ରାଜ୍ୟ

ଏସିଏଫ୍‌ ସୌମ୍ୟ ମୃତ୍ୟୁ ମାମଲା କ୍ରାଇମବ୍ରାଞ୍ଚକୁ ହସ୍ତାନ୍ତର

ଭୁବନେଶ୍ୱର,୧୪।୮(ବ୍ୟୁରୋ): ପାରଳାଖେମୁଣ୍ଡି ବନ ସଂରକ୍ଷକ (ଏସିଏଫ୍‌) ସୌମ୍ୟ ରଞ୍ଜନ ମହାପାତ୍ରଙ୍କ ମୃତ୍ୟୁକୁ ମାସେ ପୁରିଛି। ହେଲେ ଏବେ ବି ତାଙ୍କ ମୃତ୍ୟୁକୁ ନେଇ ଲାଗିରହିଛି ସସ୍‌ପେନ୍ସ। ସୌମ୍ୟଙ୍କ ମୃତ୍ୟୁ ମାମଲାର ତଦନ୍ତ କିଛି ଆଗକୁ ବଢ଼ିପାରି ନ ଥିବା ବେଳେ ମୃତ୍ୟୁର…

୪ ସପ୍ତାହ ମଧ୍ୟରେ ନିଷ୍ପତ୍ତି ନିଅ: ହାଇକୋର୍ଟ

କଟକ ଅଫିସ,୧୩ା୮: ଆଥ୍‌ଲେଟ୍‌ ଦୂତୀ ଚାନ୍ଦଙ୍କ ବିରୋଧରେ ହୋଇଥିବା ଅଭିଯୋଗ ଉପରେ ଆସନ୍ତା ୪ ସପ୍ତାହ ମଧ୍ୟରେ ନିଷ୍ପତ୍ତି ନିଅ। ଏକ ୱେବ୍‌ ପୋର୍ଟାଲ ପ୍ରତିନିଧିଙ୍କୁ ଦୂତୀଙ୍କ ଧମକ ମାମଲାର ଶୁଣାଣିକରି ହାଇକୋର୍ଟ ବିଚାରପତି ବିଶ୍ୱଜିତ୍‌ ମହାନ୍ତି ଭୁବନେଶ୍ୱର ଡିସିପି ଉମାଶଙ୍କର…

ସିଧାସଳଖ ନିର୍ବାଚିତ ହେବେ ମେୟର, ପୌରାଧ୍ୟକ୍ଷ

ଭୁବନେଶ୍ୱର, ୧୪ା୮(ବ୍ୟୁରୋ): ରାଜ୍ୟ ସରକାର ଓଡ଼ିଶା ପୌରପାଳିକା ନିୟମାବଳୀ ୧୯୯୪ର ସଂଶୋଧନ କରିଛନ୍ତି। ଏଣିକି ବିଜ୍ଞପିତ ଅଞ୍ଚଳ ପରିଷଦ, ମ୍ୟୁନିସିପାଲିଟି ଅଧ୍ୟକ୍ଷ ଏବଂ ମହାନଗର ନିଗମ ମେୟର ପ୍ରତ୍ୟକ୍ଷ ନିର୍ବାଚନ ଜରିଆରେ ନିର୍ବାଚିତ ହେବେ। ଏଥିପାଇଁ କାଉନ୍‌ସିଲର ଓ ଅଧ୍ୟକ୍ଷ ପଦବୀ…

ଯୁକ୍ତ୨ ପରୀକ୍ଷା ପଦ୍ଧତି ବଦଳିବ

ଭୁବନେଶ୍ୱର, ୧୪ା୮(ବ୍ୟୁରୋ): ମାଟ୍ରିକ ଭଳି ଯୁକ୍ତ୨ ପରୀକ୍ଷା ପଦ୍ଧତିରେ ବି ପରିବର୍ତ୍ତନ ଅଣାଯିବ। ବର୍ଷକୁ ଦୁଇଟି ବୋର୍ଡ ପରୀକ୍ଷା ହେବ। ଏଥିସହ ଇଣ୍ଟରନାଲ୍‌ ଆସେସମେଣ୍ଟ ହେବ। ସ୍ବଚ୍ଛତା ଲାଗି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍‌ଏସ୍‌ଇ) ପରୀକ୍ଷାକୁ ପୂରା ମନିଟର କରିବ। ପ୍ରଥମ…

