ରାଜ୍ୟରେ ଦିନ ବେଳା ଲାଗୁ ହୋଇପାରେ କର୍ଫ୍ୟୁ!
ଭୁବନେଶ୍ୱର,୪।୪(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ସଂକ୍ରମଣ ବଢ଼ିଚାଲିଛି। ଏହାକୁ ଦୃଷ୍ଟିରେ ରଖି ସରକାର ଦିନବେଳା କଟକଣାକୁ କଡ଼ାକଡ଼ି କରିବାକୁ ନିଷ୍ପତ୍ତି ନେଇପାରନ୍ତି। ଏନେଇ ବିଚାର ବିମର୍ଷ ଏବଂ ଅନୁଧ୍ୟାନ ଚାଲିଥିବା କହିଛନ୍ତି ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର। ମୁଖ୍ୟମନ୍ତ୍ରୀ ଏବଂ...
ଷ୍ଟେଟ୍ବ୍ୟାଙ୍କର ୭ କର୍ମଚାରୀଙ୍କୁ କରୋନା, ମୁଖ୍ୟ କାର୍ଯ୍ୟାଳୟ ସିଲ୍ କଲା ବିଏମ୍ସି
ଭୁବନେଶ୍ୱର,୪।୪(ବ୍ୟୁରୋ): ରାଜଧାନୀସ୍ଥିତ ଏସ୍ବିଆଇର ମୁଖ୍ୟ କାର୍ଯ୍ୟାଳୟ ରବିବାର ସିଲ୍ ହୋଇଛି। ଷ୍ଟେଟ୍ବ୍ୟାଙ୍କର ୭ କର୍ମଚାରୀ କରୋନା ପଜିଟିଭ୍ ଚିହ୍ନଟ ହେବା ପରେ ଏହି ପଦକ୍ଷେପ ନିଆଯାଇଥିବା ବିଏମ୍ସି କମିଶନର ପ୍ରେମଚନ୍ଦ୍ର ଚୌଧୁରୀ ସୂଚନା ଦେଇଛନ୍ତି। ୪୮ ଘଣ୍ଟା ଅର୍ଥାତ୍ ୨...
ଧାରଣାରୁ ଉଠିଲେ ଭାଜପା ବିଧାୟକ, କହିଲେ ରାଜ୍ୟପାଳଙ୍କୁ ଭେଟିବୁ
ଭୁବନେଶ୍ୱର,୪।୪(ବ୍ୟୁରୋ): ବିଧାନସଭା ପରିସରରେ ଥିବା ଗାନ୍ଧି ମୂର୍ତ୍ତି ତଳେ ଶନିବାରଠାରୁ ଧାରଣାରେ ବସିଥିବା ଭାଜପା ବିଧାୟକମାନେ ରବିବାର ଉଠିଛନ୍ତି। ଆଜି ସକାଳେ ଭାଜପା ସହପ୍ରଭାରୀ ବିଜୟପାଲ ସିଂ ତୋମାର ଭେଟିବା ପରେ ସେମାନେ ଧାରଣାରୁ ଉଠିଥିଲେ। ସମଗ୍ର ଘଟଣା ପାଇଁ...
ରାଜ୍ୟରେ ହୁ ହୁ ହୋଇ ବଢ଼ୁଛି କରୋନା: ସୁନ୍ଦରଗଡ଼ରୁ ସର୍ବାଧିକ
ଭୁବନେଶ୍ୱର,୪।୪(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଚିନ୍ତା ବଢ଼ାଉଛି। ପରିସ୍ଥିତି ସଙ୍ଗୀନ ହେବାରେ ଲାଗିଛି। ରବିବାର ରାଜ୍ୟରେ ୪୭୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୨୭୮ କ୍ୱାରାଣ୍ଟାଇନ୍ରୁ ଚିହ୍ନଟ ହୋଇଥିବାବେଳେ ୧୯୩ ଜଣ ଲୋକାଲ କେସ୍...
ସିଇଟି ହେବ ଅନୁବନ୍ଧିତ ମହାବିଦ୍ୟାଳୟ
ଭୁବନେଶ୍ୱର, ୪ା୪ (ବ୍ୟୁରୋ): ବିଜୁ ପଟ୍ଟନାୟକ ବୈଷୟିକ ବିଶ୍ୱବିଦ୍ୟାଳୟ (ବିପିୟୁଟି) ଆଇନ-୨୦୦୨କୁ ସଂଶୋଧନ କରାଯାଇଛି। ଆଇନ ମନ୍ତ୍ରୀ ପ୍ରତାପ ଜେନାଙ୍କ ଦ୍ୱାରା ଆଗତ ଏହି ସଂଶୋଧନ ବିଲ୍ ଶନିବାର ବିରୋଧୀଙ୍କ ଅନୁପସ୍ଥିତିରେ ପାରିତ କରାଯାଇଛି। ଏହି ସଂଶୋଧନ ଆଇନ ଅନୁଯାୟୀ...
ଚିକିତ୍ସା ପରିବର୍ତ୍ତେ ରୋଗୀଙ୍କୁ ରେଫର
ଅନୁଗୋଳ ଅଫିସ, ୪ା୪: ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ଉନ୍ନତ ସ୍ବାସ୍ଥ୍ୟସେବା ପାଇଁ ଭିତ୍ତିଭୂମି ରହିଛି। ସେଥିପାଇଁ ଜିଲାର ବିଭିନ୍ନ ପ୍ରାଥମିକ, ଗୋଷ୍ଠୀ ଓ ଉପଖଣ୍ଡ ସ୍ବାସ୍ଥ୍ୟକେନ୍ଦ୍ରରୁ ରୋଗୀଙ୍କୁ ଏଠାକୁ ପଠାଯାଉଛି। ଏପରି କି ପଡ଼ୋଶୀ ଜିଲାଗୁଡ଼ିକରୁ ମଧ୍ୟ ବହୁ...
ବଢ଼ିଲା ଆଇନଜୀବୀଙ୍କ ସହାୟତା ରାଶି
ଭୁବନେଶ୍ୱର, ୪ା୪ (ବ୍ୟୁରୋ): ଭୁବନେଶ୍ୱର, ୩।୪(ବ୍ୟୁରୋ)- ଆଇନ୍ଜୀବୀଙ୍କ କଲ୍ୟାଣ ପାଇଁ ରାଜ୍ୟ ସରକାର ଅଧିବକ୍ତା କଲ୍ୟାଣ ପାଣ୍ଠି ୧୯୮୭ର ସଂଶୋଧନ କରିଛନ୍ତି। ଆଇନମନ୍ତ୍ରୀ ପ୍ରତାପ ଜେନାଙ୍କ ଦ୍ୱାରା ଆଗତ ଓଡ଼ିଶା ଅଧିବକ୍ତା କଲ୍ୟାଣ ପାଣ୍ଠି (ସଂଶୋଧନ) ବିଲ୍-୨୦୨୧ ଶନିବାର ବିଧାନସଭାରେ...
ସୁରକ୍ଷା ଖୋଜୁଛି ଶାଳ ଜଙ୍ଗଲ
କେନ୍ଦୁଝର,୪।୪(ସ୍ବ.ପ୍ର.)- କେନ୍ଦୁଝର ଜିଲାରେ ଗତ ଏକ ଦଶନ୍ଧି ହେଲା ଦ୍ରୁତ ଜଙ୍ଗଲ କ୍ଷୟ ଯୋଗୁ ବ୍ୟାପକ ଶାଳ ଜଙ୍ଗଲ ନଷ୍ଟ ହୋଇଗଲାଣି। ପ୍ରାକୃତିକ ପରିବେଶରେ ଆପେ ଆପେ ଗଛ ଉଠୁଥିବା ଶାଳ ଜଙ୍ଗଲର ବିକଳ୍ପ ନାହିଁ। ଅର୍ଥାତ ଏହି ଗଛ...
ନୂଆ ଷ୍ଟ୍ରେନ୍ର ଗତି ପ୍ରଖର, ପଡିଛି ଭାଳେଣି
ଭୁବନେଶ୍ୱର, ୪।୪(ବ୍ୟୁରୋ): ରାଜ୍ୟରେ କରୋନାର ଦ୍ୱିତୀୟ ଲହର ବହୁଶୀଘ୍ର ଚାରିଆଡକୁ ବ୍ୟାପିଯାଇଛି। ଦୈନିକ ପଜିଟିଭ୍ ସଂଖ୍ୟା ୫ଶହ ପାଖାପାଖି ପହଞ୍ଚତ୍ଥିବାବେଳେ ନୂଆ ଷ୍ଟ୍ରେନ୍କୁ ନେଇ ଭାଳେଣି ପଡିଛି। ସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡା. ବିଜୟ ପାଣିଗ୍ରାହୀ କହିଛନ୍ତି, ବର୍ତ୍ତମାନ ଯେଉଁ ଷ୍ଟ୍ରେନ୍...
ପିଆଇଏଲ୍ ପୂର୍ବରୁ ପ୍ରତିପକ୍ଷଙ୍କୁ ସମୟ ଦିଅ
ଭୁବନେଶ୍ୱର, ୪।୪(ବ୍ୟୁରୋ): ଦିନକୁ ଦିନ ଉଚ୍ଚ ଅଦାଲତରେ ଜନସ୍ବାର୍ଥ ମାମଲା(ପିଆଇଏଲ୍)ର ସଂଖ୍ୟା ବଢ଼ିବାରେ ଲାଗିଛି। ବିଶେଷକରି ଅନେକ କ୍ଷେତ୍ରରେ ଆବେଦନକାରୀମାନେ କୌଣସି କର୍ତ୍ତୃପକ୍ଷଙ୍କ ନିକଟରେ ଦରଖାସ୍ତ କରିବା ପରେ ପ୍ରତିପକ୍ଷ ଏହାର କାର୍ଯ୍ୟକାରିତା ନେଇ କୌଣସି ନିଷ୍ପତ୍ତି ନେବା ପୂର୍ବରୁ...
ଲିଭୁନି ଶିମିଳିପାଳ ନିଆଁ
ବାରିପଦା ଅଫିସ,୪।୪: ଶିମିଳିପାଳରେ ଦିନରାତି ନିଆଁ ଜଳୁଛି। ସବୁଜ ସୁନ୍ଦର ଏହି ଅଭୟାରଣ୍ୟକୁ ଗ୍ରାସ କରିଚାଲିଛି ବାନାଗ୍ନି। ସରୀସୃପଠାରୁ ଆରମ୍ଭ କରି ବନ୍ୟଜନ୍ତୁମାନେ ନିଆଁ ଯୋଗୁ ବେଶ୍ ପ୍ରଭାବିତ ହୋଇଛନ୍ତି। ଗତ ୪ ଦିନ ହେଲା ଅଭୟାରଣ୍ୟର ବିଭିନ୍ନ ସ୍ଥାନରେ...
ଦୁଇଦିନ ୧୪ ଜିଲାରେ ଝଡ଼ବର୍ଷା
ଭୁବନେଶ୍ୱର, ୪।୪(ବ୍ୟୁରୋ): ରାଜ୍ୟର କିଛି ଜିଲାରେ ଦୁଇଦିନ ହେବ ବର୍ଷା ହୋଇଥିବାରୁ ଲୋକଙ୍କୁ ଗରମରୁ ଆସ୍ବସ୍ତି ମିଳିଛି। ଶନିବାର ଫୁଲବାଣୀରେ ସର୍ବାଧିକ ୧୬ମିମି ବର୍ଷା ହୋଇଥିବାବେଳେ ଦାରିଙ୍ଗବାଡ଼ି, କେନ୍ଦୁଝରଗଡ଼, ବୌଦ୍ଧରେ ମଧ୍ୟ ବର୍ଷା ହୋଇଛି। ମୟୂରଭଞ୍ଜ, ଗଜପତି, ଗଞ୍ଜାମ, କୋରାପୁଟ,...
Archives


