ରାଜ୍ୟ

୨୪ ବର୍ଷ ଧରି ତରଳ ଖାଦ୍ୟରେ ବିତୁଛି ଜୀବନ

କେନ୍ଦୁଝର,୧୧ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ବାଂଶପାଳ ବ୍ଲକ୍‌ ଅନ୍ତର୍ଗତ କୋଡ଼ିପଶା ପଞ୍ଚାୟତର ପାହାଡ଼ ତଳ କୁଣ୍ଢେଇ ଗ୍ରାମର ଦିବ୍ୟାଙ୍ଗ ବୁଦ୍ଧିଆ ଜୁଆଙ୍ଗ(୨୪) ତରଳ ଖାଦ୍ୟ ଖାଇ ବହୁ କଷ୍ଟରେ ବଞ୍ଚତ୍ଛନ୍ତି। ତାଙ୍କର ପାଟି ଜନ୍ମରୁ ଖୋଲୁ ନ ଥିବାରୁ...

ପୁରସ୍କାର ବ୍ୟକ୍ତିର ଅନାବଶ୍ୟକତାର ଉପଲବ୍ଧି କରାଏ

ଓଡ଼ିଶାର ନାଟକ କ୍ଷେତ୍ରର ଜଣେ ବିଶିଷ୍ଟ ବ୍ୟକ୍ତିତ୍ୱ ଅନନ୍ତ ମହାପାତ୍ର। ଟେଲିଭିଜନ୍‌, ଫିଲ୍ମ, ରେଡିଓ ସହ ୟୁଟ୍ୟୁବରେ ମଧ୍ୟ ସେ ଶୁଣାଉଛନ୍ତି ନାଟକୀୟ କାହାଣୀ। ରଚନା, ନିର୍ଦ୍ଦେଶନା ଓ ଅଭିନୟ ମାଧ୍ୟମରେ ୨୦୧୫ ନଭେମ୍ବର ସୁଦ୍ଧା ୧୦୦ରୁ ଅଧିକ ନାଟକରେ...

ବି.ଏଡ୍‌ ଶିକ୍ଷକ ମହାସଂଘର ଆନ୍ଦୋଳନ ଚେତାବନୀ

ଭୁବନେଶ୍ୱର, ୧୧।୯: (ଅସମାପିକା ସାହୁ)- ମିଳିତ ପ୍ରାଥମିକ ମୂଳ ନିଯୁକ୍ତ ବି.ଏଡ୍‌ ଶିକ୍ଷକ ମହାସଂଘର ଏକ ଜରୁରୀକାଳୀନ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ରବିବାର ବୁଦ୍ଧମନ୍ଦିର ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି। ଆଗାମୀ ବିଧାନସଭା ପୂର୍ବରୁ ଯଦି ସରକାର ଦାବି ସମ୍ପର୍କରେ କୌଣସି...

ଇଣ୍ଡିଆ ବୁକ୍‌ ରେକର୍ଡରେ ସତ୍ୟଙ୍କ କ୍ଷୁଦ୍ରତମ ଭାରତ ମାନଚିତ୍ର

ବ୍ରହ୍ମପୁର,୧୧ା୯(ସ୍ମୃତି ରଞ୍ଜନ ମହାଲିକ): ବ୍ରହ୍ମପୁରର ବାଲୁକା ଶିଳ୍ପୀ ସତ୍ୟ ନାରାୟଣ ମହାରଣା ପେନ୍‌ସିଲ ମୁନରେ କରିଥିବା କ୍ଷୁଦ୍ରତମ ଭାରତ ମାନଚିତ୍ର ଇଣ୍ଡିଆ ବୁକ ଅଫ ରେକର୍ଡରେ ସ୍ଥାନ ପାଇଛି। ସତ୍ୟ ଗତ ସ୍ବାଧୀନତା ଦିବସ ଅବସରରେ ୨ ମିଲିମିଟର ଉଚ୍ଚତା...

