ଜମାକାରୀଙ୍କ ଟଙ୍କା ହଡ଼ପ କରି ୭ ବର୍ଷ ଜେଲ୍ ଗଲେ ପୋଷ୍ଟମାଷ୍ଟର
ଭଦ୍ରକ ଅଫିସ,୨୫।୩ – ଜମାକାରୀଙ୍କ ଟଙ୍କା ଆତ୍ମସାତ୍ କରିଥିବା ପୋଷ୍ଟମାଷ୍ଟର କମଳାକାନ୍ତ ନାୟକଙ୍କୁ ୭ ବର୍ଷ ଜେଲ ଦଣ୍ଡ ଦେଇଛନ୍ତି ଭଦ୍ରକ ମୁଖ୍ୟ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ୍ ଦେବଦତ୍ତ ପଟ୍ଟନାୟକ। ଏଥିସହ ୧୦ ହଜାର ଟଙ୍କା ଜରିମାନା ଓ ଜରିମାନା...
ମାଇକ୍ରୋ ଫାଇନାନ୍ସ କର୍ମଚାରୀଙ୍କୁ ହତ୍ୟା କଲେ ଲୁଟେରା
ଝାରବନ୍ଧ,୨୫।୩: ବରଗଡ଼ ଜିଲା ଝାରବନ୍ଧ ଥାନା ଅଧୀନ ଅମଠି ଗ୍ରାମରେ ଲୁଟେରାଙ୍କ ଆକ୍ରମଣରେ ଗୁରୁତର ଥିବା ମାଇକ୍ରୋ ଫାଇନାନ୍ସ କର୍ମଚାରୀ ବିଶ୍ୱଜିତ ରାଜହଂସଙ୍କ ବୁଧବାର ମୃତ୍ୟୁ ଘଟିଛି। ଏନେଇ ଝାରବନ୍ଧ ଥାନାରେ ଏକ ହତ୍ୟା ମାମଲା (ନଂ.୩୩/୨୧) ରୁଜୁ ହୋଇଛି...
କାଲି ରାଜ୍ୟର ସବୁ ଶିକ୍ଷାନୁଷ୍ଠାନ ବନ୍ଦ
ଭୁବନେଶ୍ୱର,୨୫।୩(ବ୍ୟୁରୋ): କୃଷକ ସଂଗଠନ ଗୁଡ଼ିକର ଭାରତ ବନ୍ଦ ଡାକରା ପରିପ୍ରେକ୍ଷୀରେ ଶୁକ୍ରବାର ରାଜ୍ୟର ସବୁ ଶିକ୍ଷାନୁଷ୍ଠାନ ବନ୍ଦ ରହିବ। ରାଜ୍ୟର ସମସ୍ତ ସରକାରୀ, ଘରୋଇ ସ୍କୁଲ, କଲେଜ ଏବଂ ବିଶ୍ୱବିଦ୍ୟାଳୟ ବନ୍ଦ ରହିବ ବୋଲି ଗୁରୁବାର ରାଜ୍ୟ ସରକାରଙ୍କ ପକ୍ଷରୁ...
ଶିକ୍ଷକ କରୋନା ଚିହ୍ନଟ ପରେ ହାଇସ୍କୁଲରେ ପଡ଼ିଲା ତାଲା
ଭବାନୀପାଟଣା,୨୫।୩: ଭବାନୀପାଟଣା ଟାଉନ୍ ହାଇସ୍କୁଲର ଜଣେ ଶିକ୍ଷକ କୋଭିଡ୍ ଚିହ୍ନଟ ହୋଇଛନ୍ତି। ଏନେଇ ପ୍ରଶାସନ ପକ୍ଷରୁ ସ୍କୁଲର ସମସ୍ତ ଶିକ୍ଷକ ଓ କର୍ମଚାରୀଙ୍କୁ ହୋମ୍ ଆଇସୋଲେଶନ୍ରେ ରହିବାକୁ ନିର୍ଦ୍ଦେଶ ଜାରି କରାଯାଇଛି। ଅନ୍ୟପକ୍ଷେ ଛାତ୍ରୀଛାତ୍ର ଏବଂ ଅଭିଭାବକଙ୍କ ମହଲରେ ଭୟର...
ଆସନ୍ତା ୨୮, ୨୯ ତାରିଖ ରାଜ୍ୟର ସମସ୍ତ ସ୍କୁଲ ଛୁଟି
ଭୁବନେଶ୍ୱର,୨୫।୩(ବ୍ୟୁରୋ): ପବିତ୍ର ଦୋଳପୂର୍ଣ୍ଣିମା ଓ ହୋଲି ଉପଲକ୍ଷେ ଆସନ୍ତା ୨୮ ଓ ୨୯ତାରିଖ ଦୁଇଦିନ ରାଜ୍ୟର ସମସ୍ତ ସ୍କୁଲ ଛୁଟି ରହିବ। ଏହି ଦୁଇଦିନ କୌଣସି ପ୍ରକାରର ପାଠପଢ଼ା ହେବ ନାହିଁ। ଏ ନେଇ ଗୁରୁବାର ସ୍କୁଲ ଓ ଗଣଶିକ୍ଷା...
ଭାଲୁଠୁ ବାଇକ୍ ଚାଳକଙ୍କୁ ରକ୍ଷା କଲେ ବୁଲା କୁକୁର
ସଜନାଗଡ଼, ୨୫।୩(ଡି.ଏନ.ଏ.)- ଖାଦ୍ୟ ଅନ୍ବେଷଣରେ ବନ୍ୟଜନ୍ତୁ ଏବେ ସହରମୁହାଁ। ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ସ୍ବର୍ଣ୍ଣଚୂଡ଼ ସଂରକ୍ଷିତ ଜଙ୍ଗଲରୁ ବୁଧବାର ମଧ୍ୟରାତ୍ରରେ ଏକ ଭାଲୁ ଚାଲିଆସି ସହର ମୁଖ୍ୟ ରାସ୍ତାରେ ଚଳପ୍ରଚଳ କରୁଥିବା ଦେଖିବାକୁ ମିଳିଥିଲା। ସହର ମେଡ଼ିକାଲ ରୋଡ୍ରେ...
ତହସିଲ ଅଫିସରୁ କର୍ମଚାରୀଙ୍କୁ ତଡିଦେଲେ ଚାଷୀ
ବରଗଡ଼ ଅଫିସ୍,୨୫।୩।: ବରଗଡ଼ ଜିଲାରେ ଚାଷୀ ସମସ୍ୟା ଥମିବାର ନାଁ ନେଉ ନାହିଁ। ଧାନ ବିକ୍ରିକୁ ନେଇ ସରକାରୀ କଳ ପକ୍ଷରୁ କରାଯାଉଥିବା ବିଭିନ୍ନ କଟକଣାକୁ ନେଇ ଚାଷୀକୁଳ ବହୁବିଧ ସମସ୍ୟାରେ ଛନ୍ଦି ହୋଇପଡ଼ିଛନ୍ତି । ଟୋକନ କଟକଣା ଯୋଗୁ...
ଖେଳୁ ଖେଳୁ ଚାଳିଗଲା ଶିଶୁକନ୍ୟାର ଜୀବନ
ଝାରବନ୍ଧ,୨୫।୩: ବରଗଡ଼ ଜିଲା ଜଗଦଲପୁର ଥାନା ଧୁମାଭଟା ଗ୍ରାମରେ ଗୁରୁବାର ଏକ ବୋଲେରୋ ଧକ୍କାରେ ଜଣେ ଶିଶୁକନ୍ୟାଙ୍କ ମୃତ୍ୟୁ ହୋଇଛି। ମୃତ ଶିଶୁକନ୍ୟା ହେଲେ ଉକ୍ତ ଗ୍ରାମର ଜିତେନ୍ଦ୍ର ସାହୁଙ୍କ ଝିଅ ଲକି(୩)। ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ...
ଆଜି ରାଜ୍ୟରେ ୨୦୦ ପାର୍ କଲା କରୋନା, ଖୋର୍ଦ୍ଧାରୁ ସର୍ବାଧିକ
ଭୁବନେଶ୍ୱର,୨୫।୩(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଏବେ ବଢ଼ିବାରେ ଲାଗିଛି। ଗୁରୁବାର ରାଜ୍ୟରୁ ୨୧୪ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୯,୪୬୦ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ...
ଜେଇଇ (ମେନ୍) ପରୀକ୍ଷା ଫଳ ପ୍ରକାଶିତ: ଓଡ଼ିଶାରୁ ଦେବାଶିଷ ଟପ୍ପର
ଭୁବନେଶ୍ୱର,୨୫।୩: ପରୀକ୍ଷା ଶେଷ ହେବାର ମାତ୍ର ୬ ଦିନ ମଧ୍ୟରେ ଜେଇଇ ମେନ(ମାର୍ଚ୍ଚ ସେସନ)ର ରେଜଲ୍ଟ ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି(ଏନଟିଏ) ପକ୍ଷରୁ ପ୍ରକାଶ ପାଇଛି। ଏହି ସେସନରେ ମୋଟ ୧୩ ଜଣ ଶିକ୍ଷାର୍ଥୀ ଶତ ପ୍ରତିଶତ ମାର୍କ ରଖିଛନ୍ତି। ସେହିପରି...
ସରିଆସୁଛି ଶହେ ଦିନିଆ ଶ୍ରେଣୀଶିକ୍ଷା
ଅନୁଗୋଳ ଅଫିସ, ୨୫।୩: କରୋନା କଟକଣା ମଧ୍ୟରେ ଆସନ୍ତା ମେ ୩ରେ ହେକବ ମାଟ୍ରିକ ପରୀକ୍ଷା। ଚଳିତବର୍ଷ ଅନୁଗୋଳ ଜିଲାର ୧୮ ହଜାର ୯୯୬ ଛାତ୍ରୀଛାତ୍ର ମାଟ୍ରିକ ପରୀକ୍ଷା ଦେବେ। ତେବେ ୯ ମାସ ଧରି ଅନ୍ଲାଇନ୍ରେ ପଢ଼ିଥିବା ଏହି ଛାତ୍ରୀଛାତ୍ରମାନେ...
ସନ୍ଦେହରେ ନେତାଙ୍କ ନୀରବତା
ତାଳଚେର,୨୫ା୩ (ନି.ପ୍ର.) ପୁରୁଣା ପ୍ଲାଣ୍ଟ ହେଲେ ମଧ୍ୟ ଏନ୍ଟିପିସି ପରିଚାଳନାଧୀନ ତାଳଚେର ଥର୍ମାଲ ପାଓ୍ବାର ଷ୍ଟେଶନ (ଟିଟିପିଏସ୍) ଲାଭରେ ଚାଲୁଥିଲା। ଶତ ପ୍ରତିଶତ ବିଦ୍ୟୁତ୍ ଉତ୍ପାଦନ କରି ବିଭିନ୍ନ ସମୟରେ ରେକର୍ଡ କରୁଥିଲା। ଟିଟିପିଏସ୍ ସଫଳତାର ଶ୍ରେୟ ଏନ୍ଟିପିସି ନେବା ସହ...
Archives


