ରାଜ୍ୟ

ଆସନ୍ତା ୨୮, ୨୯ ତାରିଖ ରାଜ୍ୟର ସମସ୍ତ ସ୍କୁଲ ଛୁଟି

ଭୁବନେଶ୍ୱର,୨୫।୩(ବ୍ୟୁରୋ): ପବିତ୍ର ଦୋଳପୂର୍ଣ୍ଣିମା ଓ ହୋଲି ଉପଲକ୍ଷେ ଆସନ୍ତା ୨୮ ଓ ୨୯ତାରିଖ ଦୁଇଦିନ ରାଜ୍ୟର ସମସ୍ତ ସ୍କୁଲ ଛୁଟି ରହିବ। ଏହି ଦୁଇଦିନ କୌଣସି ପ୍ରକାରର ପାଠପଢ଼ା ହେବ ନାହିଁ। ଏ ନେଇ ଗୁରୁବାର ସ୍କୁଲ ଓ ଗଣଶିକ୍ଷା...

ଭାଲୁଠୁ ବାଇକ୍‌ ଚାଳକଙ୍କୁ ରକ୍ଷା କଲେ ବୁଲା କୁକୁର

ସଜନାଗଡ଼, ୨୫।୩(ଡି.ଏନ.ଏ.)- ଖାଦ୍ୟ ଅନ୍ବେଷଣରେ ବନ୍ୟଜନ୍ତୁ ଏବେ ସହରମୁହାଁ। ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ସ୍ବର୍ଣ୍ଣଚୂଡ଼ ସଂରକ୍ଷିତ ଜଙ୍ଗଲରୁ ବୁଧବାର ମଧ୍ୟରାତ୍ରରେ ଏକ ଭାଲୁ ଚାଲିଆସି ସହର ମୁଖ୍ୟ ରାସ୍ତାରେ ଚଳପ୍ରଚଳ କରୁଥିବା ଦେଖିବାକୁ ମିଳିଥିଲା। ସହର ମେଡ଼ିକାଲ ରୋଡ୍‌ରେ...

ତହସିଲ ଅଫିସରୁ କର୍ମଚାରୀଙ୍କୁ ତଡିଦେଲେ ଚାଷୀ

ବରଗଡ଼ ଅଫିସ୍‌,୨୫।୩।: ବରଗଡ଼ ଜିଲାରେ ଚାଷୀ ସମସ୍ୟା ଥମିବାର ନାଁ ନେଉ ନାହିଁ। ଧାନ ବିକ୍ରିକୁ ନେଇ ସରକାରୀ କଳ ପକ୍ଷରୁ କରାଯାଉଥିବା ବିଭିନ୍ନ କଟକଣାକୁ ନେଇ ଚାଷୀକୁଳ ବହୁବିଧ ସମସ୍ୟାରେ ଛନ୍ଦି ହୋଇପଡ଼ିଛନ୍ତି । ଟୋକନ କଟକଣା ଯୋଗୁ...

ଖେଳୁ ଖେଳୁ ଚାଳିଗଲା ଶିଶୁକନ୍ୟାର ଜୀବନ

ଝାରବନ୍ଧ,୨୫।୩: ବରଗଡ଼ ଜିଲା ଜଗଦଲପୁର ଥାନା ଧୁମାଭଟା ଗ୍ରାମରେ ଗୁରୁବାର ଏକ ବୋଲେରୋ ଧକ୍କାରେ ଜଣେ ଶିଶୁକନ୍ୟାଙ୍କ ମୃତ୍ୟୁ ହୋଇଛି। ମୃତ ଶିଶୁକନ୍ୟା ହେଲେ ଉକ୍ତ ଗ୍ରାମର ଜିତେନ୍ଦ୍ର ସାହୁଙ୍କ ଝିଅ ଲକି(୩)। ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ...

ଆଜି ରାଜ୍ୟରେ ୨୦୦ ପାର୍‌ କଲା କରୋନା, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୨୫।୩(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଏବେ ବଢ଼ିବାରେ ଲାଗିଛି। ଗୁରୁବାର ରାଜ୍ୟରୁ ୨୧୪ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୯,୪୬୦ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ...

ଜେଇଇ (ମେନ୍‌) ପରୀକ୍ଷା ଫଳ ପ୍ରକାଶିତ: ଓଡ଼ିଶାରୁ ଦେବାଶିଷ ଟପ୍ପର

ଭୁବନେଶ୍ୱର,୨୫।୩: ପରୀକ୍ଷା ଶେଷ ହେବାର ମାତ୍ର ୬ ଦିନ ମଧ୍ୟରେ ଜେଇଇ ମେନ(ମାର୍ଚ୍ଚ ସେସନ)ର ରେଜଲ୍ଟ ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି(ଏନଟିଏ) ପକ୍ଷରୁ ପ୍ରକାଶ ପାଇଛି। ଏହି ସେସନରେ ମୋଟ ୧୩ ଜଣ ଶିକ୍ଷାର୍ଥୀ ଶତ ପ୍ରତିଶତ ମାର୍କ ରଖିଛନ୍ତି। ସେହିପରି...

