ରାଜ୍ୟ

ମା’ ଆଗରେ କୂଅରେ ପଡ଼ିଗଲେ ୨ ପୁଅ

ସମ୍ବଲପୁର,୯ା୧୧(ବ୍ୟୁରୋ): ସମ୍ବଲପୁର ଟାଉନ ଥାନା ଅଧୀନ ସାହୁ କଲୋନୀରେ ଏକ ଦୁଃଖଦ ଘଟଣା ଘଟିଛି। ମା’ଙ୍କ ଆଖି ଆଗରେ କୂଅରେ ପଡ଼ି ଜୀବନ ହାରିଛନ୍ତି ୨ ପୁଅ। ସେମାନେ ହେଲେ ସୁଶୀଲ ତ୍ରିପାଠୀ(୪୦) ଓ ସୁନୀଳ ତ୍ରିପାଠୀ (୩୭)। ପୋଲିସ ମୃତଦେହ…

୭ ହଜାର ଲାଞ୍ଚ ପାଇଁ ଆର୍‌ଆଇଙ୍କୁ ୩ ବର୍ଷ ଜେଲ

ଫୁଲବାଣୀ ଅଫିସ, ୯।୧୧- ଏକ ଲାଞ୍ଚ ମାମଲାର ବିଚାର କରି ମଙ୍ଗଳବାର ଫୁଲବାଣୀ ଭିଜିଲାନ୍ସ ସ୍ବତନ୍ତ୍ର ବିଚାରପତି ଶୁଭଦର୍ଶୀ ପଟ୍ଟନାୟକ ଜଣେ ରାଜସ୍ବ ନିରୀକ୍ଷକ(ଆର୍‌ଆଇ)ଙ୍କୁ ୩ ବର୍ଷ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରିବା ସହ ୧୦ ହଜାର ଟଙ୍କା ଜରିମାନା କରିଛନ୍ତି।…

ମୋପେଡରେ ଥିଲେ ଜେଜେ ନାତି, ମାଡ଼ିଗଲା ବସ୍‌

ଶେରଗଡ଼/ହିଞ୍ଜିଳିକାଟୁ ,୯ା୧୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଶେରଗଡ଼ ଥାନା ତଥା ହିଞ୍ଜିଳିକାଟୁ ବ୍ଲକ ବୁରୁପୋଡା ଭଗବତୀ ହାଇସ୍କୁଲ ନିକଟରେ ମଙ୍ଗଳବାର ଏକ ଘରୋଇ ବସ୍‌ ମୋପେଡକୁ ଧକ୍କା ଦେଇଥିଲା। ଫଳରେ ଘଟଣା ସ୍ଥଳରେ ଯାଉଥିବା ମୋପେଡରେ ଯାଉଥିବା ଜେଜେଙ୍କ ମୃତ୍ୟୁ ଘଟିଥିବା ବେଳେ…

ବାପା ପୋଲିସରେ, ପୁଅ ଆକ୍ସିସ ବ୍ୟାଙ୍କରୁ ଲୁଟ୍‌ କରି ଫସିଲେ

ସୁନ୍ଦରଗଡ଼,୯।୧୧(ଡି.ଏନ୍‌.ଏ.): ପୋଲିସ ବାପାଙ୍କ ସର୍ଭିସ ବନ୍ଧୁକ ଦେଖାଇ ବ୍ୟାଙ୍କ ଲୁଟ୍‌ କରିବା ପଡ଼ିଛି ମହଙ୍ଗା। ଲୁଟେରାଙ୍କୁ କାବୁ କରିଛି ପୋଲିସ। ସୁନ୍ଦରଗଡ଼ ଟାଉନ୍‌ ଥାନା ଆକ୍ସିସ ବ୍ୟାଙ୍କରୁ ମଙ୍ଗଳବାର ବନ୍ଧୁକ ଦେଖାଇ ପାଖାପାଖି ୧୫ ଲକ୍ଷ ଟଙ୍କା ଲୁଟ୍‌ କରି ଚମ୍ପଟ…

ସାନ ଭାଇଙ୍କୁ କୁରାଢ଼ିରେ ହାଣିଦେଲେ

ଠାକୁରମୁଣ୍ଡା,୯।୧୧(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ଥାନା ଅଧୀନ ତାଳପଦା ପଞ୍ଚାୟତ ସରାସପୋଷୀ ଗ୍ରାମରେ ମଙ୍ଗଳବାର ବଡ଼ ଭାଇର କୁରାଢ଼ି ଚୋଟରେ ସାନ ଭାଇଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଲକ୍ଷ୍ମୀଧର ନାଏକ(୫୦)। ଅଭିଯୁକ୍ତ କକା ପୁଅ ଭାଇ କୃଷ୍ଣ ନାଏକ ଫେରାର…

ଚାନ୍ଦିପୁର ଗୁପ୍ତ ତଥ୍ୟ ଚୋରି ମାମଲା: ରାଜ୍ୟ-କେନ୍ଦ୍ରକୁ ହାଇକୋର୍ଟଙ୍କ ନୋଟିସ୍‌

ଭୁବନେଶ୍ୱର, ୯।୧୧(ବ୍ୟୁରୋ): ଚାନ୍ଦିପୁର ଆଇଟିଆର୍‌ରୁ ତଥ୍ୟ ଚୋରି ମାମଲାର ତଦନ୍ତ ପ୍ରସଙ୍ଗରେ ଓଡ଼ିଶା ହାଇକୋର୍ଟ ମଙ୍ଗଳବାର ରାଜ୍ୟ ସରକାର ଏବଂ କେନ୍ଦ୍ର ସରକାରଙ୍କୁ ନୋଟିସ୍‌ ଜାରି କରିଛନ୍ତି। ତଦନ୍ତର ଅଗ୍ରଗତି ନେଇ ସତ୍ୟପାଠ ଦାଖଲ କରିବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ତେବେ…

ଓଡ଼ିଶାରେ ଆନ୍ଧ୍ର ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୯।୧୧(ବ୍ୟୁରୋ): ରାଜଧାନୀରେ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଓ୍ବାଇ.ଏସ୍‌.ଜଗନମୋହନ ରେଡ୍ଡୀ। ମଙ୍ଗଳବାର ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ତାଙ୍କୁ ଭବ୍ୟ ସ୍ବାଗତ କରାଯାଇଥିଲା। ପରେ ସେ ରାଜ୍ୟ ଅତିଥି ଭବନ ଯାଇଛନ୍ତି। କିଛି ସମୟ ବିଶ୍ରାମ ନେବା ପରେ ସେ ଲୋକ ସେବା…

ବଢ଼ୁଛି ଶୀତ, ୧୫ ଡିଗ୍ରୀ ତଳେ ୭ ସହର

ଭୁବନେଶ୍ୱର,୯।୧୧(ବ୍ୟୁରୋ): ରାଜ୍ୟରେ ଧିରେ ଧିରେ ଶୀତ ବଢ଼ିଲାଣି। ଅଧିକାଂଶ ସ୍ଥାନରେ ସକାଳେ କୁହୁଡ଼ି ଦେଖିବାକୁ ମିଳୁଥିବା ବେଳେ ପାହାନ୍ତିଆ ଏବଂ ସନ୍ଧ୍ୟା ସମୟରେ ଶୀତ ଅନୁଭୂତ ହେଉଛି। ଗତକାଲି ରାତିରେ ୭ଟି ସହରର ତାପମାତ୍ରା ୧୫ ଡିଗ୍ରୀ ତଳେ ରହିଥିବା ରେକର୍ଡ…

ଷ୍ଟେଶନରେ ହଠାତ୍‌ ପହଞ୍ଚି ଚା’ ପିଇଲେ ରେଳ ମନ୍ତ୍ରୀ

ଝାରସୁଗୁଡା ଅଫିସ୍‌,୯।୧୧: ଓଡ଼ିଶା ଗସ୍ତରେ ଆସିଥିବା ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ମଙ୍ଗଳବାର ସକାଳେ ଝରସୁଗୁଡା ରେଳ ଷ୍ଟେଶନରେ ପହଞ୍ଚି ଯାଞ୍ଚ କରିଛନ୍ତି। ପରେ ଝାରସୁଗୁଡାରେ ଦକ୍ଷିଣ ପୂର୍ବ ରେଳବାଇ ଏବଂ ପୂର୍ବ ତଟ ରେଳବାଇ ର ଅଧିକାରୀଙ୍କ ସହ ଏକ…

ଏ ବର୍ଷ ବି ହେବନାହିଁ ଐତିହାସିକ ବାଲିଯାତ୍ରା

କଟକ ଅଫିସ,୯।୧୧: ଗତବର୍ଷ ଭଳି ଚଳିତ ବର୍ଷ ମଧ୍ୟ କଟକର ଐତିହାସିକ ବାଲିଯାତ୍ରା ହେବ ନାହିଁ। ମହାମାରୀ କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି କଟକ ଜିଲା ପ୍ରଶାସନ ବାଲିଯାତ୍ରା ବନ୍ଦ ରଖିବାକୁ ନିଷ୍ପତ୍ତି ନେଇଛି। ଏନେଇ କଟକ ଜିଲାପାଳ ଭବାନୀ ଶଙ୍କର…

ଭିଜିଲାନ୍ସ ଜାଲରେ ଓପିଏଚ୍‌ଡବ୍ଲ୍ୟୁସି ମ୍ୟାନେଜର : ୧୦ ସ୍ଥାନରେ ଚାଲିଛି ଚଢ଼ାଉ

ଭୁବନେଶ୍ୱର/ବାସୁଦେବପୁର,୯।୧୧(ବ୍ୟୁରୋ/ଡି.ଏନ୍‌.ଏ.): ଓଡ଼ିଶା ପୋଲିସ ହାଉସିଂ କର୍ପୋରେଶନର (ଓପିଏଚ୍‌ଡବ୍ଲ୍ୟୁସି) ମ୍ୟାନେଜର ପ୍ରତାପ ସାମଲଙ୍କ ଘରେ ମଙ୍ଗଳବାର ଭିଜିଲାନ୍ସ ଟିମ୍‌ ଚଢ଼ାଉ କରିଛି। ଆୟ ବହର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସର ୧୦ ଜଣିଆ ଟିମ୍‌ ଏହି ଚଢ଼ାଉରେ ସାମିଲ ଅଛନ୍ତି। ଏକକାଳୀନ ଭିଜିଲାନ୍ସ…

ରାଜ୍ୟରୁ ପୁଣି ୩ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୯।୧୧(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର କରୋନା ଆଉ ୩ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁସଂଖ୍ୟା ୮,୩୬୪କୁ ବୃଦ୍ଧି ପାଇଛି। ୩ ମୃତକଙ୍କ ମଧ୍ୟରେ ଖୋର୍ଦ୍ଧାରୁ ଜଣେ ଥିବା ବେଳେ ଅନୁଗେଳରୁ ଜଣେ ଅଛନ୍ତି। ତେବେ ଆଜି ରାଜ୍ୟରେ ୨୯୬…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri