,୧୪ା୧୧(ବ୍ୟୁରୋ): ରବିବାର ରାଜ୍ୟରୁ ଆଉ ୨ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୮୩୭୭କୁ ବୃଦ୍ଧି ପାଇଥିବା ଜଣାପଡ଼ିଛି। ଆଜି…
ଆଜି ରାଜ୍ୟରୁ ୨୬୨ ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ
ଭୁବନେଶ୍ୱର,୧୪ା୧୧(ବ୍ୟୁରୋ): ରବିବାର ରାଜ୍ୟରୁ ୨୬୨ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୪୫,୪୭୧ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୧୫୩ ଜଣ ଚିହ୍ନଟ ହୋଇଥିବା…
ହାଇଦ୍ରାବାଦ ଚାଲାଣ ବେଳେ ଧରାପଡ଼ିଲା ଗୋ-ମାଂସ ଭର୍ତ୍ତି ଟ୍ରକ୍; ୩ ଜଣ ଅଟକ
ନିରାକାରପୁର,୧୪।୧୧(ଡି.ଏନ୍.ଏ.): ଖୋର୍ଦ୍ଧା ଜିଲା ନିରାକାରପୁର ଥାନା ଅନ୍ତର୍ଗତ ୧୬ ନଂ ଜାତୀୟ ରାଜପଥ ଉପରୁ ରବିବାର ସ୍ଥାନୀୟ ପୋଲିସ ଏକ ଟ୍ରକ ବୋଝଇ ଗୋ-ମାଂସ ଜବତ କରିଛି। ଏହି ମାମଲାରେ ଗାଡ଼ିରେ ଥିବା ତିନି ଜଣଙ୍କୁ ଥାନାରେ ଅଟକ ରଖାଯାଇଛି l…
ଔଷଧ ଦୋକାନରେ ଗ୍ରାହକଙ୍କ ପାଟିତୁଣ୍ଡରୁ ହତ୍ୟାକାଣ୍ଡ
ଗୁଣପୁର,୧୨।୧୧(ଡି.ଏନ୍.ଏ): ରାୟଗଡ଼ା ଜିଲା ଗୁଣପୁର ବ୍ଲକ ପୁଟାସିଂରେ ଜଣେ ଯୁବକଙ୍କ ଆକ୍ରମଣରେ ରୁଟି ବ୍ୟବସାୟୀଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ୨ ଜଣ ଗୁରୁତର ଅଛନ୍ତି। ମୃତକ ହେଲେ ଲବା ଅଞ୍ଚଳର ମନୋଜ କୁମାର ସେନାପତି। ସେ ଗୁଣପୁର ସହର ଶବରୀବିହାରରେ…
ମମିତା ରାୟପୁର ଯିବା ନେଇ ପୋଲିସକୁ ପ୍ରମାଣ ମିଳିନାହିଁ କହିଲେ ଡିଆଇଜି
ସମ୍ବଲପୁର,୧୩ା୧୧(ବ୍ୟୁରୋ): ମମିତା ମେହେର ହତ୍ୟା ଘଟଣାରେ ପୋଲିସ କାର୍ଯ୍ୟ ସମ୍ପାଦନାରେ ଅବହେଳା କରିନାହିଁ। ଅଭିଯୋଗ ପରେ ମାମଲା ରୁଜୁ ହୋଇଥିଲା। ଅଭିଯୁକ୍ତଙ୍କ କ୍ରାଇମ୍ ସିନ କରିବା, କୋର୍ଟଙ୍କୁ ସୂଚନା ଦେବା, ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିବା ସବୁ ସମୟ…
ଘର ଭାଙ୍ଗିଲେ, ଶିଶୁପୁତ୍ରର ଜୀବନ ନେଲେ
କେନ୍ଦୁଝର,୧୩ା୧୧(ସ୍ବ.ପ୍ର.): କେନ୍ଦୁଝର ଜିଲା ତେଲକୋଇ ରେଞ୍ଜ ଅଧୀନ ବିମଳା ସେକ୍ସନ ରାଣିବେଡା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଶୁକ୍ରବାର ରାତିରେ ଖାଦ୍ୟ ଅନ୍ବେଷଣରେ ଆସିଥିବା ହାତୀପଲ ଜଣେ ବ୍ୟକ୍ତିଙ୍କ ଘର କାନ୍ଥ ଭାଙ୍ଗି ଦେବାରୁ ଭିତରେ ଶୋଇଥିବା ୭ ବର୍ଷ…
କରୋନାରେ ୧୫ବର୍ଷୀୟ ନାବାଳିକାଙ୍କ ଜୀବନ ଗଲା
ଭୁବନେଶ୍ୱର,୧୩।୧୧(ବ୍ୟୁରୋ): ରାଜ୍ୟରେ ପୁଣି ଜଣେ ପିଲାର କରୋନାରେ ମୃତ୍ୟୁ ଘଟିଛି। ୨୪ଘଣ୍ଟା ମଧ୍ୟରେ ରାଜ୍ୟରେ ୨ଜଣଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ଗଞ୍ଜାମ ଓ କୋରାପୁଟ ଜିଲାର ଜଣେ ଲେଖାଏ ରହିଛନ୍ତି। କୋରାପୁଟର ଜଣେ ୧୫ବର୍ଷୀୟ ନାବାଳିକାଙ୍କ ମୃତ୍ୟୁ ଘଟିଛି। ସେ…
କାନ୍ଦି କାନ୍ଦି ଟ୍ରେନ୍ ଆଗକୁ ଡେଇଁପଡ଼ିଲେ ଯୁବତୀ
ରେଢାଖୋଲ,୧୩।୧୧(ଡି.ଏନ୍.ଏ.): ରେଢାଖୋଲ ରେଳ ଷ୍ଟେଶନ ନିକଟରେ ଶନିବାର ଜଣେ ଯୁବତୀ ଏକ ମାଲବାହୀ ଟ୍ରେନ ଆଗକୁ ଡେଇଁ ଆତ୍ମହତ୍ୟା କରିଛନ୍ତି। ରେଳବାଇ ପୋଲିସ ଯୁବତୀଙ୍କ ମୃତଦେହ ଜବତ କରି ବ୍ୟବଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛି। ମୃତ ଯୁବତୀ ଜଣକ…
Archives