୧୨ରେ ଘୂର୍ଣ୍ଣିବଳୟ: ଆଜି ୧୯ ଜିଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା

ଭୁବନେଶ୍ୱର,୧୧।୯(ଅନୁରାଧା ମହାରଣା): ଆସନ୍ତା ୧୨ ତାରିଖ ବେଳକୁ ଉତ୍ତର ପଶ୍ଚିମ ପାଶର୍‌ବବର୍ତ୍ତୀ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଘୂର୍ଣ୍ଣିବଳୟ ସୃଷ୍ଟି ହେବ। ୧୩ରେ ଏହା ଲଘୁଚାପରେ ପରିଣତ ହେବାର ସମ୍ଭାବନା ରହିଛି। ଏହା ପ୍ରଭାବରେ ସୋମବାରଠାରୁ ବିଜୁଳି ଘଡ଼ଘଡ଼ି ସହ...

ପୂର୍ବ ଶତ୍ରୁତାରୁ ହତ୍ୟାକାଣ୍ଡ: ସିନ୍‌ ରିକ୍ରିଏସନ୍‌ କଲା ପୋଲିସ

ବଲାଙ୍ଗୀର, ୧୦ା୯ (ବୀରେନ୍ଦ୍ର କୁମାର ଝାଙ୍କର): ବଲାଙ୍ଗୀର ସଦର ଥାନା ପୋଲିସ ସିଦ୍ଧାନ୍ତ ବଗର୍ତ୍ତୀ ହତ୍ୟାକାଣ୍ଡର ରବିବାର ପର୍ଦ୍ଦାଫାଶ କରିଛି। ହତ୍ୟାକାଣ୍ଡରେ ସମ୍ପୃକ୍ତ ୫ ଜଣଙ୍କୁ ପୋଲିସ ଗିରଫ କରି ସିନ୍‌ ରିକ୍ରିଏସନ୍‌ କରାଇଛି। ଗିରଫ ଅଭିଯୁକ୍ତମାନେ ହେଲେ ସାଲେପାଲି...

ଗୋଟିଏ ପରିବାରର ୩ଜଣ ପିଇଦେଲେ କୀଟନାଶକ

ସୋହେଲା,୧୦ା୯(ଅଶ୍ବିନୀ ପାତ୍ର): ବରଗଡ଼ ଜିଲା ସୋହେଲା ଥାନା ଅଧୀନ ମାଷ୍ଟରପଡ଼ାରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି। ଗୋଟିଏ ପରିବାରର ୩ଜଣ ବିଷପାନ କରିବା ଅଞ୍ଚଳରେ ଆଲୋଡନ ଖେଳାଇ ଦେଇଛି। ସେମାନେ ହେଲେ କୁମୁଦିନୀ ସାହୁ(୫୦), ପୁଅ ବଂଶୀଧର(୨୫) ଏବଂ...

୧୩ରେ ଆଉ ଏକ ଲଘୁଚାପ

ଭୁବନେଶ୍ୱର,୧୦।୯: ରାଜ୍ୟରେ ବର୍ଷା ସାମାନ୍ୟ କମିଛି । ପାଗ ସାମାନ୍ୟ ଅନୁକୂଳ ହୋଇଥିବା ବେଳେ କିଛି ସ୍ଥାନରେ ବର୍ଷା ସମ୍ଭାବନା ରହିଛି । ଅନ୍ୟପଟେ ଆସନ୍ତା ୧୨ ତାରିଖରୁ ବଙ୍ଗୋପସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ । ୧୩ରେ...

ଏନ୍‌ଏମ୍‌ଡିସିର ୬୫ତମ ବାର୍ଷିକ ସାଧାରଣ ବୈଠକ

ଭୁବନେଶ୍ୱର,୧୦।୯: ଦେଶର ପ୍ରମୁଖ ସରକାରୀ ଉଦ୍ୟୋଗ ନ୍ୟାଶ୍‌ନାଲ ମିନେରାଲ ଡେଭେଲପ୍‌ମେଣ୍ଟ କର୍ପୋରେଶନ (ଏନ୍‌ଏମ୍‌ଡିସି)ର ୬୫ତମ ବାର୍ଷିକ ସାଧାରଣ ବୈଠକ (ଏଜିଏମ୍‌) ନିକଟରେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ ଏନ୍‌ଏମ୍‌ଡିସିର ସମସ୍ତ ଅଂଶଧନକାରୀ (ଶେୟାର ହୋଲ୍‌ଡର୍ସ)ଙ୍କ ସମେତ ଏନ୍‌ଏମ୍‌ଡିସିର ବରିଷ୍ଠ ପଦାଧିକାରୀ...

ଅନୁଗୋଳରେ ରେମଣ୍ଡର ଏକ୍ସକ୍ଲୁସିଭ୍‌ ଆଉଟ୍‌ଲେଟ୍‌

ଭୁବନେଶ୍ୱର,୧୦।୯: ରେମଣ୍ଡର ନୂତନ ତଥା ଏକ୍ସକ୍ଲୁସିଭ୍‌ ଆଉଟ୍‌ଲେଟ୍‌ ନିକଟରେ ଅନୁଗୋଳର ଗାନ୍ଧୀ ମାର୍ଗଠାରେ ଆନୁଷ୍ଠାନିକ ଭାବେ ଉଦ୍‌ଘାଟିତ ହୋଇଯାଇଛି। ଏହି ଅବସରରେ ଓଲିଉଡ୍‌ ଅଭିନେତ୍ରୀ ଅର୍ଚ୍ଚିତା ସାହୁ ସମ୍ମାନିତ ଅତିଥି ଭାବେ ଯୋଗଦେଇ ଉକ୍ତ ଆଉଟ୍‌ଲେଟ୍‌ର ଉଦ୍‌ଘାଟନ କରିଥିଲେ। ଅନ୍ୟମାନଙ୍କ...

ବଜାରରେ ରେନୋର ଅଲ୍‌ ନ୍ୟୁ କାଇଗର

ଭୁବନେଶ୍ୱର,୧୦।୯(ଅଭୟ ଦାଶ): ଦେଶର ପ୍ରମୁଖ ଅଟୋମୋବାଇଲ୍ସ କମ୍ପାନୀ ରେନଲ୍‌ଟ (ରେନୋ) ଇଣ୍ଡିଆର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିିତ ଅଲ୍‌ ନ୍ୟୁ କାଇଗର (ଅର୍ବାନ ନାଇଟ ଲିମିଟେଡ ଏଡିଶନ)ର ସର୍ବଭାରତୟ ଉନ୍ମୋଚନ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ କମ୍ପାନୀର ସ୍ବୀକୃତିପ୍ରାପ୍ତ...

ସାପକାମୁଡ଼ା ମୃତ୍ୟୁ ପାଇଁ ୬ ଲକ୍ଷ ଟଙ୍କା ଅନୁକମ୍ପା ମିଳୁ

ଭୁବନେଶ୍ୱର,୧୦ା୯(ଅସମାପିକା ସାହୁ)ରାଜ୍ୟରେ ସାପ କାମୁଡ଼ା ମୃତ୍ୟୁ ସଂଖ୍ୟାକୁ ନେଇ ଦ୍ୱନ୍ଦ୍ୱ ଲାଗି ରହିଛି। ଏପରିସ୍ଥିତିରେ ସାପ କାମୁଡ଼ାରେ ମୃତ୍ୟୁ ହେଲେ ମିଳୁଥିବା ଅନୁକମ୍ପା ରାଶିରେ ମଧ୍ୟ ଦ୍ୱନ୍ଦ୍ୱ ଦେଖାଦେଇଛି। ପୂର୍ବରୁ ବାଘ, ଭାଲୁ, ହାତୀ ଆଦି ବନ୍ୟପ୍ରାଣୀଙ୍କ ଦ୍ୱାରା ମୃତ୍ୟୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri