ନାଟକ ପାଇଁ ଶୁଭଦିନ ଆସୁଛି
ଭୁବନେଶ୍ୱର, ୨୭।୩ (ବ୍ୟୁରୋ): ଦିନ ଥିଲା ମନୋରଞ୍ଜନର ଏକମାତ୍ର ମାଧ୍ୟମ ଥିଲା ନାଟକ। ବ୍ୟସ୍ତବହୁଳ କର୍ମମୟ ଜୀବନରେ କ୍ଲାନ୍ତ ହୋଇପଡିଥିବା ମଣିଷଟିଏ ନାଟକ ଦେଖି ମନକୁ ହାଲ୍କା କରୁଥିଲା। କେବଳ ସେତିକି ନୁହେଁ, ସମାଜରେ ବହୁ ବୈପ୍ଲବିକ ପରିବର୍ତ୍ତନ ଆଣିବାରେ...
କ୍ରୁଟ୍ ଶ୍ରେଷ୍ଠ ଏସ୍ପିଭି
ଭୁବନେଶ୍ୱର,୨୭।୩ (ବ୍ୟୁରୋ): ସିଟି ବସ୍ ସେବା ଯୋଗାଉଥିବା ‘ମୋ ବସ୍’କୁ ପୁଣିଥରେ ଶୀର୍ଷ ପୁରସ୍କାର ମିଳିଛି। ଏହାର ପରିଚାଳନା କରୁଥିବା କ୍ୟାପିଟାଲ୍ ରିଜିଅନ୍ ଅର୍ବାନ୍ ଟ୍ରାନ୍ସପୋର୍ଟ (କ୍ରୁଟ୍) ଦେଶରେ ଶ୍ରେଷ୍ଠ ସ୍ମାର୍ଟ ବିଶେଷ ପ୍ରୟୋଜନ ମାଧ୍ୟମ ସଂସ୍ଥା (ଏସ୍ପିଭି) ଭାବେ...
ଅଞ୍ଜନାଙ୍କଠାରୁ ତଥ୍ୟ ନେଲା ସିବିଆଇ
ଭୁବନେଶ୍ୱର,୨୭।୩(ବ୍ୟୁରୋ): ଅଞ୍ଜନା ମିଶ୍ର ଗଣବଳାତ୍କାର ମାମଲାର ଦୀର୍ଘ ୨୨ବର୍ଷ ପରେ ମୁଖ୍ୟ ଅଭିଯୁକ୍ତ ବିବନ ବିଶ୍ୱାଳଙ୍କୁ କମିଶନରେଟ୍ ପୋଲିସ ଗିରଫ କରିବା ପରେ ସିବିଆଇକୁ ହସ୍ତାନ୍ତର କରିଥିଲା। ମାମଲାର ତଦନ୍ତ ଭାର ନେଇଥିବା ସିବିଆଇ କୋର୍ଟରେ ଚାର୍ଜଶିଟ୍ ଦାଖଲ କରିବାକୁ...
ପିପିଇ କିଟ୍ ଦୁର୍ନୀତି ମାମଲା ବନ୍ଦ କଲେ ଲୋକାୟୁକ୍ତ
ଭୁବନେଶ୍ୱର,୨୭।୩(ବ୍ୟୁରୋ): ବହୁ ଚର୍ଚ୍ଚିତ ପିପିଇ କିଟ୍ ଓ ମାସ୍କ କିଣା ଦୁର୍ନୀତି ମାମଲାରେ ଲୋକାୟୁକ୍ତଙ୍କ ୩ଜଣିଆ ଖଣ୍ଡପୀଠ ଶୁକ୍ରବାର ଚୂଡ଼ାନ୍ତ ରାୟ ଶୁଣାଇଛନ୍ତି। ଭିଜିଲାନ୍ସ ପକ୍ଷରୁ ପ୍ରଦାନ କରାଯାଇଥିବା ପ୍ରାଥମିକ ତଦନ୍ତ ରିପୋର୍ଟ ଆଧାରରେ ଖଣ୍ଡପୀଠ ରାଜ୍ୟ ସରକାରଙ୍କୁ କ୍ଲିନ୍...
୩ ଜିଲାକୁ ହିଟ୍ ଓ୍ବେଭ୍
ଭୁବନେଶ୍ୱର, ୨୭।୩(ବ୍ୟୁରୋ): ରାଜ୍ୟରେ ଆସନ୍ତା ୨୮ ତାରିଖ ପର୍ଯ୍ୟନ୍ତ ଗ୍ରୀଷ୍ମ ପ୍ରବାହ (ହିଟ୍ ଓ୍ବେଭ୍) ଲାଗି ରହିବ। ଖୋର୍ଦ୍ଧା, ନୟାଗଡ଼ ଓ କଟକ ଜିଲାରେ ଅଧିକ ହିଟ୍ ଓ୍ବେଭ୍ ଅନୁଭୂତ ହେବ। ତେଣୁ ଏହି ତିନି ଜିଲାକୁ ୟେଲୋ ଓ୍ବାର୍ନିଂ...
କୃଷି ଆଇନ ପ୍ରତ୍ୟାହାର ଦାବିରେ ଗୃହ କମ୍ପିଲା
ଭୁବନେଶ୍ୱର,୨୭।୩(ବ୍ୟୁରୋ): କେନ୍ଦ୍ର ସରକାରଙ୍କ ପ୍ରଣୀତ ୩ କୃଷି ଆଇନକୁ ବିରୋଧ କରି ବିଧାନସଭା ବାହାରେ କୃଷକ ସଂଗଠନଗୁଡ଼ିକ ୧୨ ଘଣ୍ଟିଆ ଭାରତ ବନ୍ଦ ଡାକରା ଦେଇଥିବାବେଳେ ଶୁକ୍ରବାର ବିଧାନସଭାରେ ଏହାର ତାତି ଦେଖିବାକୁ ମିଳିଥିଲା। ଏହି ଆଇନ ପ୍ରତ୍ୟାହାର ଦାବିରେ...
ୟୁଆଇଡିଏଆଇ ସିଇଓ ହେଲେ ସୌରଭ ଗର୍ଗ
ଭୁବନେଶ୍ୱର,୨୭।୩(ବ୍ୟୁରୋ): ଭାରତୀୟ ପ୍ରଶାସନିକ ସେବା (ଆଇଏଏସ୍)ର ବରିଷ୍ଠ ଅଧିକାରୀ ସୌରଭ ଗର୍ଗଙ୍କୁ ୟୁନିକ୍ ଆଇଡେଣ୍ଟିଫିକେଶନ ଅଥରିଟି ଅଫ୍ ଇଣ୍ଡିଆ (ୟୁଆଇଡିଏଆଇ) କାର୍ଯ୍ୟନିର୍ବାହୀ ଅଧିକାରୀ (ସିଇଓ) ଭାବେ ନିଯୁକ୍ତି ଦିଆଯାଇଛି। ଏ ନେଇ ଶୁକ୍ରବାର କାର୍ମିକ ମନ୍ତ୍ରଣାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ...
ପର୍ବପର୍ବାଣି ପାଳନ ଉପରେ କଟକଣା
ଭୁବନେଶ୍ୱର, ୨୭।୩(ବ୍ୟୁରୋ): ବ୍ୟାପୁଥିବା କରୋନା ସଂକ୍ରମଣକୁ ରୋକିବା ପାଇଁ ରାଜ୍ୟ ସରକାର ପର୍ବପର୍ବାଣି ପାଳନ ଉପରେ କଟକଣା ଲଗାଇଛନ୍ତି। ଏ ନେଇ ସ୍ବତନ୍ତ୍ର ରିଲିଫ କମିଶନର(ଏସ୍ଆର୍ସି) ପକ୍ଷରୁ ନିର୍ଦ୍ଦେଶନାମା ଜାରି ହୋଇଛି। ଗୁଡ୍ ଫ୍ରାଇଡେ, ଶ୍ରୀରାମ ନବମୀ, ପଣା ସଂକ୍ରାନ୍ତି,...
