ରାଜ୍ୟ

କେନ୍ଦ୍ର ଗୃହ ରାଷ୍ଟ୍ରମନ୍ତ୍ରୀଙ୍କ ଗାଡ଼ିକୁ ଅଣ୍ଡାମାଡ଼: ୧୦୦ରୁ ଅଧିକ କଂଗ୍ରେସ କର୍ମୀ ଅଟକ

ଭୁବନେଶ୍ୱର,୩୧।୧୦(ବ୍ୟୁରୋ): ଉତ୍ତର ପ୍ରଦେଶର ଲଖିମପୁର ଖେରି ଘଟଣା ପରେ ବିବାଦୀୟ ହୋଇପଡ଼ିଥିବା କେନ୍ଦ୍ର ଗୃହ ରାଷ୍ଟ୍ରମନ୍ତ୍ରୀ ଅଜୟ ମିଶ୍ରା ଓଡ଼ିଶା ଗସ୍ତରେ ଆସିଥିଲେ। ତେବେ କଂଗ୍ରେସ ପକ୍ଷରୁ ତାଙ୍କୁ ଜୋରଦାର ବିରୋଧ କରାଯାଇଛି । କେନ୍ଦ୍ର ଗୃହ ରାଷ୍ଟ୍ରମନ୍ତ୍ରୀଙ୍କ ଗାଡ଼ି ଉପରକୁ ଅଣ୍ଡା…

‘ମୋ ସ୍କୁଲ ଅଭିଯାନ’ କାର୍ଯ୍ୟନିର୍ବାହୀ ପରିଷଦ ବୈଠକ: ୧୫ କୋଟିର ପ୍ରକଳ୍ପକୁ ମଞ୍ଜୁରୀ

ଭୁବନେଶ୍ୱର,୩୧।୧୦(ବ୍ୟୁରୋ): ‘ମୋ ସ୍କୁଲ ଅଭିଯାନ’ର ୨୯ତମ କାର୍ଯ୍ୟନିର୍ବାହୀ ପରିଷଦ ବୈଠକ ଶନିବାର ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ପ୍ରମୁଖ ଶାସନ ସଚିବ ସତ୍ୟବ୍ରତ ସାହୁଙ୍କ ଅଧ୍ୟକ୍ଷତାରେ ଭର୍ଚୁଆଲରେ ଅନୁଷ୍ଠିତ ହୋଇଛି। ରାଜ୍ୟର ୨୪ ଜିଲାରୁ ମୋଟ ୧,୧୪୬ ବିଦ୍ୟାଳୟ ପାଇଁ ୧୫…

ରାୟଗଡ଼ା, କନ୍ଧମାଳ ଜିଲାପାଳଙ୍କୁ ରିପୋର୍ଟ ତଲବ

କଟକ ଅଫିସ,୩୧।୧୦: ସ୍ବେରେଜ ଟାଙ୍କିରେ ଶ୍ରମିକଙ୍କ ମୃତ୍ୟୁ ଘଟଣାରେ ହାଇକୋର୍ଟ ରାୟଗଡ଼ା ଓ କନ୍ଧମାଳ ଜିଲାପାଳଙ୍କୁ ଜବାବ ଦାଖଲ ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ସେହିପରି ଭୁବନେଶ୍ୱର ଶ୍ରମିକ ମୃତ୍ୟୁ ଘଟଣାରେ ଠିକା କନ୍‌ଷ୍ଟ୍ରକ୍ସନ କମ୍ପାନୀ ଯୁଗ୍ମ ଶ୍ରମ ଆୟୁକ୍ତଙ୍କ ନିକଟରେ ଦାଖଲ…

ମୋ ବସ୍‌ ସେବା ପାଇଁ କ୍ରୁଟ୍‌କୁ ଜାତୀୟ ପୁରସ୍କାର

ଭୁବନେଶ୍ୱର, ୩୦।୧୦(ବ୍ୟୁରୋ): ସଫଳତାର ଆଉଏକ ପାହାଚ ଚଢିଛି କ୍ରୁଟ୍‌ (କ୍ୟାପିଟାଲ ରିଜିଅନ୍‌ ଅର୍ବାନ ଟ୍ରାନ୍ସପୋର୍ଟ)। କେନ୍ଦ୍ର ସରକାରଙ୍କ ଗୃହ ଓ ନଗର ବ୍ୟାପାର ମନ୍ତ୍ରଣାଳୟ ଦ୍ୱାରା ଆୟୋଜିତ ଅର୍ବାନ ମୋବିଲିଟି ଇନିସିଏଟିଭ୍‌ ସମ୍ମିଳନୀରେ ‘ମୋ ବସ୍‌’ ସେବା ପାଇଁ କ୍ରୁଟ୍‌କୁ ପୁରସ୍କୃତ…

ବନ୍ୟପ୍ରାଣୀ ଆଇନ ସଂଶୋଧନ ନେଇ ସନ୍ଦେହ

ଭୁବନେଶ୍ୱର, ୩୧।୧୦(ବ୍ୟୁରୋ): ଦିନକୁ ଦିନ ଓଡ଼ିଶା ସମେତ ଦେଶରେ ବନ୍ୟପ୍ରାଣୀ ଅପରାଧ ବଢ଼ିବାରେ ଲାଗିଛି। ଆଇନରେ ଥିବା ଗଳାବାଟରେ ଅପରାଧୀମାନେ ସହଜରେ ଖସିଯାଉଛନ୍ତି। ତେଣୁ ଆଇନକୁ କିପରି କଡ଼ାକଡ଼ି କରାଯାଇପାରିବ ସେନେଇ ଦୀର୍ଘଦିନ ଧରି ଦାବି ହୋଇ ଆସୁଥିବାବେଳେ ଏବେ କେନ୍ଦ୍ର…

ନନ୍ଦ ସାର୍‌ଙ୍କ ଜୀବନୀ ଉପରେ ଚଳଚ୍ଚିତ୍ର

ଯାଜପୁର ଅଫିସ,୩୧।୧୦: ଯାଜପୁର ଜିଲା ସୁକିନ୍ଦା ବ୍ଲକ ଅନ୍ତର୍ଗତ କନ୍ତିରା ଗ୍ରାମର ଚାଟଶାଳୀ ଶିକ୍ଷକ ତଥା ପଦ୍ମଶ୍ରୀ ନନ୍ଦ ପୃଷ୍ଟିଙ୍କ ଜୀବନୀ ଉପରେ ତିଆରି ହେଉଛି ଏକ ଓଡ଼ିଆ ଚଳଚ୍ଚିତ୍ର। ଯାଜପୁର ରୋଡ୍‌ ଜେମ୍ସ ସ୍କୁଲ ପରିସରରେ ଥିବା ରୋଟାରି ଭବନ…

ବିଜୁ ଶ୍ରମିକ ସାମ୍ମୁଖ୍ୟରେ ମିଶିଲେ ହଜାରେ ଶ୍ରମିକ

ଭୁବନେଶ୍ୱର,୩୧।୧୦(ବ୍ୟୁରୋ): ୪୨ଟି ସ୍ଥାନୀୟ ଓ ରାଜ୍ୟସ୍ତରୀୟ ଟ୍ରେଡ୍‌ ୟୁନିୟନର ପ୍ରାୟ ୧ ହଜାର ଶ୍ରମିକ ଓ କର୍ମଚାରୀ ଶ୍ରମିକ ନେତା ନବ କିଶୋର ମହାନ୍ତିଙ୍କ ନେତୃତ୍ୱରେ ଶନିବାର ବିଜୁ ଜନତା ଦଳରେ ସାମିଲ ହୋଇଛନ୍ତି। ବିଜେଡି ସାଙ୍ଗଠନିକ ସମ୍ପାଦକ ତଥା ବିଧାୟକ…

୯ଯୋଡ଼ା ସ୍ବତନ୍ତ୍ର ଟ୍ରେନ୍‌ର ଅଣସଂରକ୍ଷିତ ଟିକେଟରେ ଯାତ୍ରାକୁ ଅନୁମତି

ଭୁବନେଶ୍ୱର,୩୧।୧୦: ପୂର୍ବତଟ ରେଳପଥ ପରିସୀମା ମଧ୍ୟରେ ୯ଯୋଡ଼ା ସ୍ବତନ୍ତ୍ର ଟ୍ରେନ୍‌ର ଅଣସଂରକ୍ଷିତ ବଗିରେ ଅଣସଂରକ୍ଷିତ ଟିକେଟ୍‌ ଦ୍ୱାରା ଯାତ୍ରୀ ଯାତ୍ରା କରିପାରିବେ ବୋଲି ରେଳପଥ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି। ନଭେମ୍ବର ପହିଲାରୁ ପୂର୍ବତଟ ରେଳପଥ ୬ ଯୋଡ଼ା ସ୍ବତନ୍ତ୍ର ଟ୍ରେନ୍‌ରେ ଥିବା…

୧ରେ ପ୍ରକାଶ ପାଇବ ଚିଠା ଭୋଟର ତାଲିକା

ଭୁବନେଶ୍ୱର,୩୧।୧୦(ବ୍ୟୁରୋ): ୨୦୨୨ ଜାନୁୟାରୀ ୧ ତାରିଖକୁ ଯୋଗ୍ୟତାଭିତ୍ତିକ ତାରିଖ ଭାବେ ଗ୍ରହଣ କରି ଭାରତ ନିର୍ବାଚନ ଆୟୋଗ ସ୍ବତନ୍ତ୍ର ସଂକ୍ଷିପ୍ତ ଭୋଟର ତାଲିକାର ସଂଶୋଧନ କାର୍ଯ୍ୟକ୍ରମ କରିବାକୁ ଯାଉଛନ୍ତି । ଶନିବାର ଏଠାରେ ଆୟୋଜିତ ଖବରଦାତା ସମ୍ମିଳନୀରେ ରାଜ୍ୟ ମୁଖ୍ୟ ନିର୍ବାଚନ…

ସ୍ବତନ୍ତ୍ର ଶିକ୍ଷକ ପଦବୀ ପୂରଣ କର

ଭୁବନେଶ୍ୱର,୩୧।୧୦(ବ୍ୟୁରୋ): ଦେଶରେ ସ୍ବତନ୍ତ୍ର ବ୍ୟବସ୍ଥା ଆବଶ୍ୟକ କରୁଥିବା ପିଲାଙ୍କ ପାଇଁ ନିୟମିତ ସ୍ବତନ୍ତ୍ର ଶିକ୍ଷକ ନିଯୁକ୍ତି ଜରୁରୀ ହୋଇପଡ଼ିଛି। ତେଣୁ ଓଡ଼ିଶା ସମେତ ବିଭିନ୍ନ ରାଜ୍ୟ ସ୍ବତନ୍ତ୍ର ଶିକ୍ଷକ ପଦବୀ ପୂରଣ କରିବାକୁ ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ରିହାବିଲିଟେଶନ କାଉନ୍‌ସିଲ ଅଫ୍‌…

ଦରବୃଦ୍ଧିକୁ ବିଜେଡିର ବିରୋଧ

ଭୁବନେଶ୍ୱର,୩୧।୧୦(ବ୍ୟୁରୋ): ପେଟ୍ରୋଲ, ଡିଜେଲ ଓ ଏଲ୍‌ପିଜି ସମେତ ଆବଶ୍ୟକ ସାମଗ୍ରୀର ଅହେତୁକ ଦର ବୃଦ୍ଧି ଘଟିଛି। ଏହା ବିରୋଧରେ ବିଜୁ ଜନତା ଦଳ ଯୁଦ୍ଧଂ ଦେହି ଡାକରା ଦେଇଛି  ରାଜଧାନୀଠାରୁ ପ୍ରତ୍ୟେକ ନିର୍ବାଚନମଣ୍ଡଳୀ ପର୍ଯ୍ୟନ୍ତ ବିଭିନ୍ନ ସ୍ତରରେ ଦଳ ପକ୍ଷରୁ ପ୍ରତିବାଦ…

ରାଜ୍ୟରୁ ପୁଣି ୪ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୩୧।୧୦(ବ୍ୟୁରୋ): ରାଜ୍ୟରେ ରବିବାର କରୋନା ଆଉ ୪ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁସଂଖ୍ୟା ୮,୩୩୩କୁ ବୃଦ୍ଧି ପାଇଛି। ୪ ମୃତକଙ୍କ ମଧ୍ୟରେ ଖୋର୍ଦ୍ଧାରୁ ୨ଜଣ ରହିଥିବା ବେଳେ ମୟୂରଭଞ୍ଜ ଓ ପୁରୀ ଜିଲାରୁ ଜଣେ ଲେଖାଏ ରହିଛନ୍ତି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri