୫ ଗ୍ରାମବାସୀଙ୍କୁ ଉଠାଇ ନେଲେ ମାଓବାଦୀ
ମାଲକାନଗିରି,୭ା୧୧(ଡି.ଏନ.ଏ.): ମାଲକାନଗିରି ଜିଲା ସୀମାନ୍ତ କୋଣ୍ଟା ବ୍ଲକ ଅଧୀନ ବଟେର ଗ୍ରାମରୁ ୫ ଜଣଙ୍କୁ ମାଓବାଦୀ ଅପହରଣ କରିନେଇଛନ୍ତି। ମାଓବାଦୀମାନେ ଶନିବାର ରାତିରେ ଗ୍ରାମକୁ ଆସି ଗ୍ରାମର ୫ ଜଣଙ୍କୁ ଘରୁ ଜୋରଜବରଦସ୍ତ ଉଠାଇ ନେଇଥିଲେ। ତେବେ ବର୍ତ୍ତମାନ ସୁଦ୍ଧା ତାଙ୍କୁ…
ଦାରିଙ୍ଗବାଡ଼ିରେ ୧୦ ଡିଗ୍ରୀ ତଳକୁ ଖସିଲା ପାରଦ
ଭୁବନେଶ୍ୱର, ୭।୧୧(ବ୍ୟୁରୋ): ରାଜ୍ୟରେ ତାପମାତ୍ରା ହ୍ରାସ ପାଇବାରେ ଲାଗିଛି। ରାତି ୧୧ଟା ପରେ କୁହୁଡ଼ି ସହିତ ଥଣ୍ଡା ଅନୁଭୂତ ହେଉଛି। ଆସନ୍ତା ୩ରୁ ୪ ଦିନ ଭିତରେ ତାପମାତ୍ରା ୨ରୁ ୩ ଡିଗ୍ରୀ ଖସିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର…
ଭାଲୁ ଗୋଡାଇବାରୁ ଡେଁଇଲେ ପୋଖରୀକୁ
ସଜନାଗଡ଼,୭।୧୧(ଡି.ଏନ.ଏ.): ବାଲେଶ୍ୱର ଜିଲା ନୀଳଗିରି ସହରରେ ରବିବାର ଭାଲୁ ଆତଙ୍କ ଦେଖିବାକୁ ମିଳିଥିଲା। ପ୍ରାତଃ ଭ୍ରମଣରେ ଯାଉଥିବା ଜଣେ ଯୁବକଙ୍କୁ ଭାଲୁଟି ଗୋଡ଼ାଇବାରୁ ସେ ଜୀବନ ବଞ୍ଚାଇବାକୁ ଯାଇ ପୋଖରୀ ମଧ୍ୟକୁ ଡେଇଁ ପଡ଼ିଥିଲେ। କିଛି ସମୟ ଧରି ଭାଲୁ ସହର…
ମଧ୍ୟାହ୍ନ ଭୋଜନ ଚାଉଳ ଖାଇଗଲେ ପ୍ରଧାନ ଶିକ୍ଷୟିତ୍ରୀ
ଗୋପାଳପୁର,୭।୧୧(ଡି.ଏନ.ଏ.): ଗଞ୍ଜାମ ଜିଲା ରଙ୍ଗେଇଲୁଣ୍ଡା ବ୍ଲକ ଅଧୀନ ଦାସପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ମାଧ୍ୟାହ୍ନ ଭୋଜନ ଚାଉଳ ହେର୍ଫେର୍ ଅଭିଯୋଗରେ ଶନିବାର ପ୍ରଧାନ ଶିକ୍ଷୟିତ୍ରୀ ନମିତା ରାଉତଙ୍କୁ ନିଲମ୍ବିତ କରାଯାଇଛି। ଦାସପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପ୍ରଧାନ ଶିକ୍ଷୟିତ୍ରୀ ଭାବେ ନମିତା…
ପଞ୍ଚାୟତ ଅଫିସରେ ବୁଲାଇଲେ କଳାକନା
ଲାଠୋର,୭ା୧୧(ଡି.ଏନ୍.ଏ.): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ କରୁଆଝର ପଞ୍ଚାୟତ କାର୍ଯ୍ୟାଳୟରୁ କମ୍ପ୍ୟୁଟର, ଇନଭର୍ଟର ଓ ଅନ୍ୟାନ୍ୟ କେତେକ ସାମଗ୍ରୀ ଚୋରି ହୋଇଥିବା ଅଭିଯୋଗ ହୋଇଛି। ଏ ନେଇ ସରପଞ୍ଚ ବିଜୟଲକ୍ଷ୍ମୀ ବାଗ ରବିବାର ଲାଠୋର ଥାନାରେ ଏତଲା ଦେଇଛନ୍ତି। ପଞ୍ଚାୟତ କାର୍ଯ୍ୟାଳୟ…
ବୋହୂଙ୍କୁ ଫେରାଇ ଆଣିବାକୁ କହିବାରୁ ମା’ଙ୍କୁ ହତ୍ୟା
ସୁନ୍ଦରଗଡ଼,୭ା୧୧(ଡି.ଏନ୍.ଏ.): ସୁନ୍ଦରଗଡ଼ ଜିଲା ଲେଫ୍ରିପଡ଼ା ଥାନା ଅଧୀନ ମନଭଲାପଡ଼ାରେ ମଦ୍ୟପ ପୁଅ ନିଜ ମା’ଙ୍କୁ ଇଟାରେ ପିଟି ପିଟି ହତ୍ୟା କରିଛନ୍ତି। ମୃତକ ହେଲେ ଉକିଆ ବାର୍ଲା (୬୫)। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ…
ରାଜ୍ୟରେ ୩ କୋଟି ୮୮ ଲକ୍ଷ ୨୫ ହଜାର ୪୮୩ ଲୋକ ନେଲେଣି କରୋନା ଟିକା
ଭୁବନେଶ୍ୱର,୭ା୧୧(ବ୍ୟୁରୋ): ରାଜ୍ୟ ସରକାରଙ୍କ ପକ୍ଷରୁ ଚାଲିଥିବା ଟିକାକରଣ ଅଭିଯାନରେ ଶନିବାର ୨୮ ଲକ୍ଷ ୩୧ ହଜାର ୪୩୭ ଜଣ ଟିକା ନେଇସାରିଲେଣି। ଏହାକୁ ମିଶାଇ ରାଜ୍ୟର ଟିକାକରଣ ସଂଖ୍ୟା ୩ କୋଟି ୮୮ ଲକ୍ଷ ୨୫ ହଜାର ୪୮୩ରେ ପହଞ୍ଚିଛି। ଏ…
ମନ୍ତ୍ରୀଙ୍କ ଗାଡି ଉପରକୁ ଅଣ୍ଡାମାଡ
ଭବାନୀପାଟଣା,୭।୧୧(ଡି.ଏନ୍.ଏ.): ମମିତା ମେହେର ହତ୍ୟାକାଣ୍ଡକୁ ନେଇ ରାଜନୀତି ଜୋର ଧରିଛି। ଭାଜପା ପକ୍ଷରୁ ମନ୍ତ୍ରୀଙ୍କ ବହିଷ୍କାର ଦାବି କରାଯାଉଛି। । ରାଜ୍ୟ ବିଜେଡିର ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଓ ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର ଯାଉଥିବା ବେଳେ ତାଙ୍କ…
ରାଜ୍ୟରେ ବଢିଲାଣି ଶୀତ
ଭୁବନେଶ୍ୱର,୭।୧୧(ବ୍ୟୁରୋ): ରାଜ୍ୟରେ ଧୀରେ ଧୀରେ ଶୀତ ବଢୁଛି। ତେବେ ତାପମାତ୍ରା ସ୍ବାଭାବିକ ଭାବେ କମ୍ ରହୁଛି । ସକାଳୁ ସକାଳୁ ବିଭିନ୍ନ ସ୍ଥାନରେ କୁହୁଡିର ଆସ୍ତରଣ ଦେଖାଯାଉଛି। ଓଡିଶାର ୬ଟି ସହରର ତାପମାତ୍ରା ଏବେ ୧୫ ଡିଗ୍ରୀ ତଳେ ରହିଥିବା ବେଳେ…
ଘରୁ ବାହାରି ଯାଇ ଆଉ ଫେରି ନ ଥିଲେ , ୪ ଦିନ ପରେ ମିଳିଲା ମୃତଦେହ
ଢେଙ୍କାନାଳ ଅଫିସ, ୭।୧୧: ଦୀର୍ଘ ଚାରିଦିନ ପରେ ଶେଷରେ ବୋରାପଦା ସ୍ଥିତ ସରକାରୀ ଆଇଟିଆଇ ପଛପଟ ଏକ ପରିତ୍ୟକ୍ତ କୂଅରୁ ନିଖୋଜ ବ୍ୟବସାୟୀ ପୀତବାସ ଦାସଙ୍କ ଗଳିତ ମୃତଦେହ ଉଦ୍ଧାର କରାଯାଇଛି । ଖବର ପାଇବା ପରେ ସଦର ଥାନା ଅଧିକାରୀ…
ବିନା ଅନୁମତିରେ ଲୁହା ତରଳା କାରଖାନା, ଉତ୍କଟ ପ୍ରଦୂଷଣରେ ନୟାନ୍ତ ଅଞ୍ଚଳବାସୀ
ଯାଜପୁର ଅଫିସ/ଜେନାପୁର(ଡି.ଏନ.ଏ.),୭ା୧୧: ପ୍ରଦୂଷଣ ନିୟନ୍ତ୍ରଣ ପାଇଁ ନିୟୋଜିତ ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ(ଏସପିସିବି) ଅଧିକାରୀମାନେ ଯାଜପୁର ଜିଲା ପାଇଁ ଆଖି ବୁଜିଦେଇଛନ୍ତି। ଜିଲାର କଳିଙ୍ଗନଗର ଶିଳ୍ପାଞ୍ଚଳ ଏବଂ ଧର୍ମଶାଳା ତହସିଲ ଅଞ୍ଚଳରେ ବିନା ପରିବେଶ ମଞ୍ଜୁରୀରେ ଜଙ୍ଗଲ ଜମିରେ ଏକାଧିକ ଛୋଟବଡ଼…
ହାତୀ ପାଇଁ ବିପଦ ହାତୀ ଚଲାପଥ
ସମ୍ବଲପୁର, ୭।୧୧(ବ୍ୟୁରୋ): ହାତୀ ପାଇଁ ବିପଦ ହାତୀ ଚଲାପଥ। ଅଣ୍ଡରପାସ୍ ନିର୍ମାଣ ନ କରି ରାସ୍ତା ଉପରେ ହାତୀ ଚଲାପଥ ନିର୍ମାଣ କରିବାରୁ ହାତୀ ସହିତ ଅନ୍ୟ ବନ୍ୟପ୍ରାଣୀ, ସରୀସୃପଙ୍କ ଜୀବନ ପ୍ରତି ବିପଦ ରହିଛି। ଜିଲାରେ ନିର୍ମାଣାଧୀନ ସମ୍ବଲପୁର-ତିଲେଇବଣି ୫୫ନଂ.…
Archives