ଆଧିପତ୍ୟ ନେଇ ଅସନ୍ତୋଷ
ଅନୁଗୋଳ ଅଫିସ, ୨୭ା୩ ଅନୁଗୋଳ ସହରରେ ଭିଡ଼ ନିୟନ୍ତ୍ରଣ ଓ ସୌନ୍ଦର୍ଯ୍ୟକରଣ ନିମନ୍ତେ ଜବରଦଖଲ ହଟାଉଛି ପୌର ପ୍ରଶାସନ। ବିଶେଷକରି ରାସ୍ତା ପାର୍ଶ୍ୱକୁ ଜବରଦଖଲ କରି ଦିଆଯାଇଥିବା ଦୋକାନଗୁଡ଼ିକୁ ଉଚ୍ଛେଦ କରି ସେଠାରେ ବାଡ଼ ବୁଲାଯାଉଛି। କିନ୍ତୁ ଏଥିରେ ସମସ୍ୟା...
ବେଲଘର ବନାଞ୍ଚଳରେ ବାଘ: ଜଙ୍ଗଲ ଯିବାକୁ ମନା
ବାଲିଗୁଡା,୨୭।୩: କନ୍ଧମାଳ ଜିଲା ବାଲିଗୁଡ଼ା ବନଖଣ୍ଡ ଅଧୀନ ବେଲଘର ବନାଞ୍ଚଳରେ ବାଘ ଆତଙ୍କ ଦେଖାଦେଇଛି। ବନାଞ୍ଚଳର ତଗାପାଙ୍ଗା ଜଙ୍ଗଲରେ ବାଘ ବଳଦକୁ ମାରି ଖାଇଥିବା ଅଭିଯୋଗ ହୋଇଛି। ବଳଦ ମାଲିକ ସୁରେଶ୍ୱର ମଲ୍ଲିକଙ୍କ ଅଭିଯୋଗ କ୍ରମେ ବନ କର୍ମଚାରୀ ଘଟଣାସ୍ଥଳରେ...
ମର୍ନିଂଓ୍ବାକ୍ ବେଳେ ମହିଳାଙ୍କୁ କମେଣ୍ଟ ମାରି ଯୁବକ ଗିରଫ
ଛତ୍ରପୁର,୨୬।୩: ମହିଳାଙ୍କୁ କମେଣ୍ଟ ମାରିବା ଅଭିଯୋଗରେ ଛତ୍ରପୁର ପୋଲିସ ଜଣେ ଯୁବକଙ୍କୁ ଗିରଫ କରିଛି । ମହିଳା ଜଣକ ମର୍ନିଂଓ୍ବାକ କରିବା ପାଇଁ ଆସୁଥିବା ବେଳେ ଯୁବକ ଜଣକ ତାଙ୍କୁ କମେଣ୍ଟ ମାରିଥିଲେ। ଏନେଇ ମହିଳା ଜଣକ ଛତ୍ରପୁର ପୋଲିସକୁ...
ଗାଧୋଉଥିବା ବେଳେ ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସିଲେ ଛାତ୍ରୀ
ବଡ଼ଗାଁ,୨୬।୩: ସୁନ୍ଦରଗଡ଼ ଜିଲା ବଡ଼ଗାଁ ଥାନା ଅଧୀନ ଖରିଆମାଲ ନିକଟ ମାଲିପଡା ଗ୍ରାମରେ ଶୁକ୍ରବାର ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଜଣେ କଲେଜ ଛାତ୍ରୀଙ୍କ ମୃତ୍ୟୁ ହୋଇଛି। ସେ ହେଲେ ଭୂମୀସୂତା ପଟେଲ (୧୮) । ଭୂମୀସୂତା ବଡ଼ଗାଁ ଡିଗ୍ରୀ...
Archives