ଥମୁନି ମୃତ୍ୟୁସଂଖ୍ୟା: ଗତ ୨୪ ଘଣ୍ଟାରେ କରୋନା ନେଲା ୬୬ ଜୀବନ

ଭୁବନେଶ୍ୱର,୧୪।୮(ବ୍ୟୁରୋ): ରାଜ୍ୟରେ ପୁଣି ଥରେ କରୋନା ଗ୍ରାଫ୍‌ ତଳମୁହାଁ ହୋଇଥିବା ବେଳେ ଦୈନିକ ସଂକ୍ରମଣ ମଧ୍ୟ ହ୍ରାସ ପାଇବାରେ ଲାଗିଛି। ହେଲେ ମୃତ୍ୟୁ ସଂଖ୍ୟାରେ ଲାଗୁନି ବ୍ରେକ୍‌। ଶନିବାର ରାଜ୍ୟରେ କରୋନାଜନିତ ୬୬ଜଣଙ୍କର ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୃତ୍ୟୁ…

୭୦ ବର୍ଷ ପରେ ସୁବର୍ଣ୍ଣ ନାଗାଭରଣ ବେଶ

ଢେଙ୍କାନାଳ ଅଫିସ, ୧୪।୮ ରାଜ୍ୟର ପ୍ରସିଦ୍ଧ ଶୈବକ୍ଷେତ୍ର କପିଳାସ ପୀଠ ପାଇଁ ଶୁକ୍ରବାର ଥିଲା ଐତିହାସିକ ଦିନ। କାରଣ ଦୀର୍ଘ ୭୦ବର୍ଷ ପରେ ଅନୁଷ୍ଠିତ ହୋଇଥିଲା ମହାପ୍ରଭୁ ଶ୍ରୀଚନ୍ଦ୍ରଶେଖରଙ୍କ ସୁବର୍ଣ୍ଣ ନାଗାଭରଣ ବେଶ। ସୁନାର ପଞ୍ଚବକ୍ର ମୁକୁଟ ପରିଧାନ କରି ଶ୍ରୀଜୀଉ…

ବିପର୍ଯ୍ୟୟ ନେଇଛି ୨୧୬ ପ୍ରାଣ

ଅନୁଗୋଳ ଅଫିସ, ୧୪ା୮ କେତେବେଳେ ପାଣି ତ ଆଉ କେବେ ମାରୁଛି ବଜ୍ରପାତ। ସାପ କାମୁଡ଼ାରେ ମଧ୍ୟ ଯାଉଛି ଅନେକଙ୍କ ଜୀବନ। ଗତ ୬ ବର୍ଷ ମଧ୍ୟରେ ଅନୁଗୋଳ ଜିଲାରେ ୨୧୬ ଜଣଙ୍କ ପ୍ରାଣ ନେଇଛି ଏପରି ପ୍ରାକୃତିକ ବିପର୍ଯ୍ୟୟ। ସରକାରଙ୍କ…

ଦିନେ ବଢ଼ିଲେ ଦିନେ କମୁଛି: ରାଜ୍ୟରେ ଗତ ୨୪ଘଣ୍ଟାରେ ୧,୧୩୨ଆକ୍ରାନ୍ତ ଚିହ୍ନଟ, ଚିନ୍ତା ବଢ଼ାଉଛି ଖୋର୍ଦ୍ଧା-କଟକ

ଭୁବନେଶ୍ୱର,୧୪।୮(ବ୍ୟୁରୋ): ଗତ କିଛି ଦିନ ହେଲା ଓଡ଼ିଶାରେ କରୋନା ଗ୍ରାଫ୍‌ ସ୍ଥିର ରହୁଛି। ଦୈନିକ ସଂକ୍ରମଣ କେବେ ବଢ଼ୁଛି ତ ପୁଣି କେବେ କମୁଛି। ଇତିମଧ୍ୟରେ ଶୁକ୍ରବାର ରାଜ୍ୟରେ ୧,୧୯୩ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଶନିବାର ଏହି ସଂଖ୍ୟାରେ ହ୍ରାସ…

ବିଜେଡି ଖେଳିଲା ଏସ୍‌ଇବିସି କାର୍ଡ

ଭୁବନେଶ୍ୱର, ୧୪ା୮(ବ୍ୟୁରୋ): ଆଗାମୀ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ବିଜେଡି ୨୭% ପଛୁଆ ବର୍ଗ (ଏସ୍‌ଇବିସି)ଙ୍କୁ ପ୍ରାର୍ଥୀ କରିବ। କେବଳ ପଞ୍ଚାୟତ ନିର୍ବାଚନ ନୁହେଁ ପରବର୍ତ୍ତୀ ନିର୍ବାଚନରେ ମଧ୍ୟ ବିଜେଡି ପଛୁଆବର୍ଗରୁ ସମ ପରିମାଣର ପ୍ରାର୍ଥୀ ଦେବ। ଏ ନେଇ ଦଳର ରାଜ୍ୟ…

ଆଜି ଯୁକ୍ତ୨ କଳା, ଧନ୍ଦାମୂଳକ ପରୀକ୍ଷାଫଳ

ଭୁବନେଶ୍ୱର, ୧୪ା୮(ବ୍ୟୁରୋ): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍‌ଏସ୍‌ଇ) ଦ୍ୱାରା ପରିଚାଳିତ ଯୁକ୍ତ୨ କଳା ଓ ଧନ୍ଦାମୂଳକ ପରୀକ୍ଷାଫଳ ଶନିବାର ପ୍ରକାଶ ପାଇବ। ଏନେଇ ଶୁକ୍ରବାର ସିଏଚ୍‌ଏସଇ ପକ୍ଷରୁ ସୂଚନା ଦିଆଯାଇଛି। ଛାତ୍ରୀଛାତ୍ର orissaresults.nic.in ଓ୍ବେବ୍‌ସାଇଟରେ ନିଜ ପରୀକ୍ଷାଫଳ ପାଇପାରିବେ। ଚଳିତବର୍ଷ କରୋନା…

ଖଣି ତ୍ୟାଗ ଅନ୍ତରାଳେ

ଭୁବନେଶ୍ୱର,୧୪ା୮(ବ୍ୟୁରୋ): ଜେଏସ୍‌ଡବ୍ଲ୍ୟୁ ଷ୍ଟିଲ୍‌ ବର୍ଷକ ତଳେ ହାତେଇଥିବା ସୁନ୍ଦରଗଡ଼ ଜିଲାର ଗୋନୁଆ ଲୁହାପଥର ଖଣି ଛାଡ଼ିଦେବାକୁ ଅଗଷ୍ଟ ୧୧ ତାରିଖରେ ଓଡ଼ିଶା ସରକାରଙ୍କୁ ଜଣାଇଛି। ଜେଏସ୍‌ଡବ୍ଲ୍ୟୁ ଲେଖିଥିବା ଚିଠିରେ ଉଲ୍ଲେଖ କରିଛି ଯେ ଗୋନୁଆ ଖଣି ଆର୍ଥିକ ଦୃଷ୍ଟିକୋଣରୁ ଲାଭଦାୟକ ନୁହେଁ।…

ନିମନ୍ତ୍ରଣ କାର୍ଡ଼ରେ ତ୍ରିରଙ୍ଗାକୁ ଅପମାନ

ବରଗଡ଼ ଅଫିସ୍‌,୧୩।୮: ଦିନକ ପରେ ୭୫ତମ ସ୍ବାଧୀନତା ଦିବସ। ରବିବାର ବରଗଡ଼ ଜର୍ଜ ହାଇସ୍କୁଲ ପଡ଼ିଆରେ ଏଥିଲାଗିସମାରୋହ ଅନୁଷ୍ଠିତ ହେବ। ଏହି ସମାରୋହରେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ପତାକା ଉତ୍ତୋଳନ କରିବେ। ସମାରୋହରେ ଯୋଗଦେବା ପାଇଁ ବରଗଡ଼ ଜିଲା ପ୍ରଶାସନ ପକ୍ଷରୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri