ସ୍କୁଲ ହଷ୍ଟେଲର ୯ ଛାତ୍ର ପଜିଟିଭ
ଉମରକୋଟ,୪ା୪: ନବରଙ୍ଗପୁର ଜିଲାରୁ ଦିନକରେ ୧୭ କରୋନା ପଜିଟିଭ ଚିହ୍ନଟ ହୋଇଥିବା ରବିବାର ଜିଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ଏଥିରେ ଉମରକୋଟ ଡୋଙ୍ଗ୍ରିଗୁଡ଼ାସ୍ଥିତ ଗୁରୁକୃପା ଆବାସିକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଛାତ୍ରାବାସର ୯ଛାତ୍ର ରହିଛନ୍ତି। ପ୍ରଶାସନ ପକ୍ଷରୁ ଛାତ୍ରାବାସକୁ...
ନୂଆ ଷ୍ଟାଇଲରେ ମାଲିକଙ୍କ ଆଖି ଆଗରେ ଲୁଟ୍
ଝାରସୁଗୁଡା ଅଫିସ୍,୪।୪: ନିଜକୁ ଆୟକର ବିଭାଗ ଅଧିକାରୀ ପରିଚୟ ଦେଇ ଝାରସୁଗୁଡା ସହରରେ ଥିବା ଓମ୍ ସାଇରାମ ଜୁଏଲେରୀରୁ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର ଲୁଟ୍ କରିଛନ୍ତି। ଏ ନେଇ ଦୋକାନ ମାଲିକ ମୁରଲୀଧର ସାକୁନିଆ ଶନିବାର ଝାରସୁଗୁଡା ଟାଉନ୍...
ଗଞ୍ଜାମରେ ପୁଣି କରୋନାର ଆତଙ୍କ
ଛତ୍ରପୁର,୪।୪: ଗଞ୍ଜାମ ଜିଲାରେ ଦୈନିକ କରୋନା ସଂକ୍ରମିତଙ୍କ ସଂଖ୍ୟା ପୁଣି ବୃଦ୍ଧି ପାଇଲାଣି। କିଛି ଦିନର ବ୍ୟବଧାନ ପରେ ଦୈନିକ ସଂକ୍ରମଣ ଦୁଇ ଅଙ୍କ ଛୁଇଁଲାଣି। ରବିବାର ଜିଲାପାଳ ବିଜୟ ଅମୃତା କୁଲାଙ୍ଗେଙ୍କ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁସାରେ ଜିଲାରେ...
ରଙ୍ଗ୍ ନମ୍ବରରୁ ପ୍ରେମ, ବ୍ଲାକମେଲିଂ
ପଦ୍ମପୁର, ୪।୪: ଯୁବତୀଙ୍କୁ ବ୍ଲାକମେଲିଂ କରୁଥିବା ଅଭିଯୋଗରେ ଭଦ୍ରକ ବ୍ଲକ ସାବରଙ୍ଗ ପୋଲିସ ଜଣେ ଯୁବକଙ୍କୁ ଗିରଫ କରିଛି। ସେ ହେଲେ ବନ୍ତ ଥାନା ଅଧୀନ ବଗଡ଼ା, କାଶିପୁର ଗ୍ରାମର ରମେଶ ଚନ୍ଦ୍ର ନାୟକ। ରବିବାର ତାଙ୍କୁ କୋର୍ଟ ଚାଲାଣ...
କୁଟୁରା ମାଂସ ଖାଇବା ଆଶାରେ ରହିଗଲା
ଠାକୁରମୁଣ୍ଡା,୪ା୪: ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଠାକୁରମୁଣ୍ଡା ରେଞ୍ଜ ଅଧୀନ କେନ୍ଦୁମୁଣ୍ଡି ସଂରକ୍ଷିତ ଜଙ୍ଗଲ(୨)ରୁ କୁଟୁରା ଶିକାର ଅଭିଯୋଗରେ ବନ ବିଭାଗ ୬ଜଣ ଶିକାରୀଙ୍କୁ ଗିରଫ କରିଛି। ବନ ବିଭାଗ ଅଧିକାରୀମାନେ ୧୨ କିଲୋ କୁଟୁରା ମାଂସ ଓ ଶିକାରରେ...
ରାଜ୍ୟରେ ଦିନ ବେଳା ଲାଗୁ ହୋଇପାରେ କର୍ଫ୍ୟୁ!
ଭୁବନେଶ୍ୱର,୪।୪(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ସଂକ୍ରମଣ ବଢ଼ିଚାଲିଛି। ଏହାକୁ ଦୃଷ୍ଟିରେ ରଖି ସରକାର ଦିନବେଳା କଟକଣାକୁ କଡ଼ାକଡ଼ି କରିବାକୁ ନିଷ୍ପତ୍ତି ନେଇପାରନ୍ତି। ଏନେଇ ବିଚାର ବିମର୍ଷ ଏବଂ ଅନୁଧ୍ୟାନ ଚାଲିଥିବା କହିଛନ୍ତି ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର। ମୁଖ୍ୟମନ୍ତ୍ରୀ ଏବଂ...
ଷ୍ଟେଟ୍ବ୍ୟାଙ୍କର ୭ କର୍ମଚାରୀଙ୍କୁ କରୋନା, ମୁଖ୍ୟ କାର୍ଯ୍ୟାଳୟ ସିଲ୍ କଲା ବିଏମ୍ସି
ଭୁବନେଶ୍ୱର,୪।୪(ବ୍ୟୁରୋ): ରାଜଧାନୀସ୍ଥିତ ଏସ୍ବିଆଇର ମୁଖ୍ୟ କାର୍ଯ୍ୟାଳୟ ରବିବାର ସିଲ୍ ହୋଇଛି। ଷ୍ଟେଟ୍ବ୍ୟାଙ୍କର ୭ କର୍ମଚାରୀ କରୋନା ପଜିଟିଭ୍ ଚିହ୍ନଟ ହେବା ପରେ ଏହି ପଦକ୍ଷେପ ନିଆଯାଇଥିବା ବିଏମ୍ସି କମିଶନର ପ୍ରେମଚନ୍ଦ୍ର ଚୌଧୁରୀ ସୂଚନା ଦେଇଛନ୍ତି। ୪୮ ଘଣ୍ଟା ଅର୍ଥାତ୍ ୨...
ଧାରଣାରୁ ଉଠିଲେ ଭାଜପା ବିଧାୟକ, କହିଲେ ରାଜ୍ୟପାଳଙ୍କୁ ଭେଟିବୁ
ଭୁବନେଶ୍ୱର,୪।୪(ବ୍ୟୁରୋ): ବିଧାନସଭା ପରିସରରେ ଥିବା ଗାନ୍ଧି ମୂର୍ତ୍ତି ତଳେ ଶନିବାରଠାରୁ ଧାରଣାରେ ବସିଥିବା ଭାଜପା ବିଧାୟକମାନେ ରବିବାର ଉଠିଛନ୍ତି। ଆଜି ସକାଳେ ଭାଜପା ସହପ୍ରଭାରୀ ବିଜୟପାଲ ସିଂ ତୋମାର ଭେଟିବା ପରେ ସେମାନେ ଧାରଣାରୁ ଉଠିଥିଲେ। ସମଗ୍ର ଘଟଣା ପାଇଁ...
ରାଜ୍ୟରେ ହୁ ହୁ ହୋଇ ବଢ଼ୁଛି କରୋନା: ସୁନ୍ଦରଗଡ଼ରୁ ସର୍ବାଧିକ
ଭୁବନେଶ୍ୱର,୪।୪(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଚିନ୍ତା ବଢ଼ାଉଛି। ପରିସ୍ଥିତି ସଙ୍ଗୀନ ହେବାରେ ଲାଗିଛି। ରବିବାର ରାଜ୍ୟରେ ୪୭୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୨୭୮ କ୍ୱାରାଣ୍ଟାଇନ୍ରୁ ଚିହ୍ନଟ ହୋଇଥିବାବେଳେ ୧୯୩ ଜଣ ଲୋକାଲ କେସ୍...
ସିଇଟି ହେବ ଅନୁବନ୍ଧିତ ମହାବିଦ୍ୟାଳୟ
ଭୁବନେଶ୍ୱର, ୪ା୪ (ବ୍ୟୁରୋ): ବିଜୁ ପଟ୍ଟନାୟକ ବୈଷୟିକ ବିଶ୍ୱବିଦ୍ୟାଳୟ (ବିପିୟୁଟି) ଆଇନ-୨୦୦୨କୁ ସଂଶୋଧନ କରାଯାଇଛି। ଆଇନ ମନ୍ତ୍ରୀ ପ୍ରତାପ ଜେନାଙ୍କ ଦ୍ୱାରା ଆଗତ ଏହି ସଂଶୋଧନ ବିଲ୍ ଶନିବାର ବିରୋଧୀଙ୍କ ଅନୁପସ୍ଥିତିରେ ପାରିତ କରାଯାଇଛି। ଏହି ସଂଶୋଧନ ଆଇନ ଅନୁଯାୟୀ...
ଚିକିତ୍ସା ପରିବର୍ତ୍ତେ ରୋଗୀଙ୍କୁ ରେଫର
ଅନୁଗୋଳ ଅଫିସ, ୪ା୪: ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ଉନ୍ନତ ସ୍ବାସ୍ଥ୍ୟସେବା ପାଇଁ ଭିତ୍ତିଭୂମି ରହିଛି। ସେଥିପାଇଁ ଜିଲାର ବିଭିନ୍ନ ପ୍ରାଥମିକ, ଗୋଷ୍ଠୀ ଓ ଉପଖଣ୍ଡ ସ୍ବାସ୍ଥ୍ୟକେନ୍ଦ୍ରରୁ ରୋଗୀଙ୍କୁ ଏଠାକୁ ପଠାଯାଉଛି। ଏପରି କି ପଡ଼ୋଶୀ ଜିଲାଗୁଡ଼ିକରୁ ମଧ୍ୟ ବହୁ...
ବଢ଼ିଲା ଆଇନଜୀବୀଙ୍କ ସହାୟତା ରାଶି
ଭୁବନେଶ୍ୱର, ୪ା୪ (ବ୍ୟୁରୋ): ଭୁବନେଶ୍ୱର, ୩।୪(ବ୍ୟୁରୋ)- ଆଇନ୍ଜୀବୀଙ୍କ କଲ୍ୟାଣ ପାଇଁ ରାଜ୍ୟ ସରକାର ଅଧିବକ୍ତା କଲ୍ୟାଣ ପାଣ୍ଠି ୧୯୮୭ର ସଂଶୋଧନ କରିଛନ୍ତି। ଆଇନମନ୍ତ୍ରୀ ପ୍ରତାପ ଜେନାଙ୍କ ଦ୍ୱାରା ଆଗତ ଓଡ଼ିଶା ଅଧିବକ୍ତା କଲ୍ୟାଣ ପାଣ୍ଠି (ସଂଶୋଧନ) ବିଲ୍-୨୦୨୧ ଶନିବାର ବିଧାନସଭାରେ...
Archives


