ଏହି ଜିଲାର ଚାଷୀ ପାଇବେ କାଳିଆ ସହାୟତା
ପୁରୀ ଅଫିସ,୩।୧୧: ୨୦୨୧-୨୨ ରବି ଋତୁ ପାଇଁ ପୁରୀ ଜିଲାର ଚାଷୀଙ୍କ ମଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର କାଳିଆ ସହାୟତା ଘୋଷଣା କରିଛନ୍ତି। ପ୍ରତ୍ୟେକ ଚାଷୀ ୨୦୦୦ ଟଙ୍କା ଲେଖାଏ ସହାୟତା ପାଇବେ । ଏଥିପାଇଁ ୩୩.୦୩ କୋଟି ଟଙ୍କା ଖର୍ଚ୍ଚ…
ମାଛ ଧରୁଥିବା ବେଳେ ଯୁବକଙ୍କୁ ଟାଣିନେଲା କୁମ୍ଭୀର, ମିଳୁନି ପତ୍ତା
ବରୀ,୩ା୧୧(ଡି.ଏନ୍.ଏ.): ଯାଜପୁର ଜିଲା ବରୀ ଅଞ୍ଚଳର ତନ୍ତୀ ଘାଇ ଶାଖା ଚିଙ୍ଗୁଡ଼ିଆ ନାଳରେ ଏକ କୁମ୍ଭୀର ଜଣେ ଯୁବକଙ୍କୁ ବୁଧବାର ଟାଣି ନେଇଛି। ସେ ହେଲେ ଉଦୟନାଥପୁର ପଞ୍ଚାୟତର କହରାଗଣ୍ଡ ଗ୍ରାମର ମୁରଲୀଧର ମଲ୍ଲିକଙ୍କ ପୁଅ ନିଶିକାନ୍ତ(୪୦)। ସେ ତାଙ୍କ ଭାଇଙ୍କ…
ମା’ ଝିଅଙ୍କୁ ଛୁରାମାଡ଼ ଘଟଣା: ହସ୍ପିଟାଲରୁ ଡିସଚାର୍ଜ ପରେ ପୋଲିସ ହେପାଜତରେ ଅଭିଯୁକ୍ତ
ଭୁବନେଶ୍ୱର,୩।୧୧(ବ୍ୟୁରୋ): ଭୁବନେଶ୍ୱରସ୍ଥିତ ଶୈଳଶ୍ରୀବିହାର ଅଞ୍ଚଳରେ ଘରେ ପଶି ମା’ ଝିଅଙ୍କୁ ଛୁରାମାଡ଼ ଘଟଣାରେ ମୁଖ୍ୟ ଅଭିଯୁକ୍ତ ରୂପେଶ ପଣ୍ଡାଙ୍କୁ କମିଶନରେଟ ପୋଲିସ ଅଟକ ରଖିଛି । ହସ୍ପିଟାଲରୁ ଡିସଚାର୍ଜ ପରେ ରୂପେଶଙ୍କୁ ପୋଲିସ ଅଟକ ରଖି ପଚରାଉଚରା ଚଳାଇଛି। ରୂପେଶ ଲୁଟ…
ରାଜ୍ୟରେ ଆଉ ୩ ମୁଣ୍ଡ ନେଲା କରୋନା
ଭୁବନେଶ୍ୱର,୩।୧୧(ବ୍ୟୁରୋ): ରାଜ୍ୟରେ ବୁଧବାର କରୋନା ଆଉ ୩ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ୍ ମୃତ୍ୟୁ ସଂଖ୍ୟା ୮ ହଜାର ୩୪୩ କୁ ବୃଦ୍ଧି ପାଇଛି। ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା, ମୟୂରଭଞ୍ଜ, ଏବଂ ନୂଆପଡାରୁ ଜଣେ ଲେଖାଏ ଆକ୍ରାନ୍ତଙ୍କର ମୃତ୍ୟୁ…
ରାଜ୍ୟରେ ୩୨୨ କରୋନା ପଜିଟିଭ୍ ଚିହ୍ନଟ
ଭୁବନେଶ୍ୱର,୩।୧୧(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୩୨୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୪୨ ଜଣ ଛୁଆ ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ୍। ଆକ୍ରାନ୍ତଙ୍କ ମଧ୍ୟରୁ ୧୮୭ କ୍ୱାରାଣ୍ଟାଇନ୍ରୁ ଚିହ୍ନଟ ହୋଇଥିବାବେଳେ ୧୩୫…
ବଡ଼ବଡୁଆ ଡାକିବାକୁ କାଉଁରିଆ କାଠି ମିଳୁନି
ପାଟକୁରା,୩ା୧୧ (ଡି.ଏନ.ଏ.): ଦୀପାବଳିରେ ପିତୃପୁରୁଷଙ୍କ ପାଇଁ ପରିବାର ଲୋକେ କାଉଁରିଆ କାଠି ଜାଳି ବଡ଼ବଡୁଆ ଡାକିଥା’ନ୍ତି। କିନ୍ତୁ ଏବେ ଏହି କାଉଁରିଆ କାଠିର ଅଭାବ ପରିଲକ୍ଷିତ ହେଉଛି। ପୂର୍ବରୁ ଲାଭଜନକ ଫସଲ ଭାବେ ନଳିତା ଚାଷକୁ ଚାଷୀମାନେ ଆପଣାଇ ନେଇଥିଲେ। ନଳିତା…
ବେଆଇନ ବାଣ ବିକ୍ରି, ବ୍ୟବହାର କଲେ କାର୍ଯ୍ୟାନୁଷ୍ଠାନ
ଭୁବନେଶ୍ୱର,୩।୧୧(ବ୍ୟୁରୋ):ସବୁଜ ବାଣ ବିକ୍ରି ଓ ବ୍ୟବହାର ସମ୍ବନ୍ଧିତ ସୁପ୍ରିମକୋର୍ଟ ଏବଂ ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ସହ ସ୍ବତନ୍ତ୍ର ରିଲିଫ୍ କମିଶନରଙ୍କ ଗାଇଡ୍ଲାଇନକୁ କଡ଼ାକଡ଼ି ଭାବେ ଲାଗୁ କରିବା ପାଇଁ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ସମସ୍ତ ଜିଲାପାଳ ଓ…
ଏବେ ବି ଚୁଆପାଣି ଉପରେ ଭରସା
ନୂଆଗାଁ,୩।୧୧(ଡି.ଏନ.ଏ.):ଲୋକଙ୍କ ସମସ୍ୟା ଦୂର କରିବା ପାଇଁ ସରକାର ବିଭିନ୍ନ ଯୋଜନା ପ୍ରସ୍ତୁତ କରୁଛନ୍ତି। ସେଥିମଧ୍ୟରୁ ପାନୀୟ ଜଳ ଏକ ପ୍ରମୁଖ ସମସ୍ୟା। ସେଥିପାଇଁ ସରକାର ଅଧିକ ଗୁରୁତ୍ୱ ଦେବା ସହ ପ୍ରତିଗାଁକୁ କିଭଳି ବିଶୁଦ୍ଧ ପାନୀୟ ଜଳ ଯୋଗାଇ ଦିଆଯିବ ସେଥିପାଇଁ…
ପାରିବାରିକ କଳହରୁ ଜୀବନ ଯାଉଛି
ଭୁବନେଶ୍ୱର, ୩।୧୧(ବ୍ୟୁରୋ):ରାଜଧାନୀ ଭୁବନେଶ୍ୱରରେ ବିଗତ ଦିନରେ ଘଟିଥିବା କେତେକ ଘଟଣାରୁ ମାନବିକତା ହଜିଯାଉଥିବା ଭଳି ମନେ ହେଉଛି। ଭୀମଟାଙ୍ଗି ଅଞ୍ଚଳରେ ଘରେ ପଶି ମହିଳାଙ୍କ ତଣ୍ଟି କାଟି ହତ୍ୟା, ମନୀଷ ଅନୁରାଗ ଦାସ ହତ୍ୟାକାଣ୍ଡ, ଜୟଦେବ ବିହାର, ସିଆର୍ପି ଛକ ଗୋଷ୍ଠୀ…
ପୁଅ, ସ୍ତ୍ରୀଙ୍କୁ ତଣ୍ଟି ଚିପି ହତ୍ୟା
ଭୁବନେଶ୍ୱର, ୩ା୧୧(ବ୍ୟୁରୋ):ଆର୍ଥିକ ଅନଟନ ଓ ପାରିବାରିକ କଳହ ଆଉ ୨ଟି ଜୀବନ ନେଇଛି। ରାଜଧାନୀ ଉପକଣ୍ଠ ତମାଣ୍ଡୋ ଥାନା ଅନ୍ତର୍ଗତ କଳିଙ୍ଗନଗର ଅଞ୍ଚଳରେ ମଙ୍ଗଳବାର ଘଟିଛି ଡବଲ ମର୍ଡର। ଅବନ୍ତୀ ମଙ୍ଗରାଜ ନାମକ ଜଣେ ବ୍ୟକ୍ତି ତାଙ୍କ ୯ବର୍ଷର ପୁଅ ଦିପ୍ତିଦୀପକ…
ଭିଜିବ ଦୀପାବଳି
ଭୁବନେଶ୍ୱର,୨।୧୧(ବ୍ୟୁରୋ): ଭିଜିବ ଦୀପାବଳି। ଉତ୍ତର ଶ୍ରୀଲଙ୍କାଠାରୁ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳ ଯାଏ ଲମ୍ବିଥିବା ଟ୍ରପ୍ ଲାଇନ୍ ପ୍ରଭାବରେ ଉପକୂଳ ଓ ଏହାକୁ ଲାଗିଥିବା ଆଭ୍ୟନ୍ତରୀଣ ଓଡ଼ିଶାରେ କୋହଲି ପାଗ ଲାଗିରହିଛି। ଏଥିସହ ଦକ୍ଷିଣ ଓଡ଼ିଶା ଓ ଏହାର ନିକଟବର୍ତ୍ତୀ କିଛି ଅଞ୍ଚଳରେ…
ସହର ମଝିରେ ମନ୍ତ୍ରୀ ଦିବ୍ୟଶଙ୍କରଙ୍କୁ ମାଗିଲେ ଇସ୍ତଫା
ଭବାନୀପାଟଣା,୨।୧୧: କଳାହାଣ୍ଡି ଜିଲା ମହାଲିଙ୍ଗର ଏକ ସ୍କୁଲ ଅଧ୍ୟକ୍ଷା ମମିତା ମେହେରା ହତ୍ୟା ଘଟଣାରେ ଆଜି ଭବାନୀପାଟଣା ସହର ମଝିରେ ମନ୍ତ୍ରୀ ଦିବ୍ୟଶଙ୍କରଙ୍କୁ ଇସ୍ତଫା ମାଗିଛନ୍ତି ଭାଜପା ଯୁବ ନେତା। ଭାଜପା ରାଷ୍ଟ୍ରୀୟ କାର୍ଯ୍ୟକାରିଣୀ ସଦସ୍ୟ ଦୀପଜ୍ୟୋତି ମୁଣ୍ଡ ମନ୍ତ୍ରୀଙ୍କୁ ରାସ୍ତା…
Archives


