ରାଜ୍ୟ

ରାଜ୍ୟରେ ଆଉ ୩ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୭।୧୧(ବ୍ୟୁରୋ): ରାଜ୍ୟରେ ରବିବାର କରୋନା ଆଉ ୩ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ୍‌ ମୃତ୍ୟୁ ସଂଖ୍ୟା ୮ ହଜାର ୩୫୭ କୁ ବୃଦ୍ଧି ପାଇଛି। ମୃତକଙ୍କ ମଧ୍ୟରେ ଖୋର୍ଦ୍ଧାରୁ ୩ ଜଣ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି। ଏ ନେଇ…

ସିବିକେ ମହାନ୍ତି କିମ୍ସ ଉପକୁଳପତି

ଭୁବନେଶ୍ୱର,୭।୧୧(ବ୍ୟୁରୋ): ବିଶିଷ୍ଟ ଭେଷଜ ବିଶେଷଜ୍ଞ ତଥା ଓଡ଼ିଶା ମେଡିକାଲ୍‌ ଏଜୁକେଶନ ଆଣ୍ଡ୍‌ ଟ୍ରେନିଂର ପୂର୍ବତନ ନିର୍ଦ୍ଦେଶକ ଡା. ସିବିକେ ମହାନ୍ତି କଳିଙ୍ଗ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ମେଡିକାଲ ସାଇନ୍ସେସ୍‌ (କିମ୍ସ)ର ଉପକୁଳପତି ଭାବେ ଯୋଗଦେଇଛନ୍ତି। ଓଡ଼ିଶାର ଜଣେ ଜଣାଶୁଣା ଚିକିତ୍ସକ ଓ ପ୍ରଶାସକ…

ଯୁବବର୍ଗ ଜିଲା ଛାଡ଼ିବାକୁ ପ୍ରସ୍ତୁତ

କେନ୍ଦ୍ରାପଡ଼ା ଅଫିସ,୭ା୧୧: ପାଟିରୁ ରକ୍ତ ବାହାରିଲେ ମଧ୍ୟ ଓଟ କଣ୍ଟାପତ୍ର ଖାଇବାକୁ ବାଧ୍ୟ। ସେ ଜାଣିଛି, କଣ୍ଟାପତ୍ର ନ ଖାଇଲେ ଜୀବନ ଧାରଣ ଅସମ୍ଭବ। ଠିକ୍‌ ସେହି ଓଟଙ୍କ ଜୀବନ ପରି କେନ୍ଦ୍ରାପଡ଼ା ଜିଲାର ଯୁବବର୍ଗ ଦୁଃଖ କଷ୍ଟ ଭୋଗୁଛନ୍ତି। କୃଷିଭିତ୍ତିକ…

ମଦମୁକ୍ତ ହେଉ ପଞ୍ଚାୟତ ନିର୍ବାଚନ

ଭୁବନେଶ୍ୱର,୭ା୧୧(ବ୍ୟୁରୋ): ଆସନ୍ତା ୨୦୨୨ରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ଅନୁଷ୍ଠିତ ହେବ। ଏହି ନିର୍ବାଚନକୁ ଶୃଙ୍ଖଳିତ ଓ ତ୍ରୁଟିଶୂନ୍ୟ କରିବା ପାଇଁ ଶନିବାର ରାଜ୍ୟ ନିର୍ବାଚନ କମିଶନର ଆଦିତ୍ୟ ପ୍ରସାଦ ପାଢ଼ୀଙ୍କ ଅଧ୍ୟକ୍ଷତାରେ ସର୍ବଦଳୀୟ ବୈଠକ ଅନୁଷ୍ଠିତ ହୋଇଛି। ଚଳିତ ପଞ୍ଚାୟତ ନିର୍ବାଚନକୁ…

ରାଜ୍ୟ ସରକାର ଆଣିବେ ‘ଗୁଣ୍ଡା’ ଆଇନ

ଭୁବନେଶ୍ୱର,୭ା୧୧(ବ୍ୟୁରୋ): ଦୁର୍ଦ୍ଦାନ୍ତ ଅପରାଧୀ ସାବାଡ଼ ହେବେ। ସଂଗଠିତ ଅପରାଧ କଲେ କଡ଼ା ଶାସ୍ତି ମିଳିବ। ଗୁଜରାଟ, ଉତ୍ତର ପ୍ରଦେଶ ଓ ମହାରାଷ୍ଟ୍ର ଭଳି ଓଡ଼ିଶା ସରକାର ଖୁବ୍‌ଶୀଘ୍ର ନୂଆ ଗୁଣ୍ଡା ନିରୋଧୀ ଆଇନ ଆଣିବାକୁ ଯାଉଛନ୍ତି। ଏ ନେଇ ରାଜ୍ୟ ଗୃହ…

ଭାଗବଣ୍ଟା ଛିଣ୍ଡୁନି, ପ୍ରକଳ୍ପ ବିଳମ୍ବିତ

ଯାଜପୁର ଅଫିସ, ୭ା୧୧: ଖର୍ଚ୍ଚ ଭାଗବଣ୍ଟା (କଷ୍ଟ ଶେୟାରିଂ) ସମ୍ପୂର୍ଣ୍ଣ ହୋଇପାରୁ ନ ଥିବାରୁ ଓଡ଼ିଶାର ୩ ରେଳ ପ୍ରକଳ୍ପ କାର୍ଯ୍ୟ ଠିକଭାବେ ଆଗକୁ ବଢ଼ିପାରୁନାହିଁ। ଏଥିରେ ଖୋର୍ଦ୍ଧା ରୋଡ-ବଲାଙ୍ଗୀର, ଜୟପୁର-ମାଲକାନଗିରି ଓ ଜୟପୁର-ନବରଙ୍ଗପୁର ନୂଆ ରେଳଲାଇନ ପ୍ରକଳ୍ପ ରହିଛି। ସେଥିମଧ୍ୟରୁ…

ରାଜ୍ୟରେ ୩୧୮ କରୋନା ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୭।୧୧(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୩୧୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୫୮ ଜଣ ଛୁଆ ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ୍‌। ଆକ୍ରାନ୍ତଙ୍କ ମଧ୍ୟରୁ ୧୮୬ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୧୩୨…

ପୋଲିସ ଗୁଳିରେ ଟଳିଲେ ହାର୍ଡକୋର ମାଓବାଦୀ

ମାଲକାନଗିରି,୬।୧୧(ଡି.ଏନ.ଏ.): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ ଦନ୍ତେୱାଡା ଜିଲାର ମେଘନାର ଜଙ୍ଗଲରେ ପୋଲିସ-ମାଓବାଦୀ ମଧ୍ୟରେ ଶନିବାର ଗୁଳି ବିନିମୟ ହୋଇଛି। ପୋଲିସ ଗୁଳିରେ ଜଣେ ହାର୍ଡକୋର ମାଓବାଦୀଙ୍କ ମୃତ୍ୟୁ ହୋଇଛି। ତାଙ୍କ ନାମରେ ୫ଲକ୍ଷ ଟଙ୍କା ପୁରସ୍କାର ରହିଥିଲା। ମୃତ ମାଓବାଦୀ…

ଥାନା ଅଧିକାରୀଙ୍କ ପରିଚୟ ଦେଇ ଠକିନେଲେ ୨୦ ହଜାର

କଣ୍ଟାବାଞ୍ଜି,୬।୧୧(ଡି.ଏନ.ଏ.): ନିଜକୁ ପୋଲିସ ପରିଚୟ ଦେଇ ପୁଅବୋହୂଙ୍କ କଳିର ଥାନାରେ ଆପୋଷ ସମାଧାନ କରିଦେବେ କହି ଜଣେ ବ୍ୟକ୍ତିଙ୍କଠାରୁ ୨୦ ହଜାର ଟଙ୍କା ଠକିିନେବା ଘଟଣା ଏଠାରେ ଚର୍ଚ୍ଚାର ବିଷୟ ହୋଇଛି। ଏନେଇ କଣ୍ଟାବାଞ୍ଜି ଥାନାରେ ଶୁକଦେବା ମହାନ୍ତି ନାମକ ଜଣେ…

ସ୍ୱାମୀ ସ୍ତ୍ରୀ ଏକାଠି ପିଇଲେ ବିଷ

ସମ୍ବଲପୁର,୬ା୧୧(ବ୍ୟୁରୋ): ସମ୍ବଲପୁର ଜିଲା ବୁର୍ଲା ଥାନା ଗୋଶାଳା ଫାଣ୍ଡି ଝାରମୁଣ୍ଡା ଗ୍ରାମରେ ଏକ ଦୁଃଖଦ ଘଟଣା ଘଟିଛି। ସ୍ୱାମୀ ଟଙ୍କଧର ମହାକୁଡ଼ଙ୍କ ମୃତ୍ୟୁର ଦିନକ ପରେ ସ୍ତ୍ରୀ ବୃନ୍ଦାବତୀଙ୍କ ମୃତ୍ୟୁ ଘଟିଛି। ଗ୍ରାମ ଶ୍ମଶାନରେ ଗୁରୁବାର ଦମ୍ପତିଙ୍କ ଜୁଇ ଜଳିଛି। ସୂଚନା…

ଚୁକ୍ତିଭିତ୍ତିକ କର୍ମଚାରୀଙ୍କ ଦରମା ବଢ଼ିଲା

ଭୁବନେଶ୍ୱର,୬ା୧୧(ବ୍ୟୁରୋ): ରାଜ୍ୟରେ ଚୁକ୍ତିଭିତ୍ତିକ କର୍ମଚାରୀଙ୍କ ଦରମା ବଢ଼ିଛି। ଏନେଇ ଅର୍ଥ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଚଳିତ ମାସଠାରୁ ଏହି ବର୍ଦ୍ଧିତ ଦରମା ଲାଗୁ ହେବ ବୋଲି ସରକାରଙ୍କ ପକ୍ଷରୁ ଏକ ବିଜ୍ଞପ୍ତି ଜାରି କରାଯାଇଛି। ବିଜ୍ଞପ୍ତି ଅନୁଯାୟୀ, ମାସିକ…

ଦିନିକିଆ କୋରାପୁଟ ଗସ୍ତରେ କେନ୍ଦ୍ର ଆଦିବାସୀ କଲ୍ୟାଣ ଓ ଜଳଯୋଗାଣ ରାଷ୍ଟ୍ରମନ୍ତ୍ରୀ

କୋରାପୁଟ,୬।୧୧(ସ୍ବ.ପ୍ର.): କେନ୍ଦ୍ର ଆଦିବାସୀ କଲ୍ୟାଣ ଓ ଜଳଯୋଗାଣ ରାଷ୍ଟ୍ରମନ୍ତ୍ରୀ ବିଶେଶ୍ୱର ଟୁଡୁ ଶନିବାର ଦିନିକିଆ କୋରାପୁଟ ଗସ୍ତରେ ଯାଇଛନ୍ତି। ସେଠାରେ ସେ ପହଞ୍ଚି ଆଦିବାସୀଙ୍କ ବିକାଶ ନେଇ ସ୍ଥାନୀୟ ବିଭାଗୀୟ ଅଧକାରୀମାନଙ୍କ ସହ ଆଲୋଚନା କରିଛନ୍ତି। ସେହିପରି ଜିଲାରେ ଏକଲବ୍ୟ ବିଦ୍ୟାଳୟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri