୯ଯୋଡ଼ା ସ୍ବତନ୍ତ୍ର ଟ୍ରେନ୍ର ଅଣସଂରକ୍ଷିତ ଟିକେଟରେ ଯାତ୍ରାକୁ ଅନୁମତି
ଭୁବନେଶ୍ୱର,୩୧।୧୦: ପୂର୍ବତଟ ରେଳପଥ ପରିସୀମା ମଧ୍ୟରେ ୯ଯୋଡ଼ା ସ୍ବତନ୍ତ୍ର ଟ୍ରେନ୍ର ଅଣସଂରକ୍ଷିତ ବଗିରେ ଅଣସଂରକ୍ଷିତ ଟିକେଟ୍ ଦ୍ୱାରା ଯାତ୍ରୀ ଯାତ୍ରା କରିପାରିବେ ବୋଲି ରେଳପଥ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି। ନଭେମ୍ବର ପହିଲାରୁ ପୂର୍ବତଟ ରେଳପଥ ୬ ଯୋଡ଼ା ସ୍ବତନ୍ତ୍ର ଟ୍ରେନ୍ରେ ଥିବା…
୧ରେ ପ୍ରକାଶ ପାଇବ ଚିଠା ଭୋଟର ତାଲିକା
ଭୁବନେଶ୍ୱର,୩୧।୧୦(ବ୍ୟୁରୋ): ୨୦୨୨ ଜାନୁୟାରୀ ୧ ତାରିଖକୁ ଯୋଗ୍ୟତାଭିତ୍ତିକ ତାରିଖ ଭାବେ ଗ୍ରହଣ କରି ଭାରତ ନିର୍ବାଚନ ଆୟୋଗ ସ୍ବତନ୍ତ୍ର ସଂକ୍ଷିପ୍ତ ଭୋଟର ତାଲିକାର ସଂଶୋଧନ କାର୍ଯ୍ୟକ୍ରମ କରିବାକୁ ଯାଉଛନ୍ତି । ଶନିବାର ଏଠାରେ ଆୟୋଜିତ ଖବରଦାତା ସମ୍ମିଳନୀରେ ରାଜ୍ୟ ମୁଖ୍ୟ ନିର୍ବାଚନ…
ସ୍ବତନ୍ତ୍ର ଶିକ୍ଷକ ପଦବୀ ପୂରଣ କର
ଭୁବନେଶ୍ୱର,୩୧।୧୦(ବ୍ୟୁରୋ): ଦେଶରେ ସ୍ବତନ୍ତ୍ର ବ୍ୟବସ୍ଥା ଆବଶ୍ୟକ କରୁଥିବା ପିଲାଙ୍କ ପାଇଁ ନିୟମିତ ସ୍ବତନ୍ତ୍ର ଶିକ୍ଷକ ନିଯୁକ୍ତି ଜରୁରୀ ହୋଇପଡ଼ିଛି। ତେଣୁ ଓଡ଼ିଶା ସମେତ ବିଭିନ୍ନ ରାଜ୍ୟ ସ୍ବତନ୍ତ୍ର ଶିକ୍ଷକ ପଦବୀ ପୂରଣ କରିବାକୁ ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ରିହାବିଲିଟେଶନ କାଉନ୍ସିଲ ଅଫ୍…
ଦରବୃଦ୍ଧିକୁ ବିଜେଡିର ବିରୋଧ
ଭୁବନେଶ୍ୱର,୩୧।୧୦(ବ୍ୟୁରୋ): ପେଟ୍ରୋଲ, ଡିଜେଲ ଓ ଏଲ୍ପିଜି ସମେତ ଆବଶ୍ୟକ ସାମଗ୍ରୀର ଅହେତୁକ ଦର ବୃଦ୍ଧି ଘଟିଛି। ଏହା ବିରୋଧରେ ବିଜୁ ଜନତା ଦଳ ଯୁଦ୍ଧଂ ଦେହି ଡାକରା ଦେଇଛି ରାଜଧାନୀଠାରୁ ପ୍ରତ୍ୟେକ ନିର୍ବାଚନମଣ୍ଡଳୀ ପର୍ଯ୍ୟନ୍ତ ବିଭିନ୍ନ ସ୍ତରରେ ଦଳ ପକ୍ଷରୁ ପ୍ରତିବାଦ…
ରାଜ୍ୟରୁ ପୁଣି ୪ ମୁଣ୍ଡ ନେଲା କରୋନା
ଭୁବନେଶ୍ୱର,୩୧।୧୦(ବ୍ୟୁରୋ): ରାଜ୍ୟରେ ରବିବାର କରୋନା ଆଉ ୪ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁସଂଖ୍ୟା ୮,୩୩୩କୁ ବୃଦ୍ଧି ପାଇଛି। ୪ ମୃତକଙ୍କ ମଧ୍ୟରେ ଖୋର୍ଦ୍ଧାରୁ ୨ଜଣ ରହିଥିବା ବେଳେ ମୟୂରଭଞ୍ଜ ଓ ପୁରୀ ଜିଲାରୁ ଜଣେ ଲେଖାଏ ରହିଛନ୍ତି…
ପୁଣି ବଢ଼ିଲା କରୋନା ସଂକ୍ରମଣ: ଆଜି ରାଜ୍ୟରେ ୪୮୮ ପଜିଟିଭ୍ ଚିହ୍ନଟ
ଭୁବନେଶ୍ୱର,୩୧।୧୦(ବ୍ୟୁରୋ): ରାଜ୍ୟରେ ରବିବାର ୪୮୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୭୭ ଜଣ ଛୁଆ ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ । ଆକ୍ରାନ୍ତଙ୍କ ମଧ୍ୟରୁ ୨୮୫ କ୍ୱାରାଣ୍ଟାଇନ୍ରୁ ଚିହ୍ନଟ ହୋଇଥିବାବେଳେ ୨୦୩ ଜଣ ଲୋକାଲ…
ଭାରରେ ନେବାବେଳେ ପ୍ରସବ
ଟିକିରି,୩୦ା୧୦(ଡି.ଏନ୍.ଏ.): ପକ୍କାରାସ୍ତା ନ ଥିବାରୁ ଗାଁକୁ ଆମ୍ବୁଲାନ୍ସ ଆସିପାରିଲାନାହିଁ । ଗର୍ଭବତୀଙ୍କୁ ଭାରରେ ବୋହି ନେବାବେଳେ ଅଧାବାଟରେ ପ୍ରସବ କରିଛନ୍ତି। ରାୟଗଡ଼ା ଜିଲା କାଶୀପୁର ବ୍ଲକ ମାଇକଞ୍ଚ ପଞ୍ଚାୟତର ସିନ୍ଧିଗୁଡ଼ା ଗ୍ରାମରେ ଶନିବାର ଏଭଳି ଘଟଣା ଘଟିଛି। ଗାଁର ଲମ୍ବୋଦର ଗୌଡ଼ଙ୍କ…
ଝିଅ ଆଗରେ ନଦୀକୁ ଡେଇଁଲେ ବାପା
ମାଲକାନଗିରି,୩୦ା୧୦(ଡି.ଏନ୍.ଏ.): ଦାରିଦ୍ରତା ଉଜାଡ଼ି ଦେଇଛି ପରିବାର। ପରିସ୍ଥିତି ଏପରି ହୋଇଛି ଶେଷରେ ଝିଅ ଆଗରେ ନଦୀକୁ ଡେଇଁ ଆତ୍ମହତ୍ୟା କରିଛନ୍ତି ବାପା। ଏଭଳି ଦୁଃଖଦ ଘଟଣା ଘଟିଛି ମାଲକାନଗିରି ଜିଲା ଚିତ୍ରକୋଣ୍ଡା ବ୍ଲକ ସ୍ବାଭିମାନ ଅଞ୍ଚଳର ପଣସପୁଟ ପଞ୍ଚାୟତରେ। ମିଳିଥିବା ସୂଚନା…
ଭବାନୀପାଟଣାରେ ମନ୍ତ୍ରୀ ଦିବ୍ୟଶଙ୍କର
