ପାଠ ଛାଡ଼ି ଦାଦନ ଯାଉଛନ୍ତି ଛାତ୍ରୀଛାତ୍ର
ବାରିପଦା ଅଫିସ, ୯ା୧୧-ବାରିପଦା ମ୍ୟୁନସିପାଲିଟି ଅଧୀନ ୯ନଂ. ୱାର୍ଡରେ ବସବାସ କରୁଥିବା ଆଦିବାସୀ ସମ୍ପ୍ରଦାୟର ଛାତ୍ରୀଛାତ୍ରମାନେ ସରକାରୀ ସୁବିଧାରୁ ବଞ୍ଚିିତ ହେଉଛନ୍ତି। ବାସସ୍ଥାନ ପ୍ରମାଣପତ୍ର ନ ଥିବାରୁ ଆଶ୍ରମ ବିଦ୍ୟାଳୟରେ ନାମ ଲେଖାଇ ନ ପାରି ସରକାରୀ ସ୍କୁଲରେ ପାଠପଢୁଛନ୍ତିା ଫଳରେ…
ଓଡ଼ିଆ ସମାଜସେବୀଙ୍କୁ ପ୍ରଶଂସାରେ ପୋତି ପକାଇଲେ କ୍ରିକେଟର୍ ଭିଭିଏସ୍ ଲକ୍ଷ୍ମଣ
ନୂଆଦିଲ୍ଲୀ,୯।୧୧: ଭାରତୀୟ କ୍ରିକେଟ୍ ଦଳର ପୂର୍ବତନ ଖେଳାଳି ଭିଭିଏସ୍ ଲକ୍ଷ୍ମଣ ସୋସିଆଲ ମିଡିଆରେ ବେଶ୍ ସକ୍ରିୟ। ପ୍ରାୟତଃ ସେ ନିଃସ୍ବାର୍ଥପର ଭାବେ ଲୋକଙ୍କ ସେବା କରୁଥିବା କିଛି ଅସାଧାରଣ ବ୍ୟକ୍ତିଙ୍କ କାର୍ଯ୍ୟ ଦେଖି ସୋସିଆଲ ମିଡିଆରେ ସେମାନଙ୍କୁ ପ୍ରଶଂସା କରିବାକୁ ଆଦୌ…
ଅପହୃତ ଗ୍ରାମବାସୀଙ୍କୁ ଛାଡିଦେଲେ ମାଓବାଦୀ
ମାଲକାନଗିରି,୮।୧୧(ଡି.ଏନ୍.ଏ.): ମାଲକାନଗିରି ଜିଲା ସୀମାନ୍ତ ବଟେର ଗ୍ରାମରୁ ଶନିବାର ରାତିରେ ୫ ଜଣ ଗ୍ରାମବାସୀଙ୍କୁ ମାଓବାଦୀମାନେ ଅପହରଣ କରିନେଇଥିଲେ। ମାଓବାଦୀମାନେ ସୋମବାର ୫ଜଣଙ୍କୁ ଛାଡିଦେଇଛନ୍ତି। ଫଳରେ ଅପହୃତ ୫ ଗ୍ରାମବାସୀ ନିଜ ଘରକୁ ଫେରିଛନ୍ତି। ପୋଲିସ ଇନ୍ଫର୍ମର ସନ୍ଦେହରେ ମାଓବାଦୀମାନେ ଅପହରଣ…
ଦୁର୍ଘଟଣାରେ ଚାଲିଗଲା ଦମ୍ପତିଙ୍କ ଜୀବନ
ମାଲକାନଗିରି/କୋରୁକୋଣ୍ଡା,୮ା୧୧(ଡି.ଏନ.ଏ.): ମାଲକାନଗିରି ଜିଲା କୋରୁକୁଣ୍ଡା ବ୍ଲକ ଅନ୍ତର୍ଗତ ଏମ୍ଭି-୩୬ ମୁଖ୍ୟ ରାସ୍ତାରେ ଏକ ଟ୍ରକ୍ ଓ ବାଇକ ମଧ୍ୟରେ ସୋମବାର ମୁହାଁମୁହିଁ ଧକ୍କା ହୋଇଛି। ଫଳରେ ଦମ୍ପତିଙ୍କ ମୃତ୍ୟୁ ହେବା ସହ ଜଣେ ଗୁରୁତର ହୋଇଛନ୍ତି। ମୃତକ ହେଲେ ଏମ୍ଭି-୩୬ ଗ୍ରାମର…
ଆଖଣ୍ଡଳମଣି ପୀଠରେ ଅସମ୍ଭାଳ ଭିଡ଼, ନିୟନ୍ତ୍ରଣ କରିପାରିଲାନି ପୋଲିସ
ଆରଡ଼ି,୮।୧୧(ଡି.ଏନ.ଏ.): ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ଆରଡ଼ିର ଆଖଣ୍ଡଳମଣି ପୀଠରେ କାର୍ତ୍ତିକ ମାସର ୪ର୍ଥ ସୋମବାର ଅସମ୍ଭାଳ ଭିଡ଼ ପରିଲକ୍ଷିତ ହୋଇଛି। ଭୋର ୫ଟାରେ ମଙ୍ଗଳ ଆଳତି କରାଯାଇଥିଲା। ପରେ ଯଥା ସମୟରେ ଦୈନିକ ନୀତିକାନ୍ତି ଶେଷ ହୋଇଥିଲା। କୋଭିଡ୍ ନିୟମ…
ନଭେମ୍ବର ୧୧ରୁ ଦ୍ୱିତୀୟ ଜାତୀୟ ଯୋଗାସନ ସ୍ପୋଟର୍ସ ଚାମ୍ପୟାନସିପ୍
ଭୁବନେଶ୍ବର,୮।୧୧(ବ୍ୟୁରୋ): ଦ୍ୱିତୀୟ ଜାତୀୟ ଯୋଗାସନ ସ୍ପୋଟର୍ସ ଚାମ୍ପୟାନସିପ୍ ୨୧-୨୨ ଓଡ଼ିଶାରେ ଆୟୋଜିତ ହେବାକୁ ଯାଉଛି । ନଭେମ୍ବର ୧୧ରୁ ୧୩ ତାରିଖ ପର୍ଯ୍ୟନ୍ତ ରାଜଧାନୀ ଭୁବନେଶ୍ବରରେ ଏହା ଆୟୋଜିତ ହେବା ନେଇ ସୂଚନା ମିଳିଛି। ଏହି ଇଭେଣ୍ଟରେ ୩୦ଟି ରାଜ୍ୟରୁ ୫୬୦…
ମନ୍ତ୍ରୀଙ୍କ ଗାଡ଼ି ଭାଙ୍ଗିଦେଲେ
କର୍ଲାମୁଣ୍ଡା,୮ା୧୧(ଡି.ଏନ୍.ଏ.): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ କାର୍ଯ୍ୟାଳୟରେ ଆଜି ବିଜୁ ସ୍ବାସ୍ଥ୍ୟ କାର୍ଡ ବଣ୍ଟନ କାର୍ଯ୍ୟକ୍ରମରେ ଓଡ଼ିଶା ସରକାରଙ୍କ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ମନ୍ତ୍ରୀ ପ୍ରେମାନନ୍ଦ ନାଏକ ଓ କୃଷି ଓ କୃଷକ ସଶକ୍ତିକରଣ ଉପଦେଷ୍ଟା କୃତିବାସ ପାତ୍ର…
ନିଜ ସର୍ଭିସ ବନ୍ଧୁକରୁ ସାଥୀ ଯବାନଙ୍କ ଉପରେ ଗୁଳି ଚଳାଇଲେ ଯବାନ: ୪ ମୃତ, ୩ ଗୁରୁତର
ମାଲକାନଗିରି,୮ା୧୧(ଡି.ଏନ୍.ଏ.): ମାଲକାନଗିରି ଜିଲା ସୀମାନ୍ତବର୍ତ୍ତୀ ସୁକୁମା ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ସିଆରପିଏଫ୍ ଯବାନ ନିଜ ସର୍ଭିସ୍ ବନ୍ଧୁକରେ ସାଥୀ ଯବାନମାନଙ୍କ ଉପରେ ଗୁଳି ବର୍ଷାଇଥିଲେ। ଫଳରେ ୪ ଯବାନଙ୍କ ମୃତ୍ୟୁ ହୋଇଥିବା ବେଳେ ୩ ଜଣ ଗୁରୁତର ହୋଇଥିବା…
ରାଜ୍ୟରେ ଆଉ ୪ ମୁଣ୍ଡ ନେଲା କରୋନା
ଭୁବନେଶ୍ୱର,୮।୧୧(ବ୍ୟୁରୋ): ରାଜ୍ୟରେ ସୋମବାର କରୋନା ଆଉ ୪ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ୍ ମୃତ୍ୟୁ ସଂଖ୍ୟା ୮ ହଜାର ୩୬୧କୁ ବୃଦ୍ଧି ପାଇଛି। ମୃତକଙ୍କ ମଧ୍ୟରେ ଖୋର୍ଦ୍ଧାରୁ ଦୁଇ ଜଣ ରହିଥିବା ବେଳେ ପୁରୀ ଓ ଗଞ୍ଜାମରୁ ଜଣେ…
ଡିସେମ୍ବର ୧୪ ସୁଦ୍ଧା ଚୂଡାନ୍ତ ଭୋଟର ତାଲିକା ପ୍ରକାଶ ପାଇବ
ଭୁବନେଶ୍ବର,୮।୧୧(ବ୍ୟୁରୋ): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ନେଇ ଜୋରଦାର ପ୍ରସ୍ତୁତି ଚାଲିଛି। ଡିସେମ୍ବର ୧୪ ସୁଦ୍ଧା ଚୂଡାନ୍ତ ଭୋଟର ତାଲିକା ପ୍ରକାଶ ପାଇବ। ରାଜ୍ୟ ନିର୍ବାଚନ ଆୟୋଗ ଭୋଟର ତାଲିକା ପ୍ରସ୍ତୁତି ଦିଗରେ ଗୁରୁତ୍ୱ ଦେଇଛନ୍ତି । ୧ ନଭେମ୍ବର ୨୦୨୧ ସୁଦ୍ଧା…
ସରକାରୀ ଜମିରେ ସ୍ଥାୟୀ ଭାବେ ରହିବାରୁ ସଂଘର୍ଷ
କୃଷ୍ଣପ୍ରସାଦ, ୮।୧୧(ଡି.ଏନ୍.ଏ): କୃଷ୍ଣପ୍ରସାଦ ବ୍ଲକ ଅଧୀନ ଚିଲିକା ମଧ୍ୟରେ ଥିବା ବ୍ରହ୍ମପୁର ଗ୍ରାମରେ ୩୦ ଦଳିତ ପରିବାର ସ୍ଥାୟୀ ଭାବେ ରହୁଥିଲେ। ମିଳିଥିବା ସୂଚନା ଅନୁସାରେ ୬ମାସ ତଳେ ଏକ ଛୋଟ ଘଟଣାକୁ ନେଇ ଏହି ଦଳିତ ଗୋଷ୍ଠୀ ସହ ଗ୍ରାମବାସୀଙ୍କ…
ଚକ୍ଖଡ଼ିରେ କ୍ଷୁଦ୍ର ରଥ
ଫୁଲବାଣୀ ଅଫିସ୍, ୮ା୧୧: କନ୍ଧମାଳ ଜିଲାର ଏନ୍. ପ୍ରତ୍ୟୁଷ କୁମାର ଚୌଧୁରୀଙ୍କ ଦ୍ୱାରା ଚକ୍ ଖଡ଼ିରେ ଖୋଦିତ ଜଗନ୍ନାଥଙ୍କ କ୍ଷୁଦ୍ରାକୃତି ରଥ ଏସିଆ ବୁକ୍ ଅଫ ରେକର୍ଡସ ଓ ଇଣ୍ଡିଆ ବୁକ୍ ଅଫ ରେକର୍ଡରେ ସ୍ଥାନ ପାଇଛି। ଫୁଲବାଣୀ ସହର ନଦୀଖଣ୍ଡି…
Archives