ସରିଆସୁଛି ଶହେ ଦିନିଆ ଶ୍ରେଣୀଶିକ୍ଷା

ଅନୁଗୋଳ ଅଫିସ, ୨୫।୩:  କରୋନା କଟକଣା ମଧ୍ୟରେ ଆସନ୍ତା ମେ ୩ରେ ହେକବ ମାଟ୍ରିକ ପରୀକ୍ଷା। ଚଳିତବର୍ଷ ଅନୁଗୋଳ ଜିଲାର ୧୮ ହଜାର ୯୯୬ ଛାତ୍ରୀଛାତ୍ର ମାଟ୍ରିକ ପରୀକ୍ଷା ଦେବେ। ତେବେ ୯ ମାସ ଧରି ଅନ୍‌ଲାଇନ୍‌ରେ ପଢ଼ିଥିବା ଏହି ଛାତ୍ରୀଛାତ୍ରମାନେ...

ସନ୍ଦେହରେ ନେତାଙ୍କ ନୀରବତା

ତାଳଚେର,୨୫ା୩ (ନି.ପ୍ର.)  ପୁରୁଣା ପ୍ଲାଣ୍ଟ ହେଲେ ମଧ୍ୟ ଏନ୍‌ଟିପିସି ପରିଚାଳନାଧୀନ ତାଳଚେର ଥର୍ମାଲ ପାଓ୍ବାର ଷ୍ଟେଶନ (ଟିଟିପିଏସ୍‌) ଲାଭରେ ଚାଲୁଥିଲା। ଶତ ପ୍ରତିଶତ ବିଦ୍ୟୁତ୍‌ ଉତ୍ପାଦନ କରି ବିଭିନ୍ନ ସମୟରେ ରେକର୍ଡ କରୁଥିଲା। ଟିଟିପିଏସ୍‌ ସଫଳତାର ଶ୍ରେୟ ଏନ୍‌ଟିପିସି ନେବା ସହ...

ଏବେଠୁ ଜଳ ସଙ୍କଟ

ବାଲିଆପାଳ,୨୫।୩(ସ୍ବ.ପ୍ର.)- ଖରାଦିନ ଆରମ୍ଭରୁ ବାଲେଶ୍ୱର ଜିଲା ବାଲିଆପାଳ ବ୍ଲକର ବାଲିଆପାଳ ପଞ୍ଚାୟତରେ ଜଳସଙ୍କଟ ଦେଖାଦେଇଛି। ଦୁଇଟି ପାନୀୟଜଳ ପ୍ରକଳ୍ପ ଥାଇ ମଧ୍ୟ ଲୋକଙ୍କୁ ପାନୀୟଜଳ ଯୋଗାଇବାରେ ଫେଲ୍‌ ମାରିଛି। ଏହାସହିତ ଗଁାଗୁଡିକରେ ଥିବା ଗଭୀର ନଳକୂପ କଥା କହିଲେ ନ...

‘ଶତପ୍ରତିଶତ ପ୍ରସ୍ତୁତି ପ୍ରମାଣପତ୍ର ଦିଅ’

ଭୁବନେଶ୍ୱର, ୨୫ା୩(ବ୍ୟୁରୋ): ରାଜ୍ୟର ପାନୀୟଜଳ ଯୋଗାଣ ସ୍ଥିତି ସମ୍ପର୍କରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ସମୀକ୍ଷା କରିଛନ୍ତି। ସମସ୍ତ ଗ୍ରାମ ପଞ୍ଚାୟତ ଏବଂ ପୌରାଞ୍ଚଳ କର୍ତ୍ତୃପକ୍ଷ ପାନୀୟ ଜଳ ଯୋଗାଣ ନେଇ ଶତପ୍ରତିଶତ ପ୍ରସ୍ତୁତ ଅଛନ୍ତି ବୋଲି ପ୍ରମାଣପତ୍ର ଦେବା...

ରାଜ୍ୟରେ ୪୮୫୩ ସୁନା ଦୋକାନ

ଭୁବନେଶ୍ୱର,୨୫ା୩(ବ୍ୟୁରୋ):ରାଜ୍ୟରେ ମୋଟ ୪୮୫୩ ସୁନା ଦୋକାନ ଅଛି। ସେମାନଙ୍କ ମଧ୍ୟରୁ ୨୦୧୮-୧୯ରେ ୨୭୬ ଦୋକାନରେ ଚଢ଼ାଉ କରାଯାଇ ୬ ଲକ୍ଷ ୬ ହଜାର ୭୫୦ ଟଙ୍କା ଜରିମାନା ଆଦାୟ କରାଯାଇଥିବା ବେଳେ ୨୦୧୯-୨୦ରେ ୪୦୦ ସୁନା ଦୋକାନ ଉପରେ ଚଢ଼ାଉ...

ଧାରଣାରେ ବସିଲେ ତାରା

ଭୁବନେଶ୍ୱର,୨୫ା୩(ବ୍ୟୁରୋ): ରାଜ୍ୟରେ ଖାଇବା ତେଲ, ପେଟ୍ରୋଲ, ଡିଜେଲ, ରନ୍ଧନ ଗ୍ୟାସ୍‌ ସବୁ ମହଙ୍ଗା। ସୋରିଷ ତେଲ ଦୁଇମାସ ତଳେ ୭୦ଟଙ୍କା ଥିଲା। ଏବେ ୧୮୦ଟଙ୍କା ହୋଇଗଲାଣି। ସାଧାରଣ ଲୋକ ତ୍ରାହି ତାହି ଡାକିଲେଣି। ତେଲ ଦର ବୃଦ୍ଧିକୁ ନେଇ କଂଗ୍ରେସ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri