ଅଗ୍ନି-୫ର ସଫଳ ପରୀକ୍ଷଣ
ବାଲେଶ୍ୱର ଅଫିସ,୨୮।୧୦: ପ୍ରତିରକ୍ଷା କ୍ଷେତ୍ରରେ ଭାରତ ଆଉ ଏକ ମାଇଲଖୁଣ୍ଟ ସ୍ଥାପନ କରିଛି। ଭାରତର ବ୍ରହ୍ମାସ୍ତ୍ର କୁହାଯାଉଥିବା ଅଗ୍ନି-୫ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷା କରାଯାଇଛି। ବୁଧବାର ରାତି ପ୍ରାୟ ୭ଟା ୫୦ ମିନିଟ୍ରେ ଡିଆରଡିଓ ପକ୍ଷରୁ ଅବଦୁଲ କଲାମ ଦ୍ୱୀପରୁ ଉତ୍କ୍ଷେପଣ…
ଆଲୁମିନିୟମ ଶିଳ୍ପରେ କୋଇଲା ସଙ୍କଟ
ଭୁବନେଶ୍ୱର, ୨୮।୧୦: ପ୍ରାଥମିକ ଆଲୁମିନିୟମ ଶିଳ୍ପ ବର୍ତ୍ତମାନ କୋଇଲା ସଙ୍କଟ ଦେଇ ଗତି କରୁଛି। ଏହି ସମସ୍ୟା ଯଦି ଦୂର କରା ନ ଯାଏ ତେବେ ଆଲୁମିନିୟମ ମୂଲ୍ୟ ଶୃଙ୍ଖଳାର ଅଂଶ ଥିବା ୫ ହଜାରରୁ ଅଧିକ କ୍ଷୁଦ୍ର ଏବଂ ମଧ୍ୟମ…
କୋଟିଆର ବିଭିନ୍ନ ଗ୍ରାମଛକରେ ଫଳକ ଲଗାଇଲା ପ୍ରଶାସନ
ପଟ୍ଟାଙ୍ଗୀ, ୨୮।୧୦(ଡି.ଏନ.ଏ.): କୋରାପୁଟ ଜିଲା ପଟ୍ଟାଙ୍ଗୀ ବ୍ଲକ ଅନ୍ତର୍ଗତ ତଥା ଆନ୍ଧ୍ର ସୀମାକୁ ଲାଗିଥିବା କୋଟିଆ ପଞ୍ଚାୟତକୁ ନେଇ ଦୁଇ ରାଜ୍ୟ ମଧ୍ୟରେ ବିବାଦ ଲାଗିରହିଛି। ବିଭିନ୍ନ ସମୟରେ ଉଭୟ ରାଜ୍ୟର ଜିଲା ପ୍ରଶାସନ କୋଟିଆରେ ନିଜ କାର୍ଯ୍ୟକ୍ରମ ଜାରି ରଖିଛନ୍ତି।…
ମାଛ ଧରିବାକୁ ଯାଇ ଚିଲିକାରେ ଫସିଲା ଡଙ୍ଗା
କୃଷ୍ଣପ୍ରସାଦ, ୨୮।୧୦(ଡି.ଏନ୍.ଏ.): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ କୃଷ୍ଣପ୍ରସାଦସ୍ଥିତ ଚିଲିକାକୁ ଏକ ମତ୍ସ୍ୟଜୀବୀ ପରିବାର ଡଙ୍ଗା ଯୋଗେ ମାଛ ଧରିବାକୁ ଯାଇଥିବାବେଳେ ଦଳରେ ଡଙ୍ଗା ଫସିଯିବାରୁ ଜଳବନ୍ଦୀରେ ଅଟକ ରହିଥିଲେ। ପ୍ରାୟ ୩ଦିନ ପରେ ବୁଧବାର ସ୍ଥାନୀୟ ମତ୍ସ୍ୟଜୀବୀ ସେ ସ୍ଥାନକୁ…
ଟିକସ ନ କମାଇ ବୃଥା ଚେଷ୍ଟା
ଭୁବନେଶ୍ୱର, ୨୮।୧୦: ୨୦୨୧ କଥା ଦେଖିଲେ ଜାନୁୟାରୀ ପହିଲାରୁ ଅଦ୍ୟାବଧି ପେଟ୍ରୋଲ ୨୩.୯୭ ଟଙ୍କାରୁ ଊର୍ଦ୍ଧ୍ୱ ଏବଂ ଡିଜେଲ ୨୨.୫୫ ଟଙ୍କା ବଢ଼ିଛି। ଜାନୁୟାରୀ ପହିଲାରେ ନୂଆଦିଲ୍ଲୀରେ ପେଟ୍ରୋଲ ଏବଂ ଡିଜେଲ ଲିଟର ପିଛା ଯଥାକ୍ରମେ ୮୩.୯୭ ଟଙ୍କା ଏବଂ ୭୪.୧୨…
ଦୁର୍ଘଟଣାରୁ ବର୍ତ୍ତିଲା ଭିସ୍ତାରା ବିମାନ
ଭୁବନେଶ୍ୱର,୨୮।୧୦(ବ୍ୟୁରୋ): ଭୁବନେଶ୍ୱର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ବୁଧବାର ଏକ ବିମାନ ଦୁର୍ଘଟଣାରୁ ବର୍ତ୍ତି ଯାଇଛି। ଆମ୍ ଆଦ୍ମୀ ପାର୍ଟି(ଏଏପି)ର ରାଜ୍ୟ ସଭା ସଦସ୍ୟ ସଞ୍ଜୟ ସିଂ ଏ ସମ୍ପର୍କରେ ଟୁଇଟ କରି ଜଣାଇଛନ୍ତି। ସେ ଏଥିରେ ଉଲ୍ଲେଖ କରିଛନ୍ତି ଯେ,…
ନନ୍ଦନକାନନରେ ଗାଇଡ୍ଙ୍କୁ କାମୁଡ଼ିଲା ଭାଲୁ
ବାରଙ୍ଗ,୨୮।୧୦(ଡି.ଏନ୍.ଏ.): ପ୍ରାଣୀ ଉଦ୍ୟାନ ନନ୍ଦନକାନନରେ ବୁଧବାର ଏକ ଅଘଟଣ ଦେଖିବାକୁ ମିଳିଛି। ଅପରାହ୍ନ ସମୟରେ ଭାଲୁ ସଫାରିରେ ଯାଇଥିବା ଜଣେ ଗାଇଡ୍ ଭାଲୁକୁ ଖାଦ୍ୟ ଦେଉଥିବାବେଳେ ହଠାତ ଭାଲୁଟି ଗାଇଡ୍ଙ୍କ ହାତକୁ କାମୁଡ଼ି ଦେଇଛି। ସୌଭାଗ୍ୟବଶତଃ ଗାଇଡ୍ ଜଣଙ୍କ ବଞ୍ଚତ୍ୟାଇଥିଲେ ମଧ୍ୟ…
କାମକୁ ନୁହେଁ ହାଇ ସିକ୍ୟୁରିଟି ନମ୍ବର ପ୍ଲେଟ୍
ଭୁବନେଶ୍ୱର, ୨୮।୧୦(ବ୍ୟୁରୋ): ଆତଙ୍କବାଦୀ କାର୍ଯ୍ୟକଳାପକୁ ଦୃଷ୍ଟିରେ ରଖି ୨୦୦୫ରେ କେନ୍ଦ୍ର ସରକାର ଯାନବାହନଗୁଡ଼ିକରେ ହାଇ ସିକ୍ୟୁରିଟି ନମ୍ବର ପ୍ଲେଟ୍ ଲଗାଇବାକୁ ନିଷ୍ପତ୍ତି ନେଇଥିଲେ। ତଦୁନଯାୟୀ ଏହି ନମ୍ବର ପ୍ଲେଟ୍ ନୂଆ ଗାଡ଼ି କିଣିବା ସମୟରେ ଲାଗିକରି ଆସିବ। ବିନା ନମ୍ବରରେ କୌଣସି…
ଚିକିତ୍ସାଳୟରୁ ବାଇକ୍ରେ ବୁହାହେଲା ମୃତଦେହ
ବାଙ୍କୀ, ୨୮।୧୦ (ସ୍ବ.ପ୍ର.): କଟକ ଜିଲା ବାଙ୍କୀ ଉପଖଣ୍ଡ ଚିକିତ୍ସାଳୟରେ ବୁଧବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଜଣେ ଭିନ୍ନକ୍ଷମ ଯୁବକଙ୍କ ମୃତ୍ୟୁ ପରେ ତାଙ୍କୁ ଘରେ ପହଞ୍ଚାଇବାକୁ ମହାପ୍ରୟାଣ ଗାଡି ଯୋଗା ନ ଯିବାରୁ ବାଇକ୍ରେ ପରିବାର ଲୋକେ…
ନଭେମ୍ବରରୁ ଉତ୍ସବ ମୁଖରିତ ହେବ ମଞ୍ଚ
ଭୁବନେଶ୍ୱର,୨୮।୧୦(ବ୍ୟୁରୋ): କରୋନା ମହାମାରୀ ଥମିଛି। ଦୀର୍ଘଦିନ ଧରି ଜୀବନଜୀବିକାକୁ ନେଇ ସଂଘର୍ଷ କରୁଥିବା କଳାକାରମାନେ ମଞ୍ଚକୁ ଯିବାକୁ ଚାହିଁ ବସିଛନ୍ତି। ଏପଟେ କରୋନାର କୋପ ଭିତରେ ଧୁନ୍ଦି ହେଉଥିବା ଶିଶୁଠାରୁ ବଡ଼ ଲୋକଙ୍କ ପର୍ଯ୍ୟନ୍ତ ସମସ୍ତେ ମନକୁ ଟିକେ ହାଲ୍କା କରିବା…
ସର୍ବଦଳୀୟ ବୈଠକ ଡାକିଲେ ନିର୍ବାଚନ କମିଶନ
ଭୁବନେଶ୍ୱର,୨୮।୧୦(ବ୍ୟୁରୋ): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ଆସନ୍ତା ୬ ତାରିଖରେ ସର୍ବଦଳୀୟ ବୈଠକ ବସିବ। ଏ ନେଇ ରାଜ୍ୟ ନିର୍ବାଚନ କମିଶନଙ୍କ ପକ୍ଷରୁ ବୁଧବାର ସମସ୍ତ ରାଜନୈତିକ ଦଳଗୁଡ଼ିକୁ ଚିଠି ମାଧ୍ୟମରେ ଜଣାଇ ଦିଆଯାଇଛି। ଜିଲ୍ଲା ପରିଷଦଗୁଡ଼ିକର କାର୍ଯ୍ୟକାଳ ୨୦୨୨ ମାର୍ଚ୍ଚ…
ରାଜ୍ୟ ସରକାର, ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡକୁ ନୋଟିସ
କଟକ ଅଫିସ, ୨୮।୧୦: ହାଇକୋର୍ଟରେ ବାଣ ବିକ୍ରି ମାମଲାର ଶୁଣାଣି ବୁଧବାର ହୋଇଥିଲା। ମୁଖ୍ୟ ବିଚାରପତି ଏସ୍. ମୁରଲୀଧର ଓ ଜଷ୍ଟିସ ବି.ପି. ରାଉତରାୟଙ୍କୁ ନେଇ ଗଠିତ ଖଣ୍ଡପୀଠ ଏହି ମାମଲାର ଶୁଣାଣି କରି ରାଜ୍ୟ ସରକାର ଓ ପ୍ରଦୂଷଣ ନିୟନ୍ତ୍ରଣ…
Archives


