ଗର୍ଭବତୀଙ୍କୁ ଚଲାଇଥିଲେ ୩ କିଲୋମିଟର
ବାରିପଦା ଅଫିସ/ଉଦଳା,୩୦ା୩(ଡି.ଏନ.ଏ.)-ହେଲ୍ମେଟ ଚେକିଂ ବେଳେ ଜଣେ ଗର୍ଭବତୀଙ୍କ ପ୍ରତି ସମବେଦନା ବଦଳରେ ଦବଙ୍ଗଗିରି ଦେଖାଇବା ମୟୂରଭଞ୍ଜ ଜିଲା ଶରତ ଥାନା ଅଧିକାରିଣୀ ରୀନା ବକ୍ସଲଙ୍କ ପାଇଁ ମହଙ୍ଗା ସାବ୍ୟସ୍ତ ହୋଇଛି। ଏସ୍ପି ପରମାର ସ୍ମିଥ ପୁରୁଷୋତ୍ତମ ଦାସ ତାଙ୍କୁ କାର୍ଯ୍ୟରୁ...
ସାପ ବିଷର ବିଦେଶୀ ଲିଙ୍କ୍ ଖୋଜୁଛି ବନ ବିଭାଗ
ଭୁବନେଶ୍ବର, ୩୦।୩(ବ୍ୟୁରୋ): ରାଜଧାନୀରେ ସାପ ବିଷ ସ୍ମଗଲିଂ ଘଟଣାରେ କ୍ରାଇମବ୍ରାଞ୍ଚକୁ ଚିଠି ଲେଖିଛନ୍ତି ସିଟି ବନାଞ୍ଚଳ ଅଧିକାରୀ। ଓ୍ବାଇଲ୍ଡଲାଇପ କ୍ରାଇମ କଣ୍ଟ୍ରୋଲ ବ୍ୟରୋକୁ ମଧ୍ୟ ସେ ଚିଠି ଲେଖିଛନ୍ତି। ଅଭିଯୁକ୍ତଙ୍କ ସହ ବିଦେଶୀ ଲିଙ୍କ୍ ଖୋଜୁଛି ବନ ବିଭାଗ। ଘଟଣାର...
ପ୍ରାର୍ଥିପତ୍ର ଦାଖଲ କଲେ ବିଜେଡି ପ୍ରାର୍ଥୀ ରୁଦ୍ର
ଭୁବନେଶ୍ୱର, ୩୦।୩(ବ୍ୟୁରୋ): ପିପିଲି ଉପନିର୍ବଚନ ଲାଗି ବିଜେଡି ପ୍ରାର୍ଥୀ ରୁଦ୍ର ପ୍ରତାପ ମହାରଥୀ ମଙ୍ଗଳବାର ପ୍ରାର୍ଥିପତ୍ର ଦାଖଲ କରିଛନ୍ତି। ସକାଳେ ସେ ପିପିଲି ବିଜେଡି କାର୍ୟ୍ୟାଳୟରୁ ନାମାଙ୍କନପତ୍ର ଦାଖଲ ପାଇଁ ପୁରୀ ଅଭିମୁଖେ ବିଶାଳ ଶୋଭାଯାତ୍ରାରେ ବାହାରିଥିଲେ। ସମର୍ଥକ ଓ...
ଶିକ୍ଷକଙ୍କୁ ଦିଆଯିବ କରୋନା ଟିକା: ଏତିକି ବୟସ ହେବା ଦରକାର
ଭୁବନେଶ୍ୱର, ୩୦।୩(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରର ବିଭିନ୍ନ ଶିକ୍ଷାନୁଷ୍ଠାନରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ ଧୀରେ ବୃଦ୍ଧି ପାଉଛି । ଏହାକୁ ଦୃଷ୍ଟିରେ ରଖି ଭୁବନେଶ୍ୱରର ସରକାରୀ ଓ ଘରୋଇ ସ୍କୁଲର ୪୫ ବର୍ଷରୁ ଊର୍ଦ୍ଧ୍ୱ ବୟସର ଶିକ୍ଷକଙ୍କୁ ଟିକା ଦିଆଯିବା...
ପିପିଲି ପାଇଁ ଷ୍ଟାର ପ୍ରଚାରକ ତାଲିକା ଘୋଷଣା କଲା ଭାଜପା: ଜାଣନ୍ତୁ କିଏ କିଏ ରହିଛନ୍ତି…
ଭୁବନେଶ୍ୱର, ୩୦।୩(ବ୍ୟୁରୋ): ପୁରୀ ଜିଲା ପିପିଲି ଉପନିର୍ବାଚନ ପାଇଁ ଏବେ ରାଜନୈତିକ ପାଣିପାଗ ସରଗରମ ହୋଇଛି । ମଙ୍ଗଳବାର ପ୍ରାର୍ଥିପତ୍ର ଦାଖଲର ଶେଷ ଦିନ ଥିବାବେଳେ ପ୍ରମୁଖ ୩ ଦଳ ଭାଜପା, ବିଜେଡି ଓ କଂଗ୍ରେସ ପକ୍ଷରୁ ପ୍ରାର୍ଥିପତ୍ର ଦାଖଲ...
ଛତିଶଗଡ଼କୁ ବନ୍ଦ ହେବ ବସ୍ ସେବା!
ଭୁବନେଶ୍ୱର, ୩୦।୩(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ବ୍ୟାପୁଛି। ତେଣୁ ନୂଆପଡ଼ାରୁ ପଡୋଶୀ ରାଜ୍ୟ ଛତିଶଗଡ଼କୁ ବନ୍ଦ ହୋଇପାରେ ବସ୍ ସେବା। ଏ ନେଇ ମଙ୍ଗଳବାର ସୂଚନା ଦେଇଛନ୍ତି ରାଜ୍ୟ ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର। ରାଜ୍ୟରେ ପୁଣିଥରେ କରୋନା ନିଜର...
ରାଜ୍ୟରେ ୨୧୮ କରୋନା ଆକ୍ରାନ୍ତ ଚିହ୍ନଟ: ବରଗଡ଼ରୁ ସର୍ବାଧିକ
ଭୁବନେଶ୍ୱର, ୩୦।୩(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଚିନ୍ତା ବଢ଼ାଉଛି। ସୋମବାର ରାଜ୍ୟରେ ୨୧୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୧୨୯ କ୍ୱାରାଣ୍ଟାଇନ୍ରୁ ଚିହ୍ନଟ ହୋଇଥିବାବେଳେ ୮୯ ଜଣ ଲୋକାଲ କେସ୍ ଥିବା ରାଜ୍ୟ ସୂଚନା...
ହେଲମେଣ୍ଟ, ମାସ୍କ ଚେକିଂ ବେଳେ ପୋଲିସ ମାଡ଼ରେ ଯୁବକଙ୍କ ମୁଣ୍ଡ ଫାଟିଲା; କନଷ୍ଟେବଳ ନିଲମ୍ବିତ, ଡ୍ରାଇଭର କାର୍ଯ୍ୟରୁ ପ୍ରତ୍ୟାହାର
ଠାକୁରମୁଣ୍ଡା, ୩୦।୩ (ଡି.ଏନ୍.ଏ.): ମୟୂରଭଞ୍ଜ ଜିଲା କରଞ୍ଜିଆ ପୋଲିସର ଏକ ଅମାନୁଷିକତା ଘଟଣା ପଦାକୁ ଆସିଛି। ହେଲମେଣ୍ଟ ଓ ମାକ୍ସ ଚେକିଂ ସମୟରେ ପୋଲିସର ଲାଠି ମାଡରେ ଜଣେ ବାଇକ ଚାଳକଙ୍କ ମୁଣ୍ଡ ଫାଟି ଲହୁଲୁହାଣ ହୋଇଛନ୍ତି। ଘଟଣା ପରେ...
ଘରୋଇ କଲେଜରୁ ଚିହ୍ନଟ ହେଲେ ୩୨ ଆକ୍ରାନ୍ତ
ଭବାନୀପାଟଣା,୨୯।୩: କଳାହାଣ୍ଡି ଜିଲା ଭବାନୀପାଟଣା ସ୍ଥିତ ଏକ ଘରୋଇ କଲେଜରୁ ୩୨ଜଣ ଛାତ୍ରୀଛାତ୍ର କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏନେଇ ଜିଲା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହା ଜିଲା ପ୍ରଶାସନ ପାଇଁ ଚିନ୍ତାର ବିଷୟ ପାଲଟିଛି। ଅନ୍ୟପକ୍ଷେ...
ଶର୍ଟସର୍କିଟରୁ ଜଳିଗଲା ୩ ବଖରା
ବଇଣ୍ଡା, ୨୯।୩(ଡି.ଏନ.ଏ.)- ଅନୁଗୋଳ ଜିଲା କିଶୋରନଗର ବ୍ଲକ ଅଏଡା ଗ୍ରାମରେ ରବିବାର ରାତିରେ ଅଗ୍ନିକାଣ୍ଡ ଘଟି ଶାନ୍ତନୁ ମୁଣ୍ଡାଙ୍କ ୩ ବଖରା ଚାଳ ଘର ଜଳିଯାଇଛି। ବିଦ୍ୟୁତ୍ ଶର୍ଟସର୍କିଟରୁ ଅଗ୍ନିକାଣ୍ଡ ଘଟିଥିବା ଜଣାପଡ଼ିଛି। ଏଥିରେ ନଗଦ ୧୭,୦୦୦ ଟଙ୍କା ଓ...
ମାନିଲେନି କଟକଣା, ଗଣିଲେ ଜରିମାନା
ବଇଣ୍ଡା, ୨୯।୩(ଡି.ଏନ.ଏ.)- ବଢୁଥିବା କରୋନା ସଂକ୍ରମଣ ଦୃଷ୍ଟିରୁ ରାଜ୍ୟ ସରକାର ସର୍ବସାଧାରଣରେ ହୋଲିଖେଳ ଉପରେ ଲଗାଇଥିଲେ କଟକଣା। ତେବେ ଅନୁଗୋଳ ଜିଲାର ବିଭିନ୍ନ ସ୍ଥାନରେ ଅମାନିଆମାନେ କଟକଣାକୁ ଫୁ’ କରିଦେଇଛନ୍ତି। ସର୍ବସାଧାରଣରେ ଦଳବଦ୍ଧ ହୋଇ ହୋଲି ଖେଳି କଟକଣା ଭଙ୍ଗ...
ନୂଆପଡ଼ା ଜିଲାରେ ହଟ୍ସ୍ପଟ୍ ପାଲଟିଛି ମୁଖ୍ୟ ଚିକିତ୍ସାଳୟ
ନୂଆପଡ଼ା,୨୯।୩ : ନୂଆପଡ଼ା ଜିଲାରେ ଗୋଟିଏ ଦିନରେ ୪୭ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଜିଲାର ହଟସ୍ପଟ୍ ପାଲଟିଛି ଜିଲାର ମୁଖ୍ୟ ଡାକ୍ତରଖାନା। ରବିବାର ଦୁଇ ଜଣ ଚିହ୍ନଟ ହୋଇଥିବାବେଳେ ସୋମବାର ଚିହ୍ନଟ ହୋଇଛନ୍ତି ୧୬ ଜଣ। କୋମନା...
Archives