ଭବାନୀପାଟଣା,୩୦।୧୦(ସ୍ବ.ପ୍ର.): ମମିତା ମେହେରଙ୍କ ଅପହରଣ ଓ ହତ୍ୟା ଘଟଣା ନେଇ ହୁଲସ୍ଥୂଲ ହେଉଛି ରାଜ୍ୟ ରାଜନୀତି। ଏହି ପରିପ୍ରେକ୍ଷୀରେ ଶନିବାର ରାଜ୍ୟ ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟ ଶଙ୍କର ମିଶ୍ର କଳାହାଣ୍ଡି ଗସ୍ତ କରିଛନ୍ତି। ସେ ଆସନ୍ତା ନଭେମ୍ବର ଦ୍ୱିତୀୟ ସପ୍ତାହରେ ମୁଖ୍ୟମନ୍ତ୍ରୀଙ୍କ…
୨ କାନ୍ଥ ମଝିରେ ଶିଶୁକନ୍ୟା: ୨ଘଣ୍ଟା ପରେ ଉଦ୍ଧାର
ଚୌଦ୍ୱାର, ୩୦ା୧୦(ଡି.ଏନ୍.ଏ.): କଟକ ଜିଲା ଚୌଦ୍ୱାର ଥାନା ଅଧୀନ ତଳ ବଜାର ଅଞ୍ଚଳରେ ଶନିବାର ଏକ ଅଭାବନୀୟ ଘଟଣା ଘଟିଛି। ଅପରାହ୍ନ ୫ଟାରେ ଉକ୍ତ ଅଞ୍ଚଳର ଅମରେଶ ସାହୁଙ୍କ ସ୍ତ୍ରୀ ପୂଜା ଓ ତାଙ୍କ ଅଢ଼େଇ ବର୍ଷର ଝିଅ ସାଇପ୍ରିୟା ସହିତ…
ଇ-ଯାନ ପାଇଁ ଦେବାକୁ ପଡ଼ିବନି ଟିକସ
ଭୁବନେଶ୍ୱର,୩୦।୧୦(ବ୍ୟୁରୋ)-ପେଟ୍ରୋଲ ଓ ଡିଜେଲ ଲିଟର ୧୦୦ ଟଙ୍କା ଟପି ଥିବାରୁ ଗାଡି ଚଳାଇବା ଜନସାଧାରଣଙ୍କ ପକ୍ଷେ ଅସହ୍ୟ ହେଲାଣି। ଏଥିସହିତ ଯାନବାହନ ଜନିତ ପ୍ରଦୂଷଣକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ବ୍ୟାଟେରୀ ଚାଳିତ ଇଲେକ୍ଟ୍ରୋନିକ ଯାନ(ଇ-ଭେହିକିଲ)କୁ ପ୍ରୋତ୍ସାହନ ଦେଇଛନ୍ତି। ଇ-ଭେହିକଲ ପ୍ରତି…
ବିବାହ, ବ୍ରତଘର, ଶୁଦ୍ଧିକ୍ରିୟା କଟକଣା କୋହଳ
ଭୁବନେଶ୍ୱର,୩୦।୧୦(ବ୍ୟୁରୋ): ବିବାହ, ବ୍ରତଘର ଓ ଶୁଦ୍ଧିକ୍ରିୟା ଆଦିରେ ଅତିଥିଙ୍କ ସଂଖ୍ୟା ଉପରେ ଲାଗିଥିବା କଟକଣାକୁ କୋହଳ କରାଯାଇଛି। ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି) ଅଞ୍ଚଳରେ ଲାଗିଥିବା ଏହି କଟକଣାକୁ ପ୍ରତ୍ୟାହାର କରି ନିଆଯାଇଛି। ଏଣିକି ଏହିସବୁ କାର୍ଯ୍ୟକ୍ରମରେ ୨୫୦ ଜଣ ଅତିଥି…
Archives


