ଅନ୍ୟ ମହିଳାଙ୍କ ସହ ସମ୍ପର୍କ ରଖିବାରୁ…
ବାଙ୍ଗିରିପୋଷି,୨୮।୧୦(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅଧୀନ ଶିମିଳାରେ ଏକ ହତ୍ୟାକାଣ୍ଡ ଘଟିଛି। ପରକୀୟା ପ୍ରୀତି ପାଇଁ ବଚସାକୁ କେନ୍ଦ୍ରକରି ନିଜ କକାଙ୍କୁ ହାଣି ହତ୍ୟା କରିଛନ୍ତି ପୁତୁରା। ପୋଲିସ ଗୁରୁବାର ଏକ ହତ୍ୟା ମାମଲା (ନଂ.୨୫୨/୨୧) ରୁଜୁ କରି ପୁତୁରା…
‘୯୦ ଦିନ ମଧ୍ୟରେ ଟ୍ରାଏଲ ଶେଷ କର’
ବଲାଙ୍ଗୀର ଅଫିସ,୨୮।୧୦: ମମିତା ମେହେର ହତ୍ୟାକାଣ୍ଡ ଘଟଣା ଏବେ ଜାତୀୟ ରାଜନୀତିରେ ଚର୍ଚ୍ଚାର ବିଷୟ ହୋଇଛି। କଂଗ୍ରେସ ଦଳର ସାଧାରଣ ସମ୍ପାଦକ ରଣଦୀପ ସିଂ ସୂର୍ଯ୍ୟେଓ୍ବାଲା, ଏଆଇସିସି ଓଡିଶା ପ୍ରଭାରୀ ଏ. ଚେଲାକୁମାର, କଂଗ୍ରେସ ବିଧାୟକ ଦଳ ନେତା ତଥା ବଲାଙ୍ଗୀର…
ବଳିଥିବା ଭାତ, ଡାଲମାକୁ ନେଇ ମହିଳାଙ୍କ ମଧ୍ୟରେ ମାରପିଟ୍
ଧରାକୋଟ,୨୮ା୧୦(ଡି.ଏନ୍.ଏ.): ଗଞ୍ଜାମ ଜିଲା ଧରାକୋଟ ଥାନା ଅଧୀନ ପାଙ୍କଳବାଡ଼ି ଗ୍ରାମରେ କୁମାରପୂର୍ଣ୍ଣିମା ପରେ ଝିଅମାନେ ଚାନ୍ଦା ଆଦାୟ କରି ପାଲା ପରିବେଷଣ କରାଇଥିଲେ। ପରେ ଭୋଜି ଭାତର ଆୟୋଜନ କରିଥିଲେ। ଭୋଜିରେ ବଳିଥିବା ଭାତ, ଡାଲମା ଘରକୁ ନେବାକୁ ନେଇ ଦୁଇ…
‘ମମିତାଙ୍କୁ ନ୍ୟାୟ ଦେବାକୁ ଏହି ବୟସରେ କଳାକୋର୍ଟ ପିନ୍ଧିବି’
ଭୁବନେଶ୍ୱର,୨୮।୧୦:ବହୁ ଚର୍ଚ୍ଚିତ ମମିତା ମେହେର ମାମଲାରେ ଲଢ଼ିବାକୁ ବଲାଙ୍ଗୀର ବିଧାୟକ ତଥା ବରିଷ୍ଠ କଂଗ୍ରେସ ନେତା ନରସିଂହ ମିଶ୍ର ଗୁରୁବାର ବଲାଙ୍ଗୀରଠାରେ ଗଣମାଧ୍ୟମ ଆଗରେ କହିଛନ୍ତି। ମମିତା ହତ୍ୟା ମାମଲା କେବଳ ଓଡ଼ିଶା ନୁହେଁ ଭାରତ ବର୍ଷରେ ବିରଳ। ଯେଉଁଭଳି ଭାବେ…
ସ୍କୁଟି ରଖି ମହାନଦୀକୁ ଡେଇଁଲେ ଯୁବକ
ଭୁବନେଶ୍ୱର,୨୮।୧୦: କଟକ ମୁଣ୍ଡଳୀ ବ୍ରିଜ ଉପରେ ସ୍କୁଟି ଓ ମୋବାଇଲ ଫୋନ୍ ରଖି ମହାନଦୀକୁ ଡେଇଁଲେ ଯୁବକ। ଅଗ୍ନିଶମ ବାହିନୀ ପହଞ୍ଚି ଖୋଜାଖୋଜି ଆରମ୍ଭ କରିିଛନ୍ତି। ହେଲେ ତାଙ୍କର କୌଣସି ପତ୍ତା ମିଳି ପାରିନାହିଁ। ଗୁରବାର ଅପରାହ୍ନରେ ଯୁବକ ଜଣକ ବ୍ରିଜ…
ମମିତା ହତ୍ୟା ମାମଲା: ଭାଜପା କର୍ମୀ-ପୋଲିସ ଧସ୍ତାଧସ୍ତି
ଛତ୍ରପୁର,୨୮ା୧୦(ଡି.ଏନ୍.ଏ.): ଗଞ୍ଜାମ ଜିଲା ଛତ୍ରପୁରରେ ଭାଜପା ସାଙ୍ଗଠନିକ ଘୁମୁସର ଜିଲା ଯୁବମୋର୍ଚ୍ଚା ପକ୍ଷରୁ ବିଶାଳ ରାଲି କରାଯାଇଛି। ମମିତା ପରିବାରକୁ ନ୍ୟାୟ ଦାବିରେ ଗଞ୍ଜାମ ଏସ୍ପିଙ୍କ କାର୍ଯ୍ୟାଳୟ ଘେରାଉ କରାଯାଇଛି। ପୋଲିସ କର୍ମଚାରୀ ଓ ଭାଜପା ନେତା ଓ କର୍ମୀଙ୍କ ମଧ୍ୟରେ…
ରାଜ୍ୟରେ ଆଉ ୪ ମୁଣ୍ଡ ନେଲା କରୋନା
ଭୁବନେଶ୍ୱର,୨୮।୧୦(ବ୍ୟୁରୋ): ରାଜ୍ୟରେ ଗୁରୁବାର କରୋନା ଆଉ ୪ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ୍ ମୃତ୍ୟୁ ସଂଖ୍ୟା ୮ ହଜାର ୩୨୨ କୁ ବୃଦ୍ଧି ପାଇଛି। ମୃତକଙ୍କ ମଧ୍ୟରେ ମୟୂରଭଞ୍ଜ ଓ କେନ୍ଦ୍ରାପଡାରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା…
ଆଜି ୧୨ ଘଣ୍ଟିଆ ସୁବର୍ଣ୍ଣପୁର ବନ୍ଦ
ଭବାନୀପାଟଣା,୨୮।୧୦(ସ୍ବ.ପ୍ର): କଳାହାଣ୍ଡି ଜିଲା ମହାଲିଙ୍ଗ ସନସାଇନ ସ୍କୁଲ ଅଧ୍ୟକ୍ଷା ମମିତା ମେହେର ହତ୍ୟା ଘଟଣାରେ ଅସନ୍ତୋଷ ଦେଖାଦେଉଛି। ହତ୍ୟାକାଣ୍ଡର ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁଙ୍କୁ ଫାଶି ଦଣ୍ଡାଦେଶ ସହ ଗୃହ ରାଷ୍ଟ୍ର ମନ୍ତ୍ରୀ ଦିବ୍ୟ ଶଙ୍କର ମିଶ୍ରଙ୍କ ସମ୍ପୃକ୍ତିକୁ ନେଇ ପ୍ରତିବାଦ…
ରାଜ୍ୟରେ ୪୧୨ କରୋନା ପଜିଟିଭ୍ ଚିହ୍ନଟ
ଭୁବନେଶ୍ୱର,୨୮।୧୦(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୪୧୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୬୩ ଜଣ ଛୁଆ ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ୍। ଆକ୍ରାନ୍ତଙ୍କ ମଧ୍ୟରୁ ୨୩୭ କ୍ୱାରାଣ୍ଟାଇନ୍ରୁ ଚିହ୍ନଟ ହୋଇଥିବାବେଳେ ୧୭୫…
ରାସ୍ତା ଶୋଚନୀୟ, ମରାମତି ଦାବି
ଧର୍ମଶାଳା, ୨୮।୧୦(ଡି.ଏନ୍.ଏ.): ଧର୍ମଶାଳା ବ୍ଲକ ଚୋରମୁହାଁ ପଞ୍ଚାୟତକୁ ସଂଯୋଗ କରୁଥିବା କେନାଲ ବନ୍ଧ ରାସ୍ତାବସ୍ଥା ଶୋଚନୀୟ ହୋଇପଡିଛି। ସେହି ରାସ୍ତାକୁ ମରାମତି କରାଯାଉ ନ ଥିବା ଯୋଗୁ ସ୍ଥାନୀୟ ଲୋକମାନଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି। ଚୋରମୁହାଁ ଗ୍ରାମର ହଳଦିଆପଦା ସାହିରୁ…
ମାର୍କଣ୍ଡପୁର ପ୍ୟାକ୍ସରେ ଋଣ ଜାଲିଆତି
ଯାଜପୁର ଅଫିସ,୨୮।୧୦: ଯାଜପୁର ଜିଲାର ବହୁ ଚର୍ଚ୍ଚିତ ମାର୍କଣ୍ଡପୁର ପ୍ରାଥମିକ ସେବା ସମବାୟ ସମିତି(ପ୍ୟାକ୍ସ)ରେ ପୁଣି ଏକ ଦୁର୍ନୀତିର ତଦନ୍ତ ନିର୍ଦ୍ଦେଶ ହୋଇଛି। ଏହି ପ୍ୟାକ୍ସର ସମ୍ପାଦକ ଚାଷୀଙ୍କ ଋଣ ପାସ୍ବୁକ୍ଗୁଡ଼ିକୁ ବେଆଇନ ଭାବେ ନିଜ ପାଖରେ ରଖି ଦେଣନେଣରେ ଜାଲିଆତି…
ମାତୃ, ଶିଶୁମଙ୍ଗଳ ହସ୍ପିଟାଲ ନିର୍ମାଣରେ ବିଳମ୍ବ
କେନ୍ଦ୍ରାପଡ଼ା ଅଫିସ, ୨୮।୧୦: କେନ୍ଦ୍ରାପଡ଼ା ଜିଲାରେ ସ୍ବାସ୍ଥ୍ୟସେବା ପାଇଁ ଆବଶ୍ୟକ ଥିବା ୨୨୪ ଡାକ୍ତରଙ୍କ ମଧ୍ୟରୁ ୧୩୪ ପଦବୀ ଫାଙ୍କା ଅଛି। ଏଥିସହ ଭିତ୍ତିଭୂମି ସୁଦୃଢ଼ ପାଇଁ କୌଣସି ପଦକ୍ଷେପ ନିଆଯାଉନାହିଁ। ୨୦୧୮ ଡିସେମ୍ବରରୁ ଜିଲା ମୁଖ୍ୟ ଚିକିତ୍ସାଳୟରୁ ୫ କି.ମି.…
Archives


